Advertisement

କଟକ

ମାଟ୍ରିକ ପରୀକ୍ଷାରେ ଏଆଇ ସର୍ଭିଲାନ୍ସମାଟ୍ରିକ ପରୀକ୍ଷାରେ ଏଆଇ ସର୍ଭିଲାନ୍ସ

ମାଟ୍ରିକ ପରୀକ୍ଷାରେ ଏଆଇ ସର୍ଭିଲାନ୍ସ

କଟକ,୧୬ା୨ (କାର୍ତ୍ତିକ ସାହୁ):ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସର୍ଭିଲାନ୍ସର ଉପଯୋଗ କରାଯାଉଛି। ଏଭଳି ବ୍ୟବସ୍ଥା ଦେଶରେ ପ୍ରଥମଥର ପାଇଁ ହେଉଛି। ରାଜ୍ୟର ବିଭିନ୍ନ ଅଞ୍ଚଳରେ…

1 year ago
ବାପାଙ୍କୁ ଜାବୁଡ଼ି ଧରି ଶେଷଥର ପାଇଁ ଗେଲ କରି କାନ୍ଦିଲେ ଅନୁଭବବାପାଙ୍କୁ ଜାବୁଡ଼ି ଧରି ଶେଷଥର ପାଇଁ ଗେଲ କରି କାନ୍ଦିଲେ ଅନୁଭବ

ବାପାଙ୍କୁ ଜାବୁଡ଼ି ଧରି ଶେଷଥର ପାଇଁ ଗେଲ କରି କାନ୍ଦିଲେ ଅନୁଭବ

କଟକ,୧୫ା୨: ଓଲିଉଡ୍‌ ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ବାପା ଅଭୟ ମହାନ୍ତିଙ୍କର ଗୁରୁବାର ପରଲୋକ ହୋଇଛି। ଏଥିରେ ପୂରା ଭାଙ୍ଗି ପଡ଼ିଛନ୍ତି ପରିବାର ଲୋକେ। ଦୀର୍ଘଦିନ…

1 year ago
ଟ୍ରାକ୍ଟର ଚଢ଼ାଇ ଯୁବକଙ୍କୁ ହତ୍ୟା ଅଭିଯୋଗଟ୍ରାକ୍ଟର ଚଢ଼ାଇ ଯୁବକଙ୍କୁ ହତ୍ୟା ଅଭିଯୋଗ

ଟ୍ରାକ୍ଟର ଚଢ଼ାଇ ଯୁବକଙ୍କୁ ହତ୍ୟା ଅଭିଯୋଗ

ଆଠଗଡ଼,୧୪ା୨: କଟକ ଜିଲା ଖୁଣ୍ଟୁଣି ଥାନା ରାଧାକୃଷ୍ଣପୁର ଗାଁରେ ଗୋଷ୍ଠୀ ସଂଘର୍ଷରୁ ବୁଧବାର ତୁମୁଳ କାଣ୍ଡ ଘଟିଛି। ପୂର୍ବ ଶତ୍ରୁତା ଓ କମେଣ୍ଟ ମରାରୁ ଦୁଇ ଗୋଷ୍ଠୀ…

1 year ago
୨ ପୋଲିସ କର୍ମଚାରୀଙ୍କୁ ଛୁରାମାଡ଼୨ ପୋଲିସ କର୍ମଚାରୀଙ୍କୁ ଛୁରାମାଡ଼

୨ ପୋଲିସ କର୍ମଚାରୀଙ୍କୁ ଛୁରାମାଡ଼

ନିରାକାରପୁର,୧୪ା୨(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ସରପାରି ଗ୍ରାମର ଜଣେ ବ୍ୟକ୍ତି ନିଶା କାରବାର କରୁଥିବା ଖବର ପାଇ ଏନ୍‌ଏଚ୍‌ ପାଟ୍ରୋଲିଂ ଗାଡ଼ି…

1 year ago
ରାଜପଥରେ ଓଲଟିଲା ବସ୍‌: କଣ୍ଡକ୍ଟର ମୃତ, ୧୩ ଯାତ୍ରୀ ଆହତରାଜପଥରେ ଓଲଟିଲା ବସ୍‌: କଣ୍ଡକ୍ଟର ମୃତ, ୧୩ ଯାତ୍ରୀ ଆହତ

ରାଜପଥରେ ଓଲଟିଲା ବସ୍‌: କଣ୍ଡକ୍ଟର ମୃତ, ୧୩ ଯାତ୍ରୀ ଆହତ

କଟକ/ଫୁଲନଖରା,୧୪ା୨(କାର୍ତ୍ତିକ ସାହୁ/ଶିଳ୍ପା ପ୍ରିୟଦର୍ଶିନୀ/ସତ୍ୟରଞ୍ଜନ ଦାସମହାପାତ୍ର): ୧୬ ନମ୍ବର ଜାତୀୟ ରାଜପଥର ଡିଭାଇଡର ଉପରେ ଓଲଟି ପଡ଼ିଛି ଚନ୍ଦନ(ଓଆର୍‌-୦୫-ଏଜେ-୭୪୫୫) ନାମକ ଯାତ୍ରୀବାହୀ ବସ୍‌। କଟକ ଗୋପାଳପୁର ନିକଟରେ ବୁଧବାର…

1 year ago
ଗୋପାଳପୁର ଛକରେ ଓଲଟିଲା ଯାତ୍ରୀବାହୀ ବସ୍‌ଗୋପାଳପୁର ଛକରେ ଓଲଟିଲା ଯାତ୍ରୀବାହୀ ବସ୍‌

ଗୋପାଳପୁର ଛକରେ ଓଲଟିଲା ଯାତ୍ରୀବାହୀ ବସ୍‌

କଟକ,୧୪ା୨: କଟକ ଗୋପାଳପୁର ଛକରେ ବୁଧବାର ସନ୍ଧ୍ୟାରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଫଳରେ ଅନେକ ଯାତ୍ରୀ ଆହତ ହୋଇଛନ୍ତି। ଚନ୍ଦନ ନାମକ ବସ୍‌ଟି ଭୁବନେଶ୍ୱରରୁ…

1 year ago
ସକାଳ ୯ଟା ପୂର୍ବରୁ ଆସିବ ସଫେଇ ଗାଡ଼ି, ଅବହେଳା କଲେ କାର୍ଯ୍ୟାନୁଷ୍ଠାନସକାଳ ୯ଟା ପୂର୍ବରୁ ଆସିବ ସଫେଇ ଗାଡ଼ି, ଅବହେଳା କଲେ କାର୍ଯ୍ୟାନୁଷ୍ଠାନ

ସକାଳ ୯ଟା ପୂର୍ବରୁ ଆସିବ ସଫେଇ ଗାଡ଼ି, ଅବହେଳା କଲେ କାର୍ଯ୍ୟାନୁଷ୍ଠାନ

କଟକ,୧୩ା୨ (କାର୍ତ୍ତିକ ସାହୁ) କଟକ ସହରର ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ସହରରେ ଥିବା…

1 year ago
ଓଡ଼ିଶାରେ ଆୟୁଷ୍ମାନ ଯୋଜନା ଲାଗୁ କରିବାକୁ ଜନସ୍ବାର୍ଥ ମାମଲା: ହାଇକୋର୍ଟରେ ମାମଲା ଖାରଜଓଡ଼ିଶାରେ ଆୟୁଷ୍ମାନ ଯୋଜନା ଲାଗୁ କରିବାକୁ ଜନସ୍ବାର୍ଥ ମାମଲା: ହାଇକୋର୍ଟରେ ମାମଲା ଖାରଜ

ଓଡ଼ିଶାରେ ଆୟୁଷ୍ମାନ ଯୋଜନା ଲାଗୁ କରିବାକୁ ଜନସ୍ବାର୍ଥ ମାମଲା: ହାଇକୋର୍ଟରେ ମାମଲା ଖାରଜ

କଟକ,୧୩।୨(କାର୍ତ୍ତିକ ସାହୁ): କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଯୋଜନା ଓଡ଼ିଶାରେ ଲାଗୁ କରିବାକୁ ନିବେଦନ କରି ଦାଖଲ ହୋଇଥିବା ଆବେଦନ ହାଇକୋର୍ଟରେ ଖାରଜ ହୋଇଛି। ଭାଜପାର ପୂର୍ବତନ ରାଜ୍ୟ…

1 year ago
ଅଗ୍ନିପଥ ଯୋଜନା, ନିୟମିତ କ୍ୟାଡର ନିଯୁକ୍ତି ରାଲି ସାଧାରଣ ପ୍ରବେଶିକା ପରୀକ୍ଷା ପାଇଁ ଆରମ୍ଭ ହେଲା ଅନ୍‌ଲାଇନ୍‌ ରେଜିଷ୍ଟ୍ରେଶନ, ଏପ୍ରିଲ ୨୨ରେ ପରୀକ୍ଷାଅଗ୍ନିପଥ ଯୋଜନା, ନିୟମିତ କ୍ୟାଡର ନିଯୁକ୍ତି ରାଲି ସାଧାରଣ ପ୍ରବେଶିକା ପରୀକ୍ଷା ପାଇଁ ଆରମ୍ଭ ହେଲା ଅନ୍‌ଲାଇନ୍‌ ରେଜିଷ୍ଟ୍ରେଶନ, ଏପ୍ରିଲ ୨୨ରେ ପରୀକ୍ଷା

ଅଗ୍ନିପଥ ଯୋଜନା, ନିୟମିତ କ୍ୟାଡର ନିଯୁକ୍ତି ରାଲି ସାଧାରଣ ପ୍ରବେଶିକା ପରୀକ୍ଷା ପାଇଁ ଆରମ୍ଭ ହେଲା ଅନ୍‌ଲାଇନ୍‌ ରେଜିଷ୍ଟ୍ରେଶନ, ଏପ୍ରିଲ ୨୨ରେ ପରୀକ୍ଷା

କଟକ,୧୩ା୨ (କାର୍ତ୍ତିକ ସାହୁ): ଭାରତୀୟ ଅଗ୍ନିପଥ ଯୋଜନା ଓ ନିୟମିତ କ୍ୟାଡର ନିଯୁକ୍ତି ରାଲି ନିମନ୍ତେ ଅନଲାଇନ୍‌ ସାଧାରଣ ପ୍ରବେଶିକା ପରୀକ୍ଷା-୨୦୨୪ ଆସନ୍ତା ଏପ୍ରିଲ ୨୨ରେ ଅନୁଷ୍ଠିତ…

1 year ago
ବନ୍ଧୁକ ଦେଖାଇ ନେଇଯାଇଥିଲେ ଦେଢକୋଟିରୁ ଅଧିକ ଟଙ୍କା: ଏବେ ଧରାପଡିଲେ…ବନ୍ଧୁକ ଦେଖାଇ ନେଇଯାଇଥିଲେ ଦେଢକୋଟିରୁ ଅଧିକ ଟଙ୍କା: ଏବେ ଧରାପଡିଲେ…

ବନ୍ଧୁକ ଦେଖାଇ ନେଇଯାଇଥିଲେ ଦେଢକୋଟିରୁ ଅଧିକ ଟଙ୍କା: ଏବେ ଧରାପଡିଲେ…

କଟକ,୧୩।୨(କାର୍ତ୍ତିକ ସାହୁ): ତିଗିରିଆଠାରେ ଘଟିଥିବା ଷ୍ଟେଟ ବ୍ୟାଙ୍କ ଏଟିଏମ୍‌ ଭ୍ୟାନ୍‌ ଲୁଟ୍‌ ମାମଲାରେ କଟକ ଗ୍ରାମାଞ୍ଚଳ ପୋଲିସ ୭ ଜଣଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ…

1 year ago