ଭଦ୍ରକ ଅଫିସ,୧୪ା୧୦: ଡାକ୍ତର ଫେରାଇଦେବା ପରେ ମେଡିକାଲ ବାରଣ୍ଡାରେ ପ୍ରସବ କଲେ ଜଣେ ମହିଳା। ଏପରି ଏକ ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା ଚିକିତ୍ସାଳୟରେ। ତିହିଡ଼ି ତଳଦୁମୁକା ଅଞ୍ଚଳର ଜଣେ ମହିଳା ପ୍ରସବ ପାଇଁ ସୋମବାର ସକାଳ ୯ଟାରେ...
ବନ୍ତ,୧୪।୧୦(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ-ଆଗରପଡ଼ା ରାସ୍ତାର ବଧିଗଡ଼ିଆ ତାରିଣୀ ଛକଠାରେ ସୋମବାର ଏକ ମେଟାଲ ବୋଝେଇ ହାଇଓ୍ବା ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱକୁ ଓଲଟି ପଡ଼ିଛି । ଉକ୍ତ ଗାଡ଼ି ଆଗରପଡ଼ା ଆଡୁ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।...
ଭଦ୍ରକ ଅଫିସ, ୧୪।୧୦ – ଭଦ୍ରକ ଜିଲା ସଦର ମହକୁମା ବଙ୍କସାହି ଠାରେ ଦୀର୍ଘ ୩୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ବୈଧ ମାପବିଜ୍ଞାନ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଏକ ଭଡ଼ା ଘରେ ଚାଲିଛି । କାର୍ଯ୍ୟାଳୟର ଦୁରବସ୍ଥା କହିଲେ ନ...
Archives
Model This Week
ପିଲାଙ୍କ ଧରିତ୍ରୀ