କଟକ

ଜଗବନ୍ଧୁଙ୍କ ପାଇଁ ବଢିଲା ଅଡୁଆ: ଆଗୁଆ ଜାମିନ୍‌ ଆବେଦନର ହେବନି ଶୁଣାଣି

କଟକ ଅଫିସ,୨୭।୧୦: ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କ ପାଇଁ ବଢିଲା ଅଡୁଆ। ଗିରଫ ପୂର୍ବରୁ ଆଗୁଆ ଜାମିନ୍‌ ଆବେଦନ କରିଥିବା ଜଗବନ୍ଧୁଙ୍କ ଶୁଣାଣି ଉପରେ ରୋକ ଲଗାଇଛନ୍ତି କୋର୍ଟ। ତାଙ୍କୁ ପୋଲିସ ଗିରଫ କରିସାରିଥିବାରୁ ଆବେଦନର ଶୁଣାଣି...

ଓଆରଏଚଡିସି ଦୁର୍ନୀତି ମାମଲା: ବିନୋଦ କୁମାରଙ୍କୁ ଅନ୍ତରୀଣ ଜାମିନ

କଟକ ଅଫିସ,୨୭।୧୦: ଓଆରଏଚଡିସି ଦୁର୍ନୀତି ମାମଲାରେ ପୂର୍ବତନ ଆଇଏଏସ୍‌ଅଧିକାରୀ ବିନୋଦ କୁମାରଙ୍କୁ ହାଇକୋର୍ଟ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଓଡ଼ିଶା ଗୃହ ନିର୍ମାଣ ଏବଂ ଉନ୍ନୟନ ନିଗମ ମାମଲାରେ ଭିଜିଲାନ୍ସ କୋର୍ଟ ବିଧାୟକ ମୋକିମଙ୍କୁ ୩ ବର୍ଷ ଜେଲ...

ସହକାରୀ ନିବନ୍ଧକଙ୍କୁ ଆକ୍ରମଣ: ସମିତି ସଭାପତି, ସମ୍ପାଦକ ଗିରଫ

ଆଠଗଡ, ୨୭ା୧୦(ସ୍ବ.ପ୍ର): ଆଠଗଡସ୍ଥିତ ସହକାରୀ ନିବନ୍ଧକ, ସମବାୟ ସମିତି କାର୍ଯ୍ୟାଳୟରେ ବ୍ୟାପକ ଭଙ୍ଗାରୁଜା ହେବା ସହିତ ସହକାରୀ ନିବନ୍ଧକ ଅଶୋକ କୁମାର ପାଣିଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ବଡ଼ମ୍ବା ବ୍ଲକ ଗୋପପୁର ସେବା ସମବାୟ ସମିତି ସମ୍ପାଦକ ସୂର୍ଯ୍ୟମଣି ସାମନ୍ତରାୟ...

ନକଲି ମେଡିସିନ କାରବାର ମାମଲା: ଆଉ ୨ ଗିରଫ, ୮୦୦୦ ନକଲି ବଟିକା ଜବତ

କଟକ ଅଫିସ,୨୭ା୧୦: ନକଲି ମେଡିସିନ କାରବାର ମାମଲାରେ କଟକ ପୁରୀଘାଟ ଥାନା ପୋଲିସ ପୁଣି ୨ ଜଣଙ୍କୁ ବୁଧବାର ଗିରଫ କରିଛି। ସେମାନେ ହେଲେ କ୍ୟାଲ ଏଜେନ୍ସିର ଶିବ କୁମାର କ୍ୟାଲ ଓ ମହାବୀର ପ୍ରସାଦ ରାଧେଶ୍ୟାମ ଏଜେନ୍ସିର ମହେନ୍ଦ୍ର...

ଆସନ୍ତାକାଲିଠାରୁ ନବମ ସମ୍ମେଟିଭ୍‌-୧ ପରୀକ୍ଷା

କଟକ ଅଫିସ,୨୬ା୧୦- ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ନବମ ଶ୍ରେଣୀ ସମ୍ମେଟିଭ ଆସେସ୍‌ମେଣ୍ଟ(ଏସ୍‌ଏ)-୧ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହୋଇ ଆସନ୍ତା ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟର ୫ ଲକ୍ଷ ୭୪ ହଜାର ୭୦୨ ଜଣ...

ପୂର୍ବତନ ଏଜି ଅଶୋକ ମହାନ୍ତିଙ୍କ ବଢ଼ିଲା ଅଡ଼ୁଆ

କଟକ ଅଫିସ,୨୬।୧୦: ପୂର୍ବତନ ଆଡ୍‌ଭୋକେଟ ଜେନେରାଲ ଅଶୋକ ମହାନ୍ତିଙ୍କ ପାଇଁ ବଢ଼ିଛି ଅଡୁଆ। ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ମାମଲାରୁ ତାଙ୍କୁ ବାଦ ଦେବାକୁ ସେ କରିଥିବା ଆବେଦନକୁ ବୁଧବାର ହାଇକୋର୍ଟ ଖାରଜ କରିଛନ୍ତି। ଏଣୁ ଏହି ମାମଲାରେ ସେ ବିଚାରର ସାମ୍ନା...

ବର୍ଷେ ଯାଏ ଗ୍ୟାଙ୍ଗଷ୍ଟର ସକିଲଙ୍କୁ ତଡ଼ିପାର ନିର୍ଦ୍ଦେଶ

କଟକ ଅଫିସ,୨୬।୧୦: ଗ୍ୟାଙ୍ଗଷ୍ଟର ସକିଲଙ୍କୁ ତଡ଼ିପାର ନିର୍ଦ୍ଦେଶ। ବିଭିନ୍ନ ଅପରାଧିକ କାର୍ଯ୍ୟକଳାପରେ ସାମିଲ ଥିବାରୁ ତାଙ୍କ ନିକଟକୁ ବର୍ଷେ ଲାଗି ତଡ଼ିପାର ନୋଟିସ ପଠାଇଛି କଟକ କମିଶନରେଟ ପୋଲିସ। ଏହା ଅନୁଯାୟୀ ଆଗାମୀ ଗୋଟିଏ ବର୍ଷ ପର୍ଯ୍ୟନ୍ତ ସକିଲ କମିଶନରେଟ...

ନକଲି ଔଷଧ କାରବାର ଘଟଣା: ୨ ଗିରଫ

କଟକ ଅଫିସ,୨୬।୧୦: କଟକରେ ନକଲି ଔଷଧ କାରବାର ଘଟଣାରେ ପୋଲିସ ବୁଧବାର ଦୁଇ ଜଣଙ୍କୁ ଗିରଫ କରିଛି। ପୂର୍ବରୁ ଗିରଫ ଦୁଇ ଡିଷ୍ଟ୍ରିବ୍ୟୁଟରଙ୍କ ଠାରୁ ଏମାନେ ଔଷଧ କିଣୁଥିଲେ । ପୂର୍ବରୁ ଏହି ମାମଲାରେ ୬ ଜଣଙ୍କୁ ପୋଲିସ ଗିରଫ...

ଓଆରଏଚଡିସି ଦୁର୍ନୀତି ମାମଲା: ପୀୟୁଷ ମହାନ୍ତିଙ୍କୁ ମିଳିଲା ଜାମିନ

କଟକ ଅଫିସ,୨୫।୧୦: ଓଆରଏଚଡିସି ଦୁର୍ନୀତି ମାମଲାରେ ପୀୟୁଷ ମହାନ୍ତିଙ୍କୁ ମିଳିଲା ଆଶ୍ୱସ୍ତି । କୋର୍ଟ ତାଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଓଡ଼ିଶା ଗୃହ ନିର୍ମାଣ ଏବଂ ଉନ୍ନୟନ ନିଗମ ମାମଲାରେ ଭିଜିଲାନ୍ସ କୋର୍ଟ ବିଧାୟକ ମୋକିମଙ୍କୁ ୩...

ମୁକ୍ତ, ଅବାଧ ନିର୍ବାଚନକୁ ଗୁରୁତ୍ୱ

କଟକ ଅଫିସ,୨୬।୧୦: ଆସନ୍ତା ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ। ଏଥିପାଇଁ ଡିଜିପି ସୁନୀଲ ବଂଶଲ ପୋଲିସ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ସ୍ବଚ୍ଛ, ମୁକ୍ତ, ଅବାଧ ନିର୍ବାଚନ ଉପରେ ଡିଜିପି ଗୁରୁତ୍ୱାରୋପ କରିଛନ୍ତି। ଆଦର୍ଶ ନିର୍ବାଚନ ଆଚରଣ ବିଧି କଡ଼ାକଡ଼ି ପାଳନ...

ଭୁବନେଶ୍ୱରକୁ ଲମ୍ବିଛି ନକଲି ସସ୍‌ର ଚେର

କଟକ ଅଫିସ/ ଭୁବନେଶ୍ୱର(ବ୍ୟୁରୋ),୨୩।୧୦: ନକଲି ସାମଗ୍ରୀ ପ୍ରସ୍ତୁତି ନେଇ କଟକ ପରେ ଏହାର ଚେର ଭୁବନେଶ୍ୱର ପର୍ଯ୍ୟନ୍ତ ଲମ୍ବିଥିବା ଜାଣିବାକୁ ମିଳିଛି। ଶନିବାର ମଲଗୋଦାମ ଥାନା ପୋଲିସ ମାଲ୍‌ଗୋଦାମରେ ଏକ ସସ୍‌ ଗୋଦାମରେ ଚଢ଼ାଉ କରିବାପରେ ଏହା ଭୁବନେଶ୍ୱରର ଏକ...

୧୦ ସରକାରୀ ମେଡିକାଲ କଲେଜରେ ୪୦୦ ଶିକ୍ଷକ ପଦବୀ ଖାଲି

କଟକ ଅଫିସ,୨୩।୧୦: ରାଜ୍ୟରେ ସରକାରୀ ମେଡିକାଲ କଲେଜ ସଂଖ୍ୟା ୧୦ରେ ପହଞ୍ଚିଛି। କିନ୍ତୁ ମେଡିକାଲ ପାଠ ପଢ଼ାଇବା ନିମନ୍ତେ ଆବଶ୍ୟକ ସଂଖ୍ୟକ ଶିକ୍ଷକ ପଦବୀ ଖାଲି ପଡ଼ିଛି। ସରକାର ନୂତନ ନିଯୁକ୍ତି ସହ ପଦୋନ୍ନତି ମାଧ୍ୟମରେ ଖାଲିଥିବା ଶିକ୍ଷକ ପଦ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri