କଟକ

କେଉଁ ମାନଙ୍କ ପାଇଁ ଅଭାବ ହେବ ଜେଲ୍‌ର କୋଠରୀ: କାହାକୁ ଅଳିଆ କହିଲେ ଭର୍ତ୍ତୃହରି

ନିଶ୍ଚିନ୍ତକୋଇଲି,୧୯।୭(ଅଶୋକ କୁମାର ମହାପାତ୍ର):ରତ୍ନଭଣ୍ଡାର ପ୍ରସଙ୍ଗକୁ ନେଇ ବିଜେଡି ସରକାରଙ୍କୁ ଏମ୍‌ପି ଭର୍ତ୍ତୃହରି ମହତାବ ଟାର୍ଗେଟ କରିଛନ୍ତି। କଟକ ଜିଲା ନିଶ୍ଚିନ୍ତକୋଇଲି ଅହମ୍ମଦ ବକ୍ସ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ରତ୍ନଭଣ୍ଡାର ପ୍ରସଙ୍ଗ ଉଠାଇ ସେ ବିଜେଡି ସରକାର...

କାଉଡ଼ିଆଙ୍କ ପାଇଁ କଟକଣା: ଧବଳେଶ୍ୱର ପୀଠକୁ ଆଣିପାରିବେନି ପ୍ଲାଷ୍ଟିକ୍‌ ସାମଗ୍ରୀ

କଟକ,୧୮ା୭: ଆସୁଛି ଶ୍ରାବଣ ସୋମବାର। ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରରେ କାଉଡ଼ିଆଙ୍କ ଭିଡ଼ ଲାଗିବ। ଏହା ପୂର୍ବରୁ ଦେବୋତ୍ତର ବିଭାଗ ଓ ପୂଜକ କମିଟି ବୈଠକରେ କଡ଼ା ନିଷ୍ପତ୍ତି ନିଆଯାଇଛି। କାଉଡ଼ିଆମାନେ କେବଳ ମାଟି ଓ ପିତ୍ତଳ କଳସ ଆଣି ଜଳ...

ଏସ୍‌ସିବି ମେଡିକାଲରେ ଭର୍ତ୍ତି ହେଲେ ପଦ୍ମଶ୍ରୀ କମଳା ପୂଜାରୀ

କଟକ,୧୮ା୭(ଶିଳ୍ପା ପ୍ରିୟଦର୍ଶିନୀ): ପଦ୍ମଶ୍ରୀ କମଳା ପୂଜାରୀ ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଛି। ଗୁରୁବାର ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କୁ କଟକ ଅଣାଯାଇ ଏସ୍‌ସିବିର ମେଡିସିନ୍‌ ବିଭାଗ ଆଇସିୟୁରେ ଭର୍ତ୍ତି କରାଯାଇ ତାଙ୍କର ଚିକିତ୍ସା...

ଏସସିବିରେ ତେଜୁଛି ବିବାଦ: ହାଉସ ସର୍ଜନଙ୍କ କାର୍ଯ୍ୟକୁ ଦୁଇ ସଙ୍ଘର ସମର୍ଥନ

କଟକ, ୧୭।୭(ଶିଳ୍ପା ପ୍ରିୟଦର୍ଶିନୀ): ଏସସିବି ମେଡିକାଲରେ ନର୍ସିଂ କର୍ମଚାରୀ ଏବଂ ହାଉସ ସର୍ଜନ ଡାକ୍ତର ସଂଘ ବିବାଦ ପ୍ରସଙ୍ଗ ତେଜିଛି। ବୁଧବାର ସକାଳୁ ଜରୁରୀକାଳୀନ ସେବା ବ୍ୟତିତ ଇନ ଡୋର ଓ ଆଉଟଡୋରରେ ସେବା ହାଉସ ସର୍ଜନ ବନ୍ଦ କରିଦେଇଛନ୍ତି।...

୨୨ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରି ପରୀକ୍ଷା

କଟକ,୧୭ା୭ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌ ସପ୍ଲିମେଣ୍ଟାରି ପରୀକ୍ଷା ଆସନ୍ତା ୨୨ରୁ ୩୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ରାଜ୍ୟରୁ ମୋଟ୍‌ ୯୭୨ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେବା ପାଇଁ ଫର୍ମ ପୂରଣ...

ମହାନଦୀକୁ ଡେଇଁ ଆତ୍ମହତ୍ୟା ଘଟଣା: ମିଳିଲା ଯୁବକଙ୍କ ମୃତଦେହ

କଟକ,୧୬।୭: କଟକ ଛତ୍ରବଜାର ଅଞ୍ଚଳର ଜଣେ ଯୁବକ ସୋମବାର ରାତିରେ ମହାନଦୀକୁ ଡେଇଁ ନିଖୋଜ ହୋଇ ଯାଇଥିଲେ। ଏତେ ସମୟ ଧରି ଅଗ୍ନିଶମ ବାହିନୀ ଖୋଜାଖୋଜି କରିଥିଲେ ହେଁ ତାଙ୍କ ମୃତଦେହ ଦିନଯାକ ମିଳି ନ ଥିଲା। କିନ୍ତୁ ମଙ୍ଗଳବାର...

୨୧ରୁ ମାଟ୍ରିକ ସପ୍ଳିମେଣ୍ଟାରୀ ପରୀକ୍ଷା ଆରମ୍ଭ

କଟକ,୧୬।୭: ଆସନ୍ତା ୨୧ରୁ ମାଟ୍ରିକ ସପ୍ଳିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେବ।୨୧ ତାରିଖରୁ ଏହା ଆରମ୍ଭ ହୋଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ୮୩ଟି କେନ୍ଦ୍ରରେ ୯୭୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏସ୍‌ଓଏସ୍‌ସିରେ ୧୨୧ କେନ୍ଦ୍ରରେ ୨୪,୫୨୦ ପିଲା ପରୀକ୍ଷା...

ମହାନଦୀକୁ ଡେଇଁ ପଡ଼ିଲେ ଯୁବକ

କଟକ,୧୬।୭(କାର୍ତ୍ତିକ ସାହୁ): କଟକ ଛତ୍ରବଜାର ଅଞ୍ଚଳର ଜଣେ ଯୁବକ ସୋମବାର ରାତିରେ ମହାନଦୀକୁ ଡେଇଁ ନିଖୋଜ ଥିବା ଜଣାପଡିଛି। ହେଲେ ଯୁବକ ଜଣକ କେଉଁ ପରିସ୍ଥିତିରେ ମହାନଦୀକୁ ଡେଇଁଲେ ସେନେଇ ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ...

ମନ୍ତ୍ରୀଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ବିଜେଡି ନେତା

କଟକ,୧୫ା୭ (କାର୍ତ୍ତିକ ସାହୁ):ରାଜ୍ୟ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କ ନଁାରେ ମିଥ୍ୟା ସତ୍ୟପାଠ ପ୍ରଦାନ ଅଭିଯୋଗ ନେଇ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ବିଧାନସଭା ନିର୍ବାଚନ ପାଇଁ ମନ୍ତ୍ରୀ ବଳସାମନ୍ତ ପ୍ରାର୍ଥିପତ୍ର ଦାଖଲବେଳେ ଅନେକ...

ତ୍ରିଶା ହସ୍ପିଟାଲ ବିଏସକେୱାଇ ତାଲିକାରୁ ନିଲମ୍ବିତ

ଭୁବନେଶ୍ୱର, ୧୫ା୭(ବନ୍ଦନା ସେଠୀ): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କଟକର ତ୍ରିଶା ହସ୍ପିଟାଲକୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) ଅଧିନ ତାଲିକାରୁ ନିଲମ୍ବିତ କରାଯାଇଛି। ଶନିବାର ସମ୍ପୃକ୍ତ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା। ଘଟଣାକୁ ନେଇ ସ୍ବାସ୍ଥ୍ୟ...

ବଢ଼ୁଛି ଘରୋଇ ହସ୍ପିଟାଲ ସଂଖ୍ୟା, ହେଉନି ଯାଞ୍ଚ

କଟକ,୧୫।୭(ଶିଳ୍ପା ପ୍ରିୟଦର୍ଶିନୀ): କଟକ ସହରରେ ଏବେ ଘରୋଇ ହସ୍ପିଟାଲ ସଂଖ୍ୟା ବଢ଼ିବାରେ ଲାଗିଛି। କିନ୍ତୁ ଘରୋଇ ହସ୍ପିଟାଲରେ ସରକାରଙ୍କ କୌଣସି ନିୟମ ପାଳନ କରାଯାଉ ନ ଥିବା ଅଭିଯୋଗ ହେଉଛି। ଯେଉଁଥିପାଇଁ ରୋଗୀଙ୍କ ଚିକିତ୍ସାରେ ବହୁ ବାଧା ସୃଷ୍ଟି ହେବା...

ତ୍ରିଶା ନର୍ସିଂହୋମ୍‌ ଅଗ୍ନିକାଣ୍ଡ: ମୃତ ଶିଶୁକନ୍ୟାର ବାପା ଆଣିଲେ ଗୁରୁତର ଅଭିଯୋଗ

କଟକ,୧୫ା୭(ଶିଳ୍ପା ପ୍ରିୟଦର୍ଶିନୀ): କଟକ ପୁରୀଘାଟସ୍ଥିତ ଘରୋଇ ନର୍ସିଂହୋମ୍‌ ତ୍ରିଶା ହସ୍ପିଟାଲରେ ଶନିବାର ହୋଇଥିବା ଅଗ୍ନିକାଣ୍ଡ ଘଟଣାରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ନିଆଁ ଲାଗିବା ପରେ ଏଠାରେ ଚିକିତ୍ସିତ ହେଉଥିବା ୪୫ ଶିଶୁ ଓ ବୟସ୍କ ରୋଗୀଙ୍କୁ ଏସ୍‌ସିବି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri