କଟକ

ଶିଶୁକନ୍ୟା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍‌ଦଣ୍ଡ

କଟକ ଅଫିସ,୭ା୨: ଦେଢ଼ବର୍ଷର ଶିଶୁକନ୍ୟା ବଳାତ୍କାର ମାମଲାରେ କଟକ ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ଜଣେ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍‌ଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଭିଯୁକ୍ତଙ୍କୁ ଅଧିକ ୧ ବର୍ଷ ଜେଲ୍‌ଦଣ୍ଡ...

ପୂର୍ବତନ ଏମ୍‌ପି ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟ ଝଟ୍‌କା

କଟକ ଅଫିସ,୭ା୨:ବାଲେଶ୍ୱରର ପୂର୍ବତନ ଏମ୍‌ପି ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଝଟ୍‌କା ଲାଗିଛି। ସି-ସୋର ଚିଟ୍‌ଫଣ୍ଡ ଠକେଇ ମାମଲାରେ ରବୀନ୍ଦ୍ରଙ୍କ ଲିଙ୍କ୍‌ ସଂକ୍ରାନ୍ତୀୟ ଶୁଣାଣି ଜାରି ରହିବ ବୋଲି ବିଚାରପତି ବି.ପି. ରାଉତରାୟଙ୍କ ଖଣ୍ଡପୀଠ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ସି-ସୋର...

ହେପାଜତ ମୃତ୍ୟୁ ନେଇ ୨ ଏସିଏଫ୍‌ ଅଟକ

ବଡ଼ମ୍ବା,୬ା୨(ଡି.ଏନ୍‌.ଏ.): କଟକ ଜିଲା ଆଠଗଡ଼ ବନଖଣ୍ଡରେ ଏକ ଅଭାବନୀୟ ଘଟଣା ଘଟିଛି। ହାତୀକୁ ହତ୍ୟା କରିଥିବା ସନ୍ଦେହରେ ଅଟକ ରଖି ଜେରା ବେଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିବାରୁ ଦୁଇ ଏସିଏଫ୍‌ ଘନଶ୍ୟାମ ମୁଦୁଲି ଏବଂ ହରେକୃଷ୍ଣ ମଲ୍ଲିକଙ୍କୁ ଅଟକ...

ମାଟ୍ରିକ୍‌ ପରୀକ୍ଷା ନେଇ ଛାତ୍ରୀଛାତ୍ର ତତ୍ପର

କଟକ ଅଫିସ,୬ା୨:ଆସନ୍ତା ମାର୍ଚ୍ଚ ୧୦ରୁ ୨୦ ତାରିଖ ପର୍ଯ୍ୟନ୍ତ ମାଟ୍ରିକ୍‌ ସମ୍ମେଟିଭ-୨ ପରୀକ୍ଷା ଅନୁଷ୍ଠିତ ହେବ। ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ହାଇସ୍କୁଲ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଏହାକୁ ନେଇ ଛାତ୍ରୀଛାତ୍ରମାନେ...

ଆର୍ମସ୍‌ ଆଣ୍ଡ୍‌ ଆମ୍ୟୁନିସନ ଇସ୍ୟୁ ରେଜିଷ୍ଟର ଯାଞ୍ଚ

କଟକ ଅଫିସ,୬ା୨:ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଅଭିଯୁକ୍ତ ଏଏସ୍‌ଆଇ ଗୋପାଳ ଦାସଙ୍କ ଦ୍ୱିତୀୟ ପର୍ଯ୍ୟାୟ ୪ ଦିନିଆ ରିମାଣ୍ଡ ରବିବାରଠାରୁ ଆରମ୍ଭ ହୋଇଛି। ପୂର୍ବଭଳି କ୍ରାଇମବ୍ରାଞ୍ଚ ପକ୍ଷରୁ ଝାରସୁଗୁଡ଼ାଠାରେ ଗୋପାଳଙ୍କୁ ମାରାଥନ ଜେରା କରାଯାଇ ମନ୍ତ୍ରୀଙ୍କ ହତ୍ୟା...

ଟି-ସେତୁରେ ଯାନବାହନ ଚଳାଚଳ ବନ୍ଦ ରହିବ

କଟକ ଅଫିସ,୪ା୨: କଟକ ଜିଲା ବଡ଼ମ୍ବା ସିଂହନାଥ ପୀଠରେ ଜାଗର ଉପଲକ୍ଷେ ପ୍ରବଳ ଶ୍ରଦ୍ଧାଳୁଙ୍କ ସମାଗମ ହେବାର ଆଶଙ୍କା ରହିଛି। ଏନେଇ କଟକ ଜିଲା ପ୍ରଶାସନ ପକ୍ଷରୁ ୧୮ ତାରିଖ ଭୋର୍‌ ୪ଟାରୁ ୧୯ ତାରିଖ ସକାଳ ୭ଟା ପର୍ଯ୍ୟନ୍ତ...

ରାତି ୨ଟାରେ ଉଠିବ ମହାଦୀପ

ଆଠଗଡ, ୪ା୨(ସ୍ବ.ପ୍ର) : ଆଠଗଡ଼ ବ୍ଲକ ଅନ୍ତର୍ଗତ ମଞ୍ଚେଶ୍ୱର ଗ୍ରାମ ମହାନଦୀ ଗର୍ଭସ୍ଥ ପ୍ରସିଦ୍ଧ ଶୈବପୀଠ ଶ୍ରୀଧବଳେଶ୍ୱରଙ୍କ ଜାଗରଯାତ୍ରା ପାଇଁ ପ୍ରଶାସନ ତରଫରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ...

ଶାଶୁଘର ଅଗଣାରେ କବର ଦେବାକୁ ଅଡିବସିଛନ୍ତି ଗ୍ରାମବାସୀ

ସାଲେପୁର,୪।୨(ଡି.ଏନ୍‌.ଏ.): ସାଲେପୁର ଥାନା ଅନ୍ତର୍ଗତ ଗୁଆଳିପୁର ଗ୍ରାମର ଜଣେ ନବବଧୂଙ୍କ ଗୁରୁବାର ମୃତ୍ୟୁ ଘଟିଥିଲା। ସେ ହେଲେ ସେଖ୍‌ ରିୟାଜଙ୍କ ଝିଅ ସୁମେୟା ପରୱିନ୍‌। ଶାଶୁଘରେ ଲୋକେ ତାଙ୍କୁ ହତ୍ୟା କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏନେଇ ପୋଲିସ...

୧୦ ଜିଲାରେ ଆରମ୍ଭ ହେଲା ଭର୍ଚୁଆଲ ହାଇକୋର୍ଟ

କଟକ ଅଫିସ,୪ା୨: ରାଜ୍ୟର ୧୦ ଜିଲାରେ ଶୁକ୍ରବାରଠାରୁ ଭର୍ଚୁଆଲ ହାଇକୋର୍ଟ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ବାଲେଶ୍ୱର, ସମ୍ବଲପୁର, ଗଞ୍ଜାମର ବ୍ରହ୍ମପୁର, ଭଦ୍ରକ, କଳାହାଣ୍ଡିର ଭବାନୀପାଟଣା, ଖୋର୍ଦ୍ଧାର ଭୁବନେଶ୍ୱର, ବଲାଙ୍ଗୀର, କୋରାପୁଟର ଜୟପୁର, ପୁରୀ ଓ ସୁନ୍ଦରଗଡ଼ର ରାଉରକେଲାଠାରେ ହାଇକୋର୍ଟର...

ପୁନରୁଦ୍ଧାର ହେବ ପେଟାନାଳ

କଟକ ଅଫିସ,୨ା୨: ତାଳଦଣ୍ଡା କେନାଲ ଭଳି ସିଡିଏ ମର୍କତନଗରସ୍ଥିତ ପେଟାନାଳର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ ହେବ। ଏଥିପାଇଁ ୩୬ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ଆସନ୍ତା ୧୮ ମାସ ମଧ୍ୟରେ ଉକ୍ତ ପ୍ରକଳ୍ପ କାର୍ଯ୍ୟ...

ଫାରୋ ୩-ଡି ସ୍କାନରରେ ତଥ୍ୟ ସଂଗ୍ରହ

କଟକ ଅଫିସ,୧।୨: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ତଦନ୍ତ ଜାରି ରଖିଛି। ଗୁଳିକାଣ୍ଡର ପୂରା ଘଟଣାକ୍ରମକୁ ଟିକିନିଖି ଅନୁଧ୍ୟାନ କରାଯାଉଛି। ଡିଏସ୍‌ପି ରମେଶ ଚନ୍ଦ୍ର ଦୋରା ସାଇଣ୍ଟିଫିକ ଅଧିକାରୀ ଓ ବାଲିଷ୍ଟିକ ବିଶେଷଜ୍ଞଙ୍କ ସହ ଗୁଳିକାଣ୍ଡସ୍ଥଳକୁ...

ଅବକାରୀ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ , ଉଦ୍ଧାର ହେଲେ ଫଶି ରହିଥିବା ୨ କର୍ମଚାରୀ

କଟକ ଅଫିସ୍‌,୩୧।୧: କଟକ ହାଇକୋର୍ଟ ନିକଟ ଏସ୍‌ବିଆଇ ପଛପଟେ ଥିବା ଅବକାରୀ କାର୍ଯ୍ୟାଳୟରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଫସି ରହିଥିବା ଦୁଇ ଜଣ କର୍ମଚାରୀଙ୍କୁ ଉଦ୍ଧାର କରାଯାଇଛି ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri