ବୌଦ୍ଧ

କରୋନା କଟକଣା: ବୌଦ୍ଧରେ ସନ୍ଧ୍ୟା ୭ରୁ ସକାଳ ୫ କର୍ଫ୍ୟୁ

ବୌଦ୍ଧ,୪ା୬ (ସ୍ବ.ପ୍ର.)-କରୋନା କଟକଣା ନେଇ ବୌଦ୍ଧ ଜିଲା ପ୍ରଶାସନ ପକ୍ଷରୁ ନୂତନ ଗାଇଡଲାଇନ୍‌ ବୁଧବାର ପୁର୍ନବାର ପ୍ରକାଶ ପାଇଛି। ପୂର୍ବରୁ ଜାରି ରହିଥିବା ସମସ୍ତ କଟକଣା ବଳବତ୍ତର ରଖାଯିବା ସହିତ ସନ୍ଧ୍ୟା ୭ଟାରୁ ସକାଳ ୫ ପର୍ଯ୍ୟନ୍ତ କର୍ଫ୍ୟୁ ଘୋଷଣା...

ବୌଦ୍ଧରେ ସୀମିତ ସେବାୟତରେ ହେବ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା  

ବୌଦ୍ଧ,୪ା୬ (ସ୍ବ.ପ୍ର.)-କରୋନା ମହାମାରୀର ପ୍ରଭାବ ଚଳିତବର୍ଷ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ଉପରେ ପଡିଛି। ଏଥର ବୌଦ୍ଧରେ ଗଡଜାତ ଅମଳରୁ ଚାଲି ଆସୁଥିବା ପରମ୍ପରା ଭଙ୍ଗ କରାଯାଇ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରାରେ କୌଣସି ଭକ୍ତଙ୍କୁ ସାମିଲ କରା ନ ଯିବାକୁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି...

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ଦୁଇ ଛାତ୍ର

ବୌଦ୍ଧ,୩୧ା୫(ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ମହାନଦୀର କୁଶାସିଙ୍ଗା ଘାଟରେ ଗାଧୋଇବା ବେଳେ ଦୁଇ ଛାତ୍ରଙ୍କ ଜୀବନ ଯାଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ହରଭଙ୍ଗା ବ୍ଲକ ଅରଖପଦର ଗ୍ରାମର ୫ ଜଣ ପିଲା ଗାଧୋଇବା ପାଇଁ କୁଶାସିଙ୍ଗା ଘାଟକୁ ରବିବାର ପୂର୍ବାହ୍ନରେ...

କରୋନା ସଚେତନତା ପାଇଁ ବାଇକ ଶୋଭାଯାତ୍ରା

ବୌଦ୍ଧ,୩୦ା୫(ସ୍ବ.ପ୍ର.)-ବୌଦ୍ଧ ଜିଲାରେ କରୋନା ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରାଯାଇଛି। ଜିଲାରୁ ଚିହ୍ନଟ ହୋଇଥିବା ସମସ୍ତ ପଜିଟିଭ ସୁସ୍ଥ ହୋଇ ଶନିବାର ଘରକୁ ଫେରିଛନ୍ତି। ଏହା କରୋନା ମୁକାବିଲା ଦିଗରେ ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗର କର୍ମଚାରୀମାନଙ୍କୁ ଅଧିକ ଉତ୍ସାହିତ କରିଛି।...

ବୌଦ୍ଧ ଜିଲା ହେଲା କରୋନା ମୁକ୍ତ: ସମସ୍ତ ୩୩ ପଜିଟିଭ ସୁସ୍ଥ

ବୌଦ୍ଧ,୩୦ା୫ (ସ୍ବ.ପ୍ର.)- ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ଚାଲିଥିବା ବେଳେ ବହୁ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିବା ଆଶ୍ୱସ୍ତି ଆଣିଛି ା ଶନିବାର ବୌଦ୍ଧ ଜିଲା କରୋନା ମୁକ୍ତ ହୋଇଥିବା ସିଡିଏମଓ ଡା. ଲକ୍ଷ୍ମୀଧର ସାହୁ...

ଝଡ଼ ତୋଫାନ ଯୋଗୁ ତାର ଛିଣ୍ଡିଲା: ୨ ଦିନ ହେଲା ୨ ପଞ୍ଚାୟତ ଅନ୍ଧାରରେ

ଜହ୍ନାପଙ୍କ, ୩୦।୫ (ଡି.ଏନ.ଏ.)-ଗୁରୁବାର ସନ୍ଧ୍ୟାରେ ହୋଇଥିବା ଝଡତୋଫାନ ଯୋଗୁ ମୁଣ୍ଡାପଡା ଓ ବ୍ରାହ୍ମଣୀପାଲିକୁ ଯାଇଥିବା ବିଦ୍ୟୁତ୍‌ ତାର ଛିଣ୍ଡି ଯାଇଛି ା ଫଳରେ ୨ ଦିନ ହେଲା ବ୍ରାହ୍ମଣୀପାଲି ପଞ୍ଚାୟତର କିଛି ଗାଁ ଓ ମୁଣ୍ଡାପଡା ପଞ୍ଚାୟତର ମୁଣ୍ଡାପଡା, ବାରପୁଡୁଗ,...

ଚାଲି ଚାଲି ଫେରୁଥିବା ଦୁଇ ଶ୍ରମିକ ପରିବାର ଉଦ୍ଧାର

ବୌଦ୍ଧ,୨୯ା୫(ସ୍ବ.ପ୍ର.)-ଶୁକ୍ରବାର ବୌଦ୍ଧ ଜିଲାରେ ପୁଣି ୧୩୦ ଜଣ ପ୍ରବାସୀ ଶ୍ରମିକ ପହଞ୍ଚିଥିବା ଜଣାଯାଇଛି। ଫଳରେ ଜିଲାକୁ ଫେରିଥିବା ପ୍ରବାସୀ ଶ୍ରମିକଙ୍କ ସଂଖ୍ୟା ୨୭୬୧ରେ ପହଞ୍ଚତ୍ଛି । ସେହିପରି ଅନୁଗୋଳ ଜିଲାର ଦୁଇ ଶ୍ରମିକ ପରିବାରର ୭ ଜଣ ଚାଲି ଚାଲି...

୫ ଜଣଙ୍କୁ ନେଇ ହେବ ଶ୍ରୀଦଧିବାମନଜୀଉଙ୍କ ସ୍ନାନଯାତ୍ରା  

ମନମୁଣ୍ଡା,୨୯।୫ (ଡି.ଏନ.ଏ.)- ଚଳିତବର୍ଷ କରୋନା କଟକଣା ଯୋଗୁ ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ମନମୁଣ୍ଡାଠାରେ ଥିବା ଶ୍ରୀଦଧିବାମନଜୀଉଙ୍କ ସ୍ନାନଯାତ୍ରା ରୀତିନୀତି ପୂଜକଙ୍କ ସମେତ ୫ ଜଣଙ୍କୁ ନେଇ କରାଯିବ ା ମନମୁଣ୍ଡା ରଥ କମିଟି ପକ୍ଷରୁ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ...

ପାନୀୟଜଳ ଓ ବିଦ୍ୟୁତ୍‌ ସେବା ଉପରେ ଗୁରୁତ୍ୱ

ବୌଦ୍ଧ,୨୮ା୫(ସ୍ବ.ପ୍ର.)-ବୌଦ୍ଧ ଜିଲାରେ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ଏକ ପ୍ରସ୍ତୁତି ବୈଠକ ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଲଲାଟେନ୍ଦୁ ମିଶ୍ର ଏଥିରେ ଅଧ୍ୟକ୍ଷତା କରିଥିଲେ ା ପ୍ରାକୃତିକ ବିପର୍ଯ୍ୟୟକୁ ଆଖି...

ପୁଣି ଫେରିଲେ ୧୩୧ ପ୍ରବାସୀ ଶ୍ରମିକ

ବୌଦ୍ଧ,୨୮ା୫ (ସ୍ବ.ପ୍ର.)-ଗୁରୁବାର ବୌଦ୍ଧ ଜିଲାରେ ପୁଣି ୧୩୧ ଜଣ ପ୍ରବାସୀ ଶ୍ରମିକ ପହଞ୍ଚିଥିବା ଜଣାଯାଇଛି। ଫଳରେ ଫେରିଥିବା ପ୍ରବାସୀ ଶ୍ରମିକଙ୍କ ସଂଖ୍ୟା ୨୬୩୧ରେ ପହଞ୍ଚତ୍ଛିି। ସେହିପରି ୬୦୫ ଜଣ ବାହାର ରାଜ୍ୟର ଶ୍ରମିକଙ୍କୁ ସ୍ବତନ୍ତ୍ର ଗାଡି ଯୋଗେ ସେମାନଙ୍କ ରାଜ୍ୟକୁ...

ଜହ୍ନାପଙ୍କ ଅଞ୍ଚଳରେ କୂଆପଥର ବର୍ଷା

ଜହ୍ନାପଙ୍କ,୨୮।୫ (ଡି.ଏନ.ଏ.)-ବୌଦ୍ଧ ବ୍ଲକ ଅନ୍ତର୍ଗତ ଜହ୍ନାପଙ୍କ ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ଝଡତୋଫାନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଥିଲା। ପ୍ରାୟ ଅଧଘଣ୍ଟା ଧରି କୂଆପଥର ବର୍ଷା ହୋଇଥିଲା। ଯାହାର ଓଜନ ୨୦୦ ଗ୍ରାମ ଉପରେ ହେବ । ବଡ...

ଗର୍ଭବତୀ କୌଶଲ୍ୟାଙ୍କୁ ସହାୟତାର ହାତ ବଢାଇଲେ ଡାକ୍ତର  

ମନମୁଣ୍ଡା,୨୫।୫ (ଡି.ଏନ.ଏ)-ମନମୁଣ୍ଡା ଥାନା ଅଧୀନ ଗୁଡଭଙ୍ଗାର କୌଶଲ୍ୟା ସାହୁ ା ବୟସ ୩୫ ା ୫ଟି ସନ୍ତାନର ଜନନୀ ା ଏବେ ସେ ପୁଣି ୭ ମାସର ଗର୍ଭବତୀ ା ଗଲାମାସରେ ସ୍ବାମୀ ହାତ ଛାଡି ଦେଇ ପରପାରିକୁ ଚାଲି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri