ଭଦ୍ରକ

ପୋଖରୀରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ତିହିଡ଼ି, ୨୩।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ଦୋଳସାହି ପଞ୍ଚାୟତ ରାଢ଼ଙ୍ଗ ଗ୍ରାମର ଜଣେ ନିଖୋଜ ଯୁବକଙ୍କ ମୃତଦେହ ଶୁକ୍ରବାର ପୋଲିସ ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ଉଦ୍ଧାର କରିଛି। ମୃତ ଯୁବକଙ୍କ ନଁା ସଞ୍ଜୀବ...

ଗୋସମ୍ପଦକୁ ନେଇ ଚିନ୍ତାରେ ଚାଷୀ

ବନ୍ତ, ୨୩।୮ (ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ଗାଈଗୋରୁ ଏବେ ଅଜଣା ରୋଗରେ ଆକ୍ରାନ୍ତ ହୋଇଛନ୍ତି। ବ୍ଲକର ବନ୍ତ, ନିଳୋକ, ରାମଚନ୍ଦ୍ରପୁର, ଆଡିଆ, ପୁରୁଷଣ୍ଢ, କାଦବରାଙ୍ଗ, ଅଣିଜୋ ସମେତ ବହୁ ପଞ୍ଚାୟତରେ ଗୋରୁଙ୍କଠାରେ ଏହି ରୋଗ...

ଏକତରଫା ପ୍ରେମର କରୁଣ ପରିଣତି: ନାବାଳିକାଙ୍କୁ ପେଟ୍ରୋଲ ଢାଳି ପୋଡ଼ି ଦେବାକୁ ଉଦ୍ୟମ

ବାସୁଦେବପୁର,୨୨।୮(ଡି.ଏନ.ଏ.)-ଏକତରଫା ପ୍ରେମର କରୁଣ ପରିଣତି କେତେ ଭୟାନକ ହୋଇପାରେ ତାହା ଭଦ୍ରକ ଜିଲା ବାସୁଦେବପୁର ଥାନା ଅଞ୍ଚଳରେ ବୁଧବାର ଦେଖିବାକୁ ମିଳିଛି । ଜଣେ ବିଫଳ ପ୍ରେମିକ ଏକ ନାବାଳିକାଙ୍କ ଉପରେ ପେଟ୍ରୋଲ ଢ଼ାଳି ନିଅଁ। ଲଗାଇ ହତ୍ୟା କରିବାକୁ...

ଅସହାୟଙ୍କ ସାହା ଜଳଧର

ବନ୍ତ, ୨୨।୮ (ଡି.ଏନ.ଏ.)- ଅନେକ ଦୁଃଖ ଯନ୍ତ୍ରଣା ଅଙ୍ଗେ ନିଭାଇ ଥିବାରୁ ସେ ଅନ୍ୟର କଷ୍ଟ ସହି ପାରନ୍ତି ନାହିଁ । କେହି ରୋଗ ଯନ୍ତ୍ରଣାରେ ପଡିଥିଲେ, ସେ ସଙ୍ଗେସଙ୍ଗେ ତାଙ୍କୁ ଡାକ୍ତରଖାନା ନେଇ ଚକିତ୍ସା କରିବାକୁ ଡେରି କରନ୍ତି...

ଗଁ।କୁ ନାହିଁ ସବୁଦିନିଆ ପକ୍କାରାସ୍ତା: ବିଧାୟକଙ୍କୁ ଭେଟିଲେ ଗ୍ରାମବାସୀ

ଭଦ୍ରକ ଅଫିସ, ୨୧।୮: ଭଦ୍ରକ ବ୍ଲକ ଦଇସିଂ ପଞ୍ଚାୟତ କୁଶୁନନଗର ମୌଜାର ବଢେଇଗଡିଆ ଗଁ।କୁ ନାହିଁ ସବୁଦିନିଆ ପକ୍କାରାସ୍ତା। ଫଳରେ ଲୋକେ ଯାତାୟାତ କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବୁଧବାର ଏହି ଗ୍ରାମବାସୀ ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକଙ୍କୁ ଭେଟି...

ବଜ୍ରପାତରେ ଚାଷୀ ମୃତ

ତିହିଡ଼ି,୨୧।୮(ଡି.ଏନ.ଏ.) : ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତ କମାରିଆ ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଛି। ମୃତ ଚାଷୀ ହେଲେ ସୁଦାମ ସାହୁ(୩୫)। ସେ ବିଲରେ କାମ କରୁଥିବା ବେଳେ ବଜ୍ରପାତ...

ସାଳନ୍ଦୀ ହସ୍‌ପିଟାଲରେ ମାଗଣା ଡାଏଲେସିସ୍‌ କେନ୍ଦ୍ରକୁ ଉଦ୍‌ଘାଟନ କଲେ ରାଜ୍ୟପାଳ

ଭଦ୍ରକ ଅଫିସ, ୨୧।୮- ଭଦ୍ରକ ଜିଲା ମୋଟେଲ ଛକ ନିକଟସ୍ଥ ସାଳନ୍ଦୀ ହସ୍ପିଟାଲ ପରିସରରେ ରୋଟାରୀ କ୍ଲବ ପକ୍ଷରୁ ମାଗଣା ଡାଏଲେସିିସ୍‌ କେନ୍ଦ୍ର ବୁଧବାର ଉଦ୍‌ଘାଟିତ ହୋଇଯାଇଛିl କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ଗଣେଶୀ ଲାଲ ଯୋଗଦେଇ ଏହାକୁ...

ଇଚ୍ଛା ମୃତ୍ୟୁ ମାଗିଲେ ଦିବ୍ୟାଙ୍ଗ: ପ୍ରଶାସନ ଡକାଇ ଆଲୋଚନା କରି ସହାୟତା ପ୍ରତିଶ୍ରୁତି ଦେଲା

ଭଦ୍ରକ ଅଫିସ, ୨୧ା୮- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଇରମ ପଞ୍ଚାୟତ ରଥପଦା ଗାଁର ଦିବ୍ୟାଙ୍ଗ ଯୁବକ ଉମାକାନ୍ତ ଦାସ(୩୧) ଟୁଇଟ କରି ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ ଭଦ୍ରକ ଜିଲାପାଳଙ୍କୁ ଇଚ୍ଛାମୃତ୍ୟୁ ଆଦେଶ ମାଗିଛନ୍ତି। ବି.କମ୍‌. ପାସ କରିବା ସତ୍ତ୍ୱେ...

ତଳିଆ ଅଞ୍ଚଳ ସ୍ଥିତି ପରଖିଲେ ଅଧିକାରୀ

ଆରଡି, ୨୧ା୮(ଡି.ଏନ.ଏ.)- ଉପର ମୁଣ୍ଡରେ ବର୍ଷା ଯୋଗୁ ବୈତରଣୀ ନଦୀରେ ବନ୍ୟାଜଳ ଆସିଛି । ବର୍ଷା ପରିମାଣ କମିବାରୁ ଆଖୁଆପଦାଠାରେ ମଙ୍ଗଳବାର ଜଳସ୍ତର ହ୍ରାସ ପାଇଥିବା ସୂଚନା ମିଳିଛି। ସେହିପରି ସ୍ଥାନୀୟ ଗାନ୍ଧୀଘାଟରେ ବିପଦ ସଙ୍କେତ ୬.୭୦ ମିଟର ଥିବା...

‘ନୃତ୍ୟକଳାରେ ଲୁଚିଛି ଆମ ପରିଚୟ’: ଶାସ୍ତ୍ରୀୟ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ଲକ୍ଷ୍ୟରେ ଶୁଭେନ୍ଦୁ

ଭଦ୍ରକ ଅଫିସ, ୨୧।୮- ଭଦ୍ରକ ଜିଲାରେ ଲୋକକଳା ଓ ସଂସ୍କୃତି ଅନନ୍ୟ। ଏ ମାଟିରେ ଶାସ୍ତ୍ରୀୟ ଓଡ଼ିଶୀ ନୃତ୍ୟ ସମେତ ମୋଗଲ ତାମସା, ଚଢେୟା ଚଢେୟାଣୀ ଲୋକ ନାଟକ, ପତର ସଉରା ଭଳି ବିଭିନ୍ନ ଲୋକକଳା ବିକଶିତ ହୋଇଛି। ଏହି...

ଫୋରେନ୍‌ସିକ ପରୀକ୍ଷା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ: ମାଟି ଖୋଳି ବାହାର କରାଗଲା ମହିଳାଙ୍କ କଙ୍କାଳ

ଚାନ୍ଦବାଲି,୨୦।୮ (ଡି.ଏନ.ଏ.) – ମୃତ୍ୟୁର ୫ ବର୍ଷ ପରେ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଜଣେ ମହିଳାଙ୍କ ମୃତଦେହର ଫୋରେନ୍‌ସିକ ପରୀକ୍ଷା ପାଇଁ ଶ୍ମଶାନରୁ ମାଟି ଖୋଳି ଅସ୍ଥି, କଙ୍କାଳ ବାହାର କରାଯାଇଛି। ସୋମବାର ଏଭଳି ଘଟଣା ଭଦ୍ରକ ଜିଲା ଧାମରା ନିକଟସ୍ଥ...

ଉଦ୍‌ଘାଟନ ପରଠାରୁ ପ୍ରକଳ୍ପ ଅଚଳ: ଗଣା ଚାଲିଛି ବିଦ୍ୟୁତ୍‌ ବିଲ୍‌

ଭଦ୍ରକ ଅଫିସ, ୨୦।୮- ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ଓଲଙ୍ଗ ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ପାର୍ଶ୍ୱରେ ଥିବା ଏକ ପାନୀୟଜଳ ପ୍ରକଳ୍ପ ଉଦ୍‌ଘାଟନ ପରଠାରୁ ବନ୍ଦ ରହିଛି। ଉକ୍ତ ପ୍ରକଳ୍ପ ଉଦ୍‌ଘାଟନର ମାତ୍ର ୧୦ ଦିନ ମଧ୍ୟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri