ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ ଶିଶୁପୁତ୍ର ଜିମା ନେବାରୁ ବଞ୍ଚିତ କରାଯାଇ ପାରିବ ନାହିଁ। ହାଇକୋର୍ଟର ବିଚାରପତି ସଞ୍ଜୟ...
ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍: ଜାଣନ୍ତୁ ଖେଳାଯିବ ମ୍ୟାଚ୍
କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚ୍ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ କରି ପିଚ୍, ସୁରକ୍ଷା ବ୍ୟବସ୍ଥା ସମେତ ସବୁ ପ୍ରକାର ପ୍ରସ୍ତୁତି ଶେଷ। ଏବେ...
ପଲିଥିନ୍ କାରଖାନାରେ ଲାଗିଲା ନିଆଁ
କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସୂଚନା ପାଇବା ପରେ, କଟକ ଏବଂ ଚାଉଳିଆଗଞ୍ଜ ଅଗ୍ନିଶମ ସେବା...
ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ
କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର ଖେଳାଳି ଭୁବନେଶ୍ୱରରେ ପହଞ୍ଚି ସାରିଛନ୍ତି। ଇତିମଧ୍ୟରେ ଭାରତୀୟ ଦଳର ଅଲ୍ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା...
ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍ଲାଇଫ୍ ମ୍ୟୁଚୁଆଲ ଫଣ୍ଡ୍ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା
କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା ବୁଦ୍ଧିମାନ ପରିଚୟ। କୌଣସି ପ୍ଲାଟ୍ଫର୍ମରେ ଅର୍ଥ ବିନିଯୋଗ ବେଳେ ଲୋକଙ୍କ ସେ ବାବଦରେ...
ବାରବାଟୀ ମ୍ୟାଚ୍ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍, ଭଡ଼ା ରହିଛି…
କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍ ଦେଖିବା ପାଇଁ ଦର୍ଶକଙ୍କ ପ୍ରବଳ ଭିଡ଼ ହେବ। ତେଣୁ ଏନେଇ ସ୍ବତନ୍ତ୍ର ‘ଆମ ବସ୍’ ଚାଲିବ।...
ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍ କଲେ ଅଦାଲତ
କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର ଏସ୍ସି/ଏସ୍ଟି ଅଦାଲତ ଚାର୍ଜଫ୍ରେମ କରିଛନ୍ତି। ଓଡ଼ିଶା କ୍ରାଇମବ୍ରାଞ୍ଚରେ ରୁଜୁ ମାମଲାରେ ଏହି ଚାର୍ଜଫ୍ରେମ...
ଘରୋଇ ବିଶ୍ୱବିଦ୍ୟାଳୟରେ ଛାତ୍ର ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ବାରଙ୍ଗ,୫ା୧୨(ଲିଙ୍ଗରାଜ ରାଉତ): ବାରଙ୍ଗସ୍ଥିତ ଏକ ଘରୋଇ ବିଶ୍ବବିଦ୍ୟାଳୟରେ ଜଣେ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ମୃତକ ପରିବାର ଲୋକ ଏନେଇ ବାରଙ୍ଗ ଥାନାରେ ହତ୍ୟା ଅଭିଯୋଗ ଆଣିଛନ୍ତି। ପ୍ରକାଶ ଯେ, ବାଲେଶ୍ୱର ଖଇରା ଥାନା ଅନ୍ତର୍ଗତ ବେରାଯୋଡ଼ି ଗ୍ରାମର ମୃତ୍ୟୁଞ୍ଜୟ...
ନନ୍ଦନକାନନ ଆସିଲେ ୧୯ ପଶୁପକ୍ଷୀ
ବାରଙ୍ଗ,୫ା୧୨(ଲିଙ୍ଗରାଜ ରାଉତ): ଶୁକ୍ରବାର ଭୋର୍ ସମୟରେ ନନ୍ଦନକାନନ ପ୍ରାଣୀଉଦ୍ୟାନକୁ ଅଦଳବଦଳ ପ୍ରକିୟାରେ ୧୯ ନୂଆ ଅତିଥି (ପଶୁପକ୍ଷୀ) ଆସି ପହଞ୍ଚିଛନ୍ତି। ଏହି ଅଦଳବଦଳ ପ୍ରକିୟା ନନ୍ଦନକାନନ ଓ ଗୁଜରାଟର ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀ ପ୍ରାଣୀଉଦ୍ୟାନ ମଧ୍ୟରେ ହୋଇଛି। ଆସିଥିବା ନୂଆ...
ନଦୀକୁ ଖସିପଡ଼ିଲା କାର୍, ଭିତରେ ଅଛନ୍ତି…
କଟକ,୩ା୧୨: ବିରୂପା ନଦୀରେ ବୁଧବାର ସନ୍ଧ୍ୟାରେ ଏକ ବ୍ୟାଟେରୀ ଚାଳିତ କାର୍ ଖସିପଡ଼ିଛି। ତିନି ଘଣ୍ଟା ଧରି ପାଣି ଭିତରେ ଏହି କାର୍ ଫସିରହିଛି। ଜଣେ ଯୁବକଙ୍କୁ ସ୍ଥାନୀୟ ଖେଳ ପ୍ରଶିକ୍ଷଣ ପିଲା ଉଦ୍ଧାର କରିଥିବାବେଳେ ଆଉ ଜଣେ କାର୍...
ବାରବାଟୀରେ ୫ରୁ ଅଫଲାଇନ ଟିକେଟ: ପୂର୍ବ ରାତିରୁ ଧାଡ଼ିରେ ନ ରହି ସକାଳୁ ଧାଡ଼ିରେ ରହିବାକୁ ଦିଆଯିବ ଅନୁମତି
ଭୁବନେଶ୍ୱର,୩।୧୨: ବାରବାଟୀ ଟି ଟ୍ବେଣ୍ଟି ପାଇଁ ଅଫଲାଇନ ଟିକେଟ ବିକ୍ରି ପୂର୍ବରୁ ଡିସିପି ସମୀକ୍ଷା କରି କହିଛନ୍ତି, କାଉଣ୍ଟର ଟିକେଟ ବିକ୍ରି ପାଇଁ ଲୁହା ବାରିକେଡ କରାଯିବ। କ୍ରିକେଟ ଏକାଡେମୀ ପଟୁ ପ୍ରବେଶ, ପ୍ରସ୍ଥାନ ଗେଟ୍ ଅଲଗା ରହିବ। ୫...
ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ: ଆଜିଠାରୁ ଅନଲାଇନରେ ଟିକେଟ ବିକ୍ରି, ଜାଣନ୍ତୁ କେତେ ରହିଛି ଦାମ୍…
କଟକ,୧।୧୨: ଆସନ୍ତା ଡିସେମ୍ବର ୯ରେ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ପ୍ରଥମ ଟି-୨୦ ମ୍ୟାଚ । ଏହି ମ୍ୟାଚକୁ ନେଇ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ବାରବାଟୀର ପିଚ ଉଭୟ ରେଡ ଓ...
Archives


