କଟକ

ଭଙ୍ଗାଯାଉନି ବିପଦସଙ୍କୁଳ ଅଙ୍ଗନୱାଡି ଗୃହ

ସାଲେପୁର,୨୮।୧୨(ଡି.ଏନ୍‌.ଏ.): ପିଲାମାନଙ୍କୁ ଉନ୍ନତ ଶିକ୍ଷା ଯୋଗାଇ ଦେବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ମାତ୍ର ବିଭାଗୀୟ ଅଧିକାରୀଙ୍କ ଖାମଖିଆଲି ନୀତି ଯୋଗୁ ଏସବୁ ଯୋଜନା ଲାଭ ପିଲାମାନେ ଉଠାଇପାରୁନାହାନ୍ତି। ଏହାର ଉଦାହରଣ ସାଲେପୁର ବ୍ଲକ ଅନ୍ତର୍ଗତ ସତ୍ୟଭାମାପୁର...

ଏସ୍‌ସିବିରେ ହୃତ୍‌ପିଣ୍ଡ ପ୍ରତିରୋପଣ ପାଇଁ ପ୍ରସ୍ତୁତି

କଟକ ଅଫିସ, ୨୭ା୧୨:ଏସ୍‌ସିବି ମେଡିକାଲରେ ହୃତ୍‌ପିଣ୍ଡ ପ୍ରତିରୋପଣ ପାଇଁ ସରକାରୀ ଭାବେ ପ୍ରସ୍ତୁତି ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ରୋଗୀଙ୍କ ପଞ୍ଜୀକରଣ ଲାଗି କାର୍ଡିଓଲୋଜି ବିଭାଗରେ ସ୍ବତନ୍ତ୍ର ଭାବେ ଏକ ହାର୍ଟ ଫେଲ୍ୟୁଅର କ୍ଲିନିକ ଆସନ୍ତା ୨୯ ତାରିଖଠାରୁ କାର୍ଯ୍ୟାରମ୍ଭ...

୨ ଇଞ୍ଜେକଶନ ଦେଇ ୨.୨୨ ଲକ୍ଷ ଠକେଇ ଅଭିଯୋଗ

କଟକ ଅଫିସ,୨୬/୧୨: ସ୍ଥାନୀୟ ଏକ ଘରୋଇ ମେଡିକାଲ ୨ଟି ଇଞ୍ଜେକସନ ଦେଇ ଜଣେ ରୋଗୀଙ୍କଠାରୁ ୨.୨୨ ଲକ୍ଷ ଟଙ୍କା ଠକିନେଇଥିବା ଚାଉଳିଆଗଞ୍ଜ ଥାନାରେ ରବିବାର ଅଭିଯୋଗ ହୋଇଛି। ଝାଡ଼ଖଣ୍ଡର ଜଣେ ରୋଗୀ ଚିକିତ୍ସା ପାଇଁ ଉକ୍ତ ମେଡିକାଲକୁ ଆସିଥିଲେ। ସେଠାରେ...

ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ଜୀବନ ଗଲା

ନିଶ୍ଚିନ୍ତକୋଇଲି,୨୫ା୧୨(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧିନସ୍ଥ ସୁକରପଡ଼ା ପଞ୍ଚାୟତ ମଧୁବନ ଗ୍ରାମର ସତ୍ୟସୁନ୍ଦର ପଣ୍ଡାଙ୍କ ଦୁଇ ଝିଅ ଚାନ୍ଦିନୀ (୮) ଓ ନଳିନୀ (୬) ରବିବାର ସକାଳେ ଘର ପାଖ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଫେରିବାରେ ବିଳମ୍ବ ହେବାରୁ...

ସାକ୍ଷୀଙ୍କ ଆତ୍ମହତ୍ୟା ନେଇ ଉଦ୍‌ବେଗ ପ୍ରକାଶ କଲେ କୋର୍ଟ

କଟକ ଅଫିସ, ୨୩ା୧୨:ହାତୀମୃତ୍ୟୁକୁ ଅତ୍ୟନ୍ତ ସମ୍ବେଦନଶୀଳ ଭାବେ ଗ୍ରହଣ କରିଛନ୍ତି ହାଇକୋର୍ଟ। ଗୁରୁବାର ଶୁଣାଣି ବେଳେ ହାଇକୋର୍ଟ ଶିମିଳିପାଳ ହାତୀ ମୃତ୍ୟୁ ମାମଲାରେ ଜଣେ ସାକ୍ଷୀ ଆତ୍ମହତ୍ୟା କରିବା ଘଟଣାରେ ଉଦ୍‌ବେଗ ପ୍ରକାଶ କରିବା ସହ କେଉଁ ପରିସ୍ଥିତିରେ ସେ...

ଆସୁଛି ବଡ଼ଦିନ: ଜମିଲାଣି ବେପାର

କଟକ ଅଫିସ,୨୨ା୧୨: ଆସନ୍ତା ୨୫ ତାରିଖରେ ବଡ଼ଦିନ। ହାତରେ ଆଉ ମାତ୍ର କେଇଟା ଦିନ। ଏହିଦିନ ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଧରାବତରଣ ଉତ୍ସବ ପାଳନ ନେଇ ଖ୍ରୀଷ୍ଟ ଧର୍ମାବଲମ୍ବୀମାନଙ୍କ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ଲୋକମାନେ ବଡ଼ଦିନକୁ ଜାକଜମକରେ ପାଳନ କରିବା...

ଅବକାରୀ ହେପାଜତରେ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ଭାଇ

ଚୌଦ୍ୱାର,୨୨।୧୨(ଡି.ଏନ୍‌.ଏ.): ଚୌଦ୍ୱାର ଥାନା ଅନ୍ତର୍ଗତ ମହିଁସାଲଣ୍ଡା ଗ୍ରାମର ଶରତ ପ୍ରଧାନ ମଙ୍ଗଳବାର ଅପରାହ୍ନରେ ଗୁରୁଡ଼ିଝାଟିଆ ଥାନା କୁମାରପୁର-ବଳିପୁର ରାସ୍ତାରେ ଠିଆହୋଇଥିଲେ। ଏହି ସମୟରେ ଅବକାରୀ ବିଭାଗର ପାଟ୍ରୋଲିଂ ଟିମ୍‌ ତାଙ୍କ ଆଡ଼କୁ ଆସିବାରୁ ସେ ଭୟରେ ଦୌଡ଼ି ପଳାଇ ଯାଇଥିଲେ।...

ବର୍ଷାଙ୍କ ସାକ୍ଷ୍ୟଗ୍ରହଣ, ଓଡ଼ିଆରେ ଉତ୍ତର ଦେଲେ

କଟକ ଅଫିସ, ୨୧ା୧୨: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ତାଙ୍କ ସ୍ବାମୀ ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣି ମଙ୍ଗଳବାର ପରିବାର ଅଦାଲତରେ ହୋଇଛି। ବର୍ଷା ପ୍ରତିପକ୍ଷ ଓକିଲଙ୍କ ପ୍ରଶ୍ନର ଉତ୍ତର ଓଡ଼ିଆରେ ଦେଇଛନ୍ତି।...

ମହିଳା ସିକ୍ୟୁରିଟି ଗାର୍ଡଙ୍କୁ ହତ୍ୟା

ନରସିଂହପୁର,୨୦ା୧୨(ସ୍ବ.ପ୍ର.):କଟକ ଜିଲା ନରସିଂହପୁର ବ୍ଲକ ବାଲିପୁଟସ୍ଥିତ ମହାନଦୀ କୂଳରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ଖୋଲାଯାଇଥିବା ସାତକୋଶିଆ ଇକୋ ରିଟ୍ରିଟ କେନ୍ଦ୍ରରେ ନିୟୋଜିତ ଜଣେ ମହିଳା ସିକ୍ୟୁରିଟି ଗାର୍ଡଙ୍କୁ ଶୁକ୍ରବାର ପୂର୍ବାହ୍ନରେ ହତ୍ୟା କରାଯାଇଛି। ସେ ହେଲେ ନିକଟସ୍ଥ କାନପୁର ଥାନା...

ପ୍ରତିପକ୍ଷ ଓକିଲଙ୍କ ପ୍ରଶ୍ନକୁ ନେଇ ଆପତ୍ତି ଉଠାଇଲେ ବର୍ଷା

କଟକ ଅଫିସ, ୨୦ା୧୨:ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ତାଙ୍କ ସ୍ବାମୀ ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣି ସୋମବାର ପରିବାର ଅଦାଲତରେ ହୋଇଥିଲା। ଅଦାଲତଙ୍କ ନିର୍ଦ୍ଦେଶ ଅନୁସାରେ ବର୍ଷା କୋର୍ଟରେ ହାଜର ହେବା ପରେ...

ଭାରିଯାନରେ ଲଘୁଖଣିଜ ପଦାର୍ଥ ପରିବହନ ମନା

କଟକ ଅଫିସ, ୨୦।୧୨:ବାରବାଟୀ ଷ୍ଟାଡିୟମରେ ଆସନ୍ତା ଜାନୁୟାରୀ ୧୧ରେ ପୁରୁଷ ହକି ବିଶ୍ୱକପ୍‌ ଉଦ୍‌ଘାଟନୀ ସମାରୋହ ଅନୁଷ୍ଠିତ ହେବ। ଏହି ସମାରୋହରେ ଦର୍ଶକ, ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ, ପ୍ରଖ୍ୟାତ ବ୍ୟକ୍ତିତ୍ୱ, କଳାକାର ଓ ସଙ୍ଗଠକମାନେ ଯୋଗଦେବେ। ସେମାନଙ୍କ ସୁରକ୍ଷା ଓ ଯାତାୟାତ...

ରେଳଷ୍ଟେଶନର ନବୀକରଣ ନକ୍ସା: ମତ ଲୋଡ଼ିଲେ ରେଳମନ୍ତ୍ରୀ

କଟକ ଅଫିସ,୧୮ା୧୨: କଟକ ରେଳଷ୍ଟେଶନକୁ ଅତ୍ୟାଧୁନିକ କରିବା ପାଇଁ ରେଳ ମନ୍ତ୍ରଣାଳୟ ପକ୍ଷରୁ ଯୋଜନା ପ୍ରସ୍ତୁତ ହୋଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କଟକ ରେଳଷ୍ଟେଶନର ପ୍ରସ୍ତାବିତ ନକ୍ସାର ୪ଟି ଫଟୋ ତାଙ୍କ ଟୁଇଟର ଆକାଉଣ୍ଟରେ ଶନିବାର ପୋଷ୍ଟ କରିବା ସହ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri