ଦର୍ପଣ ଭାଙ୍ଗୁଥିବା ମାଙ୍କଡ଼ ଧରାପଡ଼ିଲା: ଗ୍ରାମବାସୀ ଆଶ୍ୱସ୍ତ
କଣ୍ଟାପଡ଼ା,୧୩।୧୦(ସୁରନାରାୟଣ ସାହୁ): ଗତ କିଛି ଦିନହେଲା କଟକ ଜିଲା ବାଗଲପୁର ପଞ୍ଚାୟତର କୁଅଁରପୁର ଗ୍ରାମରେ ଉତ୍ପାତ କରୁଥିବା ଏକ ଅଣ୍ଡିରା ମାଙ୍କଡ ଧରାପଡିଛି। ରବିବାର କଟକ ଗୋପାଳପୁର ବନବିଭାଗ ଏବଂ ନନ୍ଦନକାନନ ଟ୍ରାଙ୍କୁଲାଇଜର ଟିମ୍ ମାଙ୍କଡ଼କୁ ଟ୍ରାଙ୍କୁଲାଇଜ କରି କାବୁ...