କଟକ

କଟକ ଦେବୀଗଡ଼ା ଲୋକାରଣ୍ୟ

କଟକ ଅଫିସ,୧୦ା୧୦: ଶାନ୍ତିଶୃଙ୍ଖଳାରେ ସରିଛି ଦୁର୍ଗାପୂଜା। ବିଭିନ୍ନ ମଣ୍ଡପରେ ପୂଜା ପାଉଥିବା ଦୁର୍ଗାଙ୍କ ମୃଣ୍ମୟୀ ପ୍ରତିମା ଭସାଣି ମାଧ୍ୟମରେ ମେଲାଣି ନେଇଛନ୍ତି। ଦେବୀଗଡ଼ା ନିକଟରେ ହୋଇଥିବା ତିନୋଟି…

5 years ago

୨୬ରେ ସୈନିକ ନିଯୁକ୍ତି ପାଇଁ ପରୀକ୍ଷା

କଟକ ଅଫିସ, ୯ା୧୦: ସୈନିକ ନିଯୁକ୍ତି କାର୍ଯ୍ୟାଳୟ ପକ୍ଷରୁ ଆସନ୍ତା ୨୬ରେ କଟକ ବାରବାଟୀ ଷ୍ଟାଡିୟମରେ ସାଧାରଣ ପ୍ରବେଶିକା ପରୀକ୍ଷା(ସିଇଇ) ଅନୁଷ୍ଠିତ ହେବ। ପାରାଦୀପସ୍ଥିତ ଗୋପବନ୍ଧୁ ଷ୍ଟାଡିୟମରେ…

5 years ago

ସ୍ତ୍ରୀ, ପିଲାଙ୍କୁ ଛାଡ଼ି କାଠଯୋଡ଼ିକୁ ଡେଇଁଲେ ଯୁବକ

କଟକ ଅଫିସ/ଫୁଲନଖରା, (ଡି.ଏନ.ଏ.)୯ା୧୦:  ବୁଧବାର ଅପରାହ୍ନରେ କାଠଯୋଡ଼ି ନଦୀକୁ ଡେଇଁ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ହେଲେ ନିଆଳି ଥାନା ଅଧୀନ କରଞ୍ଜ ଗ୍ରାମର ପ୍ରଧାନ…

5 years ago

ସ୍ତ୍ରୀଙ୍କ ସହ ବଚସା: ପୋଲ ଉପରୁ କାଠଯୋଡ଼ିକୁ ଡେଇଁଲେ ସ୍ବାମୀ, ଉଦ୍ଧାର କାର୍ଯ୍ୟ ଜାରି

କଟକ ଅଫିସ,୯।୧୦: ସ୍ତ୍ରୀଙ୍କ ସହ ବଚସା ପରେ ନଦୀକୁ ଡେଇଁଲେ ସ୍ବାମୀ। ଏପରି ଏକ ଅଭାବନୀୟ ଘଟଣା ଘଟିଛି କଟକ ଜିଲା କାଠଯୋଡ଼ି ନଦୀ ପୋଲ ଉପରେ।…

5 years ago

ମା’ ସପ୍ତଫେଣୀଙ୍କ ନବରାତ୍ର ପୂଜା

କଣ୍ଟାପଡ଼ା,୭।୧୦(ଡି.ଏନ୍‌.ଏ.): କଣ୍ଟାପଡ଼ା ବ୍ଲକ ଅନ୍ତର୍ଗତ ଉରାଢ଼ ଗ୍ରାମର ଶକ୍ତିପୀଠ ମା’ ସପ୍ତଫେଣୀଙ୍କ ପୀଠରେ ନବରାତ୍ର ପୂଜା ସୋମବାର ଉଦ୍‌ଯାପିତ ହୋଇଯାଇଛି। ଗତ ରବିବାରଠାରୁ ଉକ୍ତ ଶକ୍ତିପୀଠରେ ପ୍ରତିଦିନ…

5 years ago

ନାବାଳିକାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟଚାଲାଣ

କଣ୍ଟାପଡ଼ା,୭।୧୦(ଡି.ଏନ୍‌.ଏ.): କଟକ ଜିଲା ଓଲଟପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ସୋମବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତ…

5 years ago

ସାଧୁତା, ସତ୍ୟତାକୁ ନେଇ ଖବର ପରିବେଷଣ ହେବା ଉଚିତ

କଟକ ଅଫିସ,୭।୧୦: ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ଦ୍ୱାରା ପ୍ରତିଷ୍ଠିତ ଦୈନିକ ଖବରକାଗଜ ସମାଜର ଶତବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ କଟକ ଜବାହରଲାଲ ନେହେରୁ ଇନ୍‌ଡୋର…

5 years ago

କୁଶୁନୁପୁରରେ ଅଗ୍ନିକାଣ୍ଡ: ୯ ପରିବାର କ୍ଷତିଗ୍ରସ୍ତ

କଣ୍ଟାପଡା,୬।୧୦(ଡି.ଏନ୍‌.ଏ.): କଟକ ଜିଲା କଣ୍ଟାପଡ଼ା ତହସିଲ ଅନ୍ତର୍ଗତ ଡିମିରି ପଞ୍ଚାୟତର କୁଶୁନୁପୁର ଗ୍ରାମରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ୯ଟି ପରିବାର କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶନିବାର…

5 years ago

ଆଜି ଆସୁଛନ୍ତି ଉପରାଷ୍ଟ୍ରପତି: ସୁରକ୍ଷା ଦାୟିତ୍ୱରେ ୧୫ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର (ବ୍ୟୁରୋ)/ କଟକ ଅଫିସ,୬।୧୦: ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡ଼ୁ ରବିବାର ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି। ସେ ପୂର୍ବାହ୍ନ ୧୦ଟା ୧୫ରେ ଏକ ସ୍ବତନ୍ତ୍ର ବିମାନ…

5 years ago

ଫାଇନାନ୍ସ କର୍ମଚାରୀଙ୍କଠାରୁ ୩ଲକ୍ଷ ଲୁଟ୍‌

ନିଆଳି,୫ା୧୦(ଡି.ଏନ୍‌.ଏ): ନିଆଳି ବ୍ଲକ ନିକଟରୁ ଶୁକ୍ରବାର ୩ ଲୁଟେରା ଏକ ଫାଇନାନ୍ସ ସଂସ୍ଥାର ଦୁଇ କର୍ମଚାରୀଙ୍କୁ ମାଡ଼ ମାରି ୩ଲକ୍ଷ ୧୮ହଜାର ୧୩୦ଟଙ୍କା ଲୁଟି ନେଇଥିବା ଅଭିଯୋଗ…

5 years ago