କଟକ

ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଜବତ, ହତ୍ୟା ସନ୍ଦେହ

ଚୌଦାର,୧ା୬(ଡି.ଏନ୍‌.ଏ): ୫୫ନଂ. ଜାତୀୟ ରାଜପଥ ଚୌଦାର ନୁନଟିକିରି ଛକ ନିକଟରେ ଏକ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଚୌଦାର ପୋଲିସ ଜବତ କରିଛି। ମୃତକ ହେଲେ ଚୌଦାର ଓଟିଏମ୍‌ କଲୋନୀର ଲୋକନାଥ ବିଶ୍ୱାଳ। ଲୋକନାଥ ପେସାରେ ଜଣେ ଅଟୋ ଡ୍ରାଇଭର।...

ଅଭିଯୁକ୍ତଙ୍କୁ ଯାବଜ୍ଜୀବନ କାରାଦଣ୍ଡ

କଟକ ଅଫିସ୍‌,୧।୬: ଜଣେ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଏବଂ ପରେ ଅପହରଣ କରି ଗର୍ଭପାତ ପାଇଁ ଉଦ୍ୟମ କରିବା ମାମଲାର ବିଚାର କରି କଟକ ସ୍ବତନ୍ତ୍ର ପୋକ୍‌ସୋ ଅଦାଲତ ମଙ୍ଗଳବାର ଅଭିଯୁକ୍ତଙ୍କୁ ଯାବଜ୍ଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହିତ ପୀଡ଼ିତା...

ଗରିବଙ୍କ କଲ୍ୟାଣ ମୋଦି ସରକାରଙ୍କ ମୂଳ ଲକ୍ଷ୍ୟ: ଧର୍ମେନ୍ଦ୍ର

ମାହାଙ୍ଗା,୧ା୬(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ବ୍ଳକ ଅନ୍ତର୍ଗତ ବରାହିପୁରଠାରେ ଭାଜପା ପକ୍ଷରୁ ଗରିବ କଲ୍ୟାଣ ସମ୍ମିଳନୀ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତାବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ କହିଥିଲେ, ଗରିବ ଲୋକଙ୍କ ଆଶୀର୍ବାଦରେ...

ଟି-୨୦ ଲାଗି ଜୁନ୍‌ ୧ରେ ଅନ୍‌ଲାଇନ ଟିକେଟ୍‌ ବୁକିଂ

କଟକ ଅଫିସ,୩୦।୫: ବାରବାଟୀ ଟି-୨୦ ପାଇଁ ଆସନ୍ତା ଜୁନ୍‌ ୧ରେ ଅନ୍‌ଲାଇନରେ ଟିକେଟ୍‌ ବୁକିଂ ଆରମ୍ଭ ହେବ। ଏ ନେଇ ଓସିଏ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି। ଏହି ବୁକିଂ ପେଟିଏମ୍‌ ଇନ୍‌ସାଇଡର ଆପ୍‌ ଏବଂ ପେଟିଏମ୍‌ ଆପ୍‌ ଦ୍ୱାରା...

ରେଭେନ୍‌ଶାରେ ମୃତ୍ତିକାବିହୀନ ଫୁଲଚାଷ

କଟକ ଅଫିସ,୩୦ା୫: ଜନସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଲୋକମାନେ ରହିବା ପାଇଁ ବାସୋପଯୋଗୀ ଜମି ବ୍ୟତୀତ ଚାଷଜମିରେ ଘର କରୁଥିବା ଦେଖିବାକୁ ମିଳୁଛି। ଏଥିଯୋଗୁ ଚାଷ ପାଇଁ ଜମିର ଅଭାବ ଦେଖାଦେଲାଣି। କମ୍‌ ଜାଗାରେ କିଭଳି ଅଧିକ ଉତ୍ପାଦନ କରାଯାଇପାରିବ...

ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ନିର୍ଦ୍ଦିଷ୍ଟ ସ୍ଥାନରେ ପୋଷ୍ଟିଂ ପାଇଁ ଚାପ ପକାଇପାରିବେନି କର୍ମଚାରୀ

କଟକ ଅଫିସ୍‌,୩୦।୫: କୌଣସି ନିର୍ଦ୍ଦିଷ୍ଟ ସ୍ଥାନରେ ପୋଷ୍ଟିଂ ପାଇଁ ଚାପ ପକାଇବା ଏବଂ ବଦଳି ହେବାକୁ ନ ଚାହିଁବାର ଆଇନଗତ କିମ୍ବା ବୈଧାନିକ ଅଧିକାର ସରକାରୀ କର୍ମଚାରୀଙ୍କର ନାହିଁ। ପଦୋନ୍ନତି ପାଇ ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଅବସ୍ଥାପିତ ହେବାକୁ ଚାହୁଁ...

କଟକରେ ଗୁପ୍‌ଚୁପ୍‌ ଖାଉଛନ୍ତି କି? ଚଢ଼ାଉରେ ଜଣାପଡ଼ିଲା ଏପରି…

କଟକ ଅଫିସ,୨୮।୫: ସୁଆଦିଆ ଗୁପଚୁପ୍‌ ଭାବି ଗ୍ରାହକ ଖାଉଥିଲେ। ହେଲେ ଅସ୍ବାସ୍ଥ୍ୟକର ପରିବେଶରେ ଏସବୁ ତିଆରି ହେଉଥିଲା। ଗୁପଚୁପ୍‌ପ୍ରେମୀ ଏଗୁଡ଼ିକ ଖାଇ ଝାଡ଼ାବାନ୍ତିରେ ପଡ଼ୁଥିଲେ। ଏନେଇ ଅଭିଯୋଗ ଆସିବା ପରେ ଶନିବାର କଟକ ବାଦାମବାଡ଼ିର ଶଙ୍କରପୁର ଅଞ୍ଚଳର ନାକେଇ ପଡ଼ିଆରେ...

କଟକରେ ଦୂଷିତ ଖାଦ୍ୟକୁ ନେଇ ଚିନ୍ତା: ଗୁପଚୁପ୍‌ ପଟିରେ ଚଢ଼ାଉ

କଟକ ଅଫିସ,୨୮।୫: ନକଲି ହବ୍‌ କଟକରେ ଏବେ ଦୂଷିତ ଖାଦ୍ୟକୁ ନେଇ ଚିନ୍ତା। ଖାଲି ସାଧାରଣ ଲୋକ ନୁହଁନ୍ତି, ଏ ନେଇ ପ୍ରଶାସନର ମୁଣ୍ଡବିନ୍ଧିବାର କାରଣ ହୋଇଛି। ଦୂଷିତ ପରିବେଶରେ ଗୁପଚୁପ ପ୍ରସ୍ତୁତି ବେଳେ ଶନିବାର ସିଏମ୍‌ସି ପକ୍ଷରୁ ଚଢ଼ାଉ...

ସକ୍ରିୟ, ସଜାଗ ରହିବାକୁ ଡିଜିପିଙ୍କ ନିର୍ଦ୍ଦେଶ

କଟକ ଅଫିସ, ୨୮ା୫: ଜୁଲାଇ ୧ ତାରିଖରେ ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ପରମ୍ପରା ଅନୁଯାୟୀ ଶ୍ରୀଜୀଉଙ୍କ ରୀତିନୀତି ବିଭିନ୍ନ ତାରିଖରେ ପାଳନ କରାଯିବ। ଗୁରୁତ୍ୱପୂର୍ଣ୍ଣ ରୀତିନୀତି ମଧ୍ୟରେ ଜୁନ୍‌ ୨୯ ତାରିଖରେ ନବଯୌବନ ଦର୍ଶନ, ଜୁଲାଇ ୧ ତାରିଖରେ ରଥଯାତ୍ରା,...

କଟକରେ ପୁଣି ନକଲ କୋଲ୍‌ଡଡ୍ରିଙ୍କ୍ସ

କଟକ ଅଫିସ, ୨୭।୮: କଟକରେ ପୁଣି ନକଲି ଜିନିଷ ଜବତ କରାଯାଇଛି। କଟକ ଜଗତପୁରରେ ନକଲି କୋଲ୍‌ଡଡ୍ରିଙ୍କ୍ସ ଫ୍ୟାକ୍ଟ୍ରି ଠାବ ହୋଇଛି। ସିଏମ୍‌ସି ସ୍ବାସ୍ଥ୍ୟ ବିଭାଗ ଓ ଜଗତପୁର ପୋଲିସ ପକ୍ଷରୁ ମିଳିତ ଭାବେ ଫ୍ୟାକ୍ଟ୍ରି ଉପରେ ଚଢ଼ାଉ କରାଯାଇଥିଲା।...

ଓଡ଼ିଶା ସମେତ ୬ ହାଇକୋର୍ଟର ବିଚାରପତିଙ୍କ ବଦଳି

ନୂଆଦିଲ୍ଲୀ/କଟକ ଅଫିସ,୨୭।୫: ୬ ହାଇକୋର୍ଟର ବିଚାରପତିଙ୍କ ବଦଳି କରାଯାଇଛି। ସୁପ୍ରିମକୋର୍ଟଙ୍କ କଲେଜିୟମଙ୍କ ନିଷ୍ପତି କ୍ରମେ ଶୁକ୍ରବାର ଏହି ଅଦଳବଦଳ ହୋଇଛି। ଏ ନେଇ ସୁପ୍ରିମକୋର୍ଟଙ୍କ କଲେଜିୟମ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । କୋଲକାତା ହାଇକୋର୍ଟକୁ ଓଡିଶା ହାଇକୋର୍ଟର ବିଚାରପତି...

ଆଜି ବର୍ଷାଙ୍କ ଆବେଦନ ଶୁଣାଣି

କଟକ ଅଫିସ,୨୭ା୫: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଅଭିନେତା ଅନୁଭବ ମହାନ୍ତିଙ୍କ ବିବାଦ ତୁଟୁନି। ଶୁକ୍ରବାର ବର୍ଷାଙ୍କ ଆବେଦନର ଶୁଣାଣି କରିବେ ହାଇକୋର୍ଟ। ସୋସିଆଲ ମିଡିଆରେ ବର୍ଷାଙ୍କ ସମ୍ମାନ ହାନି ହେଉଥିବା ନେଇ ଅଭିଯୋଗ ଆଣିଛନ୍ତି ବର୍ଷା। ସୂଚନାଯୋଗ୍ୟ, ପୁରୀଘାଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri