ବୌଦ୍ଧ

ଭତା ଦେବାରେ ପରଶାସନ କୁଁଥ୍‌କୁଁଥ୍‌:ଜିଲାପାଲକୁଁ ଭେଟଲେ ୨୭ କଳାକାର

ତଳଗାଁ, ୭ା୮(ଡି.ଏନ୍‌.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ୨୭ ଝନକୁ ମୁଖ୍ୟମନ୍ତ୍ରୀ କଳାକାର ଭତା ଦେବାର ଲାଗି ଗଲା ୧୨ା୧୨ା୨୦୧୮, ପତର ସଂଖ୍ୟା ୪୦୬୨ ଅନ୍‌ସାରେ ମଂଜୁର ହେଇଛେ। ହେଲେ ଭତା ପାଏବାର ଲାଗି ଥାନୀୟ କଳାକାରମାନେ ବ୍ଲକନୁ ଜିଲା...

ପାଠ୍‌ ପଢ଼ାରୁ ବଁଚିତ୍‌ ନିରିହ ଆଦିବାସୀ ଛାତ୍ରୀ:ଗାଁକେ ଯାଇ ଟି.ସି. ଦେଲେ ପ୍ରଧାନ ଶିକ୍ଷକ

କଣ୍ଟାମାଳ, ୭ା୮(ଡି.ଏନ୍‌.ଏ): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଅଇଁଳାଚୁଅଁା ଆଦର୍ଶ ବିଦ୍ୟାଲୟର ଅଶୋଭନୀୟ ନୀତିର ଶିକାର ହେଇଛନ୍‌ ଝନେ ନିରିହ ଆଦିବାସୀ ଛାତ୍ରୀ। ବିଦ୍ୟାଲୟରୁ ୧୨ କି.ମି. ଗଁାକେ ଯାଇ ପ୍ରଧାନଶିକ୍ଷକ ଛାତ୍ରୀକଁର ବାପାକେ ଟି.ସି ଦେଇଛନ୍‌। ଏନ୍‌ତାଥି ଛାତ୍ରୀ...

କୋଡ଼ିବାହାଲ ଗଁ। ରେ କିଡ଼୍‌ନୀ ରୋଗ୍‌ ଆତଁକ୍‌:ବାପର ଚିକିଛା ଲାଗି ଦାଦନ ଯାଇଛେ ପୁଓ

  ଘଣ୍ଟାପଡା, ୬।୮ (ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଘଣ୍ଟାପଡ଼ା ପଁଚେତ୍‌ ଅଧୀନ କୋଡ଼ିବାହାଲ ଗଁାରେ ଏହେଦେ କିଡ଼୍‌ନୀ ରୋଗ୍‌ ଆତଁକ୍‌ ଦେଖା ଦେଇଛେ। ୨ ବଛର ଭିତରେ କିଡ଼୍‌ନୀ ରୋଗ୍‌ରେ ଗଁାର ୬ ଝନ୍‌କର ଜୀବନ୍‌ ଯାଇଥିଲାବେଲେ...

ଚିକିସତ୍ା ଲାଗି ବଁଧା ପଡ଼ଲା ରାଶନ କାର୍ଡ:କଟକ ବଡ଼ ଡାକ୍‌ତରଖାନା ଗଲେ ରାଜେନ୍ଦ୍ର

କଣ୍ଟାମାଳ,୩।୮(ଡି.ଏନ୍‌.ଏ): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ସହରିପାଲି ଗଁାର ରାଜେନ୍ଦ୍ର କଲତା(୨୭)। ସେ ଗୁଟେ ଦୁରଘଟନାର ଶିକାର ହେଇ ବୁର୍ଲାରେ ଚିକିସତ୍ିତ ହେଉଥିଲେ। ହେଲେ ଡାକ୍‌ତର ରାଜେନ୍ଦ୍ରକଁୁ ଉଚ ଚିକିସତ୍ା ଲାଗି କଟକ ନେବାକେ ପଡ଼ବା ବଲି ପରାମଶ ଦେଇଥିଲେ।...

ସମସିଆ ଘେରରେ ମନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଲୟ:ବିପଦ୍‌ ଅବସ୍‌ତାରେ ୩ ପଢ଼ାକୁଠି, ବାରନ୍‌ଡ଼ାରେ ଛାତ୍ରୀଛାତ୍ର

  ମନମୁଣ୍ଡା, ୨୭।୭ (ଡି.ଏନ୍‌.ଏ) ବୌଦ୍ଧ ଜିଲା ମନମୁଣ୍ଡା ସରକାରୀ ଉଚ୍ଚ ପ୍ରାଧମିକ ବିଦ୍ୟାଲୟ ଏହେଦେ ୧୩୮ ବଛର୍‌ରେ ପୁହୁଁଚିଛେ। ଦିନ୍‌ ଥିଲା ଇ ସ୍କୁଲର ବହୁତ ନଁା ଥିଲା। ଦୂରିଆ ଗଁାଗଁଡ଼ାରୁ ଛାତ୍ରୀଛାତ୍ର ଇ ସ୍କୁଲକେ ପାଠ୍‌ ପଢ଼ବାର...

ଶିକ୍ଷକଙ୍କ ବଦଳି ବାତିଲ ଦାବି :ଦେଓଗାଁ ପ୍ରାଥମିକ ସ୍କୁଲରେ ତାଲା ବନ୍ଦ

କଣ୍ଟାମାଳ,୨୭।୭ (ଡି.ଏନ.ଏ) ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଦେଓଗାଁ ନୂତନ ପ୍ରକଳ୍ପ ପ୍ରାଥମିକ ସ୍କୁଲରେ ଶୁକ୍ରବାର ୧୦ଟାରେ ଅଭିଭାବକ ଓ ଛାତ୍ରୀଛାତ୍ର ତାଲା ପକାଇ ଧାରଣା ଦେଇଛନ୍ତି । ଜଣେ ଶିକ୍ଷକଙ୍କ ବଦଳି ବାତିଲ କରିବାକୁ ସ୍କୁଲରେ ତାଲା ପକାଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri