କଟକ

ନକଲି ଓଷଧ ବିକ୍ରି ମାମଲା: ପରିଚାଳନା ନିର୍ଦ୍ଦେଶକ ଶିବ ଜେନା ଗିରଫ

କଟକ ଅଫିସ,୨୫।୬: ନକଲି କରୋନା ଔଷଧ ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଗୁରୁବାର ଔଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଶିବପ୍ରସନ୍ନ ଜେନାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଧିକ ତଦନ୍ତ ପାଇଁ...

କୋଭିଡ୍‌ଜନିତ ମୃତ୍ୟୁ ଅଡିଟ୍‌ ପ୍ରସଙ୍ଗ: ହାଇକୋର୍ଟରେ ମାମଲା ଖାରଜ

କଟକ ଅଫିସ,୨୫।୬: କୋଭିଡ୍‌ଜନିତ ମୃତ୍ୟୁର ଅଡିଟ୍‌ ପାଇଁ ହୋଇଥିବା ଜନସ୍ବାର୍ଥ ମାମଲାକୁ ଗୁରୁବାର ହାଇକୋର୍ଟ ମୁଖ୍ୟବିଚାରପତି ଏସ୍‌. ମୁରଲୀଧର ଏବଂ ବିଚାରପତି ଏସ୍‌.କେ. ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଖାରଜ କରିଦେଇଛନ୍ତି। କିନ୍ତୁ ପ୍ରତି ଜିଲାରେ କୋଭିଡ୍‌ରେ କେତେଜଣଙ୍କ ମୃତ୍ୟୁ...

ଆଜି ମାଟ୍ରିକ ପରୀକ୍ଷାଫଳ

କଟକ ଅଫିସ,୨୫।୬: ଚଳିତବର୍ଷର ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଗୁରୁବାର ପ୍ରେସ୍‌ ବିବୃତି ମାଧ୍ୟମରେ ସୂଚନା ଦିଆଯାଇଛି। ଅପରାହ୍ନ ୪ଟା ବେଳେ କଟକସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପ୍ରକାଶ...

କମ୍ପାନୀ ନିର୍ଦ୍ଦେଶିକାଙ୍କ ସମେତ ୩ ଗିରଫ

କଟକ ଅଫିସ, ୨୪।୬: ନକଲି କରୋନା ଔଷଧ (ଫାଭିପିରାଭିର) ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ବୁଧବାର ଓଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର ନିର୍ଦ୍ଦେଶିକା ଶୁଭଲକ୍ଷ୍ମୀ ଜେନା ଓ ଅନ୍ୟ ୨ଜଣ ସହଯୋଗୀଙ୍କୁ ଗିରଫ କରିଛି। ଆଇପିସି...

ପୁରୀ ବ୍ୟତୀତ ଆଉ କୌଣସି ସ୍ଥାନରେ ହେବ ନାହିଁ ରଥଯାତ୍ରା: ହାଇକୋର୍ଟ

କଟକ ଅଫିସ,୨୩ା୬: ରାଜ୍ୟରେ କେବଳ ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ହେବ। ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇ ପାରିବ ନାହିଁ ବୋଲି ପିଟିଶନକୁ ଖାରଜ କରିଛନ୍ତି ଓଡ଼ିଶା ହାଇକୋର୍ଟ। ଏନେଇ ହସ୍ତକ୍ଷେପ କରିବାକୁ ମନା କରିଛନ୍ତି ହାଇକୋର୍ଟ। କେନ୍ଦ୍ରାପଡ଼ା ବଳଦେବଜୀଉ...

‘ଆହାର’ ରିହାତି ଚଳୁ

କଟକ ଅଫିସ, ୨୩ା୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ କରିଛନ୍ତି। ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍‌ୟୁ) ସହାୟତାରେ ଏହି ଖାଦ୍ୟ ଯୋଗାଇ ଦିଆଯାଉଛି।...

ସିଏମ୍‌ସି ପାଇଁ କୋହଳ ନିୟମ

କଟକ ଅଫିସ,୨୩ା୬:ମୋଟର ଯାନ ଆଇନ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରୁଛି କଟକ ମହାନଗର ନିଗମ( ସିଏମ୍‌ସି)। ସିଏମ୍‌ସି ପକ୍ଷରୁ ଚାଲୁଥିବା ଆମ୍ବୁଲାନ୍ସ ଦୀର୍ଘ ୯ବର୍ଷ ହେବ ଫିଟନେସ୍‌ ସାର୍ଟିଫିକେଟ ବିନା ଚାଲୁଛି। ଏପରି କି ଉକ୍ତ ଗାଡ଼ିର ପ୍ରପଲ୍ୟୁଶନ ଅଣ୍ଡର...

ଗୋଟିଏ ଜୁଇରେ ୧୦ କୋଭିଡ୍‌ ମୃତଦେହ ସତ୍କାର ଘଟଣା ହାଇକୋର୍ଟରେ ମାମଲା

କଟକ ଅଫିସ,୨୨।୬: ବଲାଙ୍ଗୀରରେ ଗୋଟିଏ ଜୁଇରେ ୧୦ କୋଭିଡ୍‌ ସଂକ୍ରମିତଙ୍କ ମୃତଦେହ ସତ୍କାର ଏବଂ ବାରିପଦା କୋଭିଡ୍‌ ହସ୍ପିଟାଲରେ ଅବ୍ୟବସ୍ଥା ଘଟଣାକୁ ନେଇ ସୋମବାର ହାଇକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି। ଏଥିରେ ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ସଚିବ,...

ପରକୀୟା ପ୍ରୀତି ପାଇଁ ହତ୍ୟା

କଟକ ଅଫିସ,୨୧।୬: ପରକୀୟା ପ୍ରୀତି ମହଙ୍ଗା ପଡ଼ିଲା। ଶୋଇଥିବା ଅବସ୍ଥାରେ ସ୍ତ୍ରୀଙ୍କ ପ୍ରେମିକଙ୍କୁ ସ୍ବାମୀ ଏକ ଛୁରିରେ ହତ୍ୟା କରିଛନ୍ତି। ଏଥିସହ ଆକ୍ରମଣରେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ଶନିବାର ବିଳମ୍ବିତ ରାତିରେ କଟକ କଲେଜ ଛକରେ ଏଭଳି ଏକ ହତ୍ୟାକାଣ୍ଡ...

ମାଳ ବିହାରିପୁର କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ବାଙ୍କୀ,୨୦୬(ସ୍ବ.ପ୍ର.): ବାଙ୍କୀ ବ୍ଲକ କଦଳିବାଡି ପଞ୍ଚାୟତର ଅନ୍ତର୍ଗତ ମାଳବିହାରିପୁରରୁ ୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସରପଞ୍ଚ ପ୍ରକାଶ କୁମାର ବେହେରା ଶନିବାରଠାରୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିଛନ୍ତି। ୨ ଦିନ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ ବଳବତ୍ତର...

ଡ୍ରେନେଜ ବ୍ୟବସ୍ଥା ଶୋଚନୀୟ, ରାସ୍ତାରେ ଆବର୍ଜନା

କଟକ ଅଫିସ,୧୯।୬: କଟକ ମହାନଗର ନିଗମ (ସିଏମ୍‌ସି) ଅଧୀନ ୧୮ ନମ୍ବର ୱାର୍ଡବାସିନ୍ଦା ପରିମଳ ଓ ଡ୍ରେନେଜ୍‌ ସମସ୍ୟା ଘେରରେ ରହିଛନ୍ତି। ଏହି ୱାର୍ଡର କେତେକ ଡ୍ରେନ୍‌ରୁ କଢ଼ାଯାଇଥିବା ଆବର୍ଜନା ମୁଖ୍ୟରାସ୍ତାରେ ପଡ଼ିରହିଛି। ଏ ସମ୍ପର୍କରେ ବାରମ୍ବାର ଅଭିଯୋଗ କଲେ...

ଡାକ୍ତରଙ୍କୁ ଆକ୍ରମଣର ପ୍ରତିବାଦ: ଆଇଏମ୍‌ଏ କଟକ ଶାଖା ପକ୍ଷରୁ ଧାରଣା

କଟକ ଅଫିସ, ୧୯।୬: କରୋନା ସମୟରେ ଡାକ୍ତରମାନେ କୋଭିଡ୍‌ ଯୋଦ୍ଧା ଭାବେ ରୋଗୀଙ୍କ ସେବା ଜାରି ରଖିଛନ୍ତି। ମାତ୍ର ଏଭଳି ସ୍ଥିତିରେ ଡାକ୍ତରମାନଙ୍କ ପ୍ରତି ହିଂସାତ୍ମକ ବ୍ୟବହାର କରାଯାଉଛି। ଏପରି ଅଶୋଭନୀୟ କାର୍ଯ୍ୟ ରୋକିବା ପାଇଁ ଦୃଢ଼ ନିୟମ ପ୍ରଣୟନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri