Advertisement

ବୌଦ୍ଧ

ସାଇକେଲରେ ଘରକୁ ଫେରୁଥିଲେ ଯୁବକ, ହଠାତ୍‌ ହେଲା କୁଆପଥର ମାଡ଼, ଆଉ ତା’ ପରେ…ସାଇକେଲରେ ଘରକୁ ଫେରୁଥିଲେ ଯୁବକ, ହଠାତ୍‌ ହେଲା କୁଆପଥର ମାଡ଼, ଆଉ ତା’ ପରେ…

ସାଇକେଲରେ ଘରକୁ ଫେରୁଥିଲେ ଯୁବକ, ହଠାତ୍‌ ହେଲା କୁଆପଥର ମାଡ଼, ଆଉ ତା’ ପରେ…

ବାଉଁଶୁଣୀ,୩୦ା୧୨(ଡି.ଏନ୍‌.ଏ.): ବୌଦ୍ଧ ଜିଲାରେ ବୁଧବାର ସନ୍ଧ୍ୟାରେ ହୋଇଥିବା ବର୍ଷା ସହ କୁଆପଥର ମାଡ଼ରେ ଜଣେ ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି । ସୂଚନାନୁଯାୟୀ, ବୌଦ୍ଧ…

3 years ago
ଝିଆରୀ ମୁଣ୍ଡରୁ ପୋଛିଲେ ସିନ୍ଦୂର ….ଝିଆରୀ ମୁଣ୍ଡରୁ ପୋଛିଲେ ସିନ୍ଦୂର ….

ଝିଆରୀ ମୁଣ୍ଡରୁ ପୋଛିଲେ ସିନ୍ଦୂର ….

ବାଉଁଶୁଣୀ,୨୫।୧୨(ଡି.ଏନ୍‌.ଏ.): ବୌଦ୍ଧ ବ୍ଲକ ବାଉଁଶୁଣୀ ଥାନା ମୁଣ୍ଡିପଦର ପଞ୍ଚାୟତ ବଲାକିରା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିିଛି । ସୂଚନାଯୋଗ୍ୟ, ବୌଦ୍ଧ ବ୍ଲକ…

3 years ago
ବନ୍ଧୁକ ଦେଖାଇ ଲୁଟିନେଲେ ବାଇକ ସହ ୭୦ ହଜାର ଟଙ୍କାବନ୍ଧୁକ ଦେଖାଇ ଲୁଟିନେଲେ ବାଇକ ସହ ୭୦ ହଜାର ଟଙ୍କା

ବନ୍ଧୁକ ଦେଖାଇ ଲୁଟିନେଲେ ବାଇକ ସହ ୭୦ ହଜାର ଟଙ୍କା

ବାଉଁଶୁଣୀ,୧୨ା୧୨(ଡି.ଏନ.ଏ.): ବୌଦ୍ଧ ଜିଲା ମନମୁଣ୍ଡା ଥାନା ଅଧୀନ ବଉଲପୁର ଗ୍ରାମର ଛେଳି ବ୍ୟବସାୟୀ ଜଗନ୍ନାଥ ଜାଲ ଲୁଟ୍‌ର ଶିକାର ହୋଇଛନ୍ତି। ପଲାସାଗୋରା ବଜାରରୁ ସେ ଫେରୁଥିବା ବେଳେ…

3 years ago
ବୌଦ୍ଧରେ ହେବ ୨୦ହଜାର ଲିଟର ଦୁଗ୍ଧପ୍ଲାଣ୍ଟବୌଦ୍ଧରେ ହେବ ୨୦ହଜାର ଲିଟର ଦୁଗ୍ଧପ୍ଲାଣ୍ଟ

ବୌଦ୍ଧରେ ହେବ ୨୦ହଜାର ଲିଟର ଦୁଗ୍ଧପ୍ଲାଣ୍ଟ

ବୌଦ୍ଧ/ସୋନପୁର,୨୬ା୧୧(ସ୍ବପ୍ର/ନି.ପ୍ର.): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ବଣ୍ଟନରେ ସାମିଲ ହୋଇଛି ବୌଦ୍ଧ ଓ ସୁବର୍ଣ୍ଣପୁର ଜିଲା। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡଓ କନଫରେନ୍ସିଂରେ ଏହି…

3 years ago
ବାଘ ଛାଲ ଜବତ, ଜଣେ ଗିରଫବାଘ ଛାଲ ଜବତ, ଜଣେ ଗିରଫ

ବାଘ ଛାଲ ଜବତ, ଜଣେ ଗିରଫ

ବାଉଁଶୁଣୀ/କଣ୍ଟାମାଳ,୨୧।୧୧(ଡି.ଏନ୍‌.ଏ.): କିଛି ଦିନର ବ୍ୟବଧାନ ପରେ ପୁଣି ବୌଦ୍ଧ ଜିଲା କଣ୍ଟାମାଳ ରେଞ୍ଜ ଘଣ୍ଟାପଡ଼ା ଅଞ୍ଚଳରୁ ଆଉ ଏକ ବାଘ ଛାଲ ଜବତ କରିଛି ସ୍ବତନ୍ତ୍ର ଟାସ୍କ…

3 years ago
ବାର୍‌ହା ଶିକାର କରିବାକୁ ଯାଇ ନିଜେ ପାଲଟିଲେ ଶିକାରବାର୍‌ହା ଶିକାର କରିବାକୁ ଯାଇ ନିଜେ ପାଲଟିଲେ ଶିକାର

ବାର୍‌ହା ଶିକାର କରିବାକୁ ଯାଇ ନିଜେ ପାଲଟିଲେ ଶିକାର

ବୌଦ୍ଧ/ବଘିଆପଡ଼ା,୨୦।୧୧(ସ୍ବ.ପ୍ର./ଡି.ଏନ୍‌.ଏ.): ଜଙ୍ଗଲକୁ ବାର୍‌ହା ଶିକାର କରିବାକୁ ଯାଇ ୨ ଶିକାରୀ ଶିକାର ପାଲଟିଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ବୌଦ୍ଧ ରେଞ୍ଜର ଗଣ୍ଡିସର ସେକ୍ସନର ପିପଳମୁଣ୍ଡା ଜଙ୍ଗଲରେ।…

3 years ago
ବିଛାଉଥିଲେ ବିଦ୍ୟୁତ୍‌ ତାର ନିଜେ ଫଶିଲେବିଛାଉଥିଲେ ବିଦ୍ୟୁତ୍‌ ତାର ନିଜେ ଫଶିଲେ

ବିଛାଉଥିଲେ ବିଦ୍ୟୁତ୍‌ ତାର ନିଜେ ଫଶିଲେ

ବୌଦ୍ଧ/ବଘିଆପଡା/ବାଉଁଶୁଣୀ,୧୯ା୧୧(ସ୍ବ.ପ୍ର/ଡି.ଏନ.ଏ): ବୌଦ୍ଧ ଗଉଦେଇ ସଂରକ୍ଷିତ ଜଙ୍ଗଲରେ ବାର୍‌ହା ଶିକାର ପାଇଁ ବିଦ୍ୟୁତ୍‌ ତାର ବିଛାଉଥିବା ବେଳେ ୩ଜଣ ଶିକାରୀଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ବୌଦ୍ଧ…

3 years ago
ପଥରରେ ପିଟି ହୋଇ କାର ଚୁରମାରପଥରରେ ପିଟି ହୋଇ କାର ଚୁରମାର

ପଥରରେ ପିଟି ହୋଇ କାର ଚୁରମାର

ବୌଦ୍ଧ,୧୮।୧୧(ସ୍ବ.ପ୍ର.): ବୌଦ୍ଧ ଜିଲା ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥର ରାମ୍ଭିକଟାଠାରେ ଏକ କାର ଦୁର୍ଘଟଣା ଗ୍ରସ୍ତ ହୋଇଛି। ଫଳରେ କାରରେ ଥିବା ୪ ଜଣ ଗୁରୁତର ଆହତ ହୋଇଛନ୍ତି।…

3 years ago
ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ

କଣ୍ଟାମାଳ,୧୫ା୧୧(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ-ମନମୁଣ୍ଡା ରାସ୍ତାର ଗୋପାଳମାଳ ପେଟ୍ରୋଲ ପମ୍ପ୍‌ ନିକଟରେ ସୋମବାର ସକାଳେ ସୁବଳ ତେଲଗଁାକୁ (୨୫)ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ମୃତଦେହ…

3 years ago
ବୌଦ୍ଧରେ ୧୨ ଘଣ୍ଟିଆ ବନ୍ଦ ପାଳନବୌଦ୍ଧରେ ୧୨ ଘଣ୍ଟିଆ ବନ୍ଦ ପାଳନ

ବୌଦ୍ଧରେ ୧୨ ଘଣ୍ଟିଆ ବନ୍ଦ ପାଳନ

ବୌଦ୍ଧ,୩୦ା୧୦(ସ୍ବ.ପ୍ର.): ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ହତ୍ୟା ମାମଲାର ସିବିଆଇ ତଦନ୍ତ ଓ ହତ୍ୟାକାଣ୍ଡରେ ସମ୍ପୃକ୍ତି ଅଭିଯୋଗ ହେଉଥିବା ଗୃହମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ତୁରନ୍ତ ମନ୍ତ୍ରୀ ମଣ୍ଡଳରୁ…

3 years ago