କଟକ

ଭାରତ ବନ୍ଦ ଡାକରା: ଶ୍ରମିକ ସଂଘ ପକ୍ଷରୁ ବିକ୍ଷୋଭ

ନିଶ୍ଚିନ୍ତକୋଇଲି,୨୬।୧୧(ସ୍ବ.ପ୍ର.): କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ମାରଣ ନୀତି ବିରୋଧରେ ଗୁରୁବାର ଭାରତ ବନ୍ଦ ଡାକରା ଦିଆଯାଇଛି। ମିଳିତ କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସ୍ବାଧୀନ ମହାସଂଘ ଆହ୍ବାନ କ୍ରମେ ଦେଶବ୍ୟାପୀ ଧର୍ମଘଟ ଅନୁଷ୍ଠିତ ହୋଇଛି। ଏ ନେଇ...

ତିଗିରିଆରେ ବନ୍ଦ ପାଳନ

ତିଗିରିଆ,୨୬।୧୧:(ଡି.ଏନ.ଏ): କେନ୍ଦ୍ର ସରକାରଙ୍କ କୃଷକ ଓ ଶ୍ରମିକ ମାରଣ ନୀତି ବିରୁଦ୍ଧରେ ତିଗିରିଆ ବ୍ଲକ ନୂଆପାଟଣା ଚଣ୍ଡୀବଜ଼ାରଠାରେ ହିନ୍ଦ ମଜଦୁର ସଭା ଆଠଗଡ ତରଫରୁ ଗୁରୁବାର ସକାଳୁ ବନ୍ଦ ପାଳନ କରାଯାଇଛି। ନୂଆପାଟଣାର ଦୁର୍ଗା ବଜ଼ାର, ଚଣ୍ଡୀ ବଜ଼ାର ଓ...

ଆଇଆଇଏଫ୍‌ଏଲ୍‌ରୁ ଲୁଟ ଘଟଣା:ସଂସ୍ଥାର ମହିଳା ଅଧିକାରୀଙ୍କ ସମେତ ୭ ଗିରଫ

କଟକ ଅଫିସ,୨୬ା୧୧:କଟକ ନୟାସଡ଼କ ଅଞ୍ଚଳରେ ଥିବା ଅର୍ଥ ଲଗାଣକାରୀ ସଂସ୍ଥା ଇଣ୍ଡିଆନ ଇନ୍‌ଫୋଲାଇନ ଫାଇନାନ୍ସ ଲିମିଟେଡ(ଆଇଆଇଏଫ୍‌ଏଲ୍‌) ଶାଖାରୁ ଲୁଟ୍‌ ଘଟଣାରେ ଦିନକୁ ଦିନ ନୂଆ ତଥ୍ୟ ପଦାକୁ ଆସୁଛି। ଏଥିରେ ସଂସ୍ଥାର କର୍ମଚାରୀ ଲାଲା ଅମ୍ରିତ ରାୟ ସମ୍ପୃକ୍ତ ଥିବା...

ଆଖି ବୁଜିଲା କାଳିଆ

କଟକ/ଭୁବନେଶ୍ୱର, ୨୫।୧୧(ବ୍ୟୁରୋ)- ଶେଷରେ ଯୋଡ଼ା ମୁଣ୍ଡ ଶିଶୁ କାଳିଆ ଭାଇ ଜଗାକୁ ଛାଡି ଚାଲିଗଲା। କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ମିଲୁପଡ଼ା ଗ୍ରାମର ଯୋଡ଼ାମୁଣ୍ଡ ଶିଶୁ କାଳିଆର ବୁଧବାର ମୃତ୍ୟୁ ଘଟିଛି। କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ(ଏସ୍ସିବି) ମେଡିକାଲ ଓ...

ଆଚାର୍ଯ୍ୟ ହରିହର କ୍ୟାନ୍‌ସର ହସ୍ପିଟାଲରୁ ୧୫ କର୍ମଚାରୀ ବହିଷ୍କୃତ

କଟକ ଅଫିସ,୨୫ା୧୧: କଟକ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରୁ ୧୫ କର୍ମଚାରୀଙ୍କୁ ମଙ୍ଗଳବାର ବହିଷ୍କୃତ କରାଯାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଚିଠିନଂ.୪୪୫୮/୨୩ା୧୧ା୨୦ରେ ବିନା ଅନୁମୋଦନରେ କାମ କରୁଥିବା ୧୫ କର୍ମଚାରୀଙ୍କୁ ବହିଷ୍କାର...

IIFL ଲୁଟ୍‌ ଘଟଣା: ଭାଇ, ସାଙ୍ଗଙ୍କୁ ଲଗାଇ ଡକାୟତି କରିଥିଲେ କର୍ମଚାରୀ

କଟକ ଅଫିସ, ୨୪।୧୧: କଟକ ନୟାସଡ଼କସ୍ଥିତ IIFL ବ୍ରାଞ୍ଚରେ ଗତ ୧୯ ତାରିଖରେ ଏକ ବଡ଼ ଧରଣର ଲୁଟ୍‌ ହୋଇଥିଲା। IIFLର ଲାଲା ଅମ୍ରିତ ରାୟ ନାମକ କର୍ମଚାରୀ ହିଁ ଏହି ଲୁଟ ଘଟଣାରେ ମୁଖ୍ୟ ମାଷ୍ଟରମାଇଣ୍ଡ । ସେ...

ଡାକ୍ତର ଚିତ୍ତରଞ୍ଜନ କରଙ୍କ ପରଲୋକ

କଟକ ଅଫିସ,୨୧। ୧୧: ବରିଷ୍ଠ କିଡ୍‌ନୀ ରୋଗ ବିଶେଷଜ୍ଞ ତଥା ଏସ୍‌ସିବି ନେଫ୍ରୋଲୋଜି ବିଭାଗୀୟ ମୁଖ୍ୟ ପ୍ରଫେସର ଚିତ୍ତରଞ୍ଜନ କର(୫୮)ଙ୍କର ଶୁକ୍ରବାର ସନ୍ଧ୍ୟାରେ ମାଡ୍ରାସ୍‌ର ଏମ୍‌ଜିଏମ୍‌ ହସ୍ପିଟାଲରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ହସ୍ପିଟାଲରେ ତାଙ୍କ ଦୁଇ ପୁଅ ଓ ସ୍ତ୍ରୀ...

ଲୁଟିନେଲେ ୧୨କୋଟି

କଟକ ଅଫିସ,୨୦ା୧୧:କଟକ ନୟାସଡ଼କ ଅଞ୍ଚଳରେ ଥିବା ଅର୍ଥ ଲଗାଣକାରୀ ସଂସ୍ଥା ଇଣ୍ଡିଆନ ଇନ୍‌ଫୋଲାଇନ ଫାଇନାନ୍ସ ଲିମିଟେଡ (ଆଇଆଇଏଫ୍‌ଏଲ୍‌)ର ଶାଖା କାର୍ଯ୍ୟାଳୟରୁ ଗୁରୁବାର ପୂର୍ବାହ୍ନରେ ଏକ ବଡ଼ଧରଣର ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ କାର୍ଯ୍ୟାଳୟରେ ପଶି ବନ୍ଧୁକ ଦେଖାଇ କର୍ମଚାରୀଙ୍କୁ ଭୟଭୀତ କରିବା...

କଟକରେ ଫାଇନାନ୍ସ ଅଫିସରୁ ସଶସ୍ତ୍ର ଡକାୟତି: ୧୨ କୋଟି ଟଙ୍କା ସହ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ

କଟକ ଅଫିସ,୧୯।୧୧: କଟକ ନୟାସଡକର ଆଇଆଇଏଫ୍‌ଏଲ୍‌ ଅର୍ଥ ଲଗାଣକାରୀ ସଂସ୍ଥାରୁ ବଡ଼ ଧରଣର ଡକାୟତି ହୋଇଛି। ଗୁରୁବାର ସକାଳେ ୪ ଦୁର୍ବୃତ୍ତ ଏହି ଡକାୟତି କରିଛନ୍ତି। ଦୁର୍ବୃତ୍ତମାନେ ଅଫିସ ଭିତରକୁ ପଶି କର୍ମଚାରୀଙ୍କୁ ଭୟଭୀତ କରି ୧୨ କୋଟି ଟଙ୍କା...

ପାଲରେ ଗୁଡ଼ା ହୋଇ ରାସ୍ତାକଡ଼ରେ ପଡ଼ିଛି ମୃତଦେହ

ଚୌଦ୍ୱାର,୧୯ା୧୧(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ଟାଙ୍ଗୀ-କପିଳାସ ରାସ୍ତାର କରଞ୍ଜି ପଞ୍ଚାୟତର ବଡ଼କୁସୁନୁପୁର ନିକଟ ରାସ୍ତା କଡ଼ରୁ ଜରି ପାଲରେ ଗୁଡ଼ା ହୋଇ ପଡ଼ିଥିବା ମୃତଦେହକୁ ଗୁରୁବାର ସକାଳେ ଉଦ୍ଧାର ହୋଇଛି। ରାସ୍ତାକଡ଼ରେ ଏକ ଜରି ଅଖାରେ କିଛି...

ମନ୍ଦିରରେ ବି ମା’ଙ୍କୁ ଛାଡ଼ିଲେନି ଦୁର୍ବୃତ୍ତ, ତାଡ଼ିନେଲେ ଆଖି

ଚୌଦ୍ୱାର,୧୯ା୧୧(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥର୍ମାଲ ରୋଡ୍‌ସ୍ଥିତ ଦକ୍ଷିଣକାଳୀ ମନ୍ଦିରରେ ବୁଧବାର ବିଳମ୍ବିତ ରାତିରେ ହୋଇଛି ଚୋରି। ଦୁର୍ବୃତ୍ତମାନେ ମନ୍ଦିରର ମୁଖ୍ୟ ଦ୍ୱାରର ତାଲା ଭାଙ୍ଗି ପ୍ରାୟ ଲକ୍ଷାଧିକ ଟଙ୍କାର ସୁନା,ରୁପା,ଅଳଙ୍କାର ଲୁଟ୍‌ କରିବା ସହିତ ମନ୍ଦିରରେ ପୂଜା ପାଉଥିବା...

୨୩ ପ୍ରତିପକ୍ଷଙ୍କୁ ନୋଟିସ

କଟକ/ପୁରୀ ଅଫିସ୍‌,୧୭।୧୧: ପୁରୀ ବଗଲା ଧର୍ମଶାଳା ଜମି ବିବାଦ ମାମଲାରେ ସମସ୍ତ ୨୩ ପ୍ରତିପକ୍ଷଙ୍କୁ ହାଇକୋର୍ଟ ସୋମବାର ନୋଟିସ ଜାରି କରିଛନ୍ତି। ବିବାଦୀୟ ଜମି କିଣିଥିବା ୬ଜଣ ବ୍ୟକ୍ତି, ଶ୍ରୀମନ୍ଦିର ପ୍ରଶାସନ, ରାଜସ୍ବ ପର୍ଷଦ, ପୁରୀ-କୋଣାର୍କ ଉନ୍ନୟନ ଅଧିକାରୀ, ଓଡ଼ିଶା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri