Advertisement

ବୌଦ୍ଧ

ଭିଜିଲାନ୍ସ ଜାଲରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣିଭିଜିଲାନ୍ସ ଜାଲରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି

ଭିଜିଲାନ୍ସ ଜାଲରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି

ବୌଦ୍ଧ,୪।୧୨(ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଗୋଷ୍ଠୀ ଶିକ୍ଷାଧିକାରୀ କାର୍ଯ୍ୟାଳୟର ବରିଷ୍ଠ କିରାଣି ଚତୁର୍ଭୁଜ ଖମାରି ବୁଧବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଖମାରି ଉକ୍ତ…

5 years ago
ମାନସିକ ରୁଗୀକଁର ସେବାରେ ସମରପିତ ଅକ୍ଷୟମାନସିକ ରୁଗୀକଁର ସେବାରେ ସମରପିତ ଅକ୍ଷୟ

ମାନସିକ ରୁଗୀକଁର ସେବାରେ ସମରପିତ ଅକ୍ଷୟ

ଘଣ୍ଟାପଡ଼ା, ୪।୧୨(ଡି.ଏନ୍‌.ଏ.)- ନର ସେବା ହିଁ ନାରାୟଣ ସେବା, ଇ କଥାଟାକେ କାମ୍‌ରେ କରି ଦେଖେଇ ପାରିଛନ୍‌ କଣ୍ଟାମାଳ ବ୍ଲକ ଖୁଣ୍ଟିଗୋରା ପଁଚେତ୍‌ ଗୋଛାଗୋରା ଗଁାର ଅକ୍ଷୟ…

5 years ago
ପ୍ରକୃତିର ଉପାସନା ଚୁରାଖାଇ ଯାତ୍‌ରାପ୍ରକୃତିର ଉପାସନା ଚୁରାଖାଇ ଯାତ୍‌ରା

ପ୍ରକୃତିର ଉପାସନା ଚୁରାଖାଇ ଯାତ୍‌ରା

ଗୁଡ଼ଭେଲିପଦର, ୩।୧୨(ଡି.ଏନ୍‌.ଏ.)- ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ଦହ୍ୟା, କାଦୋପଦର, ମନୁପାଲି, ମହେଶ୍ୱରପିଣ୍ଡା, ଋଷିବନ୍ଧ, ତାଳପଦର ଲେଖେଁ ପାଖାପାଖି ୧୦ ଖଁଡ଼ ଗଁାକେ ନେଇ ପଁଚ୍‌ରା ଅଂଚଲ…

5 years ago
ଆମ୍ବଗାଁରେ ଧାନକିଣା ଆରମ୍ଭଆମ୍ବଗାଁରେ ଧାନକିଣା ଆରମ୍ଭ

ଆମ୍ବଗାଁରେ ଧାନକିଣା ଆରମ୍ଭ

ଘଣ୍ଟାପଡା, ୨।୧୨ (ଡି.ଏନ.ଏ): କଣ୍ଟାମାଳ ବ୍ଲକ ଘଣ୍ଟାପଡା ସେବା ସମବାୟ ସମିତି ଲିଃ ତରଫରୁ ସମ୍ପାଦକ କର୍ଣ୍ଣ ରଣାଙ୍କ ତତ୍ତ୍ବାବଧାନରେ ସୋମବାର ଧାନକିଣା ଆରମ୍ଭ ହୋଇଛି ।…

5 years ago
ସ୍ଥାନାନ୍ତର ହେଲା ବୌଦ୍ଧ ସବ୍‌ଜେଲସ୍ଥାନାନ୍ତର ହେଲା ବୌଦ୍ଧ ସବ୍‌ଜେଲ

ସ୍ଥାନାନ୍ତର ହେଲା ବୌଦ୍ଧ ସବ୍‌ଜେଲ

ବୌଦ୍ଧ, ୨।୧୨(ସ୍ବ.ପ୍ର): ବୌଦ୍ଧ ସବ୍‌ଜେଲ୍‌କୁ ଲାଣ୍ଡିବନ୍ଧକୁ ସ୍ଥାନାନ୍ତର କରାଯାଇଛି। ୧୯୧୭ ମସିହାରେ ବୌଦ୍ଧ ସହରର ପୁରୁଣା ବ୍ଲକ ଛକ ଠାରେ ସବ୍‌ଜେଲ ନିର୍ମାଣ ହୋଇଥିଲା । ଏହି…

5 years ago
୩ ଦଫା ଦାବିରେ ୧୨ ଘଣ୍ଟିଆ କଣ୍ଟାମାଳ ବନ୍ଦ: ଯାନବାହନ ଚଳାଚଳ ଠପ୍‌୩ ଦଫା ଦାବିରେ ୧୨ ଘଣ୍ଟିଆ କଣ୍ଟାମାଳ ବନ୍ଦ: ଯାନବାହନ ଚଳାଚଳ ଠପ୍‌

୩ ଦଫା ଦାବିରେ ୧୨ ଘଣ୍ଟିଆ କଣ୍ଟାମାଳ ବନ୍ଦ: ଯାନବାହନ ଚଳାଚଳ ଠପ୍‌

କଣ୍ଟାମାଳ,୨୯।୧୧(ଡି.ଏନ୍‌.ଏ.): ୩ ଦଫା ଦାବିରେ ବୌଦ୍ଧ ଜିଲା କଣ୍ଟାମାଳ ୧୨ ଘଣ୍ଟିଆ ବନ୍ଦ ଡାକରା ଶୁକ୍ରବାର ସକାଳୁ ଆରମ୍ଭ ହୋଇଛି। ତେଲନଦୀ ଉପରେ କଣ୍ଟାମାଳ-ତରଭା ସେତୁ ନିର୍ମାଣ…

5 years ago
ପର୍ଯ୍ୟଟନ କ୍ଷେତ୍ରର ଗନ୍ତାଘର ବୌଦ୍ଧପର୍ଯ୍ୟଟନ କ୍ଷେତ୍ରର ଗନ୍ତାଘର ବୌଦ୍ଧ

ପର୍ଯ୍ୟଟନ କ୍ଷେତ୍ରର ଗନ୍ତାଘର ବୌଦ୍ଧ

ବୌଦ୍ଧ ଜିଲା ପର୍ଯ୍ୟଟନସ୍ଥଳର ଗନ୍ତାଘର। ଜିଲାରେ ପ୍ରାଚୀନ କୀର୍ତ୍ତିରାଜି ଓ ବୈଭବ ଭରି ରହିଛି । ଐତିହାସିକ କଳାକୃତି ହେଉ ଅବା ପ୍ରାକୃତିକ ସୌନ୍ଦର୍ଯ୍ୟ ବି ପର୍ଯ୍ୟଟକଙ୍କୁ…

5 years ago
ଦରବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭଦରବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ଦରବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ବୌଦ୍ଧ,୨୨।୧୧(ସ୍ବ.ପ୍ର.): ସମଗ୍ର ଦେଶରେ ଦୁର୍ବଳ ଅର୍ଥନୀତି ଓ ଦରବୃଦ୍ଧି ପ୍ରତିବାଦରେ ବୌଦ୍ଧ ଜିଲା କଂଗ୍ରେସ ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରାଯାଇଛି। କଣ୍ଟାମାଳର ବିଧାୟକ…

5 years ago
୭ ବଛର ହେଲା ସପନ୍‌ ହେଇ ରହିଛେ୭ ବଛର ହେଲା ସପନ୍‌ ହେଇ ରହିଛେ

୭ ବଛର ହେଲା ସପନ୍‌ ହେଇ ରହିଛେ

କଣ୍ଟାମାଳ, ୮।୧୧ (ଡି.ଏନ୍‌.ଏ.)-ବୌଦ୍ଧ ଜିଲା କଣ୍ଟାମାଳ-ବଲାଙ୍ଗୀର ତେଲନଦୀ ପୁଲିଆ ତିଆରି ମୂଲ ହେବାର ୭ ବଛର ଉତାରୁ ବି ଅଂଚଲବାସୀକର ସପନ୍‌ ପୂରା ନାଇଁ ହେଇପାରି। ୮ଟା…

5 years ago
ମଉଲିକ୍‌ ସୁବିଧାରୁ ବଁଚିତ୍‌ ୨୨ ଆଦିବାସୀ ପରିବାର: ଜିଲାପାଳକୁଁ ଫେରାଦ ହେଲେ ଗାଁବାସୀମଉଲିକ୍‌ ସୁବିଧାରୁ ବଁଚିତ୍‌ ୨୨ ଆଦିବାସୀ ପରିବାର: ଜିଲାପାଳକୁଁ ଫେରାଦ ହେଲେ ଗାଁବାସୀ

ମଉଲିକ୍‌ ସୁବିଧାରୁ ବଁଚିତ୍‌ ୨୨ ଆଦିବାସୀ ପରିବାର: ଜିଲାପାଳକୁଁ ଫେରାଦ ହେଲେ ଗାଁବାସୀ

ତଳଗାଁ, ୧।୧୧(ଡି.ଏନ୍‌.ଏ.)-ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଆଡ଼େଣୀଗଡ଼ ପଁଚେତ୍‌ ଗୋଛାବାରି ନୂଅଁ।ଗଁ।ରେ ୨୨ ଆଦିବାସୀ ମଲ୍ଲାର କୋହ୍ଳ ପରିବାର ବାସ କରୁଛନ୍‌। ହେଲେ ଇ ପରିବାରମାନେ ମଉଲିକ…

5 years ago