କଟକ

୪ ସପ୍ତାହ ମଧ୍ୟରେ ନିଷ୍ପତ୍ତି ନିଅ: ହାଇକୋର୍ଟ

କଟକ ଅଫିସ,୧୩ା୮: ଆଥ୍‌ଲେଟ୍‌ ଦୂତୀ ଚାନ୍ଦଙ୍କ ବିରୋଧରେ ହୋଇଥିବା ଅଭିଯୋଗ ଉପରେ ଆସନ୍ତା ୪ ସପ୍ତାହ ମଧ୍ୟରେ ନିଷ୍ପତ୍ତି ନିଅ। ଏକ ୱେବ୍‌ ପୋର୍ଟାଲ ପ୍ରତିନିଧିଙ୍କୁ ଦୂତୀଙ୍କ ଧମକ ମାମଲାର ଶୁଣାଣିକରି ହାଇକୋର୍ଟ ବିଚାରପତି ବିଶ୍ୱଜିତ୍‌ ମହାନ୍ତି ଭୁବନେଶ୍ୱର ଡିସିପି...

ରାଜ୍ୟର ୪ ପୋଲିସ ଅଧିକାରୀ ପାଇବେ ଉତ୍କର୍ଷ ସେବା ପଦକ

କଟକ ଅଫିସ,୧୩ା୮: ତଦନ୍ତ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଦେଶର ୧୫୨ଜଣ ପୋଲିସ ଅଧିକାରୀଙ୍କୁ ୨୦୨୧ ବର୍ଷ ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଉତ୍କର୍ଷ ସେବା ପଦକ ପ୍ରଦାନ କରାଯିବ। ଏଥିପାଇଁ ଓଡ଼ିଶା ପୋଲିସର ୪ ଅଧିକାରୀ ଯୋଗ୍ୟ...

ପଞ୍ଚମୁଖୀ ହନୁମାନ ମନ୍ଦିର ଉଚ୍ଛେଦ ମାମଲା: ଜିଲାପାଳଙ୍କୁ ୨ସପ୍ତାହ ସମୟ ଦେଲେ ଏନ୍‌ଜିଟି

କଟକ ଅଫିସ/ନୂଆଦିଲ୍ଲୀ,୧୩ା୮: ମହାନଦୀ ଶଯ୍ୟାରେ ବେଆଇନଭାବେ ନିର୍ମାଣ ହୋଇଥିବା ପଞ୍ଚମୁଖୀ ହନୁମାନ ମନ୍ଦିର ଉଚ୍ଛେଦ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି)। ଏଥିସହିତ ପଞ୍ଚମୁଖୀ ମନ୍ଦିର ଉଚ୍ଛେଦ ନେଇ କ’ଣ ସବୁ...

ଗ୍ରୀନ୍‌ କରିଡରରେ ଜଣଙ୍କୁ ଏମ୍ସ ସ୍ଥାନାନ୍ତର

କଟକ ଅଫିସ, ୧୨ା୮: କଟକ ଏସ୍‌ସିବି ମେଡିକାଲରେ ଶନିବାର ଏକାଥରକେ ଜନ୍ମ ହୋଇଥିବା ୪ ଶିଶୁକନ୍ୟାଙ୍କ ମଧ୍ୟରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ ବୁଧବାର ଶିଶୁଭବନରୁ ଭୁବନେଶ୍ୱର...

ମଦ ବ୍ୟବସାୟୀଙ୍କ ମାଡ଼ରେ ଖବରଦାତା ଲହୁଲୁହାଣ

ତିଗିରିଆ, ୧୨ା୮( ଡି.ଏନ.ଏ.): ତିଗିରିଆ ବ୍ଲକ କରଡ଼ାପଲ୍ଲୀ ଗଁାର ଖବରଦାତା ପନିଆ ଖଁାଙ୍କୁ ସେହି ଗଁାର ୨ ଜଣ ଦେଶୀ ମଦ ବ୍ୟବସାୟୀ ନିସ୍ତୁକ ପିଟି ଲହୁଲୁହାଣ କରିଛନ୍ତି। ମଙ୍ଗଳବାର ରାତିରେ ଉଭୟ ମଦ ବ୍ୟବସାୟୀ ପନିଆଙ୍କୁ ଏକ ଗଣ୍ଡଗୋଳ...

ଦୁର୍ନୀତିଗ୍ରସ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ବାଙ୍କୀ, ୧୨ା୮(ସ୍ବ.ପ୍ର.): ଡମପଡ଼ା ବ୍ଲକ କୁସୁପଙ୍ଗି ଓ ତାଳବସ୍ତ ପଞ୍ଚାୟତରେ ଏମ୍‌ଜିଏନଆରଇଜିଏସ୍‌ କାର୍ଯ୍ୟ ଓ ରୁବାନ ଅନୁଦାନରେ ନିର୍ମାଣ ହୋଇଥିବା ପ୍ରକଳ୍ପଗୁଡିକରେ ମହାଦୁର୍ନୀତିରେ ହୋଇଛି। ଏଥିରେ ସମ୍ପୃକ୍ତ ଥିବା ବ୍ୟକ୍ତିମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ସହ ଗିରଫ କରିବାକୁ ଦାବି...

ଏଥର ଅକ୍ସିଜେନ୍‌ ରାଖୀ କିଟ୍‌

କଟକ ଅଫିସ, ୧୨ା୮: ଭାଇ-ଭଉଣୀର ସମ୍ପର୍କକୁ ଆଉଟିକେ ମଜଭୁତ କରିବା ପାଇଁ ପ୍ରତିବର୍ଷ ପାଳନ କରାଯାଏ ରକ୍ଷାବନ୍ଧନ ପର୍ବ ବା ଗହ୍ମାପୂର୍ଣ୍ଣିମା। ଆସନ୍ତା ୨୨ ତାରିଖରେ ଏହି ନିଆରା ପର୍ବ ପାଳନ ହେବାକୁ ଥିବାବେଳେ କରୋନା ମହାମାରୀ ଯୋଗୁ କଟକ...

ଆଜିଠୁ ମାଟ୍ରିକ ଖାତାଦେଖା ଆରମ୍ଭ : ଅଗଷ୍ଟ ଶେଷ ସୁଦ୍ଧା ପ୍ରକାଶ ପାଇବ ଫଳ

କଟକ ଅଫିସ,୧୧।୮: ମାଟ୍ରିକ ଅଫଲାଇନ ଖାତାଦେଖା ବୁଧବାରଠାରୁ ଆରମ୍ଭ ହୋଇଛି। ୭ଟି ଜିଲାର ୯ଟି କେନ୍ଦ୍ରରେ ଖାତା ଦେଖାହେଉଛି। କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଖୋର୍ଦ୍ଧା, ନୟାଗଡ଼ ଓ ପୁରୀରେ ମୂଲ୍ୟାୟନ କେନ୍ଦ୍ର କରାଯାଇଛି । ୧୫୦୦ ଶିକ୍ଷୟିତ୍ରୀ, ଶିକ୍ଷକ...

କୋର୍ଟ ବର୍ଜନ ନିଷ୍ପତ୍ତି ସ୍ଥଗିତ

କଟକ ଅଫିସ,୧୦।୮: ହାଇକୋର୍ଟର ବିଭିନ୍ନ ପ୍ରୋସିଡିଂର ସିଧା ପ୍ରସାରଣକୁ ହାଇକୋର୍ଟ ବାର୍‌ ଆସୋସିଏଶନ ପକ୍ଷରୁ ବିରୋଧ ଜାରି ରହିଥିଲା। ମୁଖ୍ୟ ବିଚାରପତିଙ୍କ କୋର୍ଟକୁ ଆଇନଜୀବୀମାନେ ବର୍ଜନ କରିଆସୁଥିଲେ। ତେବେ ସୋମବାରଠାରୁ ବର୍ଜନ ନିଷ୍ପତ୍ତି ସ୍ଥଗିତ ରହିଛି। ଆସୋସିଏଶନର ସାଧାରଣ ପରିଷଦ...

କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନ୍‌ସୁଗାର କଟକରୁ ଜବତ: ୬ ଗିରଫ

କଟକ ଅଫିସ, ୯।୮: କଟକରୁ ୧ କେଜି ୧୫୯ ଗ୍ରାମ ବ୍ରାଉନସୁଗର ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ଏକ କୋଟି ଟଙ୍କାରୁ ଅଧିକ। ଏହା ସହ ଘଟଣାରେ ସମ୍ପୃକ୍ତ ୬ ଜଣଙ୍କୁ ପୋଲିସ ଗିରଫ କରିଛି। ସୋମବାର ଏକ...

ଦିବ୍ୟାଙ୍ଗ ଭାଇଙ୍କୁ ପରିଚୟ ଦେଇଛି ଚିତ୍ରକଳା

କଟକ ଅଫିସ,୯।୮: କଟକ ଯୋବ୍ରା ମଲ୍ଲାସାହି ଅଞ୍ଚଳର ଦୁଇଭାଇ ଶ୍ରୀହର୍ଷ ଶୁକ୍ଲା ଓ ସିଦ୍ଧାର୍ଥ ଶୁକ୍ଲା। ଜନ୍ମରୁ ସେମାନେ କଥା କହିପାରନ୍ତିନି କି ଶୁଣିପାରନ୍ତି ନାହିଁ। ଠାର ମାଧ୍ୟମରେ ସମସ୍ତଙ୍କ ଭାବନା ବୁଝିପାରନ୍ତି। ଏବେ ଏହି ଦୁଇ ଦିବ୍ୟାଙ୍ଗ ଭାଇଙ୍କୁ...

ଏସ୍‌ସିବିରେ ଏକକାଳୀନ ୪ ଶିଶୁ ଜନ୍ମହେବା ଘଟଣା: ୨ ଶିଶୁକନ୍ୟା ଆଖି ବୁଜିଲେ

କଟକ ଅଫିସ,୯ା୮: ଏସ୍‌ସିବି ମେଡିକାଲରେ ଶନିବାର ଏକାଥରକେ ଜନ୍ମ ହୋଇଥିବା ୪ ଶିଶୁକନ୍ୟାଙ୍କ ମଧ୍ୟରୁ ରବିବାର ୨ ଜଣଙ୍କ ମୃତ୍ୟୁ ଘଟିଛି। ନବଜାତ ଶିଶୁ ପରିପକ୍ୱ ନ ଥିବାରୁ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିଥିଲା। ସେମାନଙ୍କୁ କଟକ ଶିଶୁଭବନକୁ ସ୍ଥାନାନ୍ତର କରାଯାଇଥିଲା।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri