କଟକ

ଗୋଳନ୍ଥରା ହାଜତ ମୃତ୍ୟୁ ମାମଲା: ଗୃହ ସଚିବ, ଏସ୍‌ପି, ଆଇଆଇସିଙ୍କୁ ନୋଟିସ

କଟକ ଅଫିସ,୨୨ା୧୧: ଗଞ୍ଜାମ ଜିଲା ଗୋଳନ୍ଥରା ହାଜତ ମୃତ୍ୟୁ ମାମଲାରେ ହାଇକୋର୍ଟ ରାଜ୍ୟ ଗୃହ ବିଭାଗ ପ୍ରମୁଖ ସଚିବ, ଗଞ୍ଜାମ ଏସ୍‌ପି ଓ ଗୋଳନ୍ଥରା ଥାନା ଆଇଆଇସିଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଆଜିପର୍ଯ୍ୟନ୍ତ କାହିଁକି ପୋଲିସ ହତ୍ୟା...

‘ନ୍ୟାୟପାଳିକାର ଚାପ କମାଇବ ମଧ୍ୟସ୍ଥତା କେନ୍ଦ୍ର’

କଟକ ଅଫିସ,୨୧ା୧୧: ବିଭିନ୍ନ ମାମଲା ମଧ୍ୟସ୍ଥତା କେନ୍ଦ୍ରକୁ ଗଲେ ନ୍ୟାୟପାଳିକା ଉପରୁ ଚାପ କମିପାରିବ। ସେହିପରି ଓଡ଼ିଶାରେ ମାମଲା ରୁଜୁ କରୁଥିବା ପକ୍ଷମାନେ ମାମଲାକୁ ଅଧିକ ଦିନ ଧରି ଗଡ଼ାଇ ଚାଲିବା ଅପେକ୍ଷା ଆପୋସ ସମାଧାନ ପାଇଁ ଅଧିକ ଶ୍ରେୟ...

ନନ୍ଦନକାନନରେ ପୁଣି ଗଡ଼ିଲା ଶିଶୁ ରେଳଗାଡ଼ି

ବାରଙ୍ଗ,୨୦।୧୧(ଡି.ଏନ୍‌.ଏ.): ବହୁ ବିଭ୍ରାଟ ପରେ ଶୁକ୍ରବାର ନନ୍ଦନକାନନରେ ଶିଶୁ ରେଳଗାଡି(ଟୟ ଟ୍ରେନ) ପୁଣି ଚାଲିିଛି। ଶେଷ ଟ୍ରିପ୍‌ ପର୍ଯ୍ୟନ୍ତ ଠିକ୍‌ ଭାବେ ଚାଲିଥିବା ବେଳେ କୌଣସି ତ୍ରୁଟି ଦେଖାଦେଇ ନ ଥିଲା। ତେବେ ଶିଶୁ ରେଳଗାଡ଼ି ୬ଟି ଟ୍ରିପ୍‌ କରିଥିବାବେଳେ...

ଛତିଶଗଡ଼ର ୧୭୧ ସ୍କୁଲରେ ସ୍ଥାନ ପାଇବ ଡ.ଓସାମାଙ୍କ ପ୍ରକଳ୍ପ

ରଘୁନାଥପୁର,୧୯ା୧୧(ଡି.ଏନ୍‌.ଏ.): ଛତିଶଗଡ଼ ରାୟପୁରଠାରେ ଜବାହରଲାଲ ନେହେରୁ ଅନ୍ତର୍ଜାତୀୟ ଶିକ୍ଷା ସମ୍ମିଳନୀ (ଭିଜନ ୨୦୩୦) ନଭେମ୍ବର ୧୪ରେ ଅନୁଷ୍ଠିତ ହୋଇଯାଇଛି। ଓଡିଶାରୁ ଏକମାତ୍ର ଶିକ୍ଷକ ଭାବେ ଏହି ସମ୍ମିଳନୀରେ କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଉତ୍ତରକୂଳ ପଞ୍ଚାୟତ ସରକାରୀ ଉଚ୍ଚ ପ୍ରାଥମିକ...

ନନ୍ଦନକାନନରେ ଶିଶୁ ରେଳଗାଡ଼ି ପୁଣି ଅଚଳ

ବାରଙ୍ଗ,୧୮।୧୧(ଡି.ଏନ୍‌.ଏ.): ନନ୍ଦନକାନନରେ ଥିବା ପ୍ରତୀକ୍ଷିତ ଶିଶୁ ରେଳଗାଡ଼ି(ଟୟ ଟ୍ରେନ୍‌)ର ବିବାଦ ଥମିବାର ନଁା ଧରୁନାହିଁ। ଶିଶୁ ରେଳଗାଡ଼ି ଚାଲିବାର ଦିନକ ପରେ ପୁଣି ଅଚଳ ହୋଇପଡ଼ିଛିି। ବୁଧବାର ଶିଶୁ ରେଳଗାଡ଼ିରେ ପର୍ଯ୍ୟଟକଙ୍କୁ ନେଇ ଫେରୁଥିବାବେଳେ ଚେନରେ ତ୍ରୁଟି ଦେଖାଯାଇଥିଲା। ଫଳରେ...

ତଥ୍ୟ ଦେବାକୁ ଡିଏଲ୍‌ଏସ୍‌ଏକୁ ନିର୍ଦ୍ଦେଶ

କଟକ ଅଫିସ,୧୮।୧୧: ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ସମ୍ପର୍କିତ ମାମଲାର ବୁଧବାର ଶୁଣାଣିକରି ହାଇକୋର୍ଟ ଜିଲାସ୍ତରରେ ୪ ଜଣିଆ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି କମିଟି ଜିଲାର ସମସ୍ତ ଡାକ୍ତରଖାନା ପରିଦର୍ଶନ କରିବ। ସେଠାକାର...

ଘର ଆଗରେ ବୋମାମାଡ଼,କାର ନଷ୍ଟ

ନିଶ୍ଚିନ୍ତକୋଇଲି,୧୭।୧୧: (ସ୍ବ.ପ୍ର): କଟକ ଜିଲା ସାଲେପୁର ଥାନା ଅଧିନସ୍ଥ ରାମକୃଷ୍ଣପୁର ପଞ୍ଚାୟତ ପଟପରୀ ଗ୍ରାମରେ ବୋମାମାଡ ହୋଇଛି। ବୁଧବାର ଭୋରୁ ଅଶୋକ ସାମଲଙ୍କ ଘରେ ବୋମାମାଡ ହୋଇଥିବା ତାଙ୍କ ପୁତୁରା ରମେଶ ଚନ୍ଦ୍ର ଥାନାରେ ଅଭିଯୋଗ କରିଛନ୍ତି। ଏହି ବୋମାମାଡ଼ରେ...

ଆଜି ବଡ଼ଓଷା: ବିନା ଭକ୍ତରେ ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ଧବଳେଶ୍ୱର

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଆଜି ହେଉଛି ବଡ଼ଓଷା। ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ଆଠଗଡର ବାବା ଧବଳେଶ୍ୱର। ଭୋରରୁ ସମସ୍ତ ନୀତିକାନ୍ତି ସହ ୧୦୮ ଗରା ଜଳରେ ସ୍ନାନ କରାଯାଇଥିଲା। ମଙ୍ଗଳ ଆଳତି ପରେ ପହଡ ଖୋଲାଯାଇଥିଲା। ପ୍ରଶାସନ ପକ୍ଷରୁ କୋଭିଡ କଟକଣା...

କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଆସିଲା ଗାଇଡ୍‌ଲାଇନ୍‌

କଟକ ଅଫିସ,୧୬।୧୧: କାର୍ତ୍ତିକ ପୂର୍ଣ୍ଣିମା ପୂର୍ବରୁ କଟକରେ କଟକଣା ଜାରି ହୋଇଛି । କାର୍ତ୍ତିକ ପୂର୍ଣ୍ଣିମାରେ ବିଭିନ୍ନ ଜଳାଶୟ କୂଳରେ ଲୋକଙ୍କର ପ୍ରବଳ ସମାଗମ ହୋଇଥାଏ। ତେଣୁ ଲୋକଙ୍କ ସୁରକ୍ଷା ଓ କୋଭିଡ ବ୍ୟାପିବା ଆଶଙ୍କାରେ କେହି ଜଳାଶୟକୁ ଯାଇ...

ଶୁଣାଣି ଉପରେ ହାଇକୋର୍ଟଙ୍କ ରହିତାଦେଶ

କଟକ ଅଫିସ,୧୬।୧୧: କଟକ ସ୍ବତନ୍ତ୍ର ବିଚାରପତିଙ୍କ ଅଦାଲତରେ ଚାଲିଥିବା ନକଲି ଔଷଧ କାରବାର ମାମଲାର ଶୁଣାଣି ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି। ହାଇକୋର୍ଟଙ୍କ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହି ରହିତାଦେଶ ବଳବତ୍ତର ରହିବ। ଜଷ୍ଟିସ ଶଶିକାନ୍ତ ମିଶ୍ରଙ୍କୁ ନେଇ...

ଅଜଣା ଲିଙ୍କ୍‌ କ୍ଲିକ୍‌ କରନାହିଁ, ଓଟିପି ଦିଅନାହିଁ

କଟକ ଅଫିସ,୧୬।୧୧:ଦିନକୁ ଦିନ ସାଇବର ଠକେଇ ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ହ୍ବାଟ୍‌ସ ଆପ୍‌ ଠକେଇରୁ ବର୍ତ୍ତିବା ପାଇଁ ସୋମବାର କ୍ରାଇମବ୍ରାଞ୍ଚ ସାଇବର ସେଲ୍‌ ପକ୍ଷରୁ ଆଡଭାଇଜରି ଜାରି କରାଯାଇଛି। ଏଥିରେ ଉଲ୍ଲେଖ ରହିଛି ଯେ, ନିଜ ମୋବାଇଲ...

ରିକ୍ସାଚାଳକଙ୍କ ନାମରେ ଲେଖିଦେଲେ କୋଟିଏ ଟଙ୍କାର ସମ୍ପତ୍ତି

କଟକ ଅଫିସ,୧୪ା୧୧: ରକ୍ତ ସମ୍ପର୍କ ନ ହୋଇ ମଧ୍ୟ ଜଣେ ରିକ୍ସାଚାଳକଙ୍କୁ ନିଜର ସବୁ ସମ୍ପତ୍ତିର ଉତ୍ତରାଧିକାରୀ କରିବା ପାଇଁ ମନସ୍ଥ କରି କଟକ ସୂତାହାଟ ଅଞ୍ଚଳର ମିନତି ପଟ୍ଟନାୟକ(୬୩) ମହାନତା ଦେଖାଇଛନ୍ତି। ମିନତିଙ୍କ ଅକୁଣ୍ଠ ସ୍ନେହ, ମମତା, ଭଲ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri