କଟକ

ଏସ୍‌ସିବିର ୬ ସନ୍ଦିଗ୍ଧଙ୍କ ନମୁନା ନେଗେଟିଭ୍‌

କଟକ ଅଫିସ୍‌,୧୨ା୩: କରୋନା ଭୁତାଣୁରେ ଆକ୍ରାନ୍ତ ହୋଇଥିବା ସନ୍ଦେହରେ ବିଭିନ୍ନ ସମୟରେ କଟକ ଏସ୍‌ସିବି ମେଡିକାଲ୍‌ରେ ଭର୍ତ୍ତି ହୋଇଥିବା ୬ଜଣକ ନମୁନା ରିପୋର୍ଟ ଆସିଯାଇଛି। ସମସ୍ତଙ୍କ ରିପୋର୍ଟ…

4 years ago

ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ବିବୁଧେନ୍ଦ୍ରଙ୍କ ପ୍ରତିମୂର୍ତ୍ତି

କଟକ ଅଫିସ,୧୨ା୩: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଘନିଷ୍ଠ ସହଯୋଗୀ, କ୍ରାନ୍ତିକାରୀ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିବୁଧେନ୍ଦ୍ର ମିଶ୍ରଙ୍କ ପ୍ରତିମୂର୍ତ୍ତି ବାରବାଟୀ ଷ୍ଟାଡିୟମସ୍ଥିତ ବିବୁଧେନ୍ଦ୍ର ମାର୍ଗଠାରେ…

4 years ago

ଅନିଶ୍ଚିତତାରେ ଚିଟ୍‌ଫଣ୍ଡ କ୍ଷୁଦ୍ର ଜମାକାରୀଙ୍କ ଭାଗ୍ୟ

କଟକ ଅଫିସ୍‌,୧୨ା୩: ଓଡ଼ିଶାରେ ଚିଟ୍‌ଫଣ୍ଡ ଏକ ରାଜନୈତିକ ପ୍ରସଙ୍ଗ ହୋଇଆସିଛି। ସରକାରଙ୍କୁ ଘେରିବା ପାଇଁ ବିରୋଧୀମାନେ ଚିଟ୍‌ଫଣ୍ଡ ଅସ୍ତ୍ରକୁ ପୂର୍ବରୁ ବ୍ୟବହାର କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି…

4 years ago

ହୋଲି ଖେଳସାରି କାଠଯୋଡ଼ିରେ ଗାଧୋଇବା ବେଳେ ବାଳକ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ନରାଜ,୧୦।୩ (ଡି.ଏନ୍‌.ଏ.): ହୋଲିରେ ରଙ୍ଗ ଖେଳି ଗାଧୋଇବା ବେଳେ କଟକ ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ନରାଜ ବ୍ୟାରେଜ ଅରିଲ ଗ୍ରାମ ନିକଟ କାଠଯୋଡ଼ି ନଦୀରେ ବୁଡି…

4 years ago

ହୋଲି ପରେ ଗାଧୁଆ: କାଠଯୋଡ଼ିରେ ବୁଡ଼ି ଦୁଇ ବାଳକ ମୃତ

କଟକ ଅଫିସ/କଟକ ସଦର(ଡି.ଏନ୍‌.ଏ.),୧୦।୩: କଟକ ନିକଟ ୪୨ମୌଜାର କାଠଯୋଡ଼ି ନଦୀରେ ବୁଡି ମଙ୍ଗଳବାର ଦୁଇ ବାଳକଙ୍କ ମୃତ୍ୟୁ ହୋଇଛି। ମୃତକଦ୍ବୟ ହେଲେ ନିଶାନ୍ତ ପାଢ଼ୀ ଏବଂ ଶୁଭମ…

4 years ago

ଭୋର ୪ଟାରେ କଟକରେ ପହଞ୍ଚିଲେ ୫-ଟି ସଚିବ: ଖାନନଗରକୁ ଘୁଞ୍ଚିବ ବାଦାମବାଡ଼ି ବସ୍‌ଷ୍ଟାଣ୍ଡ

କଟକ ଅଫିସ୍‌,୧୦ା୩: ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ମଙ୍ଗଳବାର ଭୋର ପ୍ରାୟ ୪ଟା ବେଳେ କଟକ ବାଦାମବାଡ଼ିରେ ପହଞ୍ଚିଥିଲେ । ବାଦାମବାଡ଼ି ବସ୍‌ଷ୍ଟାଣ୍ଡର ଉନ୍ନତୀକରଣ…

4 years ago

୧୫ରୁ ବୈଶାଖୀ ବାଣିଜ୍ୟ ମେଳା: ସ୍ଥାନ ପାଇବ ୪୯୦ ଷ୍ଟଲ

କଟକ ଅଫିସ,୯।୩,: କଟକ ଉପର ବାଲିଯାତ୍ରା ପଡିଆରେ ଆସନ୍ତା ୧୫ରୁ ୨୪ ତାରିଖ ପର୍ଯ୍ୟନ୍ତ ବୈଶାଖୀ ବାଣିଜ୍ୟ ମେଳା ଅନୁଷ୍ଠିତ ହେବ। ଏହାକୁ ମିନି ବାଲିଯାତ୍ରା ବୋଲି…

4 years ago

ମହିଳା ଦିବସରେ ସମସ୍ତ ଥାନାଧିକାରିଣୀଙ୍କୁ ଡିଜିଙ୍କ ପ୍ରଶଂସା

କଟକ ଅଫିସ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ମହିଳା ଥାନା ଅଧିକାରିଣୀଙ୍କୁ ପ୍ରଶଂସା କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ(ଡିଜି) ଅଭୟ। ଡିଜିଙ୍କ ଟୁଇଟର୍‌ରେ ଲେଖାଯାଇଛି, ରାଜ୍ୟବ୍ୟାପୀ…

4 years ago

କରୋନା ପାଇଁ ଖୋଲିଲା କଣ୍ଟ୍ରୋଲ୍‌ ରୁମ୍‌

କଟକ ଅଫିସ, ୮।୩: କରୋନା ଭୁତାଣୁର ମୁକାବିଲା କରିବା ପାଇଁ କଟକ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଶନିବାର ଅପରାହ୍ନରେ ଜିଲାପାଳଙ୍କ ସମ୍ମିଳନୀ…

4 years ago

‘ନିର୍ବାଚନରେ କଳାଧନ ରୋକିବାକୁ ନିଆଯିବ ପଦକ୍ଷେପ’

କଟକ ଅଫିସ,୭ା୩: ଗତ ସାଧାରଣ ନିର୍ବାଚନରେ ବିପୁଳ ପରିମାଣରେ କଳାଧନ ବ୍ୟବହାର ହୋଇଛି। ନିର୍ବାଚନକୁ ପ୍ରଭାବିତ କରିବା ପାଇଁ ନଗଦ ଟଙ୍କା, ନିଶାଦ୍ରବ୍ୟ ଏବଂ ଅଳଙ୍କାର ବଣ୍ଟନ…

4 years ago