କଟକ

ଉପାନ୍ତ ଅଞ୍ଚଳରେ ଟିକା ପହଞ୍ଚାଇବ ଡ୍ରୋନ୍‌

କଟକ ଅଫିସ,୧୯।୬: ଉପାନ୍ତ ଅଞ୍ଚଳରେ ଲୋକଙ୍କୁ ଟିକା ଯୋଗାଇବ ଡେଲଟା ୪୦୦ ଡ୍ରୋନ୍‌। ଏହି ଡ୍ରୋନ୍‌କୁ କଟକ ଖପୁରିଆ ଆଇଟିଆଇର ଛାତ୍ରୀଛାତ୍ର ତିଆରି କରିଛନ୍ତି। ଆଇଜି ଡ୍ରୋନ୍‌ସ ଏବଂ ଖପୁରିଆ ଆଇଟିଆଇ ସହଯୋଗରେ ଏହି ଡ୍ରୋନ ପ୍ରସ୍ତୁତ କରାଯାଇଛି। ଆଇଟିଆଇର...

ସରକାର ଲୁଚାଉଛନ୍ତି କୋଭିଡ୍‌ ମୃତ୍ୟୁ ସଂଖ୍ୟା

କଟକ ଅଫିସ, ୧୯।୬: ରାଜ୍ୟରେ ବାସ୍ତବ ପକ୍ଷେ ଯେତିକି କୋଭିଡ୍‌ଜନିତ ମୃତ୍ୟୁ ଘଟୁଛି ସରକାର ତାହାକୁ ଦର୍ଶାଉ ନାହାନ୍ତି। ଏହି ମୃତ୍ୟୁସଂଖ୍ୟାକୁ ରାଜ୍ୟ ସରକାର ଲୁଚାଉଛନ୍ତି। ତେଣୁ ଏହାର ସ୍ବତନ୍ତ୍ର ଅଡିଟ କରାଯିବାକୁ ଶୁକ୍ରବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା...

୧୧ ବନ୍ଧୁକ, ୫୧ ଗୁଳି ଜବତ: ୪ ଗିରଫ

କଟକ ଅଫିସ,୧୭ା୬: ଓଡ଼ିଶା ପାଲଟିଛି ଚୋରା ବନ୍ଧୁକର ଭଣ୍ଡାର। ଗ୍ୟାଙ୍ଗ୍‌ଷ୍ଟର ଧଳସାମନ୍ତ ଭ୍ରାତାଙ୍କ ଆପରାଧିକ ସାମ୍ରାଜ୍ୟର ଖୋଳତାଡ କରୁକରୁ କମିଶନରେଟ୍‌ ପୋଲିସକୁ ମିଳିଳାଣି ବିପୁଳ ପରିମାଣର ବନ୍ଧୁକ ଓ ଗୁଳି। ଅନୁଗୋଳ ଜିଲା ତାଳଚେରର ଟୁକୁନା ସ୍ବାଇଁ ଧରାପଡିବା ପରେ...

ସଡକ ଦୁର୍ଘଟଣାରେ ଚାଲିଗଲା ଦୁଇ ଜୀବନ

ଚୌଦାର ,୧୬।୬(ଡ଼ି.ଏନ.ଏ):- ୧୬ନଂ ଜାତୀୟ ରାଜପଥ ମଙ୍ଗୁଳି ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣା ଘଟି ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ ମଙ୍ଗୁଳି ଛକ ରଶ୍ମି ମୋଟର ନିକଟରେ ଆଗରୁ...

ସିଏମ୍‌ସି ଟିକାକରଣ ପ୍ରହସନ

କଟକ ଅଫିସ,୧୬ା୬: ସହରରେ ଟିକାକରଣ ବ୍ୟାପକ ଭାବରେ କରାଯାଇଛି ବୋଲି କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଡିଣ୍ଡିମ ପିଟାଯାଉଛି। ବିଦେଶ ଯିବାକୁ ଥିବା ଛାତ୍ରୀଛାତ୍ର, ଦିବ୍ୟାଙ୍ଗ, ବସ୍ତିବାସିନ୍ଦା ଏବଂ ବୃଦ୍ଧାବୃଦ୍ଧଙ୍କ ପାଇଁ ସ୍ବତନ୍ତ୍ର ଟିକାକରଣ, ଘରେ ଘରେ ସ୍କ୍ରିନିଂ,...

ଗୋପନୀୟତା କ୍ଷୁଣ୍ଣ ଦର୍ଶାଇ ଆବେଦନ ରଦ୍ଦ କଲେ ହାଇକୋର୍ଟ

କଟକ ଅଫିସ, ୧୫।୬: କରୋନାରେ ସଂକ୍ରମିତ ରୋଗୀଙ୍କ ସମ୍ପର୍କରେ ଅଧିକ ତଥ୍ୟ ଜାଣିବା ପାଇଁ କୋଭିଡ୍‌ ହସ୍ପିଟାଲରେ ସିସିଟିଭି କ୍ୟାମେରା ସହ ହସ୍ପିଟାଲ ପରିସରରେ ଡିସ୍‌ପ୍ଲେ ବୋର୍ଡ ଲଗାଇବାକୁ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଆଗତ ଜନସ୍ବାର୍ଥ ମାମଲା ଖାରଜ...

ହୋଟେଲ, ଭଡ଼ାଘରେ ଚାଲିଥିଲା ଦେହ ବ୍ୟବସାୟ; ଚଢାଉ କରି…

କଟକ ଅଫିସ, ୧୩ା୬: କଟକ ସହରର ଦୁଇଟି ସ୍ଥାନରେ ଶନିବାର ଦେହ ବ୍ୟବସାୟ ଚାଲିଥିବା ପୋଲିସ ଚଢାଉ କରିଥିଲା। ଉଭୟ ସ୍ଥାନରୁ ୪ ଜଣ ଯୁବତୀଙ୍କୁ ଉଦ୍ଧାର କରିବା ସହ ୪ ଜଣଙ୍କୁ ଅଟକ ରଖିଛି। ମାଲଗୋଦାମ ଥାନା ଅଧୀନ...

ଝାରପଡ଼ା ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ

କଟକ ଅଫିସ,୧୨।୬: ଝାରପଡ଼ା ଜେଲ୍‌ରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଷଷ୍ଠ ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିବା ପରେ ଶନିବାର ସେ ଜେଲରୁ ବାହାରିଛନ୍ତି। ତେବେ ଜେଲରୁ ବାହାରିବା ପରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସେ କୌଣସି...

ଟିକାକରଣରୁ ବଞ୍ଚିତ ହେଉଛନ୍ତି ଲୋକେ

କଟକ ଅଫିସ, ୧୨ା୬: ରାଜ୍ୟରେ କୋଭିଡ୍‌ ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନାହିଁ। ସମସ୍ତଙ୍କୁ ମାଗଣାରେ ଟିକା ଦିଆଯିବା ପାଇଁ ଘୋଷଣା କରାଯାଇଛି। ମାତ୍ର ଟିକା ଉପଲବ୍ଧ ନ ଥିବାରୁ ଲୋକେ ଟିକାକରଣରୁ ବଞ୍ଚତ୍ତ ହେଉଛନ୍ତି ବୋଲି ଏସ୍‌ୟୁସିଆଇ...

ବୃଦ୍ଧଙ୍କୁ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ

ମାହାଙ୍ଗା,୧୨ା୬(ସ୍ବ.ପ୍ର.): ଜଣେ ବୃଦ୍ଧ ଛେଳି ମାରି ଦେଇଥିବା ଅଭିଯୋଗରେ ଗ୍ରାମର କେତେଜଣ ଲୋକ ତାଙ୍କୁ ଏକ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ କରିଥିବାର ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ ହୋଇଛି। ବୃଦ୍ଧ ମଧ୍ୟ ସମ୍ପୃକ୍ତ ବ୍ୟକ୍ତିଙ୍କ ନାମରେ...

୧୭,୦୦୦ ଫାଭିପିରାଭିର ଟାବ୍‌ଲେଟ୍‌ ଜବତ

କଟକ ଅଫିସ,୧୨ା୬: କଟକ କନିକା ଛକରେ ଥିବା ଏକ ମେଡିସିନ ଗୋଦାମ ଉପରେ ଶୁକ୍ରବାର ରାଜ୍ୟ ଡ୍ରଗ୍ସ କଣ୍ଟ୍ରୋଲର ପକ୍ଷରୁ ଚଢାଉ କରାଯାଇଛି। ସେଠାରୁ ପ୍ରାୟ ୬୯ ଲକ୍ଷ ଟଙ୍କାର ନକଲି କରୋନା ଔଷଧ ଜବତ ହୋଇଛି। ଉତ୍ତରପ୍ରଦେଶର ମାକ୍ସ...

ରେକର୍ଡ ନିଶାରେ ଦିବ୍ୟଜ୍ୟୋତି

କଟକ ଅଫିସ, ୧୦ା୬: କଟକ ଜିଲା ବିରିବାଟୀସ୍ଥିତ ଡିହସାହି ଗ୍ରାମର ଦିବ୍ୟଜ୍ୟୋତି ଜେନା(୨୦)। ରେକର୍ଡ ସୃଷ୍ଟି କରିବା ତାଙ୍କର ନିଶା। ପୂର୍ବରୁ ୬୦ ଦେଶର ୪୫୦ଟି ମୁଦ୍ରା ଏବଂ ୨୦ ନୋଟ୍‌ ସଂଗ୍ରହ କରି ସେ ରେକର୍ଡ ସୃଷ୍ଟି କରିଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri