କଟକ

ଶୁଣାଣି ଉପରେ ହାଇକୋର୍ଟଙ୍କ ରହିତାଦେଶ

କଟକ ଅଫିସ,୧୬।୧୧: କଟକ ସ୍ବତନ୍ତ୍ର ବିଚାରପତିଙ୍କ ଅଦାଲତରେ ଚାଲିଥିବା ନକଲି ଔଷଧ କାରବାର ମାମଲାର ଶୁଣାଣି ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି। ହାଇକୋର୍ଟଙ୍କ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହି ରହିତାଦେଶ ବଳବତ୍ତର ରହିବ। ଜଷ୍ଟିସ ଶଶିକାନ୍ତ ମିଶ୍ରଙ୍କୁ ନେଇ...

ଅଜଣା ଲିଙ୍କ୍‌ କ୍ଲିକ୍‌ କରନାହିଁ, ଓଟିପି ଦିଅନାହିଁ

କଟକ ଅଫିସ,୧୬।୧୧:ଦିନକୁ ଦିନ ସାଇବର ଠକେଇ ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ହ୍ବାଟ୍‌ସ ଆପ୍‌ ଠକେଇରୁ ବର୍ତ୍ତିବା ପାଇଁ ସୋମବାର କ୍ରାଇମବ୍ରାଞ୍ଚ ସାଇବର ସେଲ୍‌ ପକ୍ଷରୁ ଆଡଭାଇଜରି ଜାରି କରାଯାଇଛି। ଏଥିରେ ଉଲ୍ଲେଖ ରହିଛି ଯେ, ନିଜ ମୋବାଇଲ...

ରିକ୍ସାଚାଳକଙ୍କ ନାମରେ ଲେଖିଦେଲେ କୋଟିଏ ଟଙ୍କାର ସମ୍ପତ୍ତି

କଟକ ଅଫିସ,୧୪ା୧୧: ରକ୍ତ ସମ୍ପର୍କ ନ ହୋଇ ମଧ୍ୟ ଜଣେ ରିକ୍ସାଚାଳକଙ୍କୁ ନିଜର ସବୁ ସମ୍ପତ୍ତିର ଉତ୍ତରାଧିକାରୀ କରିବା ପାଇଁ ମନସ୍ଥ କରି କଟକ ସୂତାହାଟ ଅଞ୍ଚଳର ମିନତି ପଟ୍ଟନାୟକ(୬୩) ମହାନତା ଦେଖାଇଛନ୍ତି। ମିନତିଙ୍କ ଅକୁଣ୍ଠ ସ୍ନେହ, ମମତା, ଭଲ...

କାରରେ ନେଉଥିଲେ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ

କଟକ ଅଫିସ,୧୩।୧୧: ଅବକାରୀ ବିଭାଗର ରାଜ୍ୟ ଫ୍ଲାଇଂ ସ୍କ୍ବାଡ୍‌ ଶନିବାର ଟାଙ୍ଗି ଛକ ନିକଟରୁ ୮୦ କେଜି ଗଞ୍ଜେଇ ଏବଂ ଚୋରା ଚାଲାଣରେ ବ୍ୟବହୃତ ଏକ କାରକୁ ଜବତ କରିଛି। ଘଟଣାରେ ସମ୍ପୃକ୍ତ ୩ ଜଣଙ୍କୁ ଅବକାରୀ ବିଭାଗ ଗରିଫ...

ବ୍ୟାଙ୍କ ଡକାୟତି ଘଟଣା, ୪ ଗିରଫ

କଟକ ଅଫିସ,୧୩।୧୧: ବ୍ୟାଙ୍କ ଡକାୟତି ଘଟଣାରେ ଜଗତ୍‌ପୁର ପୋଲିସ ଏକ ଆନ୍ତଃଜିଲା ଡକାୟତି ଗ୍ୟାଙ୍ଗର ୪ ଜଣଙ୍କୁ ଶୁକ୍ରବାର ଗିରଫ କରିଛି। ସେମାନେ ହେଲେ ଟାଙ୍ଗୀ ଥାନା ଅଧୀନ ଗୋବିନ୍ଦପୁର ଅଞ୍ଚଳରର ଦୁଇଭାଇ ଦୀପୁ ଓରଫ ଚକ୍ରଧର ସେଠୀ(୨୩) ଓ...

ଆଜିଠୁ ଧବଳେଶ୍ୱର ପୀଠରେ ୧୪୪ ଧାରା

ଖୁଣ୍ଟୁଣୀ,୧୨ା୧୧ (ଡି.ଏନ.ଏ.): କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱରଙ୍କ ପୀଠରେ ପ୍ରତିବର୍ଷ ପଞ୍ଚକ ଓ ବଡ଼ଓଷାରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଭକ୍ତଙ୍କ ସମାଗମ ହୋଇଥାଏ। ହେଲେ ଚଳିତବର୍ଷ କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ପୀଠରେ ୧୪୪ ଧାରା ଜାରି କରାଯାଇଛି।...

ଆଗରେ ପ୍ରଦୀପ କପୁର

କଟକ ଅଫିସ, ୧୨ା୧୧:ବର୍ତ୍ତମାନର ଆରକ୍ଷୀ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ଆସନ୍ତା ଡିସେମ୍ବର ୩୧ରେ ଅବସର ଗ୍ରହଣ କରୁଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ ଅତି କମ୍‌ରେ ୨ବର୍ଷ ହେବା ଆବଶ୍ୟକ। ଯଦିଓ ସ୍ବାଭାବିକ ଭାବେ ଅଭୟ ଗତ...

ଇନ୍‌ଷ୍ଟାଗ୍ରାମରେ ଖଣ୍ଡା ବୁଲାଇବା ଭିଡିଓ କରି ଫସିଲେ ଯୁବତୀ

କଟକ ଅଫିସ,୧୧ା୧୧: କଟକ ମାଲଗୋଦାମ ଥାନା ଅଞ୍ଚଳରେ ଜଣେ ଯୁବତୀ ସୋସିଆଲ ମିଡିଆରେ ଭିଡିଓ କରିବା ପାଇଁ ଏକ ଖଣ୍ଡା ବୁଲାଇ ଶେଷରେ ଫସିଛନ୍ତି। ଏହି ଅଞ୍ଚଳର ଏକ ଗ୍ରୁପ୍‌ରେ ଏପରି ଏକ ଭିଡିଓ ଭାଇରାଲ ହେବା ପରେ  ଗୁରୁବାର ...

ରାବିଡ଼ି ଖାଇ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୧୧।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଟକ ଜିଲା ଅରିଲୋଠାରେ ୨୬୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଓମ୍‌ଫେଡର ଅତ୍ୟାଧୁନିକ ଦୁଗ୍ଧ ପ୍ରକ୍ରିୟାକରଣ ପ୍ଲାଣ୍ଟକୁ ଉଦ୍‌ଘାଟନ କରିଛନ୍ତି। ଏହି ଅତ୍ୟାଧୁନିକ ପ୍ଲାଣ୍ଟରେ ଦୈନିକ ୫ ଲକ୍ଷ ଲିଟର...

ମୁଖ୍ୟମନ୍ତ୍ରୀଙ୍କୁ କଳାପତାକା

କଟକ ଅଫିସ, ୧୧।୧୧: କଟକ ଜିଲାର ଅରିଲୋଠାରେ ଓମ୍‌ଫେଡର ଅତ୍ୟାଧୁନିକ ଦୁଗ୍ଧ ପ୍ରକ୍ରିୟାକରଣ ପ୍ଲାଣ୍ଟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଉଦ୍‌ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ଭାଜପା ବିରୋଧ କରିଥିଲା। କଟକ ନଗର ଭାଜପା ସଭାପତି ଲଲାଟେନ୍ଦୁ ବଡୁଙ୍କ...

ଉଦ୍‌ଘାଟିତ ହେଲା ସର୍ବବୃହତ ଓମ୍‌ଫେଡ ଡାଏରୀ ପ୍ଲାଣ୍ଟ

କଟକ ଅଫିସ,୧୦।୧୧: ବାରଙ୍ଗ ବ୍ଲକ ଅରିଲୋ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବବୃହତ ଓମ୍‌ଫେଡ ଡାଏରୀ ପ୍ଲାଣ୍ଟ ବୁଧବାର ଉଦ୍‌ଘାଟନ କରିଛନ୍ତି। ୩୦୦ କୋଟି ଟଙ୍କା ବ୍ୟୟରେ ଏହି ଅତ୍ୟାଧୁନିକ ଅଟୋମଟିକ ଡାଏରୀ ପ୍ଲାଣ୍ଟ ନିର୍ମିତ ହୋଇଛି । ପ୍ଲାଣ୍ଟରେ...

ମିଳୁନି ପାଣି,୧୦୦ ପରିବାର ହନ୍ତସନ୍ତ

କଣ୍ଟାପଡା, ୧୦ା୧୧(ଡି.ଏନ୍‌.ଏ.):ପ୍ରତି ଗ୍ରାମକୁ ପାନୀୟ ଜଳ ଯୋଗାଇ ଦିଆଯିବା ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ପ୍ରକଳ୍ପ ଥାଇ ମଧ୍ୟ କଣ୍ଟାପଡା ବ୍ଲକ ଶିଶୁଆ ଗ୍ରାମର ୧୦୦ରୁ ଊର୍ଦ୍ଧ୍ୱ ପରିବାର ପାନୀୟଜଳ ପାଇଁ ପ୍ରତିଦିନ ହନ୍ତସନ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri