ବୌଦ୍ଧ

ରାସ୍ତା ଦୁରାବସ୍ଥା ଯୋଗୁ ବାଟରେ ଫସିଲା, ଖଟିଆରେ ବୋହି ଆମ୍ବୁଲାନ୍ସ ଯାଏ ରୋଗୀଙ୍କୁ ଆଣିଲେ

ମନମୁଣ୍ଡା,୨୮।୯ (ଡି.ଏନ.ଏ.)  ରୋଗୀକୁ ଆଣିବାକୁ ଯାଇଥିବା ଏକ ଆମ୍ବୁଲାନ୍ସ ରାସ୍ତା ଦୁରାବସ୍ଥା ଯୋଗୁ ବାଟରେ ଫସିଗଲା ା ଫଳରେ ରୋଗୀକୁ ସମ୍ପର୍କୀୟମାନେ ଖଟିଆରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଆଣିବାକୁ ପଡିଲା । ଏପରି ଘଟଣା ଦେଖିତ୍ବାକୁ ମିଳିଛି ବୌଦ୍ଧ ଜିଲା...

ଡେପୁଟି କଲେକ୍ଟରଙ୍କ ନାଁରେ ସ୍ତ୍ରୀ ଆଣିଲେ ନିର୍ଯାତନା ଅଭିଯୋଗ

ଲଖନପୁର, ୨୭ା୯(ଡି.ଏନ୍‌.ଏ.)-ବୌଦ୍ଧ ଜିଲାର ଡେପୁଟି କଲେକ୍ଟର ଶରତ କୁମାର ବାଗଙ୍କ ନାମରେ ସ୍ତ୍ରୀ ଡଲିଆ ଦେବନାଥ ଆଣିଛନ୍ତି ନିର୍ଯାତନା ଅଭିଯୋଗ । ଏ ନେଇ ଦେବନାଥ ଝାରସୁଗୁଡା ଜିଲା ବିଟିଏମ୍‌ ଫାଣ୍ଡିରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ନେଇ ଝାରସୁଗୁଡା...

ଅନଲାଇନ୍‌ କ୍ଲାସର ବାସ୍ତବଚିତ୍ର: ପାହାଡ ଉପରେ ଚାଲିଛି ଛାତ୍ରୀଛାତ୍ରଙ୍କ ପାଠପଢା

ହରଭଙ୍ଗା, ୧୬ା୯( ଡି.ଏନ.ଏ.)-ମହାମାରୀ କରୋନା କଟକଣା ପାଇଁ ସ୍କୁଲ କଲେଜ ବନ୍ଦ ରହିଛି। ସରକାର ଅନ୍‌ଲାଇନ୍‌ କ୍ଲାସ ଜରିଆରେ ପିଲାଙ୍କୁ ଶିକ୍ଷାଦାନ କରାଉଛନ୍ତି। ହେଲେ ଅନ୍‌ ଲାଇନ୍‌ କ୍ଲାସ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟ ପୂରଣ କରିପାରୁ ନ ଥିବା ଅଭିଯୋଗ ହୋଉଛି।...

ସ୍କୁଟି-ବାଇକ ମୁହାଁମୁହିଁ ଧକ୍କା: ୨ ମୃତ

ହରଭଙ୍ଗା ,୧୬।୯ ( ଡି .ଏନ. ଏ.)- ବୌଦ୍ଧ ଜିଲା ହରଭଙ୍ଗା ଥାନା ହରଭଙ୍ଗା ଯୁକ୍ତ ଦୁଇ ଜୁନିୟର କଲେଜ ନିକଟରେ ବୁଧୁବାର ଅପରାହ୍ନରେ ଏକ ସ୍କୁଟି ସହିତ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୨ ଜଣଙ୍କର ମୃତ୍ୟୁ...

ସାର ପାଇଁ ଜିଲା କୃଷି କାର୍ଯ୍ୟାଳୟ ଘେରିଲେ ଚାଷୀ

ହରଭଙ୍ଗା, ୧୬ା୯(ଡି.ଏନ.‌ଏ.)  ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ବାମଣ୍ଡା ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଓ ନାୟକପଡ ଗ୍ରାମର ଶତାଧିକ ଚାଷୀ ସାର ଯୋଗାଣ ଦାବିରେ ମଙ୍ଗଳବାର ଜିଲା କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଥିଲେ। ସେମାନଙ୍କ କହିବା ଅନୁଯାଇ...

ଶିକ୍ଷକଙ୍କ ବାଇକ ଡିକି ଭାଙ୍ଗି ନେଇଗଲେ ୭୬ ହଜାର ଟଙ୍କା

ହରଭଙ୍ଗା,୧୪।୯ -ବୌଦ୍ଧ ଜିଲା ପୁରୁଣା କଟକ ଥାନା ତିଳେଶ୍ୱର ବଜାର ମଧ୍ୟରୁ ସୋମବାର ଶିକ୍ଷକ ପ୍ରତାପ କିଶୋର ବେହେରାଙ୍କ ବାଇକ ଡିକି ଭାଙ୍ଗି ଦୁର୍ବୃତ୍ତମାନେ ୭୬୩୦୦ ଟଙ୍କା ନେଇଯାଇଛନ୍ତି। ଏ ନେଇ ପ୍ରତାପ ପୁରୁଣା କଟକ ଥାନାରେ ଲିଖିତ ଅଭିଯୋଗ...

ମୋବାଇଲ ପଡିଯିବାରୁ ଡ୍ୟାମ୍‌କୁ ଡେଇଁଲେ ଇଞ୍ଜିନିୟର, ଆଉ ତା’ପରେ

ବଗିଆପଡା,୧୪।୯(ସ୍ବ.ପ୍ର):ବୌଦ୍ଧ ଜିଲା ବଗିଆପଡା ଫାଣ୍ଡି ଅନ୍ତର୍ଗତ ପାଲଝର ଡ୍ୟାମକୁ ଗାଧୋଇବାକୁ ଯାଇଥିବା ଜଣେ ଯୁବ ଇଞ୍ଜିନିୟରଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ ବୌଦ୍ଧ ଜିଲା ମେଗା ଜଳସେଚନ ପ୍ରକଳ୍ପରେ କାର୍ଯ୍ୟରତ ଯୁବ ଇଞ୍ଜିନିୟର ତାମିଲନାଡୁର ମୁକୁନ୍ଦମ(୨୨) ନିଜ ୨...

ପୁରୁଣା ଆର୍‌ଆଇ ଅଫିସକୁ ଧକ୍ଳା ଦେଲା ଥଣ୍ଡା ବୋଝେଇ ଆଇଚର୍‌

ହରଭଙ୍ଗା,୧୦।୯(ଡି.ଏନ.ଏ): ବୌଦ୍ଧ ଜିଲା ଖୋର୍ଦ୍ଧା ବଲାଙ୍ଗୀର ୫୭ନମ୍ବର ଜାତୀୟ ରାଜପଥ ଆଡେଣିଗଡସ୍ଥିତ ପୁରୁଣା ଆର୍‌ଆଇ ଅଫିସକୁ ବୁଧବାର ରାତିରେ ଏକ ଥଣ୍ଡା ବୋଝେଇ ଆଇଚର୍‌ ଧକ୍ଳା ଦେଇଥିବା ଜଣାପଡିଛି। ପ୍ରକାଶ ଯେ ଭୁବନେଶ୍ବରରୁ ବଲାଙ୍ଗୀର ଅଭିମୁଖେ ଯାଉଥିବାବେଳେ (ଓଡି୦୨ବି ଏଫ୬୮୭୭...

ବନ୍ୟା କ୍ଷୟକ୍ଷତି ଆକଳନ କଲେ ହରଭଙ୍ଗା ତହସିଲଦାର

ହରଭଙ୍ଗା,୯ା୯(ଡି.ଏନ୍‌.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଅଞ୍ଚଳରେ ହୋଇଥିବା ଲଗାଣ ବର୍ଷା ଓ ବନ୍ୟାରେ ବ୍ୟାପକ କ୍ଷୟକ୍ଷତି ହୋଇଥିବାବେଳେ ବୁଧବାର ହରଭଙ୍ଗା ଅତିରିକ୍ତ ତହସିଲଦାର ହରିଓଁ ଭୋଇ ଧଳପୁର, କୁଶଙ୍ଗ, ହରଭଙ୍ଗା, ସାମ୍ପୋଚ ଆଦି ବ୍ଲକର ୮ଟି ପଞ୍ଚାୟତର କ୍ଷତିଗ୍ରସ୍ତ...

ଡେପୁଟି କଲେକ୍ଟରଙ୍କ ଗାଡ଼ି ଧକ୍କାରେ ବାଳକ ଗୁରୁତର

ହରଭଙ୍ଗା,୭।୯ (ଡି.ଏନ୍‌.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ପୁରୁଣାକଟକ ବଜାର ଠାରେ ସୋମବାର ପୂର୍ବାହ୍ନରେ ଜିଲା ଡେପୁଟି କଲେକ୍ଟରଙ୍କ ଗାଡି ଧକ୍କାରେ ଜଣେ ବାଳକ ଗୁରୁତର ହୋଇଛନ୍ତି। ସେ ହେଲେ ପୁରୁଣାକଟକ ଥାନା ଶାଲକଟା ଗ୍ରାମର ଅଭିଳାସ...

ଓଲଟିଲା କୋଇଲା ବୋଝେଇ ଟ୍ରଲର୍‌

ହରଭଙ୍ଗା, ୭।୯(ଡି.ଏନ.ଏ.): ବୌଦ୍ଧ ଜିଲା ଦେଇ ଯାଇଥିବା ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ପୁରୁଣାକଟକ ଥାନା ମାର୍ଦିଙ୍ଗ ନିକଟରେ ସୋମବାର ସକାଳୁ ଏକ କୋଇଲା ବୋଝେଇ ଟ୍ରଲର ଓଲଟି ପଡିଥିବା ଜଣାପଡିଛି। ଉକ୍ତ ଟ୍ରଲରଟି ପାରାଦୀପରୁ ଝାରସୁଗୁଡା...

୩୦ଫୁଟ ତଳକୁ ଖସିଲା ତେଲ ଟ୍ୟାଙ୍କର୍‌

ହରଭଙ୍ଗା, ୩।୯(ଡି.ଏନ.ଏ): ଖୋର୍ଦ୍ଧା-ବଲାଙ୍ଗୀର ୫୭ନମ୍ବର ଜାତୀୟ ରାଜପଥର ପୁରୁଣାକଟକ ଥାନା ଆଡେନିଗଡ ନିକଟରେ ଭାରସାମ୍ୟ ହରାଇ ତେଲ ଟ୍ୟାଙ୍କର ରାସ୍ତା ତଳକୁ ଓଲଟି ପଡିଛି। ସୌଭାଗ୍ୟବଶତଃ ଗାଡିରେ ଥିବା ଡ୍ରାଇଭର ଓ ହେଲପର ସାମାନ୍ୟ ଆହତ ହୋଇଥିବା ଜଣାପଡିଛି l...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image