ଭଦ୍ରକ

ବାଇକ୍‌ରୁ ଡେଇଁ ହାତକଡ଼ି ସହ ଚମ୍ପଟ ଅଭିଯୁକ୍ତ ଗିରଫ:୨ ପୋଲିସ ନିଲମ୍ବିତ

ଚାନ୍ଦବାଲି, ୯।୧୦ (ଡି.ଏନ.ଏ.): ଭଦ୍ରକ ଜିଲା ବାଂଶଡ଼ା ଥାନାରେ ଏକ କମେଣ୍ଟ ମାରିବା ମାମଲାରେ ଗିରଫ ଜଣେ ଅଭିଯୁକ୍ତ ଭଦ୍ରକ ଜେଲ୍‌କୁ ସ୍ଥାନାନ୍ତର ହେବା ରାସ୍ତାରେ ହାତକଡ଼ି ସହ ବାଇକ୍‌ରୁ ଡେଇଁ ମଙ୍ଗଳବାର ସନ୍ଧ୍ୟାରେ ଚମ୍ପଟ ମାରିଥିଲେ। ପୋଲିସ୍‌ ଖୋଜାଖୋଜି...

ବିଭିନ୍ନ ଦାବିନେଇ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବନ୍ତ,୯।୧୦(ଡି.ଏନ୍‌.ଏ): ବିଭିନ୍ନ ଦାବିନେଇ ଭଦ୍ରକ ଜିଲା ବନ୍ତ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇ ଜୋନ୍‌ କମିଟି ପକ୍ଷରୁ ବୁଧବାର ଧାରଣା ଦିଆଯାଇଛି। ପ୍ରଧାନମନ୍ତ୍ରୀ ଆବାସ, ବିଜୁ ପକ୍କାଘର, କଂକ୍ରିଟ ରାସ୍ତା ନିର୍ମାଣରେ ଅନିୟମିତତା ଆଦି ଦାବିରେ ବରିଷ୍ଠ ନେତା ଗୋପବନ୍ଧୁ...

ବିଦାୟ ନେଲେ ମା’

ଆରଡ଼ି, ୮ା୧୦( ଡି.ଏନ୍‌.ଏ.)- ଭଦ୍ରକ ଜିଲା ଆରଡ଼ି ନିକଟସ୍ଥ ସାନ ଓଳଗ ଓ ବଡ଼ ଓଳଗ ଗ୍ରାମରେ ମଙ୍ଗଳବାର ଅପରାହ୍ନରେ ମା’ ଦୁର୍ଗତି ନାଶିନୀଙ୍କୁ ବିଦାୟ ଦିଆଯାଇଛି। ବିଦାୟ ବେଳେ ମା’ ଙ୍କୁ ଶୋଭାଯାତ୍ରାରେ ନିଆଯାଇଥିଲା। ପାରମ୍ପରିକ ରୀତିରେ ଗାଁର...

ପୂଜା ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଭିଡ଼

ଭଣ୍ଡାରିପୋଖରୀ,୮ା୧୦ (ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନିର୍ଗୁଣ୍ଡି ପଞ୍ଚାୟତ ଅନ୍ତର୍ଗତ କୁଣ୍ଡସାହି ଦୁର୍ଗାମଣ୍ଡପରେ ଜଗଜ୍ଜନନୀ ମା ଦୁର୍ଗାଙ୍କ ଦଶହରା ପୂଜା ଅନୁଷ୍ଠିତ ହୋଇଛି। ଏଥିପାଇଁ ପୂଜାମଣ୍ଡପରେ ଶ୍ରଦ୍ଧାଳୁମାନଙ୍କ ଭିଡ଼ ଦେଖିବାକୁ ମିଳିଛି। ୯୦ ବର୍ଷରେ ପଦାର୍ପଣ କରିଥିବା ଏହି...

ଆଧ୍ୟାତ୍ମିକ ଦିବ୍ୟ ପ୍ରବଚନ ପୂଜାମଣ୍ଡପର ଗୁରୁତ୍ୱ ବଢାଉଛି

ବାସୁଦେବପୁର,୮ା୧୦(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁର ସହରରେ ଚଳିତବର୍ଷ ୩ଟି ପୂଜାମଣ୍ଡପରେ ମା’ ଦୁର୍ଗା ପୂଜା ପାଉଛନ୍ତି। ସହରର ଜାଫରପୁର ସ୍ଥିତ ବିଦ୍ୟୁତ୍‌ ମାର୍ଗ ଶାରଦୀୟ ପୂଜାମଣ୍ଡପରେ ଆଧ୍ୟାତ୍ମିକ ଦିବ୍ୟ ପ୍ରବଚନ କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ସ୍ବାମୀ ମୁକୁନ୍ଦକୃଷ୍ଣ ମହାରାଜ ତାଙ୍କର...

ଓଳଗରେ ବାଡ଼ି, ଖଣ୍ଡା ପୂଜା

ଆରଡ଼ି, ୭।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ବଡ଼ଓଳଗ ଓ ସାନଓଳଗରେ ବିଲ୍ବବରଣଠାରୁ ଚାଲିଛି ମା’ ଦୁର୍ଗାଙ୍କ ପୂଜା। ସୋମବାର ମହାନବମୀରେ ମା’ଙ୍କ ପାଖରେ ଚଣ୍ଡି ଓ ହୋମ କରାଯାଇଥିଲା। ଏଠାରେ ମଣ୍ଡପରେ ରଖାଯାଇ ପୂଜା ହେଉଥିବା ବାଡ଼ି...

ଜୁଆ ଆଡ୍ଡାରେ ଚଢ଼ାଉ: ୩ ଗିରଫ

ବାସୁଦେବପୁର,୭।୧୦(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ଥାନା ଅଧୀନ ପଢୁଅଁ। ବଜାରରେ ବେଆଇନ ଭାବେ ଜୁଆଖେଳ ଚାଲିଥିବାବେଳେ ପୋଲିସ ଚଢ଼ାଉ କରିଛି। ପୋଲିସ ୩ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନେ ହେଲେ ପଢୁଆ ଗ୍ରାମର କୁନା ମଳିକ, ଯୋଗେନ୍ଦ୍ର କୁମାର ମଳିକ...

କଖାରୁବଳି, ଝୁଣାହାଣ୍ଡି ପରମ୍ପରା

ଭଦ୍ରକ ଅଫିସ, ୭।୧୦ – ମା’ ଦଶଭୁଜାଙ୍କୁ ବିଭିନ୍ନ ସ୍ଥାନରେ ବିଭିନ୍ନ ଢଙ୍ଗରେ ପୂଜା କରାଯାଏ। ଭଦ୍ରକରେ ବିଭିନ୍ନ ପୂଜା ମଣ୍ଡପରେ ପରମ୍ପରା ଅନୁଯାୟୀ ମା’ଙ୍କ ପୂଜା ପାଳିତ ହୋଇଅସୁଛି। ଚରମ୍ପା ଏରେଇଁସ୍ଥିତ ସାର୍ବଜନୀନ ଶାରଦୀୟ ଦୁର୍ଗାପୂଜା କମିଟି ଦ୍ୱାରା...

ସାପ କାମୁଡ଼ାରେ ଚାଷୀଙ୍କ ମୃତ୍ୟୁ

ଭଣ୍ଡାରିପୋଖରୀ, ୬।୧୦ (ଡି.ଏନ.ଏ.) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ରାମଚନ୍ଦ୍ରପୁର ପଞ୍ଚାୟତ ଖଡ଼ିସିଂହା ଗ୍ରାମର ଚାଷୀ ଉଦ୍ଧବ ଜେନା(୪୨) ସାପ କାମୁଡ଼ାରେ ପ୍ରାଣ ହରାଇଛନ୍ତି। ସେ ରବିବାର ଧାନକ୍ଷେତକୁ ସାର ପକାଇବାକୁ ଯାଇଥିବା ବେଳେ ବିଷଧର ସାପ...

ପାର୍ବଣ: ଗଁ।ଠୁ ସହର ଉତ୍ସବମୁଖର

ଭଦ୍ରକ ଅଫିସ, ୬।୧୦- ପାର୍ବଣ ପାଇଁ ଗଁ।ଠୁ ସହର ସବୁଠି ଉତ୍ସବମୁଖର। ଭଦ୍ରକ ଜିଲାର ବିଭିନ୍ନ ଅଞ୍ଚଳ ପରିବେଶ ରଙ୍ଗବେରଙ୍ଗ ଆଲୋକମାଳାରେ ଝଲସୁଛି। ଜିଲା ମୁଖ୍ୟାଳୟ, ବିଭିନ୍ନ ବ୍ଲକ ଓ ଗ୍ରାମାଞ୍ଚଳରେ ଚଳିତବର୍ଷ ୧୨୨ଟି ଛୋଟବଡ଼ ଅସ୍ଥାୟୀ ପୂଜାମଣ୍ଡପରେ ମା’...

୪ ଶହ ବର୍ଷରେ କଲ୍ୟାଣୀନଗରୀ ଦୁର୍ଗାପୂଜା

ଧାମନଗର, ୫।୧୦ (ଡି.ଏନ.ଏ.) – ରଙ୍ଗିନ ଆଲୋକମାଳାରେ ଝଲସିଲାଣି ପୂଜା ମଣ୍ଡପ। ମଣ୍ଡପରେ ମା’ଙ୍କୁ ଆରାଧନା ଲାଗି ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଶାରଦୀୟ ଦୁର୍ଗାପୂଜା ପାଇଁ ଭଦ୍ରକ ଜିଲା ଧାମନଗର ବ୍ଲକ ଅଞ୍ଚଳ ଉତ୍ସବମୁଖର ହୋଇଉଠିଛି। ବ୍ଲକର ସର୍ବପୁରାତନ କଲ୍ୟାଣୀ...

ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ୍‌

ଭଦ୍ରକ ଅଫିସ, ୫।୧୦ – ଭଦ୍ରକ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ଅଦାଲତର ବିଚାରପତି ପ୍ରଣତି ସାହା ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ମିରମହଲା ଅଞ୍ଚଳର ଶେଖ୍‌ ଇକ୍‌ବାଲଙ୍କୁ ୧୦ ବର୍ଷ ଜେଲ୍‌ ଦଣ୍ଡ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri