Advertisement

କଟକ

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ…

1 year ago
ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି ।…

1 year ago
ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତାଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରଶାସନ…

1 year ago
୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା…

1 year ago
ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା କମିଟି…

1 year ago
ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼ ଝିଅ…

1 year ago
ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ ଗୁରୁବାର…

1 year ago
ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ ପ୍ରକାଶ…

1 year ago
କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟକନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି ହାଇକୋର୍ଟର…

1 year ago
ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତାବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ ହେବାକୁ…

1 year ago