କଟକ

‘ନକାରାତ୍ମକ ମନୋଭାବର ପ୍ରତିଫଳନ’

କଟକ ଅଫିସ,୨୦ା୫: ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ସ୍ଥାପନ ନେଇ ଦୀର୍ଘ ବର୍ଷ ଧରି ଦାବି ହୋଇଆସୁଥିବାବେଳେ ଏବେ ହାଇକୋର୍ଟ ବାର୍‌ ଆସୋସିଏଶନ ଏହାକୁ ବିରୋଧ କରିବା ଘଟଣା ନୂଆ ମୋଡ଼ ନେଇଛି। ହାଇକୋର୍ଟ ବାର୍‌...

ପୂର୍ଣ୍ଣ ଦର୍ଶକରେ ବାରବାଟୀ ମ୍ୟାଚ୍‌

କଟକ ଅଫିସ,୧୯।୫: ପୂର୍ଣ୍ଣ ଦର୍ଶକୀୟ ’କ୍ଷମତାରେ ବାରବାଟୀ କ୍ରିକେଟ୍‌ ମ୍ୟାଚ୍‌ ଖେଳାଯିବ। ଏ ନେଇ ଗୁରୁବାର ବିସିସିଆଇ ପକ୍ଷରୁ ଅନୁମତି ମିଳିଛି। ଜୁନ୍‌ ୧୨ରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍‌ ହେବ। କରୋନା ସଂକ୍ରମଣକୁ ନେଇ ବିସିସିଆଇ ପକ୍ଷରୁ...

ରେଭେନ୍ସା ଛାତ୍ରସଂଘ-କର୍ତ୍ତୃପକ୍ଷ ମୁହାଁମୁହିଁ

କଟକ ଅଫିସ,୧୯ା୫: ଗେଟ୍‌ ବିବାଦକୁ ନେଇ ରେଭେନ୍ସାରେ ଛାତ୍ରସଂଘ ଏବଂ କର୍ତ୍ତୃପକ୍ଷ ମୁହାଁମୁହିଁ ହୋଇଛନ୍ତି। ବହୁଥର ଆଲୋଚନା ପରେ କର୍ତ୍ତୃପକ୍ଷ ଦାବିକୁ ମାନି ନ ନେବାରୁ ପୁଣି ଆନ୍ଦୋଳନକୁ ଓହ୍ଲାଇଛି ଛାତ୍ରସଂଘ। ବୁଧବାର ସନ୍ଧ୍ୟାରୁ ମହାବିଦ୍ୟାଳୟ ୨ ନଂ ମୁଖ୍ୟ...

ଗ୍ରାମାଞ୍ଚଳରେ ଟମାଟୋ ଫ୍ଲୁ’

ସାଲେପୁର,୧୯।୫(ଡି.ଏନ୍‌.ଏ.): ସହରାଞ୍ଚଳ ପରେ ଏବେ ଗ୍ରାମାଞ୍ଚଳର ଶିଶୁମାନଙ୍କ ଠାରେ ଟମାଟୋ ଫ୍ଲୁ’ ରୋଗ ଦେଖିବାକୁ ମିଳୁଛି। ଗତ କିଛି ଦିନ ହେବ ସାଲେପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିୟମିତ ୧୦ରୁ ଊର୍ଦ୍ଧ୍ୱ ଶିଶୁରୋଗୀ ଆସୁଛନ୍ତି। ବିଶେଷକରି ୫ବର୍ଷରୁ କମ୍‌ ବୟସର ଶିଶୁମାନଙ୍କ...

କିଡ୍‌ନୀ ଦେଇ ୨ଜଣଙ୍କୁ ବଞ୍ଚାଇଲେ ‘ସିଦ୍ଧି’

ଭୁବନେଶ୍ୱର (ବ୍ୟୁରୋ) /କଟକ ଅଫିସ/ ଭଞ୍ଜନଗର (ଡି.ଏନ୍‌.ଏ.),୧୮।୫: ନିଜେ ସିନା ଚାଲିଗଲେ କିନ୍ତୁ କିଡ୍‌ନୀ ଦାନ କରି ବଞ୍ଚାଇ ଦେଲେ ଆଉ ଦୁଇଜଣଙ୍କ ଜୀବନ। ଦଶମ ଶ୍ରେଣୀର ଛାତ୍ରୀ ସିଦ୍ଧି ସମୃଦ୍ଧିଙ୍କ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ଘଟିଥିଲା।...

ଡିିଭାଇଡରରେ ପିଟି ହୋଇ ଓଲଟିଲା କାର୍‌

ଫୁଲନଖରା,୧୭।୫:(ଡି.ଏନ୍‌.ଏ): କଟକ ଭୁବନେଶ୍ୱର ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ଛକ ନିକଟରେ ମଙ୍ଗଳବାର ଦୁର୍ଘଟଣା ଘଟିଛି। କଟକରୁ ଭୁବନେଶ୍ୱର ଆସୁଥିବା କାର ନଂ (ଓଡିି ୦୨ ବିଏଲ ୮୬୪୩ )ଦୁର୍ଘଟଣା ହୋଇ ରାସ୍ତା କଡ଼ ଡିିଭାଇଡରରେ ପିଟି ହୋଇ...

କୋର୍ଟରେ ହାଜର ହେଲେ ଡି ବ୍ରଦର୍ସ

କଟକ ଅଫିସ,୧୭।୫ : ଡି ବ୍ରଦର୍ସ ସୁଶୀଲ ଓ ସୁଶାନ୍ତ ଧଳସାମନ୍ତ ମଙ୍ଗଳବାର କୋର୍ଟରେ ହାଜର ହୋଇଛନ୍ତି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ଉଭୟଙ୍କୁ କଟକ ଜିଲା ଓ ଦୌରାଜଜ କୋର୍ଟରେ ହାଜର କରାଯାଇଛି। ସୂଚନାନୁଯାୟୀ, ଦିପୁ -ଓମ ହତ୍ୟା...

ବଦଳିଲେ ମାହାଙ୍ଗା ଥାନା ଅଧିକାରୀ

ନିଶ୍ଚିନ୍ତକୋଇଲି,୧୬ା୫(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧିକାରୀ ନୀହାର ରଞ୍ଜନ ମହାନ୍ତିଙ୍କୁ ରବିବାର ଗ୍ରାମାଞ୍ଚଳ ଏସ୍‌ପିଙ୍କ କାର୍ଯ୍ୟାଳୟକୁ ବଦଳି କରିଦିଆଯାଇଛି। ସେ ଦୀର୍ଘଦିନ ହେବ ନେମାଳ ଓ ପରେ ମାହାଙ୍ଗା ଥାନା ଅଧିକାରୀଭାବେ କାର୍ଯ୍ୟ କରି ଆସୁଥିଲେ। ତାଙ୍କ ସ୍ତ୍ରୀ...

ଶୁଖିଲା ପଡୁଛି ଓଭରହେଡ୍‌ ପାଣି ଟାଙ୍କି

କଟକ ସଦର,୧୫ା୫(ଡି.ଏନ୍‌.ଏ.): ଗ୍ରୀଷ୍ମପ୍ରବାହ ଯୋଗୁ କଟକ ସଦର ବ୍ଲକ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌ ଜାରି ରହିଛି। ଏଥିଯୋଗୁ ନିର୍ଦ୍ଧାରିତ ସମୟରେ ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପଗୁଡ଼ିକ ଚାଲିପାରୁନାହିଁ। ଫଳରେ ଲୋକମାନେ ପିଇବା ପାଣି ପାଇପାରୁନାହାନ୍ତି। ଏହାକୁ ନେଇ ସେମାନଙ୍କ...

ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତିଙ୍କ ପରଲୋକ

କଟକ ଅଫିସ,୧୪।୫: ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ପୂର୍ଣ୍ଣଚନ୍ଦ୍ର ମିଶ୍ରଙ୍କର ଶନିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା। ତେବେ ବୟସାଧିକ କାରଣରୁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୧୯୮୩ ମସିହାରୁ...

୨୦ରୁ ‘ଜାତୀୟ ଆଦିବାସୀ ମେଳା’

କଟକ ଅଫିସ, ୧୩ା୫- କଟକ ବାଲିଯାତ୍ରା ଉପର ପଡ଼ିଆରେ ଆସନ୍ତା ୨୦ରୁ ୩୦ ତାରିଖ ପର୍ଯ୍ୟନ୍ତ ଜାତୀୟ ଆଦିବାସୀ ମେଳା ଅନୁଷ୍ଠିତ ହେବ। ଏହି ମେଳା ସା-ପରିଚୟ ଫାଉଣ୍ଡେଶନ ପକ୍ଷରୁ ପ୍ରଥମଥର ପାଇଁ କଟକରେ ଆୟୋଜନ କରାଯାଉଛି। ଏଥିରେ ୧୨୦ରୁ...

ମେ’ ୨୧ରୁ ମାଟ୍ରିକ ଖାତା ଦେଖା, ୫୮ କେନ୍ଦ୍ରରେ ଦେଖାଯିବ ଖାତା

କଟକ ଅଫିସ,୧୩।୫ : ସଂସ୍କୃତ ମଧ୍ୟମା ଓ ଷ୍ଟେଟ ଓପନ ସ୍କୁଲ ମାଟ୍ରିକ ପରୀକ୍ଷା ଖାତା ଦେଖା ମେ ୨୧ ତାରିଖରୁ ଆରମ୍ଭ ହେବ । ୧୦ରୁ ୧୨ ଦିନ ଭିତରେ ଅର୍ଥାତ ଚଳିତ ମାସ ଶେଷ ସୁଦ୍ଧା ଖାତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri