Advertisement

କଟକ

‘ଶେଷ ହିତାଧିକାରୀ ଅନ୍ତର୍ଭୁକ୍ତ ଯାଏ ସୁଭଦ୍ରା ପଞ୍ଜୀକରଣ ଚାଲିବ’‘ଶେଷ ହିତାଧିକାରୀ ଅନ୍ତର୍ଭୁକ୍ତ ଯାଏ ସୁଭଦ୍ରା ପଞ୍ଜୀକରଣ ଚାଲିବ’

‘ଶେଷ ହିତାଧିକାରୀ ଅନ୍ତର୍ଭୁକ୍ତ ଯାଏ ସୁଭଦ୍ରା ପଞ୍ଜୀକରଣ ଚାଲିବ’

କଟକ,୧୫ା୯(କାର୍ତ୍ତିକ ସାହୁ): ପରିବାରର ସମସ୍ତ ଯୋଗ୍ୟ ମହିଳା ସଦସ୍ୟଙ୍କୁ ସୁଭଦ୍ରା ଯୋଜନାର ସୁଫଳ ମିଳିପାରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୭ରେ ଓଡ଼ିଶା ଗସ୍ତରେ ଆସି ସୁଭଦ୍ରା…

7 months ago
କଟକରେ ଚାଞ୍ଚଲ୍ୟ: ମା’ଙ୍କ ଗଳାକାଟି ଦେଲେ ଦୁଇ ପୁଅକଟକରେ ଚାଞ୍ଚଲ୍ୟ: ମା’ଙ୍କ ଗଳାକାଟି ଦେଲେ ଦୁଇ ପୁଅ

କଟକରେ ଚାଞ୍ଚଲ୍ୟ: ମା’ଙ୍କ ଗଳାକାଟି ଦେଲେ ଦୁଇ ପୁଅ

କଟକ,୧୪।୯: କଟକ ଚାଉଳିଆଗଞ୍ଜ ଥାନା ଅଧୀନ ମହାନଦୀ ବିହାର ଅଞ୍ଚଳରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଅତି ନୃଶଂସ ଭାବେ ମା’ଙ୍କ ଗଳାକାଟି ହତ୍ୟା…

8 months ago
୨ ଜଣଙ୍କୁ ଧକ୍କା ଦେଇ ନାଳରେ ପଶିଲା ପୋଲିସ ଗାଡ଼ି୨ ଜଣଙ୍କୁ ଧକ୍କା ଦେଇ ନାଳରେ ପଶିଲା ପୋଲିସ ଗାଡ଼ି

୨ ଜଣଙ୍କୁ ଧକ୍କା ଦେଇ ନାଳରେ ପଶିଲା ପୋଲିସ ଗାଡ଼ି

କଟକ,୧୩।୯: ୨ ଜଣଙ୍କୁ ଧକ୍କା ଦେଇ ନାଳରେ ପଶିଲା ପୋଲିସ ଗାଡ଼ି। ଏଭଳି ଘଟଣା ଘଟିଛି କଟକ ଜିଲା ବିଜୁ ପଟ୍ଟନାୟକ ଛକରେ। ୨ ଜଣଙ୍କୁ ଧକ୍କା…

8 months ago
କେନାଲରେ ଭାସି ଯାଉଥିଲା ଅଜଣା ଯୁବକଙ୍କ ମୃତଦେହ, ମୁହଁରେ ରହିଛି…କେନାଲରେ ଭାସି ଯାଉଥିଲା ଅଜଣା ଯୁବକଙ୍କ ମୃତଦେହ, ମୁହଁରେ ରହିଛି…

କେନାଲରେ ଭାସି ଯାଉଥିଲା ଅଜଣା ଯୁବକଙ୍କ ମୃତଦେହ, ମୁହଁରେ ରହିଛି…

ନିଶ୍ଚିନ୍ତକୋଇଲି,୧୨ା୯(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧିନସ୍ଥ ୮ନମ୍ବର କେନାଲରେ  ଅଜଣା ଯୁବକଙ୍କ ମୃତଦେହ ଭାସି ଯାଉଥିବାର ସ୍ଥାନୀୟ ଲୋକେ ଦେଖି ପୋଲିସ ଓ…

8 months ago
ବନ୍ଦ ଘର ଭିତରୁ ମିଳିଲା ଅଧ୍ୟାପିକାଙ୍କ ମୃତଦେହବନ୍ଦ ଘର ଭିତରୁ ମିଳିଲା ଅଧ୍ୟାପିକାଙ୍କ ମୃତଦେହ

ବନ୍ଦ ଘର ଭିତରୁ ମିଳିଲା ଅଧ୍ୟାପିକାଙ୍କ ମୃତଦେହ

କଟକ,୯ା୯: କଟକ ସିଡିଏ ସେକ୍ଟର-୯ସ୍ଥିତ ବନ୍ଦ ଘରୁ ସୋମବାର ଜଣେ ଅଧ୍ୟାପିକାଙ୍କ ମୃତଦେହ ଜବତ କରାଯାଇଛି। ମୃତ ଅଧ୍ୟାପିକା ଜଣକ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟ କରୁଥିଲେ।…

8 months ago
ପାଇଖାନା ଟାଙ୍କିରେ ଚାଲିଗଲା ୩ ଜୀବନପାଇଖାନା ଟାଙ୍କିରେ ଚାଲିଗଲା ୩ ଜୀବନ

ପାଇଖାନା ଟାଙ୍କିରେ ଚାଲିଗଲା ୩ ଜୀବନ

ବାରଙ୍ଗ,୬ା୯(ଲିଙ୍ଗରାଜ ରାଉତ): ସେଣ୍ଟ୍ରିଂ ଖୋଲିବାକୁ ଯାଇ ପାଇଖାନା ଟାଙ୍କି ଭିତରେ ଅଣନିଃଶ୍ୱାସୀ ହୋଇ ୩ ଜଣଙ୍କର ଜୀବନ ଚାଲିଯାଇଛି। ଏହିଭଳି ଘଟଣା ବାରଙ୍ଗ ଥାନା ଅଧିନସ୍ଥ ନରଣପୁରଠାରେ…

8 months ago
ମହିଳାଙ୍କ ସହ ପୋଲିସ ବାବୁଙ୍କ ଅଶ୍ଳୀଳ ବାର୍ତ୍ତାଳପର ଅଡିଓ ଭାଇରାଲ, ମୋବାଇଲରେ ମହିଳାଙ୍କୁ ….ମହିଳାଙ୍କ ସହ ପୋଲିସ ବାବୁଙ୍କ ଅଶ୍ଳୀଳ ବାର୍ତ୍ତାଳପର ଅଡିଓ ଭାଇରାଲ, ମୋବାଇଲରେ ମହିଳାଙ୍କୁ ….

ମହିଳାଙ୍କ ସହ ପୋଲିସ ବାବୁଙ୍କ ଅଶ୍ଳୀଳ ବାର୍ତ୍ତାଳପର ଅଡିଓ ଭାଇରାଲ, ମୋବାଇଲରେ ମହିଳାଙ୍କୁ ….

ନିଶ୍ଚିନ୍ତକୋଇଲି, ୬।୯(ଅଶୋକ କୁମାର ମହାପାତ୍ର): ମାହାଙ୍ଗା ନିର୍ବାଚନମଣ୍ଡଳୀ ଅଧୀନ ଭଦ୍ରେଶ୍ୱର ଥାନାର ଜଣେ ପୋଲିସବାବୁଙ୍କ ସହ ଆଉ ଜଣେ ମହିଳାଙ୍କ ପ୍ରେମ ଗପର ଅଡିଓ ଏବଂ ଫଟୋ…

8 months ago
ଅକ୍ଟୋବର ୫ରେ ଖୋଲା ରହିବ ହାଇକୋର୍ଟଅକ୍ଟୋବର ୫ରେ ଖୋଲା ରହିବ ହାଇକୋର୍ଟ

ଅକ୍ଟୋବର ୫ରେ ଖୋଲା ରହିବ ହାଇକୋର୍ଟ

କଟକ,୬ା୯ (କାର୍ତ୍ତିକ ସାହୁ):ଆସନ୍ତା ଅକ୍ଟୋବର ୫ ତାରିଖକୁ କାର୍ଯ୍ୟ ଦିବସ ଭାବେ ହାଇକୋର୍ଟ ଘୋଷଣା କରିଛନ୍ତି। ଶନିବାର ଛୁଟି ଦିବସ ହୋଇଥିବାବେଳେ ତାହାକୁ କାର୍ଯ୍ୟ ଦିବସରେ ପରିଣତ…

8 months ago
ଡିସିପିଙ୍କୁ ଚିଠି ଲେଖିଲେ ରେଭେନ୍ସା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଡିସିପିଙ୍କୁ ଚିଠି ଲେଖିଲେ ରେଭେନ୍ସା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ

ଡିସିପିଙ୍କୁ ଚିଠି ଲେଖିଲେ ରେଭେନ୍ସା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ

କଟକ,୫ା୯: କଟକ ଡିସିପିଙ୍କୁ ଚିଠି ଲେଖିଛନ୍ତି ରେଭେନ୍ସା ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ। କ୍ୟାମ୍ପସ୍‌ରେ ପର୍ଯ୍ୟାପ୍ତ ସୁରକ୍ଷା ଯୋଗାଇବାକୁ ରେଜିଷ୍ଟ୍ରାର ଚିଠି ଲେଖିଛନ୍ତି। କାରଣ ଆନ୍ଦୋଳନ ପାଇଁ କ୍ୟାମ୍ପସ୍‌ରେ ବିଭିନ୍ନ…

8 months ago
ତହସିଲ କାର୍ଯ୍ୟାଳୟ ପରିସରରେ ୧୬୩ ଧାରାତହସିଲ କାର୍ଯ୍ୟାଳୟ ପରିସରରେ ୧୬୩ ଧାରା

ତହସିଲ କାର୍ଯ୍ୟାଳୟ ପରିସରରେ ୧୬୩ ଧାରା

ନରସିଂହପୁର,୫ା୯: କଟକ ଜିଲା ନରସିଂହପୁର ତହସିଲ କାର୍ଯ୍ୟାଳୟ ପରିସରରେ ଗୁରୁବାର ୧୬୩ ଧାରା ଲାଗୁ ହୋଇଛି। ବିଏନ୍‌ଏସ୍‌ ୧୬୩(୨) ଧାରା ଲାଗୁ କରିଛି ଜିଲା ପ୍ରଶାସନ। ଓକିଲ…

8 months ago