କଟକ

ଏଥର ହେବ କଟକ ବାଲିଯାତ୍ରା

କଟକ ଅଫିସ,୧୩।୬: ଚଳିତ ବର୍ଷ ହେବ ପ୍ରସିଦ୍ଧ କଟକ ବାଲିଯାତ୍ରା। ଏ ନେଇ କଟକ ଜିଲାପାଳ ଭବାନୀ ଶଙ୍କର ଚଇନୀ ସୋମବାର ଏହି ଘୋଷଣା କରିଛନ୍ତି। କୋଭିଡ ଯୋଗୁ ଗତ ୨ ବର୍ଷ ହେଲା ବାଲିଯାତ୍ରାର ଆୟୋଜନ ହୋଇ ନଥିଲା।...

ମାହାଙ୍ଗା ଡବଲ ମର୍ଡର ଘଟଣା : ୨୦ସୁଦ୍ଧା ଷ୍ଟାଟସ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ

ସାଲେପୁର,୧୩।୬(ଡି.ଏନ୍‌.ଏ) ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ଘଟଣାରେ ସାଲେପୁର ଜେଏମ୍‌ଏଫସି ପୁଣି ଏକ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ମାସ ୨୦ତାରିଖ ସୁଧା ତଦନ୍ତ ଷ୍ଟାଟସ ରିପୋର୍ଟ ଦାଖଲ ସହ ତଦନ୍ତ କାହିଁକି ବିଳମ୍ବ ହେଉଛି କାରଣ ଦର୍ଶାଇବା ପାଇଁ...

ହାତୀ କଙ୍କାଳ ମିଳିବା ଘଟଣା: ତଦନ୍ତ ପରିସରଭୁକ୍ତ ହେବେ ଡିଏଫ୍‌ଓ

ଆଠଗଡ଼,୧୩।୬(ଡି.ଏନ୍‌.ଏ.): କଟକ ଜିଲା ଆଠଗଡ ବଡମ୍ବାରେ ମାଟି ତଳୁ ହାତୀ କଙ୍କାଳ ମିଳିବା ଘଟଣାରେ ଡିଏଫଓଙ୍କୁ ତଦନ୍ତ ପରିସରଭୁକ୍ତ କରାଯିବ । ଯଦି ଘଟଣାରେ ତାଙ୍କର କୌଣସି ହାତ ଥିବା ଜଣାପଡ଼େ ତେବେ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ବାରବାଟୀ ଲଢେଇ: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା

କଟକ ଅଫିସ୍‌,୧୨।୬: ଭାରତ ଏବଂ ଦକ୍ଷିଣ ଆଫିକା ମଧ୍ୟରେ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ରବିବାର କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି।...

ବାରବାଟୀ ଷ୍ଟାଡିୟମରେ ପହଞ୍ଚିଲେ ୨ ଦଳର ଖେଳାଳି

କଟକ ଅଫିସ୍‌,୧୨।୫: କଟକର ବାରବାଟୀ ଷ୍ଟାଡିୟମରେ ଆଜି ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ ଖେଳାଯିବ। ଏଥିପାଇଁ ଉଭୟ ଦଳର ଖେଳାଳି ମେ’ ଫେୟାର ହୋଟେଲୁ ବାହାରି ଷ୍ଟାଡିୟମରେ ପହଞ୍ଚିଛନ୍ତି। କଡ଼ା ସୁରକ୍ଷା ମଧ୍ୟରେ ଉଭୟ...

ଅପରାହ୍ନ ୩ଟାରୁ ଖୋଲାଯିବ ବାରବାଟୀ ଗେଟ୍‌, ଜାଲ ଟିକେଟ ଧରାପଡ଼ିଲେ କାର୍ଯ୍ୟାନୁଷ୍ଠାନ

କଟକ ଅଫିସ,୧୨।୬: ଭାରତ- ଦକ୍ଷିଣ ଆଫ୍ରିକା ମଧ୍ୟରେ ରବିବାର ଦ୍ୱିତୀୟ ଟି-୨୦ ମୁକାବିଲା ଖେଳାଯିବ। ଏହି ମ୍ୟାଚ ଦେଖିବା ପାଇଁ ଅପରାହ୍ନ ୩ଟାରୁ ବାରବାଟୀ ଷ୍ଟାଡିୟମ୍‌ର ସମସ୍ତ ଗେଟ ଖୋଲାଯିବ। ଟିକେଟ୍‌ରେ ଉଲ୍ଲେଖ ଥିବା ଗେଟ୍‌ ନଂ ଅନୁସାରେ ଦର୍ଶକ...

ଆଜି ବାରବାଟୀରେ ପ୍ରାକ୍ଟିସ୍‌ କରିବେ ଖେଳାଳି

କଟକ ଅଫିସ,୧୧।୬: ବାରବାଟୀରେ ଖେଳାଯିବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍‌ ପାଇଁ ଶନିବାର ଉଭୟ ଦଳ ବାରବାଟୀ ଯାଇ ନେଟ ପ୍ରାକ୍ଟିସ୍‌ କରିବେ। ଦିନ ୧ଟାରୁ ଅପରାହ୍ନ ୪ଟା ଯାଏ ଦକ୍ଷିଣ-ଆଫ୍ରିକା ଦଳ ଅଭ୍ୟାସ କରିବେ। ପରେ ୫ଟାରୁ...

ଖେଳ ଶେଷ ପର୍ଯ୍ୟନ୍ତ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

କଟକ ଅଫିସ, ୧୧ା୬: କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ୧୨ ତାରିଖରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ କ୍ରିକେଟ୍‌ ମ୍ୟାଚ୍‌ ଖେଳାଯିବ। ଏନେଇ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ଡିଜିପି ସୁନୀଲ ବଂଶଲଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଶୁକ୍ରବାର...

ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବାକୁ ଡିଜିପିଙ୍କ ଗୁରୁତ୍ୱ

କଟକ ଅଫିସ, ୧୧ା୬: ଆସନ୍ତା ୧୪ ତାରିଖରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବ। ଏଥିପାଇଁ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ଡିଜିପି ସୁନୀଲ ବଂଶଲଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ରୀତିନୀତି...

ମାସ୍କ ନ ଥିଲେ ଦର୍ଶକଙ୍କୁ ବାରବାଟୀ ଷ୍ଟାଡିୟମ ମନା

କଟକ ଅଫିସ, ୧୦।୬: କଟକସ୍ଥିତ ବାରବାଟୀ ଷ୍ଟାଡିୟମରେ ଟି-୨୦ ମ୍ୟାଚ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏ ନେଇ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ତେବେ ମାସ୍କ ନ ଥିଲେ...

ବହିଷ୍କୃତ ହେଲେ ଭିଜିଲାନ୍ସ ଇନ୍ସପେକ୍ଟର

କଟକ ଅଫିସ,୧୦।୬: ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନାଙ୍କୁ ଶୁକ୍ରବାର ଚାକିରିରୁ ବହିଷ୍କାର କରାଯାଇଛି । ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ମାନସୀଙ୍କୁ ଚାକିରିରୁ ବହିଷ୍କୃତ କରିଛନ୍ତି । ଲାଞ୍ଚ ନେବା ମାମଲାରେ ଗିରଫ ହୋଇ ବର୍ତ୍ତମାନ ସେ ଜେଲରେ...

ବାରବାଟୀରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

କଟକ ଅଫିସ,୧୦।୬: ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ ଡିଜିପିି ସୁନୀଲ ବଂଶଲ।ତାଙ୍କ ସହ ପୋଲିସ କମିଶନର, ଆଇନଶୃଙ୍ଖଳା ଏଡିଜି, କଟକ ଡିସିପି ପିନାକ ମିଶ୍ର ମଧ୍ୟ ଉପସ୍ଥିତ ଥିଲେ । ସୁରକ୍ଷା ବ୍ୟବସ୍ଥାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri