କଟକ

ହେଲ୍ପଲାଇନ୍‌ ନମ୍ବର ଅଭିଯୋଗକୁ ଗୁରୁତ୍ୱ

କଟକ ଅଫିସ,୧୩ା୫:ରାଜ୍ୟରେ କୋଭିଡ୍‌ ସ୍ଥିତିକୁ ନେଇ କଟକସ୍ଥିତ ପୋଲିସ ମୁଖ୍ୟାଳୟରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୁଧବାର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟରେ ବର୍ତ୍ତମାନ କୋଭିଡ୍‌ ସ୍ଥିତି କିଭଳି ରହିଛି, ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଚେକ୍‌ ପୋଷ୍ଟ, ଟିକାକରଣ...

ସତ ଲୁଚାଉଛି ସିଏମ୍‌ସି

କଟକ ଅଫିସ, ୧୧।୫: ଜିଲାରେ କରୋନାର ୨ୟ ଲହରରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏପରି କି ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ସତୀଚୌରା ଶ୍ମଶାନରେ କରୋନା ମୃତକଙ୍କ ଦାହ...

ହାଇକୋର୍ଟରେ ଗୋଳନ୍ଥରା ହାଜତ ମୃତ୍ୟୁ

କଟକ ଅଫିସ, ୧୧।୫: ଗଞ୍ଜାମ ଜିଲା ଗୋଳନ୍ଥରା ହାଜତ ମୃତ୍ୟୁ ଘଟଣାରେ ସୋମବାର ଭାରତୀୟ ବିକାଶ ପରିଷଦର ରାଜ୍ୟ ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର କରିଛନ୍ତି। ସେ ତାଙ୍କ ପିଟିଶନରେ ଦର୍ଶାଇଛନ୍ତି, ଗୋଳନ୍ଥରା ଥାନା...

କରୋନାରେ ପୁଅର ମୃତ୍ୟୁ ଖବର ଶୁଣି ଆଖିବୁଜିଲେ ମା’: ଛୁଇଁଲେନି ଜ୍ଞାତି କୁଟୁମ୍ବ ଶେଷରେ…

ନିଶ୍ଚିନ୍ତକୋଇଲି,୧୦।୫(ସ୍ବ.ପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ କରୋନାର ବିଭୀଷିକା ଉଗ୍ରରୂପ ନେଉଛି। ସଂକ୍ରମିତଙ୍କ ସଂଖ୍ୟା ଯେଉଁଭଳି ବଢିଚାଲିଛି ସେହିଭଳି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ନିଶ୍ଚିନ୍ତକୋଇଲି ବ୍ଲକରେ ସୋମବାର ସୁଦ୍ଧା କରୋନାରେ ୬ ଜଣ ଆଖି ବୁଜିଲେଣି। ସୋମବାର...

ଆମ୍ବ ଗୋଟାଇବାକୁ ଯାଇ ଫେରିଲେନି କମଳା : ଘରକୁ ଫେରିଲା ମୃତଦେହ

ଚୌଦ୍ୱାର,୧୦।୫(ଡି.ଏନ୍‌.ଏ): ଆମ୍ବ ଗୋଟାଇବାକୁ ଯାଇ ବିଦ୍ୟୁତ ଆଘାତରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ଏଭଳି ଏକ ଘଟଣା ଘଟିଛି କଟକ ଜିଲା ଟାଙ୍ଗୀ ଚୌଦ୍ୱାର ବ୍ଲକ ଶାଳଗାଁ ପଞ୍ଚାୟତ ଦାମୋଦରପୁର ଗ୍ରାମରେ। ଗ୍ରାମର କମଳା ପଣ୍ଡା ନିଜ ଘର...

୨ ବର୍ଷ ବିତିଲା, ମିଳିନି ପିଠା ଅର୍ଥ

କଟକ ସଦର, ୧୦ା୫ (ଡି.ଏନ.ଏ.):୨୦୧୮-୧୯ ଆର୍ଥିକ ବର୍ଷରେ ରାଜ୍ୟ ସରକାର ସମସ୍ତ ପଞ୍ଚାୟତରେ ପିଠା (ପିପୁଲ୍‌ସ ଏମ୍‌ପାଓ୍ବାରମେଣ୍ଟ ଏନାବେଲିଂ ଟ୍ରାନ୍ସପରେନ୍ସି ଆଣ୍ଡ ଏନ୍‌ହାନ୍ସିଂ ଆକାଉଣ୍ଟେବିଲିଟି) କାର୍ଯ୍ୟକ୍ରମ ଆୟୋଜନ ପାଇଁ ନିର୍ଦ୍ଦେଶ ଦେଇଥିଲେ। ତଦନୁଯାୟୀ କଟକ ସଦର ବ୍ଲକର ୨୩ଟି ପଞ୍ଚାୟତରେ...

୧୭ ଦିନରେ ଗଲାଣି ୮୬୮୯.୬୨୬ ଟନ୍‌ ଅକ୍ସିଜେନ୍‌

କଟକ ଅଫିସ,୧୦ା୫:କରୋନା ସଂକ୍ରମଣ ଯୋଗୁ ଦେଶର ବିଭିନ୍ନ ରାଜ୍ୟରେ ଅକ୍ସିଜେନ୍‌ ଅଭାବ ଦେଖାଦେଇଛି ା ଏଭଳି ପରିସ୍ଥିତିରେ ସାରା ଦେଶକୁ ମେଡିକାଲ ଅକ୍ସିଜେନ୍‌ ଯୋଗାଇଛି ଓଡ଼ିଶା। ୧୭ ଦିନ ମଧ୍ୟରେ ଅନୁଗୋଳ, ରାଉରକେଲା, ଢେଙ୍କାନାଳ ଏବଂ ଯାଜପୁର ଜିଲାରୁ ୪୭୩...

ଚିନ୍ତା ବଢ଼ାଇଲାଣି କଟକ: ଗୋଷ୍ଠୀ ସଂକ୍ରମଣ ଆଶଙ୍କା

କଟକ ଅଫିସ,୮।୫: ରାଜ୍ୟରେ ଦିନକୁ ଦିନ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଏହି ମହାମାରୀ ଗୋଟିଏ ପରେ ଗୋଟିଏ ଜିଲାରେ ତା’ର କାୟା ବିସ୍ତାର କଲାଣି। ଏପରିକି ଦୈନିକ ସଂକ୍ରମଣ ୧୦୦୦୦ ଉପରେ ରହୁଛି। ବର୍ତ୍ତମାନ ସବୁଠୁ ଚିନ୍ତାଜନକ ବିଷୟ...

ମହାନଦୀ ଜଳ ବିବାଦ ମାମଲା ଶୁଣାଣି ସ୍ଥଗିତ

କଟକ ଅଫିସ,୭।୫: ଆସନ୍ତାକାଲି ଅର୍ଥାତ୍‌ ଶନିବାର ହେବାକୁ ଥିବା ମହାନଦୀ ଜଳ ବିବାଦ ମାମଲା ଶୁଣାଣିକୁ ସ୍ଥଗିତ ରଖାଯାଇଛି। ଏନେଇ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲର ରେଜିଷ୍ଟ୍ରାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ନୋଟିସରେ ଉଲ୍ଲେଖ କରାଯାଇଛି, ବର୍ତ୍ତମାନ କୋଭିଡ୍‌ ସଂକ୍ରମଣ...

୧୪ ଦିନରେ ଗଲାଣି ୬୩୫୪.୭୪୨ ଟନ୍‌ ଅକ୍ସିଜେନ୍‌

କଟକ ଅଫିସ,୭।୫: କରୋନା ସଂକ୍ରମଣ ଯୋଗୁ ଦେଶର ବିଭିନ୍ନ ରାଜ୍ୟରେ ଅକ୍ସିଜେନ୍‌ ଅଭାବ ଦେଖାଦେଇଛି। ଏଭଳି ସ୍ଥିତିରେ ସାରା ଦେଶକୁ ମେଡିକାଲ ଅକ୍ସିଜେନ୍‌ ଯୋଗାଇଛି ଓଡ଼ିଶା। ୧୪ ଦିନ ମଧ୍ୟରେ ଅନୁଗୋଳ, ରାଉରକେଲା, ଢେଙ୍କାନାଳ ଏବଂ ଯାଜପୁର ଜିଲାରୁ ୩୪୫ଟି...

କମ ଛାତ୍ର ଥିବା ସ୍କୁଲକୁ ଅନ୍ୟ ସ୍କୁଲରେ ମିଶ୍ରଣ ପ୍ରସଙ୍ଗ: ସରକାରଙ୍କ ବିଜ୍ଞପ୍ତିକୁ ରଦ୍ଦକଲେ ହାଇକୋର୍ଟ

କଟକ ଅଫିସ,୪।୫: କମ ଛାତ୍ର ଥିବା ସ୍କୁଲକୁ ଅନ୍ୟ ସ୍କୁଲ ସହ ମିଶ୍ରଣ ପ୍ରସଙ୍ଗରେ ମଙ୍ଗଳବାର ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି । ଉକ୍ତ ପ୍ରସଙ୍ଗରେ ରାଜ୍ୟ ସରକାର ଜାରି କରିଥିବା ବିଜ୍ଞପ୍ତିକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ତେବେ ପୂର୍ବରୁ...

ବାତ୍ୟା ସମୟରେ ପ୍ରଶାସନ ସହ ଯୋଡ଼ିହୋଇ ରୁହ: ଅଗ୍ନିଶମ ଡିଜି

କଟକ ଅଫିସ, ୪।୫: ଅଗ୍ନିଶମ ଡିଜି ଏମ୍‌. ଅକ୍ଷୟ ସୋମବାର ଭର୍ଚୁଆଲ ମୋଡ୍‌ରେ ବିଭାଗର ବିଭିନ୍ନ ପଦସ୍ଥ ଅଧିକାରୀଙ୍କ ସହ ଏକ ବୈଠକ କରିଥିଲେ। ଏଥିରେ ପ୍ରାକ୍‌ ମୌସୁମୀ ବାତ୍ୟା ସମ୍ପର୍କରେ ଆଲୋଚନା ହେବା ସହ ବାତ୍ୟା ସମୟରେ କିପରି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri