କଟକ

ରାଜ୍ୟ ସରକାର, ନାଲ୍‌କୋ, ଇଡ୍‌କୋକୁ ନୋଟିସ

କଟକ,୨୫ା୯ (କାର୍ତ୍ତିକ ସାହୁ):କଳିଙ୍ଗ କୋଲ ମାଇନ୍ସ ପାଇଁ ଅଧିଗୃହୀତ ଜମି ନାଲକୋ ରେଲଓ୍ବେ ସାଇଡିଂ ନିମନ୍ତେ ବ୍ୟବହାର କରାଯିବା ବିରୋଧରେ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ହୋଇଛି।…

1 year ago

ମା’ କଟକ ଚଣ୍ଡୀଙ୍କ ଷୋଡ଼ଶ ପୂଜା ଆରମ୍ଭ

କଟକ,୨୪ା୯: ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତଥା ମୂଳାଷ୍ଟମୀ ଦ୍ୱିତୀୟା ଓଷା ମଙ୍ଗଳବାରଠାରୁ ବିଭିନ୍ନ ଦେବୀ ପୀଠରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ…

1 year ago

ରାତିରେ ଘରକୁ ଫେରି ନ ଥିଲେ: ସକାଳୁ କେନାଲରୁ କାର୍‌ ସହ ମିଳିଲା ମୃତଦେହ

ଫୁଲନଖରା,୨୪।୯(ସତ୍ୟରଞ୍ଜନ ଦାସମହାପାତ୍ର): କଟକ ସଦର ଥାନା ଅଧୀନ ନୁଆକାଚରାମାଳ ସ୍ଥିତ କେନାଲରୁ ମଙ୍ଗଳବାର କାର୍‌ ସହ ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ବମ୍ପକୁଦ…

1 year ago

ବଢ଼ିପାରେ ମାଟ୍ରିକ ପରୀକ୍ଷା ଫି’!

କଟକ,୨୩।୯: ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ଫର୍ମ ପୂରଣ ବେଳେ ଏଥର ଦେୟ ଦେବାକୁ ପଡ଼ିପାରେ। କୋଭିଡ୍‌ ପରଠାରୁ ପରୀକ୍ଷାର୍ଥୀଙ୍କୁ ଫର୍ମ ପୂରଣ ବାବଦକୁ କୌଣସି ଦେୟ ଦେବାକୁ ପଡୁ…

1 year ago

କଟକରେ ସୀମା ଟପିଲା କଳାବଜାର: ଏହି ସବୁ ଜିଲାରେ ହେଉଥିଲା ବିକ୍ରି

କଟକ,୨୩।୯: ଅତୀତରେ କଟକରୁ ଖାଇବା ଘିଅ, ଡିଟରଜେଣ୍ଟ ପାଉଡରଠାରୁ ଆରମ୍ଭ ନାନା ପ୍ରକାର ଖାଦ୍ୟ ସାମଗ୍ରୀର ଅପମିଶ୍ରଣ କରାଯାଉଥିବା ଦେଖିବାକୁ ମିଳିଥିଲା। ଏବେ କିଛି ଖଳ ପ୍ରକୃତିର…

1 year ago

ବିରୂପା ବ୍ରିଜ୍‌ ଉପରେ  ସାଇକେଲ୍‌ ମୋବାଇଲ ରଖି …

କଟକ,୨୩।୯: ବିରୂପା ନଦୀକୁ ଡେଇଁ ଜଣେ ଛାତ୍ର ନିଖୋଜ ଅଛନ୍ତି। ଏଯାବତ୍‌ ତାଙ୍କର କୌଣସି ପତ୍ତା ମିଳିନାହିଁ। ଏପରି ଦୁଃଖଦ ଘଟଣା ଘଟିଛି କଟକ ଜିଲାରେ। ନିଖୋଜ…

1 year ago

ମେଜର, ପୀଡ଼ିତାଙ୍କ ନାଁ ପ୍ରକାଶ ନ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୩ା୯: ଭରତପୁର କାଣ୍ଡକୁ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର କରାଯାଇଛି। ପୀଡ଼ିତା ଓ ମେଜରଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ବାରଣ କରିଛନ୍ତି ହାଇକୋର୍ଟ। ଏଥିସହିତ…

1 year ago

ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ଜାଲ୍‌ ଚିଠି

କଟକ,୨୨ା୯(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ମିଥ୍ୟା ଚିଠି ପ୍ରେରଣ କରାଯାଇଛି। ଉକ୍ତ ଚିଠିରେ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ବାସ୍ଥ୍ୟସେବା କେନ୍ଦ୍ରର ହାଉସ୍‌କିପିଂ…

1 year ago

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ ଓଢ଼ଣୀ…

1 year ago

ଟ୍ରେଲର ପଛରେ ପିଟିହେଲା ବସ୍‌, ୧୦ ଆହତ

କଟକ,୨୧ା୯: କଟକର ଏନ୍‌ଏଚ୍‌ ୧୬ ଭାଣପୁର ନିକଟରେ ଶନିବାର ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ଏକ ଟ୍ରେଲର ପଛରେ ପିଟି ହୋଇଯିବାରୁ ଡ୍ରାଇଭରଙ୍କ…

1 year ago