କଟକ

୧୧ହଜାର ବସ୍ତା ସିମେଣ୍ଟ ଜବତ

କଟକ ଅଫିସ,୨୩ା୧୨: କଟକ ଜଗତ୍‌ପୁର ଅଞ୍ଚଳରେ ଥିବା ଏକ ସିମେଣ୍ଟ ଗୋଦାମ ଉପରେ ମଙ୍ଗଳବାର ପୋଲିସ ଚଢାଉ କରିଥିଲା। ସେଠାରୁ ପ୍ରାୟ ୧୦ ହଜାର ବସ୍ତା ଏକ୍ସପାଏରି ସିମେଣ୍ଟ ଓ ୧ହଜାର ବସ୍ତା ଭଲ ସିମେଣ୍ଟ, ୫ହଜାର ପ୍ୟାକେଜିଙ୍ଗ ପଲିଥିନ,...

ସ୍ବାମୀଙ୍କୁ ଜାମିନରେ ଆଣିବାକୁ ଯାଇ ଜେଲ ଗଲେ ମହିଳା

କଟକ ଅଫିସ,୨୨।୧୨: ଡାକ୍ତରଙ୍କ ନକଲି ପ୍ରେସ୍‌କ୍ରିପ୍‌ସନ ତିଆରି କରି ଜଣେ ମହିଳା ଗିରଫ ହୋଇଛନ୍ତି। ସ୍ବାମୀଙ୍କୁ ଜାମିନରେ ଆଣିବା ପାଇଁ ନିଜେ ଅସୁସ୍ଥ ଦର୍ଶାଇ ମହିଳା ଜଣକ ଏପରି ଚକ୍ରାନ୍ତ କରିଥିଲେ। କୋର୍ଟରେ ଧରା ପଡିବା ପରେ ତାଙ୍କୁ ଜେଲ୍‌...

ଜିଲା ପରିଷଦ ଉପନିର୍ବାଚନ: ବୁଥ୍‌ରେ ଗ୍ଲୋବ୍ସ, ମାସ୍କ ବ୍ୟବସ୍ଥା ନାହିଁ

କଟକ ସଦର,୨୧।୧୨(ଡି.ଏନ୍‌.ଏ.): ଆସନ୍ତା ୨୨ରେ କଟକ ଜିଲାପରିଷଦ ୭ନଂ. ଜୋନ୍‌ ଉପନିର୍ବାଚନ କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁଯାୟୀ ଅନୁଷ୍ଠିତ ହେବ। ବୁଥ୍‌ରେ ସାମାଜିକ ଦୂରତା ସହ ଭୋଟରମାନଙ୍କ ଥର୍ମାଲ ସ୍କାନିଂ ଓ ସାନିଟାଇଜର ଦ୍ୱାରା ହାତ ସଫାର ବ୍ୟବସ୍ଥା ରହିଛି। ବିଧାନସଭା...

ଗର୍ଭପାତ ମୌଳିକ ଅଧିକାର: ହାଇକୋର୍ଟ

କଟକ ଅଫିସ,୨୧।୧୨(ବ୍ୟୁରୋ): ଗର୍ଭଧାରଣର ୨୦ ସପ୍ତାହ ପରେ ଗର୍ଭପାତ କରିବାର ନିୟମ ନାହିଁ। ହେଲେ ପୀଡ଼ିତା ନାବାଳିକାଙ୍କ ଭବିଷ୍ୟତ, ଶିକ୍ଷା, ସାମାଜିକ ସୁରକ୍ଷାକୁ ଦୃଷ୍ଟିରେ ରଖି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି। ସମ୍ବିଧାନର ଧାରା ୨୧...

ପୁଣି ଅନୁଭବଙ୍କ ନାଁରେ ଏତଲା ଦେଲେ ବର୍ଷା

କଟକ ଅଫିସ,୨୦ା୧୨ କେନ୍ଦ୍ରାପଡ଼ା ଏମ୍‌ପି ତଥା ଓଲିଉଡ ଅଭିନେତା ଅନୁଭବ ମହାନ୍ତିଙ୍କ ନାଁରେ ପୁଣି ଥରେ ଥାନାରେ ମାମଲା ରୁଜୁ ହୋଇଛି। ଏମ୍‌ପିଙ୍କ ଅଭିନେତ୍ରୀ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଏତଲା ଭିତ୍ତିରେ ପୁରୀଘାଟ ଥାନା ପୋଲିସ ତାଙ୍କ ବିରୋଧରେ ମାମଲା...

ଜଗତ୍‌ପୁରରୁ ନକଲି ସୋୟାବଡ଼ି କାରଖାନା ଠାବ: ନାମୀଦାମୀ କମ୍ପାନୀର ଲୋଗୋ ସମେତ ୧୦ଲକ୍ଷ ଟଙ୍କାର ସାମଗ୍ରୀ ଜବତ

କଟକ ଅଫିସ,୨୦ା୧୨: ଜଗତ୍‌ପୁର ଶିଳ୍ପାଞ୍ଚଳ ଫେଜ୍‌-୨ରେ ଥିବା ମାହେକ୍‌ ଇଣ୍ଡଷ୍ଟ୍ରିଜ ପ୍ରାଇଭେଟ ଲିମିଟେଡ ନାମକ ଏକ ନକଲି ସୋୟାବଡି କାରଖାନାକୁ ଶନିବାର ପୋଲିସ ଠାବ କରିଛି। ଦୀର୍ଘଦିନ ଧରି ସେଠାରେ ବେଆଇନ ଭାବେ ଉକ୍ତ କାରଖାନା ଚାଲୁଥିଲା। ଖବରପାଇ ଅପରାହ୍ନରେ...

ଏସ୍‌ଡିଜେଏମ୍‌ କୋର୍ଟରେ ହାଜର ହେଲେ ଅନୁଭବ

କଟକ ଅଫିସ, ୧୯।୧୨: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଶୁକ୍ରବାର କଟକ ଏସ୍‌ଡିଜେଏମ୍‌ କୋର୍ଟରେ ହୋଇଥିଲା। କିଛିଦିନ ତଳେ ସ୍ତ୍ରୀ ବର୍ଷା କରିଥିବା ଏକ ପାରିବାରିକ ହିଂସା ମାମଲାରେ ନିଜ ପକ୍ଷ ରଖିବା...

ଶାଳଗାଁରେ ହାତୀ ଉପଦ୍ରବ

ଚୌଦ୍ୱାର,୧୮ା୧୨(ଡି.ଏନ୍‌.ଏ): ଟାଙ୍ଗୀ-ଚୌଦ୍ୱାର ବ୍ଲକ ଶାଳଗାଁ ପଞ୍ଚାୟତ ଅଧୀନ ଶାଳଗାଁ ଗ୍ରାମରେ ଗୁରୁବାର ଭୋରରୁ ହାତୀ ଉପଦ୍ରବ ଦେଖିବାକୁ ମିଳିଥିଲା। ୧୬ଟିକିଆ ହାତୀପଲ ଧାନବିଲରେ ପଶି ଫସଲ ନଷ୍ଟ କରୁଥିବା ଦେଖି ସ୍ଥାନୀୟ ଲୋକେ ଭୟଭୀତ ହୋଇପଡିଥିଲେ। ଏ ସମ୍ପର୍କରେ ଖବରପାଇ...

କଲେଜ ଛାତ୍ରୀଙ୍କୁ ଅପହରଣ

ଯାଜପୁର ଅଫିସ,୧୭।୧୨ :ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳର ଜଣେ କଲେଜ ଛାତ୍ରୀଙ୍କୁ ଅପହରଣ କରାଯାଇଛି। ମାତ୍ର ଅପହରଣର ୧୦ ଦିନ ପରେ ବି ପୋଲିସ ତାଙ୍କୁ ଉଦ୍ଧାର କରିବାରେ ସକ୍ଷମ ହୋଇନାହିଁ। ଛାତ୍ରୀ ଜଣଙ୍କ ଅପହରଣକାରୀଙ୍କ କବଳରୁ ଉଦ୍ଧାର...

ନକଲି ଗୁଟ୍‌ଖା କାରଖାନା ଠାବ

କଟକ ଅଫିସ, ୧୭।୧୨ :କଟକରେ ପୁଣି ଏକ ନକଲି କାରଖାନା ଠାବ ହୋଇଛି। ବୁଧବାର ପୋଲିସ ଜଗତପୁର ତଳବଣିଆସ୍ଥିତ ନକଲି ଗୁଟ୍‌ଖା କାରଖାନା ଉପରେ ଚଢ଼ାଉ କରି ବିଭିନ୍ନ ନାମୀଦାମୀ ବ୍ରାଣ୍ଡର ନକଲି ସାମଗ୍ରୀ ଜବତ କରିଛି। ଯାହାର ମୂଲ୍ୟ...

ପରୀ ହତ୍ୟା ମାମଲା: ହାଇକୋର୍ଟରେ ସତ୍ୟପାଠ ଦାଖଲ

କଟକ ଅଫିସ, ୧୬।୧୨: ନୟାଗଡ଼ ଜିଲାର କୁନି ଝିଅ ପରୀ ହତ୍ୟା ଘଟଣାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଏସ୍‌ଆଇଟି ବୁଧବାର ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛି। ପରୀ ମୃତ୍ୟୁ ମାମଲା କେତେ ବାଟ ଆଗେଇଛି, ତା’ର ଷ୍ଟାଟସ ରିପୋର୍ଟ ଦାଖଲ...

୧୧୪ ଆଟେଣ୍ଡାଣ୍ଟ, ୩୬ ପ୍ରାଣୀଧନ ନିରୀକ୍ଷକ ପଦବୀ ଖାଲି

କଟକ ଅଫିସ,୧୬ା୧୨: କଟକ ଜିଲାର ମୋଟ ୨୧୧ଟି ପ୍ରାଣୀଧନ ସହାୟକ କେନ୍ଦ୍ର ରହିଛି। ହେଲେ ପ୍ରାଣୀଧନ ନିରୀକ୍ଷକ, ଡାକ୍ତର, ଆଟେଣ୍ଡାଣ୍ଟ ପଦବୀ ଖାଲି ପଡିଥିବାରୁ ପ୍ରାଣୀ ଚିକିତ୍ସା ବାଧାପ୍ରାପ୍ତ ହେଉଛି। ଏଥିସହ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର ସଫଳ ରୂପାୟନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri