Advertisement

କଟକ

ନିଜ ଦଳ ନାଁରେ ଏମିତି କହିଦେଲେ ବିଧାୟକ ସୌଭିକ ବିଶ୍ୱାଳ: ଚାଲିଛି ଚର୍ଚ୍ଚାନିଜ ଦଳ ନାଁରେ ଏମିତି କହିଦେଲେ ବିଧାୟକ ସୌଭିକ ବିଶ୍ୱାଳ: ଚାଲିଛି ଚର୍ଚ୍ଚା

ନିଜ ଦଳ ନାଁରେ ଏମିତି କହିଦେଲେ ବିଧାୟକ ସୌଭିକ ବିଶ୍ୱାଳ: ଚାଲିଛି ଚର୍ଚ୍ଚା

କଟକ,୧୦ା୧୦(ଶିଳ୍ପା ପ୍ରିୟଦର୍ଶିନୀ):ଗୋପବନ୍ଧୁଙ୍କ ଜୟନ୍ତୀ ଅବସରରେ କଟକ ଜିଲା ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ କଟକ ସାରଳା ଭବନଠାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସଭା ସଦସ୍ୟ ତଥା…

7 months ago
ଆଜିଠୁୁ ହାଇକୋର୍ଟର ପୂଜା ଛୁଟି: ଜରୁରିକାଳୀନ ମାମଲା ପାଇଁ ୪ ଦିନ ଖୋଲାଆଜିଠୁୁ ହାଇକୋର୍ଟର ପୂଜା ଛୁଟି: ଜରୁରିକାଳୀନ ମାମଲା ପାଇଁ ୪ ଦିନ ଖୋଲା

ଆଜିଠୁୁ ହାଇକୋର୍ଟର ପୂଜା ଛୁଟି: ଜରୁରିକାଳୀନ ମାମଲା ପାଇଁ ୪ ଦିନ ଖୋଲା

କଟକ,୧୦ା୧୦ (କାର୍ତ୍ତିକ ସାହୁ):ହାଇକୋର୍ଟରେ ଚଳିତ ଦୁର୍ଗାପୂଜା ଛୁଟି ଅକ୍ଟୋବର ୧୦ରୁ ଆରମ୍ଭ ହୋଇ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ। ତେବେ ପୂଜା ଛୁଟି ସମୟରେ କେବଳ ଜରୁରିକାଳୀନ…

7 months ago
କଟକରେ ଚାଞ୍ଚଲ୍ୟ: ଅଟୋ ଚାଳକଙ୍କ ତଣ୍ଟି କାଟିଦେଲେ ଦୁଇ ଯୁବକକଟକରେ ଚାଞ୍ଚଲ୍ୟ: ଅଟୋ ଚାଳକଙ୍କ ତଣ୍ଟି କାଟିଦେଲେ ଦୁଇ ଯୁବକ

କଟକରେ ଚାଞ୍ଚଲ୍ୟ: ଅଟୋ ଚାଳକଙ୍କ ତଣ୍ଟି କାଟିଦେଲେ ଦୁଇ ଯୁବକ

କଟକ,୫ା୧୦(କାର୍ତ୍ତିକ ସାହୁ): କଟକ ମଧୁପାଟଣା ଥାନା ଲିଙ୍କରୋଡ୍‌ ଅଞ୍ଚଳରେ ଜଣେ ଅଟୋ ଚାଳକଙ୍କ ତଣ୍ଟି କାଟିଦେଇ ଦୁଇ ଜଣ ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି। ଅଟୋ ଚାଳକଙ୍କୁ ଗୁରୁତର…

7 months ago
ମରଣାନ୍ତକ ଆକ୍ରମଣ ଶିକାର ହୋଇଥିବା କନଷ୍ଟେବଳଙ୍କୁ ଭେଟିଲେ ଡିଜିପିମରଣାନ୍ତକ ଆକ୍ରମଣ ଶିକାର ହୋଇଥିବା କନଷ୍ଟେବଳଙ୍କୁ ଭେଟିଲେ ଡିଜିପି

ମରଣାନ୍ତକ ଆକ୍ରମଣ ଶିକାର ହୋଇଥିବା କନଷ୍ଟେବଳଙ୍କୁ ଭେଟିଲେ ଡିଜିପି

କଟକ,୫ା୧୦: ଜଣେ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା ବୁର୍ଲା ଥାନାର କନଷ୍ଟେବଳ ସରୋଜ ଭୋଇଙ୍କୁ ଡିଜିପି ଯୋଗେଶ ବାହାଦୂର ଖୁରାନିଆ ଏସ୍‌ସିବି…

7 months ago
ରାବଣପୋଡ଼ିରେ ହେବନି ବାଣ ପ୍ରତିଯୋଗିତା, ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶରାବଣପୋଡ଼ିରେ ହେବନି ବାଣ ପ୍ରତିଯୋଗିତା, ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ରାବଣପୋଡ଼ିରେ ହେବନି ବାଣ ପ୍ରତିଯୋଗିତା, ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

କଟକ,୫ା୧୦: ରାବଣପୋଡ଼ିରେ ଏଥର ଆଉ ହେବନି ବାଣ ପ୍ରତିଯୋଗିତା। ଏନେଇ ହାଇକୋର୍ଟ ସିଏମ୍‌ସି ଏବଂ ଜିଲା ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। କେବଳ ରଙ୍ଗୀନ ବାଣ ବ୍ୟବହାର…

7 months ago
ରେଳଧାରଣାରେ ପଡ଼ିଛି ଯୁବକଙ୍କ ହାତଗୋଡ଼ ବନ୍ଧା ଖଣ୍ଡବିଖଣ୍ଡିତ ମୃତଦେହରେଳଧାରଣାରେ ପଡ଼ିଛି ଯୁବକଙ୍କ ହାତଗୋଡ଼ ବନ୍ଧା ଖଣ୍ଡବିଖଣ୍ଡିତ ମୃତଦେହ

ରେଳଧାରଣାରେ ପଡ଼ିଛି ଯୁବକଙ୍କ ହାତଗୋଡ଼ ବନ୍ଧା ଖଣ୍ଡବିଖଣ୍ଡିତ ମୃତଦେହ

ଚୌଦ୍ୱାର,୪ା୧୦(ଆଶୁତୋଷ ଦାସ): କଟକ ଟାଙ୍ଗୀ ନର୍ଗୁଣ୍ଡ ରେଳଧାରଣା ଉପରେ ଜଣେ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ପଡ଼ିଛ। ଯୁବକ ଜଣଙ୍କ ହେଲେ ତେରୁଆଁ ବଙ୍ଗାଳୀ ସାହିରେ ରହୁଥିବା ତିରୁପତି…

7 months ago
ଏହି ଦିନ ହେବ ଧବଳେଶ୍ୱରଙ୍କ ବଡ଼ଓଷାଏହି ଦିନ ହେବ ଧବଳେଶ୍ୱରଙ୍କ ବଡ଼ଓଷା

ଏହି ଦିନ ହେବ ଧବଳେଶ୍ୱରଙ୍କ ବଡ଼ଓଷା

ଖୁଣ୍ଟୁଣୀ,୪ା୧୦(ସଚ୍ଚିଦାନନ୍ଦ ପଣ୍ଡା)- କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱରଙ୍କ ପୀଠରେ ପଞ୍ଚକ ଓ ବଡ଼ଓଷା ପାଳନ କରାଯିବ। ଏହାକୁ ଶାନ୍ତିଶୃଙ୍ଖଳାରେ ସମ୍ପନ୍ନ କରିବା ପାଇଁ ଗୁରୁବାର ଧବଳେଶ୍ୱର…

7 months ago
ଉଚ୍ଚ ଶବ୍ଦରେ ବାଜିବନି ଡିଜେ, ଚାନ୍ଦିନୀଚୌକ, ଖାନନଗର ପୂଜା କମିଟି ଦେବେ ଅଣ୍ଡରଟେକିଂଉଚ୍ଚ ଶବ୍ଦରେ ବାଜିବନି ଡିଜେ, ଚାନ୍ଦିନୀଚୌକ, ଖାନନଗର ପୂଜା କମିଟି ଦେବେ ଅଣ୍ଡରଟେକିଂ

ଉଚ୍ଚ ଶବ୍ଦରେ ବାଜିବନି ଡିଜେ, ଚାନ୍ଦିନୀଚୌକ, ଖାନନଗର ପୂଜା କମିଟି ଦେବେ ଅଣ୍ଡରଟେକିଂ

କଟକ,୪।୧୦ (କାର୍ତ୍ତିକ ସାହୁ) ଚଳିତ ଶାରଦୀୟ ଦୁର୍ଗାପୂଜାକୁ ସରସ ସୁନ୍ଦର କରିବା ପାଇଁ ରାସ୍ତାଘାଟ ଚକାଚକ କରିବା ସହ ପୂଜାରେ ଉଚ୍ଚ ଶବ୍ଦ ସୃଷ୍ଟିକାରୀ ବାଜା ଅଥବା…

7 months ago
ସୋୟା ବଡ଼ି ଲାଇସେନ୍ସରେ ନକଲି ଘିଅ, କାରଖାନା ସିଲ୍‌ସୋୟା ବଡ଼ି ଲାଇସେନ୍ସରେ ନକଲି ଘିଅ, କାରଖାନା ସିଲ୍‌

ସୋୟା ବଡ଼ି ଲାଇସେନ୍ସରେ ନକଲି ଘିଅ, କାରଖାନା ସିଲ୍‌

ମଙ୍ଗୁଳି-ଜଗତପୁର,୪।୧୦(ମାନସ ସାମଲ):ସୋୟାବିନ ବଡ଼ି ତିଆରି ପାଇଁ ଲାଇସେନ୍ସ ଆଣିଥିବା ଜଣେ ବ୍ୟକ୍ତି ନକଲି ଘିଅ ପ୍ରସ୍ତୁତ କରି ବଜାରକୁ ବିକ୍ରି ପାଇଁ ଛାଡୁଥିଲେ। କଟକ ଜଗତ୍‌ପୁର ଶିଳ୍ପାଞ୍ଚଳରେ…

7 months ago
ବାଲିଯାତ୍ରା ପାଇଁ ଗଠନ ହେବ ନୂଆ କମିଟିବାଲିଯାତ୍ରା ପାଇଁ ଗଠନ ହେବ ନୂଆ କମିଟି

ବାଲିଯାତ୍ରା ପାଇଁ ଗଠନ ହେବ ନୂଆ କମିଟି

କଟକ,୩ା୧୦(କାର୍ତ୍ତିକ ସାହୁ): ଚଳିତ ବର୍ଷ ବାଲିଯାତ୍ରା ଆୟୋଜନ ଦାୟିତ୍ୱରୁ କଟକ ମହାନଗର ନିଗମ (ସିଏମ୍‌ସି)କୁ ଅନ୍ତର କରାଯାଇଥିବା ନେଇ ପ୍ରଚାରିତ ଗୁଜବକୁ ଶୁକ୍ରବାର ଖଣ୍ଡନ କରାଯାଇଛି। କଟକ…

7 months ago