କଟକ

ବିଏସ୍‌କେୱାଇ କାର୍ଡଧାରୀଙ୍କୁ ମାଗଣା ଚିକିତ୍ସା ଯୋଗାଅ

କଟକ ଅଫିସ,୧୦ା୧୧: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ) କାର୍ଡ ହିତାଧିକାରୀଙ୍କଠାରୁ କଟକର ଏକ ଅଗ୍ରଣୀ ଘରୋଇ ହସ୍ପିଟାଲ କର୍ତ୍ତୃପକ୍ଷ ଟଙ୍କା ଆଦାୟ କରିବା ଘଟଣାରେ ହାଇକୋର୍ଟ କ୍ଷୁବ୍ଧ ହୋଇଛନ୍ତି। ଆସନ୍ତା ୧୨ ତାରିଖ ମଧ୍ୟରେ ଚିକିତ୍ସିତ ରୋଗୀଙ୍କୁ ଆଇସିୟୁ ବାବଦ...

ଏ ବର୍ଷ ବି ହେବନାହିଁ ଐତିହାସିକ ବାଲିଯାତ୍ରା

କଟକ ଅଫିସ,୯।୧୧: ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ କଟକର ଐତିହାସିକ ବାଲିଯାତ୍ରା ହେବ ନାହିଁ। ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଟକ ଜିଲା ପ୍ରଶାସନ ବାଲିଯାତ୍ରା ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି। ଏନେଇ କଟକ ଜିଲାପାଳ ଭବାନୀ...

ଅବସରପ୍ରାପ୍ତ ଜିଲା ଜଜ୍‌ଙ୍କ ତଦନ୍ତ ରିପୋର୍ଟ ଦାଖଲ

କଟକ ଅଫିସ, ୯।୧୧: ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ଭିମ୍‌ସାର)ରେ ଚିକିତ୍ସା ଅବହେଳା ନେଇ ଆଗତ ମାମଲାର ନ୍ୟାୟିକ ତଦନ୍ତ କରିବାକୁ ହାଇକୋର୍ଟ ଅବସରପ୍ରାପ୍ତ ଜିଲା ଜଜ୍‌ ଏ.ବି.ଏସ୍‌. ନାଇଡୁଙ୍କୁ...

ଭାଜପା ପକ୍ଷରୁ ବିକ୍ଷୋଭ: ମୁଖ୍ୟମନ୍ତ୍ରୀଙ୍କ ସହ ୨ ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ନିଶ୍ଚିନ୍ତକୋଇଲି,୮।୧୧(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଭାଜପା ପକ୍ଷରୁ ବିକ୍ଷୋଭ କରାଯାଇଛି। ଏହା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଓ ସ୍ଥାନୀୟ ବିଧାୟକ ତଥା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ...

ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ଆଦିତ୍ୟ କୁମାର

କଟକ ଅଫିସ,୫ା୧୧: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍‌ ଆଦିତ୍ୟ କୁମାର ମହାପାତ୍ର। ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସତନ୍ତ୍ର ଉତ୍ସବରେ ମୁଖ୍ୟ ବିଚାରପତି ଡ. ଜଷ୍ଟିସ ଏସ୍‌. ମୁରଲୀଧର ତାଙ୍କୁ ଶପଥ...

‘୨ ସପ୍ତାହ ମଧ୍ୟରେ ଅସ୍ଥାୟୀ ବାସଗୃହ ନିର୍ମାଣ ଶେଷ କର’

କଟକ ଅଫିସ,୪।୧୧: ରାଜ୍ୟର ବିଭିନ୍ନ କୁଷ୍ଠାଶ୍ରମ ଦୁରବସ୍ଥା ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଥିଲା। ବାଲେଶ୍ୱରସ୍ଥିତ ବାମପଦା କୁଷ୍ଠାଶ୍ରମରେ ନିର୍ମାଣାଧୀନ ଅସ୍ଥାୟୀ ବାସଗୃହକୁ ଆସନ୍ତା ୨ ସପ୍ତାହ ମଧ୍ୟରେ ଶେଷ କର। ଏନେଇ ଆସନ୍ତା ୨୨ ତାରିଖ ସୁଦ୍ଧା ରିପୋର୍ଟ...

ପୁଣି ଧବଳେଶ୍ୱର ପୀଠରେ ୧୪୪ ଧାରା

ଆଠଗଡ଼,୩।୧୧(ଡି.ଏନ୍‌.ଏ.): କଟକ ଜିଲାରେ ଥିବା ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱର ପୀଠରେ ପୁଣି ୧୪୪ ଧାରା ଲାଗୁ କରାଯାଇଛି। ଦୀପାବଳିରେ ଭିଡ଼କୁ ଦୃଷ୍ଟିରେ ରଖି ଏହି କଟକଣା ଜାରି କରାଯାଇଥିବା ଜଣାପଡ଼ିଛି। ଉପ-ଜିଲାପାଳ ହେମନ୍ତ କୁମାର ସ୍ବାଇଁ ଏହି ସୂଚନା...

ବାଣ ଭିଡୁଥିବା ବେଳେ ବିସ୍ଫୋରଣ: ୩ ଗୁରୁତର

କଟକ ଅଫିସ,୩।୧୧: କଟକ ଆଠଗଡ଼ ତିଗିରିଆ ଅଞ୍ଚଳରେ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରେ ଜଣେ ବ୍ୟକ୍ତି, ଜଣେ ମହିଳା ଓ ଜଣେ ଦେଢ଼ ବର୍ଷର ଶିଶୁ ଥିବା ଜଣାପଡ଼ିଛିି। ତିଗିରିଆ...

ନିୟମ ମାନୁନାହାନ୍ତି ଲୋକେ: ଦୀପାବଳି ପୂର୍ବରୁ ୫ ଲକ୍ଷ ଟଙ୍କାର ବାଣ ଜବତ

କଟକ ଅଫିସ,୩।୧୧: ଦୀପାବଳି ପୂର୍ବରୁ କଟକ ଜିଲା ଗୋପାଳ ସାହିରୁ ବିପୁଳ ପରିମାଣର ବାଣ ଜବତ ହୋଇଛି। ଜବତ ହୋଇଥିବା ବାଣର ମୂଲ୍ୟ ୫ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି। ଏହି ଘଟଣାରେ ଜଣଙ୍କୁ...

ଡାକ୍ତରଙ୍କ ସାଢେ ୭ ଲକ୍ଷ ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ

କଟକ ଅଫିସ,୨।୧୧: ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟର ପୂର୍ବତନ ମେଡିସିନ ସ୍ପେଶାଲିଷ୍ଟ ଡାକ୍ତର ଧ୍ରୁବଚରଣ ନାଥଙ୍କ ୭ଲକ୍ଷ ୫୫ ହଜାର ୪୨୭ ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି କରାଯିବ। ଏନେଇ ଗତ ୩୦ ତାରିଖରେ କଟକ ଭିଜିଲାନ୍ସ ସ୍ବତନ୍ତ୍ର କୋର୍ଟ ନିର୍ଦ୍ଦେଶ...

ପ୍ରଥମ ଭର୍ଚୁଆଲ କୋର୍ଟରୁମ୍‌ ଉଦ୍‌ଘାଟିତ

କଟକ ଅଫିସ,୨।୧୧: ଅନୁଗୋଳ ଓ ନୟାଗଡ଼ ଜିଲାରେ ରାଜ୍ୟର ପ୍ରଥମ ମଡେଲ ଭର୍ଚୁଆଲ କୋର୍ଟରୁମ୍‌ ଉଦ୍‌ଘାଟିତ ହୋଇଯାଇଛି। ସୋମବାର ଭିଡିଓ କନଫରେନ୍ସ ମାଧ୍ୟମରେ ସୁପ୍ରିମକୋର୍ଟ ବିଚାରପତି ତଥା ଇ-କମିଟି ଚେୟାରମ୍ୟାନ ଜଷ୍ଟିସ ଡି.ୱାଇ. ଚନ୍ଦ୍ରଚୂଡ଼ ପ୍ରଥମ ମଡେଲ ଭର୍ଚୁଆଲ କୋର୍ଟରୁମ୍‌କୁ...

ଦୀପାବଳିରେ ବାଣଫୁଟାକୁ ଅନୁମତି: କେବଳ ଫୁଟିବ ଗ୍ରୀନ କ୍ରାକର

କଟକ ଅଫିସ,୧।୧୧: ଚଳିତ ବର୍ଷ ଦୀପାବଳିରେ ବାଣଫୁଟାକୁ ଅନୁମତି ମିଳିଛି। ତେବେ କେବଳ ଗ୍ରୀନ କ୍ରାକର ବିକ୍ରି ପାଇଁ ସୋମବାର ହାଇକୋର୍ଟ ଅନୁମତି ପ୍ରଦାନ କରିଛନ୍ତି । ଅଲ ଓଡ଼ିଶା ଫାୟାର ଓ୍ବାର୍କସ ଡିଲରର୍ସ ଆସୋସିଏଶନ ପକ୍ଷରୁ ହୋଇଥିବା ଆବେଦନକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri