Advertisement

ବୌଦ୍ଧ

ଚଢାଉ ବେଳେ STF କର୍ମଚାରୀଙ୍କ ଉପରେ ଗାଡ଼ି ଚଢାଇଦେଲେ ଗଞ୍ଜେଇ ମାଫିଆଚଢାଉ ବେଳେ STF କର୍ମଚାରୀଙ୍କ ଉପରେ ଗାଡ଼ି ଚଢାଇଦେଲେ ଗଞ୍ଜେଇ ମାଫିଆ

ଚଢାଉ ବେଳେ STF କର୍ମଚାରୀଙ୍କ ଉପରେ ଗାଡ଼ି ଚଢାଇଦେଲେ ଗଞ୍ଜେଇ ମାଫିଆ

ବୌଦ୍ଧ,୨୫।୩: ବୌଦ୍ଧ ଅଞ୍ଚଳରୁ ଛତିଶଗଡ଼କୁ ଗଞ୍ଜେଇ ଚାଲାଣବେଳେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଚଢାଉ କରିଥିବା STF କର୍ମଚାରୀଙ୍କ ଉପରେ ଗାଡ଼ି ଚଢାଇ ଦେଇଛନ୍ତି…

6 days ago
ଥାନାରେ ଅଗ୍ନିକାଣ୍ଡ: ପୋଡ଼ିଗଲା ଜବତ ୨ଟି କାର୍‌ଥାନାରେ ଅଗ୍ନିକାଣ୍ଡ: ପୋଡ଼ିଗଲା ଜବତ ୨ଟି କାର୍‌

ଥାନାରେ ଅଗ୍ନିକାଣ୍ଡ: ପୋଡ଼ିଗଲା ଜବତ ୨ଟି କାର୍‌

ବୌଦ୍ଧ,୨୧।୩: ବୌଦ୍ଧ ଜିଲା ମନମୁଣ୍ଡା ଥାନା ପରିସରରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଥାନା ପରିସରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଜବତ ୨ଟି…

1 week ago
ଗଞ୍ଜେଇ ପରେ ବୌଦ୍ଧରେ ବ୍ରାଉନସୁଗାର କାରବାର: ଧରାପଡ଼ିଲେ ୩ ଅଭିଯୁକ୍ତଗଞ୍ଜେଇ ପରେ ବୌଦ୍ଧରେ ବ୍ରାଉନସୁଗାର କାରବାର: ଧରାପଡ଼ିଲେ ୩ ଅଭିଯୁକ୍ତ

ଗଞ୍ଜେଇ ପରେ ବୌଦ୍ଧରେ ବ୍ରାଉନସୁଗାର କାରବାର: ଧରାପଡ଼ିଲେ ୩ ଅଭିଯୁକ୍ତ

ବୌଦ୍ଧ,୧୮।୩( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ଗଞ୍ଜେଇ କାରବାରକୁ ନେଇ ଚର୍ଚ୍ଚାର ଥିବା ବେଳେ ଏବେ ବ୍ରାଉନସୁଗାର କାରବାର ପଦାକୁ ଆସିଛି। ବୌଦ୍ଧ ପୋଲିସ ବ୍ରାଉନସୁଗାର…

2 weeks ago
ସବୁଠୁ ଉତ୍ତପ୍ତ ସହର ବୌଦ୍ଧସବୁଠୁ ଉତ୍ତପ୍ତ ସହର ବୌଦ୍ଧ

ସବୁଠୁ ଉତ୍ତପ୍ତ ସହର ବୌଦ୍ଧ

ବୌଦ୍ଧ,୧୬।୩(ଅଜିତ କୁମାର ବାରିକ ): ବୌଦ୍ଧ ଜିଲାରେ ତାପମାତ୍ର ଶନିବର ଦିନ ୪୨ ଡିଗ୍ରୀ ଉପରେଥିଲା। ଏ ନେଇ ରାଜ୍ୟରେସବୁଠୁ ଉତ୍ତପ୍ତ ସହର ପାଲଟିଛି ବୌଦ୍ଧ। ପ୍ରବଳ…

2 weeks ago
ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ: ଗଛତଳେ ପାଠ ପଢିଲେ ଛାତ୍ରୀଛାତ୍ରସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ: ଗଛତଳେ ପାଠ ପଢିଲେ ଛାତ୍ରୀଛାତ୍ର

ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ: ଗଛତଳେ ପାଠ ପଢିଲେ ଛାତ୍ରୀଛାତ୍ର

ବୌଦ୍ଧ,୩।୫:(ଅଜିତ କୁମାର ବାରିକ ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ତୁକୁଲୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସଚି ପ୍ରଧାନ ଦୁଇଜଣ ଛାତ୍ରୀଙ୍କୁ ଦଣ୍ଡ ଦେଇଥିବାକୁ…

4 weeks ago
ମୋ ସ୍କୁଲ ଯୋଜନାରେ ଟଙ୍କା ଆତ୍ମସାତ: ପ୍ରଧାନଶିକ୍ଷକ ନିଲମ୍ବିତମୋ ସ୍କୁଲ ଯୋଜନାରେ ଟଙ୍କା ଆତ୍ମସାତ: ପ୍ରଧାନଶିକ୍ଷକ ନିଲମ୍ବିତ

ମୋ ସ୍କୁଲ ଯୋଜନାରେ ଟଙ୍କା ଆତ୍ମସାତ: ପ୍ରଧାନଶିକ୍ଷକ ନିଲମ୍ବିତ

ହରଭଙ୍ଗା,୨୫।୨(ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଚାରିଛକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମୋ ସ୍କୁଲ ଯୋଜନାରେ ହୋଇଥିବା କେଳେଙ୍କାରୀ ମାମଲାରେ ସମ୍ପୃକ୍ତ ପ୍ରଧାନ…

1 month ago
ଲୁନାକୁ ପିଟିଲା ବୋଲେରୋ, ଚାଲିଗଲା ୨ ଜୀବନଲୁନାକୁ ପିଟିଲା ବୋଲେରୋ, ଚାଲିଗଲା ୨ ଜୀବନ

ଲୁନାକୁ ପିଟିଲା ବୋଲେରୋ, ଚାଲିଗଲା ୨ ଜୀବନ

ବୌଦ୍ଧ,୧୬।୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥର ଖଜୁରୀପଡାଠାରେ ରବିବାର ଏକ ବୋଲେରୋ ଲୁନାକୁ ପଛରୁ ଧକ୍କା ଦେବାରୁ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ମୃତକ…

1 month ago
ସରକାରଙ୍କ ବଡ଼ ପଦକ୍ଷେପ: ବଦଳିଲେ ୬ ଅଧିକାରୀସରକାରଙ୍କ ବଡ଼ ପଦକ୍ଷେପ: ବଦଳିଲେ ୬ ଅଧିକାରୀ

ସରକାରଙ୍କ ବଡ଼ ପଦକ୍ଷେପ: ବଦଳିଲେ ୬ ଅଧିକାରୀ

ବୌଦ୍ଧ,୧୬।୨(ଅଜିତ କୁମାର ବାରିକ): ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବୌଦ୍ଧ ଜିଲାର ୬ଜଣ ଅଧିକାରୀଙ୍କ ବଦଳି ହୋଇଥିବା ଜଣାଯାଇଛି। ଅଳ୍ପଦିନ ତଳେ ବୌଦ୍ଧରେ ତହସିଲଦାର…

1 month ago
ଦୁର୍ବୃତ୍ତ ଚାଲାଣ କରୁଥିଲେ ଶୁଆ, ୪ ଜଣଙ୍କୁ ବାନ୍ଧିଲା ବନବିଭାଗଦୁର୍ବୃତ୍ତ ଚାଲାଣ କରୁଥିଲେ ଶୁଆ, ୪ ଜଣଙ୍କୁ ବାନ୍ଧିଲା ବନବିଭାଗ

ଦୁର୍ବୃତ୍ତ ଚାଲାଣ କରୁଥିଲେ ଶୁଆ, ୪ ଜଣଙ୍କୁ ବାନ୍ଧିଲା ବନବିଭାଗ

ବୌଦ୍ଧ,୩ା୨ (ଅଜିତ କୁମାର ବାରିକ): ବେଆଇନ ଶୁଆ, କଇଁଛ ଚାଲାଣ ଅଭିଯୋଗରେ ବୌଦ୍ଧ ବନ ବିଭାଗ ପକ୍ଷରୁ ରବିବାର ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ…

2 months ago
କୋଟି କୋଟି ଟଙ୍କାର ରତ୍ନପଥର, ରାତି ଅନିଦ୍ରା ହୋଇ ଲୋକେ…କୋଟି କୋଟି ଟଙ୍କାର ରତ୍ନପଥର, ରାତି ଅନିଦ୍ରା ହୋଇ ଲୋକେ…

କୋଟି କୋଟି ଟଙ୍କାର ରତ୍ନପଥର, ରାତି ଅନିଦ୍ରା ହୋଇ ଲୋକେ…

ବଘିଆପଡା,୨୮।୧( ଶ୍ରୀକାନ୍ତ ସାହୁ): ମହାନଦୀରୁ ରତ୍ନପଥର ସଂଗ୍ରହ ନେଇ ୧୯୮୦ ମସିହା ପରେ ବୌଦ୍ଧ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଥିଲା । ପ୍ରାୟ ୨୦୦୦ ପର୍ଯ୍ୟନ୍ତ…

2 months ago