ତାମିଲନାଡୁରେ ଦାଦନ ଶ୍ରମିକଙ୍କ ମୃତ୍ୟୁ: ମୃତଦେହ ଆଣିବାକୁ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ପରିବାର
ବୌଦ୍ଧ, ୧୭।୩ (ସ୍ବ.ପ୍ର.)-ବୌଦ୍ଧ ଜିଲା ମନମୁଣ୍ଡା ଥାନା ଅନ୍ତର୍ଗତ ଗୁଢକି ଗ୍ରାମର ରଙ୍କଧର ଖମାରୀ (୨୩) ଦାଦନ ଖଟିବାକୁ ତାମିଲନାଡୁର କୋଏମ୍ବାଟୁରକୁ ଯାଇଥିଲେ। ଶୁକ୍ରବାର କୋଏମ୍ବାଟୁର ନିକଟବର୍ତ୍ତୀ କୋରନୋରଠାରେ ଏକ ରେଳଧାରଣାରେ କଟି ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକ...
ବାଉଁଶୁଣୀ ଛକରେ ଜବରଦଖଲ ଉଚ୍ଛେଦ: ବିରୋଧ କରି ବିଷ ପିଇଦେଲେ ମହିଳା
ବାଉଁଶୁଣୀ, ୧୭।୩(ଡି.ଏନ.ଏ): ବୌଦ୍ଧ ଜିଲା ବାଉଁଶୁଣୀରେ ଶୁକ୍ରବାର ପୁଣି ଜବରଦଖଲ ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି। ହେଲେ ଜବରଦଖଲ ଉଚ୍ଛେଦବେଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜବରଦଖଲରେ ଥିବା ଏକ ଘରକୁ ଭାଙ୍ଗିବାକୁ ଯିବା ସମୟରେ ଜାନକୀ ତ୍ରିପାଠୀ...
ଜବରଦଖଲ ଉଚ୍ଛେଦରେ ପାତରଅନ୍ତର ଅଭିଯୋଗ:ପ୍ରଶାସନ ନିର୍ଦ୍ଦେଶକୁ ଫୁ
ବାଉଁଶୁଣୀ,୧୩ା୩(ଡି.ଏନ.ଏ.):ବୌଦ୍ଧ ଜିଲା ବାଉଁଶୁଣୀ ଅଞ୍ଚଳରେ ଜବରଦଖଲ ଉଚ୍ଛେଦ କ୍ଷେତ୍ରରେ ପାତରଅନ୍ତର କରାଯିବା ନେଇ ଅଭିଯୋଗ ହେଉଛି। ଗରିବ ଲୋକେ ପ୍ରଶାସନର ନିର୍ଦ୍ଦେଶକୁ ମାନୁଥିବା ବେଳେ ବଡବଡିଆ ଓ ପ୍ରଭାବଶାଳୀ ଲୋକେ ଏହାକୁ ଫୁ କଲା ଭଳି ଦେଖିବାକୁ ମିଳୁଛି ା...
ଟ୍ରାନ୍ସଫର୍ମରକୁ ଧକ୍କା ଦେଲା ବାଇକ: ୨ ଗୁରୁତର
ବାଉଁଶୁଣୀ,୮।୩(ଡି.ଏନ୍.ଏ): ବୌଦ୍ଧ ଜିଲା ୫୭ନଂ ଜାତୀୟ ରାଜପଥ ବାଉଁଶୁଣି ଥାନା ଦନ୍ତାପାଲି ଛକ ନିକଟରେ ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଥିବା ଏକ ଟ୍ରନ୍ସଫର୍ମରକୁ ଧକ୍କା ଦେଲା ବାଇକ। ମିଳିଥିବା ସୂଚନା ଅନୁଯାୟୀ, ବୁଧବାର ସାରା...
ଜଙ୍ଗଲରୁ ମିଳିଲା ୨୦ କୁଇଣ୍ଟାଲ ୪୦ କେଜି ଗଞ୍ଜେଇ
ବୌଦ୍ଧ,୫।୩(ସ୍ବ.ପ୍ର.): ବୌଦ୍ଧ ଜିଲା ଗଞ୍ଜେଇ ଚାଷ ଏବଂ କାରବାର ପାଇଁ ପେଣ୍ଠସ୍ଥଳ ପାଲଟିଛି। ଜିଲା ପ୍ରଶାସନ ପକ୍ଷରୁ ପ୍ରତିବର୍ଷ ଗଞ୍ଜେଇ ହେଉଥିବା ସ୍ଥାନ ଚିହ୍ନଟ କରି ଗଞ୍ଜେଇ ଚାଷ ନଷ୍ଟ କରୁଥିବା ସତ୍ତ୍ୱେ ଜିଲାରୁ ପ୍ରତିଦିନ ବିପୁଳ ପରିମାଣର ଗଞ୍ଜେଇ...
ସମୟ ନ ଦେଇ ଘର ଭାଙ୍ଗିଲା ପ୍ରଶାସନ
ବୌଦ୍ଧ, ୨୮।୨(ସ୍ବ.ପ୍ର.): ଖରଭୂଇଁ ଗ୍ରାମରେ କ୍ରସର ଚାଲିବା ନେଇ ପ୍ରଶାସନର ଅଧିକାରୀମାନେ ଚାହୁଁଥିବା ବେଳେ ଏପଟେ କିନ୍ତୁ ଗ୍ରାମବାସୀ କ୍ରସର ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଆନ୍ଦୋଳନ ଚାଲୁରଖିଛନ୍ତି। ପ୍ରଶାସନ ଗ୍ରାମବାସୀଙ୍କ ଆନ୍ଦୋଳନକୁ ଭଣ୍ଡରୁ କରିବାକୁ ଗ୍ରାମବାସୀଙ୍କ ନାମରେ ବହୁ ମିଥ୍ୟା...
ହତ୍ୟା ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ
ବୌଦ୍ଧ, ୨୮।୨(ସ୍ବ.ପ୍ର.): ବୌଦ୍ଧ ଜିଲା ଦୌରାଜଜ୍ ବିକ୍ରମ କୁମାର ପ୍ରଧାନ ସୋମବାର ଏକ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଆଦେଶ ପ୍ରଦାନ କରିଛନ୍ତି। ମାମଲାରୁ ପ୍ରକାଶ ଯେ, ବୌଦ୍ଧ ଥାନା ଅନ୍ତର୍ଗତ କିରାସିରା ଗ୍ରାମରେ ଜମିବାଡ଼ି...
ହକି ବିଶ୍ୱକପ୍ ଟ୍ରଫି ପରିକ୍ରମା, ପଲ୍ଲିଶ୍ରୀ ମେଳା ପାଇଁ ବୌଦ୍ଧ ଜିଲାପାଳ ସମ୍ବର୍ଦ୍ଧିତ
ବୌଦ୍ଧ,୨୫ା୨(ସ୍ବ.ପ୍ର.): ହକି ବିଶ୍ୱକପ୍ ଟ୍ରଫିର ଜିଲା ପରିକ୍ରମା ଏବଂ ବୌଦ୍ଧ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳାର ସଫଳ ଆୟୋଜନ ପାଇଁ ବୌଦ୍ଧ ଜିଲାପାଳ ସତ୍ୟ ରଞ୍ଜନ ସାହୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହୋଇଛନ୍ତି। ଜିଲାରେ ଏହି କାର୍ଯ୍ୟକ୍ରମର...
ମଣ୍ଡିରେ ଚାଲିଗଲା ଚାଷୀଙ୍କ ଜୀବନ
ବାଉଁଶୁଣୀ,୨୩ା୨(ଡି.ଏନ୍.ଏ.): ବୌଦ୍ଧ ଜିଲା ବାଉଁଶୁଣୀ ମଣ୍ଡି ପରିସରରେ ଗୁରୁବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମଣ୍ଡିକୁ ଧାନ ବିକ୍ରି କରିବାକୁ ଆସିଥିବା ବେଳେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତ ଚାଷୀ ହେଲେ ଧରଣୀ ମେହେର(୫୦)। ଧାନ ବିକି...
ମଣ୍ଡିରୁ ଧାନ ଉଠୁନି, ରାଜପଥ ଅବରୋଧ
ବାଉଁଶୁଣୀ,୨୨।୨(ଡି.ଏନ.ଏ.): ବୌଦ୍ଧ ଜିଲା ବାଉଁଶୁଣୀ ମଣ୍ଡିରୁ ଧାନ ନ ଉଠିବା ପ୍ରତିବାଦରେ ମଙ୍ଗଳବାର ଚାଷୀଙ୍କ ପକ୍ଷରୁ ବାଉଁଶୁଣୀ ଛକଠାରେ ବୌଦ୍ଧ-ବଲାଙ୍ଗୀର ୫ ୭ ନ ଜାତୀୟ ରାଜପଥ ଅବରୋଧ କରାଯାଇଥିଲା। ମଣ୍ଡିରେ ହଜାର ହଜାର କୁଇଣ୍ଟାଲ ଧାନ ଖୋଲା ଆକାଶ...
ବାଇକ୍ ଦୁର୍ଘଟଣା: ଜଣେ ମୃତ, ଜଣେ ଗୁରୁତର
ବୌଦ୍ଧ,୧୮ା୨(ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ବ୍ରାହ୍ମଣଗାଁ ଛକଠାରେ ଶନିବାର ସନ୍ଧ୍ୟାରେ ଏକ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି। ସୂଚନାନୁଯାୟୀ, ତିଳେଶ୍ୱର ପଟରୁ...
ବାଇକ୍ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
ବାଉଁଶୁଣୀ,୧୭ା୨(ଡି.ଏନ୍.ଏ.): ବୌଦ୍ଧ ଜିଲା ବାଉଁଶୁଣୀ ଥାନା ଟାଇଞ୍ଜନ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାରେ ଜଣଙ୍କର ଜୀବନ ଯାଇଛି। ତାଙ୍କ ନାମ ଆର୍ତ୍ତତ୍ରାଣ ବେହେରା(୨୯)। ତାଙ୍କ ଘର ବୌଦ୍ଧ ଥାନା ତେଲିବନ୍ଧ ପଞ୍ଚାୟତ ଆନନ୍ଦପୁର ଗ୍ରାମରେ...
Archives


