Advertisement

କଟକ

ହାଇକୋର୍ଟ ଗଲେ ଏଲିନାହାଇକୋର୍ଟ ଗଲେ ଏଲିନା

ହାଇକୋର୍ଟ ଗଲେ ଏଲିନା

କଟକ,୪।୭: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ। ଧର୍ମଶାଳାର ‘ବଲେ ବଲେ ଢାବା’ ତାଙ୍କ ନାଁରେ ନ ଥିବା ସେ କହିଛନ୍ତି। ମିଡିଆ ଓ…

10 months ago
ଗାଁ ମୁଣ୍ଡରୁ ମିଳିଲା ଭିଏଲ୍‌ଡବ୍ଲ୍ୟୁଙ୍କ ମୃତଦେହଗାଁ ମୁଣ୍ଡରୁ ମିଳିଲା ଭିଏଲ୍‌ଡବ୍ଲ୍ୟୁଙ୍କ ମୃତଦେହ

ଗାଁ ମୁଣ୍ଡରୁ ମିଳିଲା ଭିଏଲ୍‌ଡବ୍ଲ୍ୟୁଙ୍କ ମୃତଦେହ

ଚୌଦ୍ୱାର,୪ା୭: କଟଜ ଜିଲା ଚୌଦ୍ବାର ଥାନା ଆଗ୍ରାହାଟ ପଞ୍ଚାୟତର ଏକ ଗାଁ ମୁଣ୍ଡରୁ ଜଣେ ଭିଏଲ୍‌ଡବ୍ଲ୍ୟୁଙ୍କ ମୃତଦେହ ଜବତ ହୋଇଛି। ମୃତକ ଜଣକ ଗଦାଧର ଗୁରୁ ବୋଲି…

10 months ago
ପ୍ରଥମ ସ୍ତ୍ରୀ ଫେରି ଅଦିନରେ ପାଳିଲେ ସାବିତ୍ରୀ ବ୍ରତ, ଚିନ୍ତାରେ ଦ୍ୱିତୀୟ ସ୍ତ୍ରୀପ୍ରଥମ ସ୍ତ୍ରୀ ଫେରି ଅଦିନରେ ପାଳିଲେ ସାବିତ୍ରୀ ବ୍ରତ, ଚିନ୍ତାରେ ଦ୍ୱିତୀୟ ସ୍ତ୍ରୀ

ପ୍ରଥମ ସ୍ତ୍ରୀ ଫେରି ଅଦିନରେ ପାଳିଲେ ସାବିତ୍ରୀ ବ୍ରତ, ଚିନ୍ତାରେ ଦ୍ୱିତୀୟ ସ୍ତ୍ରୀ

ସାଲେପୁର,୪।୭(ଅରବିନ୍ଦ ଭୂୟଁା)ପ୍ରଥମ ସ୍ତ୍ରୀ ନିଜ ସ୍ବାମୀଙ୍କୁ ଛାଡପତ୍ର ଦେଇ ଅନ୍ୟତ୍ର ପଳାଇ ଯିବାର ୧୫ ବର୍ଷ ପରେ ସ୍ବାମୀ ପାଖକୁ ଫେରି ଅଦିନରେ ସାବିତ୍ରୀ ବ୍ରତ ପାଳନ…

10 months ago
କୌଳିକ ବୃତ୍ତିରେ ବାପାଙ୍କ ସହ ଉଚ୍ଚଶିକ୍ଷିତା କନ୍ୟାକୌଳିକ ବୃତ୍ତିରେ ବାପାଙ୍କ ସହ ଉଚ୍ଚଶିକ୍ଷିତା କନ୍ୟା

କୌଳିକ ବୃତ୍ତିରେ ବାପାଙ୍କ ସହ ଉଚ୍ଚଶିକ୍ଷିତା କନ୍ୟା

କଟକ,୪ା୭ (କାର୍ତ୍ତିକ ସାହୁ)ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମେତ ଚତୁର୍ଦ୍ଧାମୂର୍ତ୍ତି ଜ୍ୱରରୁ ଆରୋଗ୍ୟ ଲାଭ କରିଛନ୍ତି। ଆଉ ୨ ଦିନ ପରେ ନବଯୌବନ ଦର୍ଶନ। ଭକ୍ତମାନେ ଅତ୍ୟନ୍ତ ଆଗ୍ରହରେ ଅପେକ୍ଷା…

10 months ago
ଓଏସ୍‌ଏସ୍‌ସି ପରୀକ୍ଷାର୍ଥୀଙ୍କୁ ଅପହରଣ ପରେ ଲୁଟ୍‌: ଦୁଇ ଗିରଫଓଏସ୍‌ଏସ୍‌ସି ପରୀକ୍ଷାର୍ଥୀଙ୍କୁ ଅପହରଣ ପରେ ଲୁଟ୍‌: ଦୁଇ ଗିରଫ

ଓଏସ୍‌ଏସ୍‌ସି ପରୀକ୍ଷାର୍ଥୀଙ୍କୁ ଅପହରଣ ପରେ ଲୁଟ୍‌: ଦୁଇ ଗିରଫ

କଟକ,୩ା୭(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ(ଓଏସଏସସି) ପରୀକ୍ଷା ଦେବାକୁ ଆସିଥିବା ଜଣେ ପରୀକ୍ଷାର୍ଥୀ ଅପହରଣ ପରେ ଲୁଟ୍‌ର ଶିକାର ହୋଇଛନ୍ତି। ପରୀକ୍ଷାର୍ଥୀଙ୍କ ଘର କେନ୍ଦୁଝର ଜିଲା…

10 months ago
ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ହେବନି ସ୍ଥାୟୀ ନିର୍ମାଣ: ହାଇକୋର୍ଟବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ହେବନି ସ୍ଥାୟୀ ନିର୍ମାଣ: ହାଇକୋର୍ଟ

ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ହେବନି ସ୍ଥାୟୀ ନିର୍ମାଣ: ହାଇକୋର୍ଟ

କଟକ,୩ା୭ (କାର୍ତ୍ତିକ ସାହୁ): ପୁରୀ ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ମୁଖ୍ୟ ରାସ୍ତା ପାର୍ଶ୍ୱରେ କୌଣସି ସ୍ଥାୟୀ ନିର୍ମାଣ ହେବ ନାହିଁ। ଏପରିକି ବ୍ୟବସାୟିକ ଉଦ୍ଦେଶ୍ୟରେ କୌଣସି…

10 months ago
କଟକର ସମସ୍ତ ବେଆଇନ ହସ୍ପିଟାଲ ବନ୍ଦ ପାଇଁ ନିର୍ଦ୍ଦେଶକଟକର ସମସ୍ତ ବେଆଇନ ହସ୍ପିଟାଲ ବନ୍ଦ ପାଇଁ ନିର୍ଦ୍ଦେଶ

କଟକର ସମସ୍ତ ବେଆଇନ ହସ୍ପିଟାଲ ବନ୍ଦ ପାଇଁ ନିର୍ଦ୍ଦେଶ

କଟକ,୨ା୭ (କାର୍ତ୍ତିକ ସାହୁ) :କଟକରେ ବିନା ରେଜିଷ୍ଟ୍ରେଶନରେ ଚାଲିଥିବା ଏକ ନିର୍ଦ୍ଦିଷ୍ଟ ହସ୍ପିଟାଲ ସମେତ ଅନ୍ୟ କେତେକ ହସ୍ପିଟାଲକୁ ତୁରନ୍ତ ବନ୍ଦ କରିବାକୁ ଜାତୀୟ ମାନବିକ ଅଧିକାର…

10 months ago
ଭାଜପା-ବିଜେଡି କର୍ମୀ ମାର୍‌ପିଟ୍‌ଭାଜପା-ବିଜେଡି କର୍ମୀ ମାର୍‌ପିଟ୍‌

ଭାଜପା-ବିଜେଡି କର୍ମୀ ମାର୍‌ପିଟ୍‌

ଖୁଣ୍ଟୁଣୀ,୨ା୭(ସଚ୍ଚିଦାନନ୍ଦ ପଣ୍ଡା):କଟକ ଜିଲା ଆଠଗଡ଼ ବ୍ଲକ ଅଧୀନ ଖୁଣ୍ଟୁଣୀ ସରକାରୀ ଡାକ୍ତରଖାନାର ନୂତନ ଗୃହ ନିର୍ମାଣ ପାଇଁ ସୋମବାର ଭୂମିପୂଜାବେଳେ ଭାଜପା ନେତା ଅଭୟ ବାରିକଙ୍କ ଉପସ୍ଥିତିକୁ…

10 months ago
ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ମୋ’ ବସ୍‌ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ମୋ’ ବସ୍‌

ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ମୋ’ ବସ୍‌

କଟକ,୨୮ା୬: କଟକର ସିଡିଏ ସେକ୍ଟର-୯ରେ ମୋ’ ବସ୍‌ରେ ନିଆଁ ଲାଗିଯାଇଛି। ଫଳରେ ବସ୍‌ଟି ସମ୍ପୂର୍ଣ୍ଣ ଜଳିପୋଡ଼ି ଛାରଖାର ହୋଇଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ…

10 months ago
ହାଜର ହେଲେ ଅନୁଭବ, ହେଲାନି ସାକ୍ଷ୍ୟ ଗ୍ରହଣହାଜର ହେଲେ ଅନୁଭବ, ହେଲାନି ସାକ୍ଷ୍ୟ ଗ୍ରହଣ

ହାଜର ହେଲେ ଅନୁଭବ, ହେଲାନି ସାକ୍ଷ୍ୟ ଗ୍ରହଣ

କଟକ,୨୮ା୬(କାର୍ତ୍ତିକ ସାହୁ):ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ନିର୍ଯାତନା ମାମଲାରେ ଗୁରୁବାର କଟକ ଜେଏମ୍‌ଏଫ୍‌ସି (ଏମ୍‌ପି/ଏମ୍‌ଏଲ୍‌ଏ ସ୍ବତନ୍ତ୍ର କୋର୍ଟ)ରେ ଅଭିନେତା ତଥା ପୂର୍ବତନ ଏମ୍‌ପି ଅନୁଭବ ମହାନ୍ତି ଓ ତାଙ୍କ…

10 months ago