ଭଦ୍ରକ

ଡ୍ରେନେଜ ବ୍ୟବସ୍ଥା ଫେଲ୍‌, ସହର ଜଳମଗ୍ନ

ଭଦ୍ରକ ଅଫିସ, ୨୭।୯ – ଭଦ୍ରକ ପୌରାଞ୍ଚଳର ଖାଲୁଆ ଅଞ୍ଚଳ ଏବେ ଜଳମଗ୍ନ। ଲଗାଣ ବର୍ଷା କାରଣରୁ ସହରର ଖାଲୁଆ ଅଞ୍ଚଳ ରାସ୍ତାଘାଟରେ ପାଣି ଜମି ରହି ଯାତାୟାତରେ ବାଧା ସୃଷ୍ଟି କରୁଛି। ଡ୍ରେନେଜ୍‌ ଅବ୍ୟବସ୍ଥା ଯୋଗୁ ବର୍ଷାପାଣି ଠିକ୍‌...

ଜିଲା ଚିକିତ୍ସାଳୟରୁ ୪ ଦଲାଲ ଗିରଫ

ଭଦ୍ରକ ଅଫିସ, ୨୭।୯- ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସୁଧାର ଆଣିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ‘ମୋ ସରକାର’ ଯୋଜନା ମାଧ୍ୟମରେ ରୋଗୀଙ୍କୁ ସରକାରୀ ସ୍ତରରେ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇବା ଲାଗି ମେଡିକାଲକୁ ଦଲାଲମୁକ୍ତ କରାଯିବ ବୋଲି...

ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ଅଭିଯୁକ୍ତ ବାପ ପୁଅ ଗିରଫ

ଭଦ୍ରକ ଅଫିସ, ୨୬।୯ – ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ରାଉତରାଗଡିଆ ପାଟଣାରେ ବିଜୟ ବେହେରା ନାମକ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣାରେ ପୋଲିସ ଗୁରୁବାର ୨ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଘଟଣାର ସପ୍ତାହକ...

ଶିବଗଙ୍ଗା ପୁଷ୍କରିଣୀକୁ ବର୍ଷାଜଳ ଭରସା

ଆରଡ଼ି, ୨୬।୯ (ଡି.ଏନ.ଏ.)- ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ବାବା ଆଖଣ୍ଡଳମଣିଙ୍କ ପୀଠ ଆରଡ଼ିର ଉନ୍ନତିକରଣ ପାଇଁ ବୈଠକ ବସୁଛି। ସମୀକ୍ଷା ହେଉଛି ଓ ସ୍ଥିତି ପରଖା ଚାଲିଛି। ହେଲେ ଏଠାରେ ଥିବା ଶିବଗଙ୍ଗା ପୁଷ୍କରିଣୀର ପୁନରୁଦ୍ଧାର କାର୍ଯ୍ୟ ସରିବାକୁ...

ଧାମରାରେ ଧରା ହେଲା ହ୍ବେଲସାର୍କ

ଚାନ୍ଦବାଲି, ୨୫।୯ (ଡି.ଏନ.ଏ.): ଭଦ୍ରକ ଜିଲା ଧାମରା ମତ୍ସ୍ୟ ପୋତାଶ୍ରୟ ଅଧୀନରେ ଥିବା ଚନ୍ଦନିପାଳ ମାଛଧରା ବେସ୍‌ରୁ ବୁଧବାର ଏକ ବିରଳ ମାଛ ଧରା ହୋଇଛି। ଏହାର ନାମ ହ୍ବେଲସାର୍କ ହୋଇଥିବା ବେଳେ ଓଜନ ୧ କୁଇଣ୍ଟାଲରୁ ଅଧିକ। ଏହାକୁ...

ଶୌଚ ହେବାକୁ ଯାଇ ବୃଦ୍ଧ ନିଖୋଜ

ଭଦ୍ରକ ଅଫିସ, ୨୫।୯:ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ରମ୍ଭିଳା ପଞ୍ଚାୟତ ଅନ୍ତର୍ଗତ ଉଆସ ଗ୍ରାମର ବୃଦ୍ଧ ମହେଶ୍ୱର ସେନାପତି ଶୌଚ ହେବାକୁ ଯାଇ ନିଖୋଜ ହୋଇଯାଇଛନ୍ତି। ପୋଖରୀରେ ବୁଡି ଯାଇଥିବା ସନ୍ଦେହରେ ଭଦ୍ରକ ଅଗ୍ନିଶମ ବିଭାଗ ପୋଖରୀରେ ଖୋଜାଖୋଜି କରୁଥିବା...

ଆଖଣ୍ଡଳମଣି ପୀଠର ବିକାଶ ଲାଗି ଉଦ୍ୟମ ଆରମ୍ଭ

ଆରଡି, ୨୪ା୯ (ଡି.ଏନ.ଏ.)-ଭଦ୍ରକ ଜିଲାର ଆରଡିସ୍ଥିତ ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କ ପୀଠର ବିକାଶ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି । ଭଦ୍ରକ ଜିଲାପାଳ ଜ୍ଞାନରଞ୍ଜନ ଦାସ, ଅତିରିକ୍ତ ଜିଲାପାଳ ଶ୍ୟାମାଭକ୍ତ ମିଶ୍ର,...

ସମ୍ବିଧାନ ମୁଖବନ୍ଧରେ ଅହିଂସା ସ୍ଥାନିତନେଇ ବିଜେଡିର ଦସ୍ତଖତ ଅଭିଯାନ

ତିହିଡି,୨୪।୯(ଡି.ଏନ୍‌.ଏ.): ଭାରତର ସମ୍ବିଧାନ ମୁଖବନ୍ଧରେ ଅହିଂସାକୁ ସ୍ଥାନିତ ନେଇ ମୁଖ୍ୟମନ୍ତ୍ରୀ ଦେଇଥିବା ପ୍ରସ୍ତାବ ଅନୁଯାୟୀ ମଙ୍ଗଳବାର ବିଜେଡିର ଦସ୍ତଖତ ଅଭିଯାନ ଆରମ୍ଭ ହୋଇଛି। ଏହି ଅବସରରେ ଭଦ୍ରକ ଜିଲା ତିହିଡି ବ୍ଲକ ଅଧୀନ ତାଳପଦାସ୍ଥିତ କାନ୍ତକବି କଲ୍ୟାଣ ମଣ୍ତପରେ ପୂର୍ବାହ୍ନରେ...

ଏଟିଏମ୍‌ କାର୍ଡ ବଦଳାଇ ଟଙ୍କା ଲୁଟ୍‌ : ଯୁବକ ଗିରଫ

ବାସୁଦେବପୁର, ୨୩।୯ (ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡ୍‌ରେ ଥିବା ଏକ ଏଟିଏମ୍‌ରୁ ସୁଦର୍ଶନପୁର ଗ୍ରାମର ରଶ୍ମିତା ଦାସ ନାମ୍ନୀ ଜଣେ ମହିଳା ଟଙ୍କା ଉଠାଉଥିବା ବେଳେ ଲୁଟ୍‌ର ଶିକାର ହୋଇଛନ୍ତି। ପାଖରେ ଛିଡ଼ା ହୋଇଥିବା ଜଣେ ଯୁବକ...

ନର୍ସିଂହୋମ୍‌ରେ ପ୍ରସୂତିଙ୍କୁ ବଳାତ୍କାର ଉଦ୍ୟମ : ଫାର୍ମାସିଷ୍ଟ ଗିରଫ

ଭଦ୍ରକ ଅଫିସ,୨୩।୯: ଗାନ୍ଧୀ ପଡ଼ିଆସ୍ଥିତ ଏକ ନର୍ସିଂହୋମ୍‌ରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ପ୍ରସୂତିଙ୍କୁ ଇଞ୍ଜେକ୍ସନ ଦେବା ବାହାନାରେ ଫାର୍ମାସିଷ୍ଟ ବଳାତ୍କାର ଉଦ୍ୟମ କରି ଟାଉନ ପୋଲିସ ଦ୍ୱାରା ଗିରଫ ହୋଇଛନ୍ତି। ସୂଚନା...

ଚାଷୀଙ୍କୁ ସ୍ବାବଲମ୍ବୀ କରୁଛି ‘ମୋ ମାଛ ପୋଖରୀ’

ବାସୁଦେବପୁର, ୨୩।୯ (ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ। ମାଛ ଚାଷ ଓ ଉପତ୍ାଦନ କ୍ଷେତ୍ରରେ ଏହି ବ୍ଲକ ଅଞ୍ଚଳରେ ଆବଶ୍ୟକ ଭିତ୍ତିଭୂମି ରହିଛି। ମାଛ ଚାଷ କରି ଚାଷୀମାନେ ଆତ୍ମନିର୍ଭରଶୀଳ ହେବା ସହିତ ରୋଜଗାରକ୍ଷମ...

ନିର୍ମାଣାଧୀନ କୋଠାରୁ ମିଳିଲା ଝୁଲନ୍ତା ମୃତଦେହ

ଭଦ୍ରକ ଅଫିସ, ୨୨।୯- ଭଦ୍ରକ ଜିଲା ବନ୍ତ ଛକ ନିକଟ ଏକ ନିର୍ମାଣାଧୀନ କୋଠାର ୩ ମହଲାରୁ ରବିବାର ଅପରାହ୍ନରେ ଜଣେ ଅଚିହ୍ନା ଯୁବକଙ୍କ ଝୁଲନ୍ତା ଗଳିତ ମୃତଦେହ ଟାଉନ ଥାନା ପୋଲିସ ଉଦ୍ଧାର କରିଛି। ମୃତଦେହର ପାରିପାର୍ଶ୍ୱିକ ଅବସ୍ଥା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri