କଟକ

ଭାଜପା ପକ୍ଷରୁ ବିକ୍ଷୋଭ: ମୁଖ୍ୟମନ୍ତ୍ରୀଙ୍କ ସହ ୨ ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ନିଶ୍ଚିନ୍ତକୋଇଲି,୮।୧୧(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଭାଜପା ପକ୍ଷରୁ ବିକ୍ଷୋଭ କରାଯାଇଛି। ଏହା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଓ ସ୍ଥାନୀୟ ବିଧାୟକ ତଥା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ...

ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ଆଦିତ୍ୟ କୁମାର

କଟକ ଅଫିସ,୫ା୧୧: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍‌ ଆଦିତ୍ୟ କୁମାର ମହାପାତ୍ର। ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସତନ୍ତ୍ର ଉତ୍ସବରେ ମୁଖ୍ୟ ବିଚାରପତି ଡ. ଜଷ୍ଟିସ ଏସ୍‌. ମୁରଲୀଧର ତାଙ୍କୁ ଶପଥ...

‘୨ ସପ୍ତାହ ମଧ୍ୟରେ ଅସ୍ଥାୟୀ ବାସଗୃହ ନିର୍ମାଣ ଶେଷ କର’

କଟକ ଅଫିସ,୪।୧୧: ରାଜ୍ୟର ବିଭିନ୍ନ କୁଷ୍ଠାଶ୍ରମ ଦୁରବସ୍ଥା ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଥିଲା। ବାଲେଶ୍ୱରସ୍ଥିତ ବାମପଦା କୁଷ୍ଠାଶ୍ରମରେ ନିର୍ମାଣାଧୀନ ଅସ୍ଥାୟୀ ବାସଗୃହକୁ ଆସନ୍ତା ୨ ସପ୍ତାହ ମଧ୍ୟରେ ଶେଷ କର। ଏନେଇ ଆସନ୍ତା ୨୨ ତାରିଖ ସୁଦ୍ଧା ରିପୋର୍ଟ...

ପୁଣି ଧବଳେଶ୍ୱର ପୀଠରେ ୧୪୪ ଧାରା

ଆଠଗଡ଼,୩।୧୧(ଡି.ଏନ୍‌.ଏ.): କଟକ ଜିଲାରେ ଥିବା ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱର ପୀଠରେ ପୁଣି ୧୪୪ ଧାରା ଲାଗୁ କରାଯାଇଛି। ଦୀପାବଳିରେ ଭିଡ଼କୁ ଦୃଷ୍ଟିରେ ରଖି ଏହି କଟକଣା ଜାରି କରାଯାଇଥିବା ଜଣାପଡ଼ିଛି। ଉପ-ଜିଲାପାଳ ହେମନ୍ତ କୁମାର ସ୍ବାଇଁ ଏହି ସୂଚନା...

ବାଣ ଭିଡୁଥିବା ବେଳେ ବିସ୍ଫୋରଣ: ୩ ଗୁରୁତର

କଟକ ଅଫିସ,୩।୧୧: କଟକ ଆଠଗଡ଼ ତିଗିରିଆ ଅଞ୍ଚଳରେ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରେ ଜଣେ ବ୍ୟକ୍ତି, ଜଣେ ମହିଳା ଓ ଜଣେ ଦେଢ଼ ବର୍ଷର ଶିଶୁ ଥିବା ଜଣାପଡ଼ିଛିି। ତିଗିରିଆ...

ନିୟମ ମାନୁନାହାନ୍ତି ଲୋକେ: ଦୀପାବଳି ପୂର୍ବରୁ ୫ ଲକ୍ଷ ଟଙ୍କାର ବାଣ ଜବତ

କଟକ ଅଫିସ,୩।୧୧: ଦୀପାବଳି ପୂର୍ବରୁ କଟକ ଜିଲା ଗୋପାଳ ସାହିରୁ ବିପୁଳ ପରିମାଣର ବାଣ ଜବତ ହୋଇଛି। ଜବତ ହୋଇଥିବା ବାଣର ମୂଲ୍ୟ ୫ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି। ଏହି ଘଟଣାରେ ଜଣଙ୍କୁ...

ଡାକ୍ତରଙ୍କ ସାଢେ ୭ ଲକ୍ଷ ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ

କଟକ ଅଫିସ,୨।୧୧: ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟର ପୂର୍ବତନ ମେଡିସିନ ସ୍ପେଶାଲିଷ୍ଟ ଡାକ୍ତର ଧ୍ରୁବଚରଣ ନାଥଙ୍କ ୭ଲକ୍ଷ ୫୫ ହଜାର ୪୨୭ ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି କରାଯିବ। ଏନେଇ ଗତ ୩୦ ତାରିଖରେ କଟକ ଭିଜିଲାନ୍ସ ସ୍ବତନ୍ତ୍ର କୋର୍ଟ ନିର୍ଦ୍ଦେଶ...

ପ୍ରଥମ ଭର୍ଚୁଆଲ କୋର୍ଟରୁମ୍‌ ଉଦ୍‌ଘାଟିତ

କଟକ ଅଫିସ,୨।୧୧: ଅନୁଗୋଳ ଓ ନୟାଗଡ଼ ଜିଲାରେ ରାଜ୍ୟର ପ୍ରଥମ ମଡେଲ ଭର୍ଚୁଆଲ କୋର୍ଟରୁମ୍‌ ଉଦ୍‌ଘାଟିତ ହୋଇଯାଇଛି। ସୋମବାର ଭିଡିଓ କନଫରେନ୍ସ ମାଧ୍ୟମରେ ସୁପ୍ରିମକୋର୍ଟ ବିଚାରପତି ତଥା ଇ-କମିଟି ଚେୟାରମ୍ୟାନ ଜଷ୍ଟିସ ଡି.ୱାଇ. ଚନ୍ଦ୍ରଚୂଡ଼ ପ୍ରଥମ ମଡେଲ ଭର୍ଚୁଆଲ କୋର୍ଟରୁମ୍‌କୁ...

ଦୀପାବଳିରେ ବାଣଫୁଟାକୁ ଅନୁମତି: କେବଳ ଫୁଟିବ ଗ୍ରୀନ କ୍ରାକର

କଟକ ଅଫିସ,୧।୧୧: ଚଳିତ ବର୍ଷ ଦୀପାବଳିରେ ବାଣଫୁଟାକୁ ଅନୁମତି ମିଳିଛି। ତେବେ କେବଳ ଗ୍ରୀନ କ୍ରାକର ବିକ୍ରି ପାଇଁ ସୋମବାର ହାଇକୋର୍ଟ ଅନୁମତି ପ୍ରଦାନ କରିଛନ୍ତି । ଅଲ ଓଡ଼ିଶା ଫାୟାର ଓ୍ବାର୍କସ ଡିଲରର୍ସ ଆସୋସିଏଶନ ପକ୍ଷରୁ ହୋଇଥିବା ଆବେଦନକୁ...

ରାୟଗଡ଼ା, କନ୍ଧମାଳ ଜିଲାପାଳଙ୍କୁ ରିପୋର୍ଟ ତଲବ

କଟକ ଅଫିସ,୩୧।୧୦: ସ୍ବେରେଜ ଟାଙ୍କିରେ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ହାଇକୋର୍ଟ ରାୟଗଡ଼ା ଓ କନ୍ଧମାଳ ଜିଲାପାଳଙ୍କୁ ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଭୁବନେଶ୍ୱର ଶ୍ରମିକ ମୃତ୍ୟୁ ଘଟଣାରେ ଠିକା କନ୍‌ଷ୍ଟ୍ରକ୍ସନ କମ୍ପାନୀ ଯୁଗ୍ମ ଶ୍ରମ ଆୟୁକ୍ତଙ୍କ ନିକଟରେ...

୨ କାନ୍ଥ ମଝିରେ ଶିଶୁକନ୍ୟା: ୨ଘଣ୍ଟା ପରେ ଉଦ୍ଧାର

ଚୌଦ୍ୱାର, ୩୦ା୧୦(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅଧୀନ ତଳ ବଜାର ଅଞ୍ଚଳରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଅପରାହ୍ନ ୫ଟାରେ ଉକ୍ତ ଅଞ୍ଚଳର ଅମରେଶ ସାହୁଙ୍କ ସ୍ତ୍ରୀ ପୂଜା ଓ ତାଙ୍କ ଅଢ଼େଇ ବର୍ଷର ଝିଅ ସାଇପ୍ରିୟା...

ଆଜି ଏସ୍‌ଆର୍‌ସି ନିଷ୍ପତ୍ତି ନେବେ

କଟକ ଅଫିସ,୩୦।୧୦: ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ରାଜ୍ୟରେ ସବୁଜ ବାଣ ବିକ୍ରିନେଇ ନିଷ୍ପତ୍ତି ନେବେ। ଏନେଇ ଶନିବାର ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୧ଟା ମଧ୍ୟରେ ବ୍ୟବସାୟୀଙ୍କ ଆବେଦନ ଉପରେ ଶୁଣାଣି କରିବେ। ସବୁଜ ବାଣ ବିକ୍ରି ଅନୁମତି ସମ୍ପର୍କିତ ମାମଲାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri