ଭଦ୍ରକ

ବନ୍ଧା ପଡିଛି ମଣିଷ ପଣିଆ: ଆହାରକେନ୍ଦ୍ର ଶେଷ ଠିକଣା

ଚାନ୍ଦବାଲି,୬ା୧୧(ଡି.ଏନ.ଏ.)-ଆଖିକୁ ଭଲ ଦେଖାଯାଉ ନ ଥିବା ଜଣେ ୯୦ ବର୍ଷର ବୃଦ୍ଧାଙ୍କୁ କେହି ଆଣି ଭଦ୍ରକ ଜିଲା ଚାନ୍ଦବାଲି ଏନଏସି ଆହାର କେନ୍ଦ୍ର ବାରଣ୍ଡାରେ ସୋମବାର ସକାଳେ ଛାଡି ଚାଲିଯାଇଥିବା ଦେଖିବାକୁ ମିଳିଥିଲା। ଏହି ଘଟଣା ସ୍ଥାନୀୟ ଅଞ୍ଚଳବାସୀଙ୍କୁ ଆଲୋଡିତ...

ଭଦ୍ରକ କଲେଜରେ ଛାତ୍ର ଅଶାନ୍ତି ଜାରି

ଭଦ୍ରକ ଅଫିସ,୫ା୧୧- ଭଦ୍ରକ ସ୍ବୟଂ ଶାସିତ ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି ଜାରି ରହିଛି। ମଙ୍ଗଳବାର ଛାତ୍ର ଆନ୍ଦୋଳନର ୨ୟ ଦିନରେ ଶତାଧିକ ଛାତ୍ରୀଛାତ୍ର ପାଠପଢା ବର୍ଜନ କରି କଲେଜ ଫାଟକ ସମ୍ମୁଖରେ ଟାୟାର ଜାଳି ଆନ୍ଦୋଳନ କରିଥିଲେ। ସେମାନେ ମୁଖ୍ୟତଃ...

ବିଦ୍ୟୁତ୍‌ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଧାରଣା

ଧାମନଗର,୫।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ କଲ୍ୟାଣି ଗ୍ରାମର ଜଣେ ଯୁବକ ବିଦ୍ୟୁତ୍‌ ଆଘାତରେ ପ୍ରାଣ ହରାଇଛନ୍ତି। ମୃତକ ହେଲେ ଭାସ୍କର ବେହେରା। ସୋମବାର ରାତିରେ ଭାସ୍କର ପାଇଖାନା ଯାଇଥିବା ବେଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିବା ଯୋଗୁ ମୃତ୍ୟୁ ଘଟିଥିଲା। ...

ଭଦ୍ରକ କଲେଜରେ ଛାତ୍ର ଅଶାନ୍ତି, କ୍ଲାସ ବର୍ଜନ କରି ଫାଟକ ସମ୍ମୁଖରେ ଧାରଣା

ଭଦ୍ରକ ଅଫିସ,୪।୧୧: ଭଦ୍ରକ କଲେଜରେ ଥିବା ବିଭିନ୍ନ ସମସ୍ୟା ପ୍ରତି ଦୀର୍ଘବର୍ଷ ଧରି ଅଣଦେଖା କରାଯାଉଥିବାରୁ ଛାତ୍ର ଅଶାନ୍ତି ଦେଖାଦେଇଛି। ଫଳରେ ଛାତ୍ରୀଛାତ୍ର କ୍ଲାସ ବର୍ଜନ କରି କଲେଜ ଫାଟକ ସମ୍ମୁଖରେ ଧାରଣାରେ ବସିଛନ୍ତି। କଲେଜ ଅଧ୍ୟକ୍ଷ, ଜିଲାପାଳ, ପୂର୍ତ୍ତ...

ପୂଜାପାଠ ଆଳରେ ମହିଳାଙ୍କୁ ମଶାଣିକୁ ନେଇ ଅସଦାଚରଣ: ଛେଚା ଖାଇ ଗିରଫ ହେଲେ ଭଣ୍ଡବାବା

ବାସୁଦେବପୁର, ୪।୧୧ (ଡି.ଏନ.ଏ.) – ଜଣେ ଭଣ୍ଡବାବା ଶନିବାର ନିଶାର୍ଦ୍ଧରେ ଜଣେ ନିଃସନ୍ତାନ ମହିଳାଙ୍କୁ ମଶାଣିକୁ ନେଇ ପୂଜାପାଠ କରିବା ଆଳରେ ତାଙ୍କୁ ଅସଦାଚରଣ କରିବା ଭଳି ଘଟଣା ପଦାକୁ ଆସିଛି। ଗ୍ରାମବାସୀ ଓ ମହିଳାଙ୍କ ପରିବାର ଲୋକେ ଭଣ୍ଡବାବାଙ୍କୁ...

ପୁଅଙ୍କ ଶାବଳ ମାଡ଼ରେ ଆହତ ବାପାଙ୍କ ଜୀବନଗଲା

ଧାମନଗର,୩।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୁଷୁରୀ ଥାନା ଅସୁରାଳୀ ହଂସପୁର ଗ୍ରାମରେ ପୁଅଙ୍କ ଶାବଳ ମାଡ଼ରେ ଆହତ ବାପାଙ୍କର ରବିବାର ସକାଳେ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ,ଅକ୍ଟୋବର ୨୨ ତାରିଖରେ ଜମିଜମାକୁ କେନ୍ଦ୍ରକରି ବାପାପୁଅଙ୍କ ମଧ୍ୟରେ ମାରପିଟ୍‌ ହୋଇଥିଲା। ପୁଅ ବିଚିତ୍ର କବି...

ଅବ୍ୟବସ୍ଥାରେ ଚାଲିଛି ପରୀକ୍ଷା

ଆରଡ଼ି, ୩।୧୧ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ମଠଡିହ ଓ ପହଣା କ୍ଲଷ୍ଟର, ଧାମନଗର ବ୍ଲକର ବାପୁଜୀ ଓ ସାଅଁ।ଳପୁର କ୍ଲଷ୍ଟରରେ ଥିବା ସ୍କୁଲଗୁଡ଼ିକରେ ହେଉଥିବା ଷାଣ୍ମାସିକ ପରୀକ୍ଷା ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ଏହାକୁ ନେଇ ଅଭିଭାବକଙ୍କ ମଧ୍ୟରେ...

ପ୍ରଧାନମନ୍ତ୍ରୀ ଆବାସ ଅନିୟମିତତା ନେଇ ତଦନ୍ତ

ତିହିଡ଼ି,୨।୧୧ (ଡି.ଏନ.ଏ.) : ଭଦ୍ରକ ଜିଲା ତିହିଡ଼ି ବ୍ଲକ ନରେନ୍ଦ୍ରପୁର ଗ୍ରାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ନେଇ ଅଭିଯୋଗ ହୋଇଥିଲା। ଜଣେ ଯୁବତୀଙ୍କୁ ବିଧବା ଦର୍ଶାଇ ଯୋଜନାରେ ସାମିଲ କରାଯାଇଥିବା ଅଭିଯୋଗରେ ଦର୍ଶାଯାଇଥିଲା। ଏହି ଅଭିଯୋଗ କ୍ରମେ ଜିଲା...

ସପ୍ତମାତୃକା ବେଶର ଅନ୍ତିମ ଦିବସ: ମହାଲକ୍ଷ୍ମୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ ଭଦ୍ରକାଳୀ

ଭଦ୍ରକ ଅଫିସ,୨ା୧୧: ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ଶନିବାର ଅନ୍ତିମ ଦିବସ। ଶେଷ ଦିନରେ ମା’ ମହାଲକ୍ଷ୍ମୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ସକାଳୁ ମା’ଙ୍କ ଏହି ବେଶ ଦର୍ଶନ ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଥିବା ଦେଖିବାକୁ...

ଚାକିରି କରାଇଦେବାକୁ କହି ଲକ୍ଷେ ଲାଞ୍ଚ: ଜିଲା ପ୍ରାଣୀ ଚିକିତ୍ସାଳୟ କିରାଣି ଗିରଫ

ଭଦ୍ରକ ଅଫିସ, ୨।୧୧ – ଚାକିରି କରାଇଦେବା ନଁାରେ ବ୍ୟାଙ୍କ ଆକାଉଣ୍ଟ ମାଧ୍ୟମରେ ୧ ଲକ୍ଷ ଟଙ୍କା ଲାଞ୍ଚ ନେଇ ହରଡ଼ଘଣାରେ ପଡ଼ିଛନ୍ତି ଭଦ୍ରକ ଜିଲା ପ୍ରାଣୀ ଚିକିତ୍ସାଳୟର କିରାଣି ବିଜୟ କୁମାର ଧଳ। ଅଭିଯୋଗକାରୀ ୫-ଟି ସଚିବ ଭି...

୬ଷ୍ଠ ଦିନରେ ଭଦ୍ରକ କାଳୀପୂଜା: ସହର ଲୋକାରଣ୍ୟ

ଭଦ୍ରକ ଅଫିସ,୨।୧୧-ଐତିହାସିକ ଭଦ୍ରକ କାଳୀପୂଜା ଲାଗି ସାରା ସହର ଲୋକାରଣ୍ୟ ହୋଇପଡ଼ିଛି। ଶୁକ୍ରବାର କାଳୀପୂଜାର ୬ଷ୍ଠ ଦିନରେ ବିଭିନ୍ନ ପୂଜା ମଣ୍ଡପ ନିକଟରେ ଶ୍ରଦ୍ଧାଳୁଙ୍କ ନାହିଁ ନ ଥିବା ଭିଡ଼ ଜମିଥିଲା। ଚରମ୍ପା ଷ୍ଟେଶନ ରୋଡ୍‌, ଡାହାଣୀଗଡ଼ିଆ ଛକଠାରୁ ଆର୍‌ଟିଓ...

ବ୍ରାଉନସୁଗାର ଜବତ: ଯୁବକ ଗିରଫ

ଭଦ୍ରକ ଅଫିସ, ୧।୧୧- କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗର ଏକ ସ୍ବତନ୍ତ୍ର ଟିମ୍‌ ଶୁକ୍ରବାର ମଧ୍ୟାହ୍ନରେ ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଅସୁରାଳି ବଜାରସ୍ଥିତ ଏକ ଇଞ୍ଜିନିୟରିଂ କଲେଜ ସମ୍ମୁଖରୁ ୪୮ ଗ୍ରାମର ବ୍ରାଉନସୁଗାର ଜବତ କରିଛି। ଏଥିସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri