କଟକ

ପଥରରେ ଛେଚି ମହିଳାଙ୍କୁ ହତ୍ୟା

ଫୁଲନଖରା,୫।୪:(ଡି.ଏନ୍‌.ଏ.): କଟକ ସଦର ଥାନା ଅଧୀନ ଅରିଲୋ ମେଳନ ପଡ଼ିଆରୁ ପୋଲିସ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି। ସେ ହେଲେ ଅରିଲୋ ଗ୍ରାମର ହେମଲତା ପାଣିଗ୍ରାହୀ(୫୧)। ମିଳିଥିବା ସୂଚନା ମୁତାବକ, ହେମଳତାଙ୍କ ସ୍ବମୀ ଭୀମସେନ ପାଣିଗ୍ରାହୀ ଓ ପୁଅ...

୧୦୬ ଏମରଜେନ୍ସି ରେସପନ୍ସ ଗାଡ଼ିର ଶୁଭାରମ୍ଭ

କଟକ ଅଫିସ,୫ା୪: ରାଜ୍ୟରେ ଜରୁରିକାଳୀନ ସେବା ଭିତ୍ତିଭୂମିରେ ଉନ୍ନତି ଆଣିବା ଲାଗି ରାଜ୍ୟ ସରକାରଙ୍କ ସହିତ ଓଡ଼ିଶା ପୋଲିସର ମିଳିତ ଆନୁକୂଲ୍ୟରେ ରାଜ୍ୟରେ ଏମରଜେନ୍ସି ରେସପନ୍ସ ଭେହିକଲ(ଇଆର୍‌ଭି)ର ଶୁଭାରମ୍ଭ କରାଯାଇଛି। ଏ ନେଇ କଟକସ୍ଥିତ ଓଏସ୍‌ଏପି ୬ଷ୍ଠ ବାଟାଲିୟନ ଗ୍ରାଉଣ୍ଡଠାରେ...

ସିବିଆଇ ତଦନ୍ତ ଦାବିରେ ଜନସ୍ବାର୍ଥ ମାମଲା

କଟକ ଅଫିସ/ଆସିକା, ୫ା୪:(ଡି.ଏନ୍‌.ଏ):ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଆଇଆଇସି ଦେବ କୁମାର ଗମାଙ୍ଗଙ୍କ ମୃତ୍ୟୁର ରହସ୍ୟ ଉପରୁ ଏପର୍ଯ୍ୟନ୍ତ ପରଦା ହଟିପାରିନାହିଁ। ଏପରି ସ୍ଥିତିରେ ସିବିଆଇ ତଦନ୍ତ ଦାବିରେ ସୋମବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର ହୋଇଛି। ଭାରତୀୟ...

ଆମ ସ୍କୁଲରେ ହିଁ ପରୀକ୍ଷା ଦେବୁ

ସାଲେପୁର,୪।୪(ଡି.ଏନ୍‌.ଏ.): କଟକ ଜିଲା ସାଲେପୁର ବ୍ଲକ ଅଧୀନ ଓଡାସିଂହ ପଞ୍ଚାୟତ ସ୍ଥିତ ଯତୀନ୍ଦ୍ରନାଥ ସରକାରୀ ଉଚ୍ଚ ବିଦ୍ୟାଳୟକୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା କେନ୍ଦ୍ରରୁ ବଞ୍ଚିତ କରାଯାଇଛି। ଏହାର ପ୍ରତିବାଦରେ ସୋମବାର ଛାତ୍ରୀଛାତ୍ର ଏବଂ ଅଭିଭାବକ ବିଦ୍ୟାଳୟ ସମ୍ମୁଖ ଫାଟକରେ...

ପୋଲିସକୁ ମାମୁ ଡାକିବାରୁ ଛାତ୍ରଙ୍କୁ ମାଡ଼

ନିଶ୍ଚିନ୍ତକୋଇଲି,୩।୪(ସ୍ବ.ପ୍ର.): ପୋଲିସକୁ ମାମୁ ଡାକିବା ଜଣେ ପଞ୍ଚମ ଶ୍ରେଣୀ ଛାତ୍ରଙ୍କୁ ମହାଙ୍ଗା ପଡ଼ିଛି। ଏନେଇ ତାଙ୍କୁ ଜଣେ ପୋଲିସ ଅଧିକାରୀ ନିସ୍ତୁକ ମାଡ଼ ମାରିଛନ୍ତି। ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ରାସ୍ତାରୋକୋ କରାଯାଇଥିଲା।କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଏଏସ୍‌ଆଇ...

ଶର୍ମିଷ୍ଠାଙ୍କୁ ସ୍ପଟ୍‌କୁ ନେଲା କ୍ରାଇମବ୍ରାଞ୍ଚ, ହୋଇପାରେ ସିନ୍‌ ରିକ୍ରିଏଶନ

କଟକ ଅଫିସ,୧ା୪: କ୍ୟାମେରାମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିବାର ଆଜି ହେଉଛି ଚତୁର୍ଥ ଦିନ। ହତ୍ୟାରେ ବ୍ୟବହୃତ ସାମଗ୍ରୀ ଜବତ ହୋଇ ସାରିଥିବା ବେଳେ ଯେଉଁ ମେମୋରି ଚିପ ପାଇଁ ହତ୍ୟାକାଣ୍ଡ ହୋଇଥିବା ଆଲୋଚନା...

ଶର୍ମିଷ୍ଠା ମାନିଲେନି, ରଞ୍ଜନ ସତ କହିଲେ

ଭୁବନେଶ୍ୱର(ବ୍ୟୁରୋ)/କଟକ(ଅଫିସ୍‌) ୧।୪: ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ପ୍ରତିଦିନ ନୂଆ ତଥ୍ୟ ଆସିବାରେ ଲାଗିଛି। ୫ ଦିନିଆ ରିମାଣ୍ଡରେ ଆସିଥିବା ୪ ଅଭିଯୁକ୍ତଙ୍କୁ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ପଚରାଉଚରା ଜାରି ରଖିଛି। ତେବେ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ...

ଏସ୍‌ସିବିରେ ପୂର୍ବତନ ବିଧାୟକ ଜାକବଙ୍କ ଶରୀରରେ ଅସ୍ଥିମଜ୍ଜା ପ୍ରତିରୋପଣ

କଟକ ଅଫିସ,୩୧।୩: ଏସ୍‌ସିବି ମେଡିକାଲ କଲେଜରେ ବୁଧବାର ଜି.ଉଦୟଗିରି ପୂର୍ବତନ ବିଧାୟକ ଜାକବ ପ୍ରଧାନଙ୍କ ଶରୀରରେ ୧୦୦ତମ ଅସ୍ଥିମଜ୍ଜା ପ୍ରତିରୋପଣ କରାଯାଇଛି। ସେ ରକ୍ତକର୍କଟ ରୋଗ ସହ ଏକାଧିକ ରୋଗରେ ଆକ୍ରାନ୍ତ ଥିବାରୁ ଗତ ୧୫ ତାରିଖରେ ସେ ଏସ୍‌ସିବି...

ପୋଲିସକୁ ଭୁଆଁ ବୁଲାଇଥିଲେ ଶର୍ମିଷ୍ଠା

ଭୁବନେଶ୍ୱର,(ବ୍ୟୁରୋ)/ କଟକ ଅଫିସ, ୩୧।୩: ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଜେଲ ଯାଇ ୫ ଦିନିଆ ରିମାଣ୍ଡରେ ଆସିଥିବା ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ, ନିରଞ୍ଜନ ସେଠୀ, ଝୁନା ଭୋଇ ଓ ରଞ୍ଜନ ନାୟକଙ୍କୁ କ୍ରାଇମବ୍ରାଞ୍ଚ ମାରାଥନ୍‌...

ଜମି ପଟ୍ଟାରେ ସଅର କାଟି ଶବର ଲେଖାଯାଉ

କଟକ ଅଫିସ,୩୧।୩: ଜମି ପଟ୍ଟାରେ ଶବର ଲେଖାଯିବା ପରିବର୍ତ୍ତେ ସଅର ଲେଖାଯାଇଛି। ରାଜ୍ୟ ସରକାରଙ୍କ ଏପରି ଭୁଲ୍‌ ଯୋଗୁ ଗରିବ ଆଦିବାସୀ ସେମାନଙ୍କ ଅଧିକାରରୁ ବଞ୍ଚିତ ହେଉଛନ୍ତି। ଏହାକୁ ବିରୋଧ କରି ବୁଧବାର ଇଂ. ଦେବାଶିଷ ହୋତାଙ୍କ ନେତୃତ୍ୱରେ ଢେଙ୍କାନାଳ...

କାଠଯୋଡ଼ିିକୁ ପ୍ରଦୂଷିତ ପାଣି ଛାଡ଼ ନାହିଁ: ହାଇକୋର୍ଟ

କଟକ ଅଫିସ,୨୯ା୩:ଖାନ୍‌ନଗରଠାରେ କାଠଯୋଡ଼ି ନଦୀରେ ମିଶୁଥିବା ପ୍ରଦୂଷିତ ଜଳକୁ ବନ୍ଦ କରିବାକୁ ହାଇକୋର୍ଟ ସୋମବାର କଟକ ମହାନଗର ନିଗମ(ସିଏମ୍‌ସି)କୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଆର୍‌.କେ. ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ଉପରୋକ୍ତ...

ବିଜେଡିରେ ଯୋଗ ଦେଲେ ସ୍ବାଧୀନ କର୍ପୋରେଟର

କଟକ ଅଫିସ, ୨୮।୩(ବ୍ୟୁରୋ): କଟକ ମହାନଗର ନିଗମର ସ୍ବାଧୀନ କର୍ପୋରେଟର ସୋମବାର ବିଜେଡିରେ ଯୋଗଦେଇଛନ୍ତି। ସିଏମ୍‌ସି ୩୧ ନମ୍ବର ୱାର୍ଡର ସ୍ବାଧୀନ କର୍ପୋରେଟର ପ୍ରାର୍ଥୀ ପଦ୍ମିନୀ ସାହୁ ବିଜୟୀ ହେବା ପରେ ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri