ବୌଦ୍ଧ

ଦାଦନ୍‌ ଦୁଖ: ଆପ୍‌ନେ ଆରପାରେ, ପଲିଥିନ୍‌ ତଲେ ପରିବାର

ପୁରୁଣାକଟକ,୧୭।୧୦(ଡି.ଏନ୍‌.ଏ.)-  ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ପୁରୁଣାକଟକ ପଁଚେତ୍‌ ଅଧୀନ କମଳପୁର ଗଁାର ଭିକୁ ହଂସ(୩୪)। ସେ ବାଙ୍ଗାଲୋରକେ ଦାଦନ୍‌ ଖଟିଯାଇ ଶୋଭା ଲିମିଟେଡ୍‌ କମ୍ପାନୀରେ ମାର୍ବଲ ଶ୍ରମିକ ହିସାବେ କାମ୍‌ କରୁଥିଲାବେଲେ କେହେନ୍‌ସି କାରନ୍‌ରୁ ଅଗଷ୍ଟ ୧ ତାରିଖ୍‌ରେ...

ପୁଓର ଚିକିଛା ଲାଗି ରାଏଜ୍‌ ବାହାରେ ମା’ବାପ୍‌

କଣ୍ଟାମାଳ, ୧୬।୧୦ (ଡି.ଏନ୍‌.ଏ.)- ଟଁକା ପଏସା ଅଭାବୁ ଅନେକ ଲୋକ୍‌ ଜୀବନର ସବୁ ଆଶ୍‌କେ ହରେଇ ଦେସନ୍‌। ଅସମିଆରେ ବୁଧିବାଟ୍‌ ବନା ହେଇଯାଏସି। ହେଲେ କାହାକେ ମଜବୁତ୍‌ କରି ଅସମିଆ ଆଘେ ଠିଆ କରେଇଦେସି ଜୀବନ୍‌ର ଆଶ୍‌। ଏନ୍‌ତା ଗୁଟେ...

ମୁଖ୍ୟ ଶାସନ ସଚିବ, ୫-ଟି ସଚିବଙ୍କ ବୌଦ୍ଧ ଗସ୍ତ: ଆହାର କେନ୍ଦ୍ରରେ ଖାଦ୍ୟର ମାନ ପରଖିବାକୁ ଯାଇ ଖାଇଥିଲେ ଖାଦ୍ୟ

ବୌଦ୍ଧ,୧୧।୧୦(ସ୍ବ.ପ୍ର.): ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଓ ୫-ଟି ସଚିବ ଭି.କେ. ପାଣ୍ଡିଆନ ଶୁକ୍ରବାର ବୌଦ୍ଧ ଜିଲା ଗସ୍ତକରି ବିଭିନ୍ନ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି। ପୂର୍ବାହ୍ନ ୧୧ଟାରେ ଫୁଲବାଣୀରୁ ଏରୋପ୍ଲେନ୍‌ ଯୋଗେ ଆସି ପ୍ରଥମେ ଜିଲା ମୁଖ୍ୟ...

ବଜ୍ରପାତ ନେଲା ଜଣଙ୍କ ଜୀବନ

ବୌଦ୍ଧ,୬।୧୦: ବୌଦ୍ଧ ଥାନା ଅନ୍ତର୍ଗତ ବନ୍ଧାପଥର ଗ୍ରାମରେ ରବିବାର ସକାଳ ୭ଟାରେ ବଜ୍ରପାତରେ ଜଣଙ୍କ ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ବନ୍ଧାପଥର ଗ୍ରାମର ନୀଳା ଲୋହିତ ବେହେରା (୫୩) ବିଲକୁ ଯାଇଥିବାବେଳେ ବଜ୍ରପାତ ଘଟିଥିଲା। ସେଠାରେ ହିଁ ସେ ଟଳି ପଡିଥିଲେ।...

ଭିଜିଲାନ୍ସ ଜାଲରେ ଫରେଷ୍ଟର : ଏକକାଳୀନ ୪ ସ୍ଥାନରେ ଚାଲିଛି ଚଢ଼ାଉ

ବୌଦ୍ଧ,୨୬।୯(ସ୍ବ.ପ୍ର.): ବୌଦ୍ଧ ଓ ଫୁଲବାଣୀ ଭିଜିଲାନ୍ସ ପକ୍ଷରୁ ବୌଦ୍ଧର କେନ୍ଦୁପତ୍ର ବିଭାଗରେ କାର୍ଯ୍ୟରତ ଫରେଷ୍ଟର ଜଗବନ୍ଧୁ ପାତ୍ରଙ୍କ ଘରେ ଚଢ଼ାଉ ଚାଲିଛି। ଗୁରୁବାର ସକାଳୁ ଭିଜିଲାନ୍ସ କର୍ମଚାରୀମାନେ ଜଗବନ୍ଧୁଙ୍କ ରଇଠାଣିସ୍ଥିତ ଘର, ଗ୍ରାମରେ ଥିବା ଘର, ଭଡ଼ା ଦେଇଥିବା ଘର...

ଭତାକେ ନେଇ ପଁଚେତ୍‌ରେ ତାଲା ପକାଲେ ହିତାଧିକାରୀ

ପୁରୁଣାକଟକ, ୧୪ା୯ (ଡି.ଏନ୍‌.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ସଂଙ୍କୁଲେଇ ପଁଚେତ୍‌କେ ଶୁକୁରବାର ହିତାଧିକାରୀମାନେ ଭତା ନେବାକେ ଆସି ହଇରାନ ହରକତ ହେଲାରୁ ପଁଚେତ୍‌ରେ ତାଲା ପକେଇଥିବାର ଜନାଯାଇଛେ। ଏହେଦେ ଇ ଘଟନା ଅଂଚଲରେ ଗୁଟେ ଚରଚାର ବିଷେ ପାଲଟିଛେ।...

ନଦୀରୁ ଅଜଣା ମୃତଦେହ ଉଦ୍ଧାର

କଣ୍ଟାମାଳ, ୧୨।୯(ଡି.ଏନ.ଏ.): ବୌଦ୍ଧ ଜିଲା କଣ୍ଟାମାଳ ଥାନା ରେଙ୍ଗାଲି ପଞ୍ଚାୟତ ଅନ୍ତର୍ଗତ କମଘାଟ ଗାଁର ତେଲ ନଦୀ ଘାଟରୁ ଗୁରୁବାର ଏକ ଅଜଣା ମୃତଦେହ ଉଦ୍ଧାର କରାଯାଇଛି। ସକାଳେ ମୃତଦେହଟି ଏକ କପଡ଼ାରେ ଗୁଡାଇ ହୋଇ ଭାସୁଥିବାର ଦେଖି ଗଁାଲୋକେ...

ସାର୍ଟିଫିକେଟ ଯାଞ୍ଚ ପ୍ରକ୍ରିୟା ଆରମ୍ଭ: ନକଲି ଶିକ୍ଷକ ଛାନିଆ

ବୌଦ୍ଧ,୧୧।୯(ସ୍ବ.ପ୍ର): ରାଜ୍ୟରେ ଜାଲ ସାର୍ଟିଫିକେଟ ବଳରେ ଶିକ୍ଷକତା କରୁଥିବା ନେଇ ବିଭିନ୍ନ ସମୟରେ ଅଭିଯୋଗ ହୋଇଆସୁଛି। ଏ ନେଇ ସାରା ରାଜ୍ୟରେ ବିଦ୍ୟାଳୟ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ମୁତାବକ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି...

ତହସିଲ, ଜିଲାପାଳଙ୍କ ଅଫିସ୍‌ ଘେରିଲା କିଷାନ ସଂଘ

ବୌଦ୍ଧ,୧୧।୯(ସ୍ବ.ପ୍ର): ବୌଦ୍ଧ କୃଷି ପ୍ରଧାନ ଜିଲା ହୋଇଥିବା ବେଳେ ଚାଷୀମାନେ ବିଭିନ୍ନ ସମସ୍ୟାରେ ରହିଛନ୍ତି । ପ୍ରତିବର୍ଷ ସ୍ବଳ୍ପ ବର୍ଷା, ବନ୍ୟା, ରୋଗପୋକ ଉପଦ୍ରବରେ ଚାଷୀମାନେ କ୍ଷତିଗ୍ରସ୍ତ ହେଉଥିବାବେଳେ ସେମାନଙ୍କୁ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରାଯାଉନାହିଁ। ଫଳରେ ବୌଦ୍ଧ ଜିଲାର...

କାନ୍ଥପଡ଼ି ମହିଳା ମୃତ, ଜଣେ ଗୁରୁତର: ଅଳ୍ପକେ ବର୍ତ୍ତିଲେ ଶିଶୁପୁତ୍ର

କଣ୍ଟାମାଳ,୭।୯(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ ଥାନା ଅନ୍ତର୍ଗତ ପରାଗାଁରେ କାନ୍ଥପଡି ଶନିବାର ସକାଳେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଚନ୍ଦ୍ରକଳା ସାହୁ। ଗୁରୁତର ସୁଦେଷ୍ଣା ଦଣ୍ଡୁୁଆସୀ। ସୂଚନାଯୋଗ୍ୟ, ଚନ୍ଦ୍ରକଳା ସୁଦେଷ୍ଣାଙ୍କ ଘରକୁ...

ବୌଦ୍ଧ ଇଷ୍ଟଦେବୀ ମା’ ଭୈରବୀଙ୍କ ପୀଠରେ ନବାନ୍ନ ଲାଗି

ବୌଦ୍ଧ,୩।୯(ସ୍ବ.ପ୍ର.): ପଶ୍ଚିମ ଓଡ଼ିଶାର ଭାଇଚାରାର ପର୍ବ ତଥା କୃଷିଭିତ୍ତିକ ପର୍ବ ନୂଆଁଖାଇ ପାଇଁ ଚଳଚଞ୍ଚଳ ହୋଇଉଠିଛି ବୌଦ୍ଧ ସହର। ମଙ୍ଗଳବାର ସକାଳ ୯ଟା ସମୟରେ ବିରାଟ ପଟୁଆର ସହ ମହାନଦୀରୁ ଜଳ ଆସିଥିଲା। ନବାନ୍ନ ଭୋଗ ପ୍ରସ୍ତୁତି ପରେ ଦିନ...

ଭାରସାମ୍ୟ ହରାଇ ଜଳଖିଆ ଦୋକାନରେ ପଶିଲା ବାଇକ୍‌: ଜଣେ ମୃତ, ଦୁଇ ଗୁରୁତର

ବୌଦ୍ଧ,୩୧।୮(ଡି.ଏନ୍‌.ଏ.): ବୌଦ୍ଧ ଜିଲା ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥର ହରେକୃଷ୍ଣପୁର ଶିବମନ୍ଦିରଠାରେ ଶନିବାର ସକାଳେ ବାଇକ୍‌ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଗୁରୁତର ହୋଇଛନ୍ତି। ସୂଚନାମୁତାବକ, ୩ ଯୁବକ ଏକ ବାଇକ୍‌ ଯୋଗେ ମନମୁଣ୍ଡାରୁ ନିଜ ଗ୍ରାମ ନୟାଗଡ଼କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri