କଟକ

ଆଜି ଓଡ଼ିଶା ପହଞ୍ଚିବେ ଜଗା-କାଳିଆ

ଭୁବନେଶ୍ୱର/ କଟକ ଅଫିସ୍‌, ୭ା୯(ବ୍ୟୁରୋ): କନ୍ଧମାଳ ଜିଲାର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଶନିବାର ଓଡ଼ିଶା ପହଞ୍ଚିବେ। ଶୁକ୍ରବାର ଜଗା-କାଳିଆଙ୍କୁୁ ଦିଲ୍ଲୀ ଏମ୍ସରୁ ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ…

5 years ago

‘ଦୋଳଗୋବିନ୍ଦ ଥିଲେ କଟକର ଦ୍ୱିତୀୟ ସୁଭାଷ ଚନ୍ଦ୍ର’

କଟକ ସଦର, ୭ା୯(ଡି.ଏନ୍‌.ଏ.): ସମାଜ ପାଇଁ ମହାପୁରୁଷମାନେ ନିଜ ଜୀବନକୁ ଉତ୍ସର୍ଗ କରିଥାନ୍ତି। ସେହିପରି ସ୍ବର୍ଗତ ଦୋଳଗୋବିନ୍ଦ ପ୍ରଧାନ ମଧ୍ୟ ଲୋକଙ୍କ ପାଇଁ ଜୀବନକୁ ଉତ୍ସର୍ଗ କରିଥିଲେ।…

5 years ago

ପୁରୀର ରାଘବ ଦାସ ମଠ ଉଚ୍ଛେଦ ମାମଲା: ନିୟମ ଅନୁଯାୟୀ ପଦକ୍ଷେପ ନେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୭ା୯: ପୁରୀ ଶ୍ରୀମନ୍ଦିରର ୭୫ମିଟର ଭିତରେ ଥିବା ମଠ ଏବଂ ଅନ୍ୟାନ୍ୟ ନିର୍ମାଣ ଗୃହଗୁଡିକୁ ପ୍ରଶାସନ ପକ୍ଷରୁ ଭଙ୍ଗାଯାଉଛି। ତେବେ ୭୫ମିଟର ବାହାରେ ଥିବା ରାଘବ…

5 years ago

ଟ୍ରକ୍‌ ଧକ୍କାରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣା: କ୍ଷତିପୂରଣ ଦାବିରେ ଛାତ୍ରୀଛାତ୍ରଙ୍କ ରାସ୍ତାରୋକୋ

କଟକ ଅଫିସ,୭ା୯: ଟ୍ରକ ଧକ୍କାରେ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଶୁକ୍ରବାର ଉତ୍ତେଜନାମୂଳକ ପରିସ୍ଥିତି ଦେଖାଦେଇଥିଲା। ପୂର୍ବାହ୍ନରେ ଛାତ୍ରୀଛାତ୍ରମାନେ ବିଶ୍ୱବିଦ୍ୟାଳୟ ସମ୍ମୁଖ ଦୁଇପାର୍ଶ୍ୱ ରାସ୍ତାରେ…

5 years ago

ସିଡିଏରେ ପାଇପ୍‌ ଯୋଗେ ରନ୍ଧନ ଗ୍ୟାସ୍‌ ଯୋଗାଣ ଖୁବ୍‌ଶୀଘ୍ର

କଟକ ଅଫିସ, ୭ା୯: ହଜାର ବର୍ଷର ସହର କଟକ। ଏହା ଦେଶର ଅନ୍ୟତମ ସର୍ବପୁରାତନ ସହର ହୋଇଥିଲେ ମଧ୍ୟ ଏଠାରେ ଅନେକ ସମସ୍ୟା ରହିଛି। ତେବେ ସହରକୁ…

5 years ago

ନିଶାଣ, ମହତାପରେ ପୁରୁଣା ପରମ୍ପରା ଛାପ

କଟକ ଅଫିସ : ଆସନ୍ତା ଅକ୍ଟୋବର ୪ ତାରିଖରେ ମହାଷଷ୍ଠୀ। ଦଶହରା ଆରମ୍ଭକୁ କିଛି ଦିନ ରହିଲା। ତେବେ କଟକର ପ୍ରସିଦ୍ଧ ଦଶହରା କିଛି ନିର୍ଦ୍ଦିଷ୍ଟ କାରଣ…

5 years ago

ଓଡ଼ିଶା ଆସିବେ ଜଗା-କାଳିଆ: ଦିଲ୍ଲୀ ଗଲେ ଦୁଇ ଡାକ୍ତର

କଟକ ଅଫିସ,୫।୯: ଓଡ଼ିଶା ଆସିବେ ଜଗା-କାଳିଆ। ଅପରେଶନ ମାଧ୍ୟମରେ ଅଲଗା ହୋଇଥିବା କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଦିଲ୍ଲୀ ଏମ୍ସରୁ ସ୍ଥାନାନ୍ତର ହେବେ। ସେମାନଙ୍କୁ ଆଣିବା ଲାଗି…

5 years ago

ଭୁଶୁଡ଼ିଲା ଅଧ୍ୟକ୍ଷ କାର୍ଯ୍ୟାଳୟର ସିଲିଂ

କଟକ ଅଫିସ,୫।୯: ଜାତୀୟ କବି ବୀର କିଶୋର (ଜେକେବିକେ) ସରକାରୀ କଲେଜର ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟର ସିଲିଂ ଭୁଶୁଡ଼ି ପଡିଛି। ବୁଧବାର କାର୍ଯ୍ୟାଳୟ ଖୋଲାଯିବା ପରେ ଅଧ୍ୟକ୍ଷଙ୍କ ରୁମ୍‌…

5 years ago

ଚାକିରିଦେବା ନାଁରେ ଯୁବତୀଙ୍କୁ ବଳାତ୍କାର: ଫାଇନାନ୍ସ କମ୍ପାନୀର ରାଜ୍ୟ ମୁଖ୍ୟ ଗିରଫ

କଟକ ରୋଡ,୩।୯(ଡି.ଏନ୍‌.ଏ.): କିଛିଦିନ ପୂର୍ବରୁ ରାଜଧାନୀରେ ଜଣେ ଟ୍ୟୁଶନ ଛାତ୍ରୀଙ୍କୁ ଅସଦାଚରଣ ଘଟଣା ଚର୍ଚ୍ଚା ଥମି ନ ଥିବା ବେଳେ ପୁଣି ଚାକିରି ଦେବା ନାଁରେ ଜଣେ…

5 years ago

ଚୌଦ୍ୱାର ଫରେଷ୍ଟରଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ : ଥାନା ଦ୍ୱାରସ୍ଥ ହେଲେ ମହିଳା କର୍ମଚାରୀ

ଚୌଦ୍ୱାର,୨ା୯(ଡି.ଏନ୍‌.ଏ.) : ଚୌଦ୍ୱାର ଫରେଷ୍ଟର ଜ୍ୟୋତିରଞ୍ଜନ ମହାପାତ୍ର କାର୍ଯ୍ୟରତ ଜଣେ ମହିଳା କର୍ମଚାରୀଙ୍କୁ ନିର୍ଯାତନା ଦେଇଥିବା ନେଇ ଶନିବାର ସ୍ଥାନୀୟ ଥାନାରେ ଅଭିଯୋଗ ହୋଇଛି। ଏ ନେଇ…

5 years ago