ସରକାରୀ ଘରେ ଝୁଲି ପଡିଲେ କନିଷ୍ଠ ଯନ୍ତ୍ରୀ
ବୌଦ୍ଧ,୨୯।୨: ସରକାରୀ କ୍ୱାର୍ଟର୍ସରୁ ମିଳିଛି କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ। ବୌଦ୍ଧ ଜିଲା ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ପଙ୍ଖାରେ ଝୁଲୁଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଲେ ପ୍ରଦୀପ କୁମାର ଘୋଷ।...