କଟକ

ଜଗତ୍‌ପୁରରୁ ନକଲି ସୋୟାବଡ଼ି କାରଖାନା ଠାବ: ନାମୀଦାମୀ କମ୍ପାନୀର ଲୋଗୋ ସମେତ ୧୦ଲକ୍ଷ ଟଙ୍କାର ସାମଗ୍ରୀ ଜବତ

କଟକ ଅଫିସ,୨୦ା୧୨: ଜଗତ୍‌ପୁର ଶିଳ୍ପାଞ୍ଚଳ ଫେଜ୍‌-୨ରେ ଥିବା ମାହେକ୍‌ ଇଣ୍ଡଷ୍ଟ୍ରିଜ ପ୍ରାଇଭେଟ ଲିମିଟେଡ ନାମକ ଏକ ନକଲି ସୋୟାବଡି କାରଖାନାକୁ ଶନିବାର ପୋଲିସ ଠାବ କରିଛି। ଦୀର୍ଘଦିନ ଧରି ସେଠାରେ ବେଆଇନ ଭାବେ ଉକ୍ତ କାରଖାନା ଚାଲୁଥିଲା। ଖବରପାଇ ଅପରାହ୍ନରେ...

ଏସ୍‌ଡିଜେଏମ୍‌ କୋର୍ଟରେ ହାଜର ହେଲେ ଅନୁଭବ

କଟକ ଅଫିସ, ୧୯।୧୨: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଶୁକ୍ରବାର କଟକ ଏସ୍‌ଡିଜେଏମ୍‌ କୋର୍ଟରେ ହୋଇଥିଲା। କିଛିଦିନ ତଳେ ସ୍ତ୍ରୀ ବର୍ଷା କରିଥିବା ଏକ ପାରିବାରିକ ହିଂସା ମାମଲାରେ ନିଜ ପକ୍ଷ ରଖିବା...

ଶାଳଗାଁରେ ହାତୀ ଉପଦ୍ରବ

ଚୌଦ୍ୱାର,୧୮ା୧୨(ଡି.ଏନ୍‌.ଏ): ଟାଙ୍ଗୀ-ଚୌଦ୍ୱାର ବ୍ଲକ ଶାଳଗାଁ ପଞ୍ଚାୟତ ଅଧୀନ ଶାଳଗାଁ ଗ୍ରାମରେ ଗୁରୁବାର ଭୋରରୁ ହାତୀ ଉପଦ୍ରବ ଦେଖିବାକୁ ମିଳିଥିଲା। ୧୬ଟିକିଆ ହାତୀପଲ ଧାନବିଲରେ ପଶି ଫସଲ ନଷ୍ଟ କରୁଥିବା ଦେଖି ସ୍ଥାନୀୟ ଲୋକେ ଭୟଭୀତ ହୋଇପଡିଥିଲେ। ଏ ସମ୍ପର୍କରେ ଖବରପାଇ...

କଲେଜ ଛାତ୍ରୀଙ୍କୁ ଅପହରଣ

ଯାଜପୁର ଅଫିସ,୧୭।୧୨ :ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳର ଜଣେ କଲେଜ ଛାତ୍ରୀଙ୍କୁ ଅପହରଣ କରାଯାଇଛି। ମାତ୍ର ଅପହରଣର ୧୦ ଦିନ ପରେ ବି ପୋଲିସ ତାଙ୍କୁ ଉଦ୍ଧାର କରିବାରେ ସକ୍ଷମ ହୋଇନାହିଁ। ଛାତ୍ରୀ ଜଣଙ୍କ ଅପହରଣକାରୀଙ୍କ କବଳରୁ ଉଦ୍ଧାର...

ନକଲି ଗୁଟ୍‌ଖା କାରଖାନା ଠାବ

କଟକ ଅଫିସ, ୧୭।୧୨ :କଟକରେ ପୁଣି ଏକ ନକଲି କାରଖାନା ଠାବ ହୋଇଛି। ବୁଧବାର ପୋଲିସ ଜଗତପୁର ତଳବଣିଆସ୍ଥିତ ନକଲି ଗୁଟ୍‌ଖା କାରଖାନା ଉପରେ ଚଢ଼ାଉ କରି ବିଭିନ୍ନ ନାମୀଦାମୀ ବ୍ରାଣ୍ଡର ନକଲି ସାମଗ୍ରୀ ଜବତ କରିଛି। ଯାହାର ମୂଲ୍ୟ...

ପରୀ ହତ୍ୟା ମାମଲା: ହାଇକୋର୍ଟରେ ସତ୍ୟପାଠ ଦାଖଲ

କଟକ ଅଫିସ, ୧୬।୧୨: ନୟାଗଡ଼ ଜିଲାର କୁନି ଝିଅ ପରୀ ହତ୍ୟା ଘଟଣାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଏସ୍‌ଆଇଟି ବୁଧବାର ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛି। ପରୀ ମୃତ୍ୟୁ ମାମଲା କେତେ ବାଟ ଆଗେଇଛି, ତା’ର ଷ୍ଟାଟସ ରିପୋର୍ଟ ଦାଖଲ...

୧୧୪ ଆଟେଣ୍ଡାଣ୍ଟ, ୩୬ ପ୍ରାଣୀଧନ ନିରୀକ୍ଷକ ପଦବୀ ଖାଲି

କଟକ ଅଫିସ,୧୬ା୧୨: କଟକ ଜିଲାର ମୋଟ ୨୧୧ଟି ପ୍ରାଣୀଧନ ସହାୟକ କେନ୍ଦ୍ର ରହିଛି। ହେଲେ ପ୍ରାଣୀଧନ ନିରୀକ୍ଷକ, ଡାକ୍ତର, ଆଟେଣ୍ଡାଣ୍ଟ ପଦବୀ ଖାଲି ପଡିଥିବାରୁ ପ୍ରାଣୀ ଚିକିତ୍ସା ବାଧାପ୍ରାପ୍ତ ହେଉଛି। ଏଥିସହ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର ସଫଳ ରୂପାୟନ...

ଜିଲା ପରିଷଦ ଜୋନ୍‌-୭ ଉପନିର୍ବାଚନ: ଦୁଇ ପ୍ରାର୍ଥୀଙ୍କ ନାଁ ସମାନ

କଟକ ସଦର, ୧୬ା୧୨(ଡି.ଏନ୍‌.ଏ.): କଟକ ଜିଲାପରିଷଦ ଜୋନ୍‌ ନଂ.୭ର ଉପନିର୍ବାଚନ ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ୩ ରାଜନୈତିକ ଦଳ ଓ ଜଣେ ସ୍ବାଧୀନ ପ୍ରାର୍ଥୀ ଘରକୁ ଘର ବୁଲି ପ୍ରଚାର ଆରମ୍ଭ କରିଛନ୍ତି। ବିଜେଡି ପ୍ରାର୍ଥୀ...

ଚୋରା ଚାଲାଣ ଉଦ୍ୟମ ପଣ୍ଡ, ୧୨ ଗିରଫ

କଟକ ଅଫିସ, ୧୬।୧୨: କଟକ ସହରର ବିଭିନ୍ନ ସ୍ଥାନରେ ଦାଦାବଟି ସହ ବେଆଇନ ଅସ୍ତ୍ରଶସ୍ତ୍ର ଚୋରା ଚାଲାଣ ପାଇଁ ପ୍ରସ୍ତୁତ ସରିଥିଲା ପୂରା ରୋଡ୍‌ମ୍ୟାପ। ଏଥିପାଇଁ ବିହାର ଓ ଅନ୍ୟ ପଡ଼ୋଶୀ ରାଜ୍ୟଗୁଡ଼ିକରୁ କିଣାଯାଇଥିଲା ବିପୁଳ ଅସ୍ତ୍ରଶସ୍ତ୍ର। ହେଲେ ସବୁକିଛି...

ମୁଖ୍ୟ ବିଚାରପତି ପାଇଁ ଏସ୍‌. ମୁରଲିଧରଙ୍କ ନାମ ସୁପାରିସ

କଟକ ଅଫିସ, ୧୬।୧୨: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ପଦ ପାଇଁ ଏସ୍‌. ମୁରଲିଧରଙ୍କ ନାମକୁ ସୁପ୍ରିମ୍‌କୋର୍ଟଙ୍କ କଲେଜିୟମ୍‌ ସୁପାରିସ କରିଛନ୍ତି। ଆଇନ୍‌ ମନ୍ତ୍ରଣାଳୟର ଅନୁମୋଦନ ପରେ ମୁରଲିଧର ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରିବେ।...

ହାଇକୋର୍ଟରେ ସତ୍ୟପାଠ ଦାଖଲ କଲେ ପୁରୀ ଏସ୍‌ପି

କଟକ ଅଫିସ,୧୫।୧୨: ପୁରୀ ହାଜତ ମୃତ୍ୟୁ ମାମଲାର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଥିଲା। ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଓ ଜଷ୍ଟିସ ବିଶ୍ୱନାଥ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଉକ୍ତ ମାମଲାର ଶୁଣାଣି କରିଥିଲେ ା ଏହି ମାମଲାର...

ଅନ୍‌ଲାଇନରେ ହେବ ଓପିଏସ୍‌ସି ପରୀକ୍ଷା

କଟକ ଅଫିସ,୧୪ା୧୨:ଓଡ଼ିଶା ଲୋକ ସେବା ଆୟୋଗ (ଓପିଏସ୍‌ସି)ର ସମସ୍ତ ପରୀକ୍ଷା ଏଣିକି ଅନ୍‌ଲାଇନରେ କରାଯିବ। କରୋନା ମହାମାରୀ ଲାଗି ଆସନ୍ତା ୨୦ରେ ହେବାକୁ ଥିବା ମେଡିକାଲ ଅଫିସର ପଦବୀ ନିମନ୍ତେ ପରୀକ୍ଷା ଅନ୍‌ଲାଇନରେ କରାଯିବ। ପରୀକ୍ଷା ପରିଚାଳନା ନିମନ୍ତେ ଏକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri