କଟକ

କଟକ ସହରରୁ ୯୮ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ, ୧୩।୧୦- କଟକ ସହରରୁ ମଙ୍ଗଳବାର ୯୮ ଜଣ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୫୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୫ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ...

ଜବାବ ଦାଖଲ ପାଇଁ ଅନୁଭବଙ୍କୁ ନୋଟିସ

କଟକ ଅଫିସ,୧୩।୧୦: ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ତାଙ୍କ ସ୍ତ୍ରୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ପାରିବାରିକ ବିବାଦକୁ ନେଇ କଟକ ସଦର ଏସ୍‌ଡିଜେଏମ୍‌ କୋର୍ଟରେ ଏକ ମାମଲା ଚାଲିଛି। ଭରଣପୋଷଣ ଦାବିରେ ବର୍ଷାଙ୍କ ପକ୍ଷରୁ ଉକ୍ତ...

କଟକ ସହରରୁ ୭୪ ନୂଆ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ, ୧୨।୧୦: କଟକ ସହରରୁ ସୋମବାର ୭୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୬ଜଣ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୩୯ ଲୋକାଲ ଏବଂ ୧୯ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ୍‌ ରହିଛି। ଏ ନେଇ...

କାର୍ଯ୍ୟକ୍ଷମ ହେଉନି ପାନୀୟ ଜଳ ପ୍ରକଳ୍ପ

ନରାଜ,୧୨।୧୦(ଡି.ଏନ୍‌.ଏ.): କଟକ ଜିଲା ବାରଙ୍ଗ ବ୍ଲକ ବେଲଗଛିଆ ପଞ୍ଚାୟତ ଅନ୍ତର୍ଗତ ଜୟପୁର ଗ୍ରାମରେ ବହୁ ବର୍ଷ ଧରି ଏକ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇପାରୁ ନାହିଁ। ୨୦୦୫ରେ ୧୫ ଲକ୍ଷ ଟଙ୍କା ବ୍ୟୟରେ ଏହି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ...

ଅସୁସ୍ଥ ସ୍ତ୍ରୀଙ୍କୁ ଟ୍ରଲିରେ ୯୦ କି.ମି. ବୋହିବା ଘଟଣା: ଜୀବନ ଯୁଦ୍ଧରେ ହାରିଗଲେ ସୁକାନ୍ତି

କଟକ ଅଫିସ/ପୁରୀ ଅଫିସ/ସାକ୍ଷୀଗୋପାଳ: (ଡି.ଏନ୍‌.ଏ.), ୧୨।୧୦ଶେଷରେ ଜୀବନ ଯୁଦ୍ଧରେ ହାରିଯାଇଛନ୍ତି ସୁକାନ୍ତି ଭୋଇ। କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ମଧ୍ୟାହ୍ନରେ ସେ ସବୁଦିନ ପାଇଁ ଆଖିବୁଜି ଦେଇଛନ୍ତି। ଅନ୍ୟପକ୍ଷରେ ରୋଗଣା ସ୍ତ୍ରୀଙ୍କ ଜୀବନ ବଞ୍ଚାଇବାକୁ ପରିଣତ ବୟସରେ...

କଟକ ସହରରୁ ୫୧ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୧୧।୧୦-କଟକ ସହରରୁ ଆଜି ମୋଟ ୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୨୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୯ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ...

କୋଭିଡ୍‌ ଗାଇଡ୍‌ଲାଇନରେ ଚାଲିଗଲା ଜୀବନ

କଟକ ଅଫିସ,୧୧।୧୦: କରୋନା ମହାମାରୀକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଏପଟେ କିନ୍ତୁ ରାଜ୍ୟରେ ସ୍ବାସ୍ଥ୍ୟ ସେବା ବିଗିଡିବାରେ ଲାଗିଛି। କୋଭିଡ୍‌ ଗାଇଡ୍‌ଲାଇନ୍‌ ଆଳରେ ହସ୍ପିଟାଲଗୁଡ଼ିକରେ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀମାନେ ଚିକିତ୍ସାରେ ଅବହେଳା ପ୍ରଦର୍ଶନ...

ବଗଲା ଧର୍ମଶାଳା ଜମି ବିକ୍ରି ଘଟଣା : ଆବେଦନକାରୀଙ୍କ ପକ୍ଷରୁ ମିସ୍‌କେସ୍‌ ଦାଖଲ

କଟକ ଅଫିସ,୧୧। ୧୦: ପୁରୀ ବଗଲା ଧର୍ମଶାଳା ଜମି ବିକ୍ରି ବିବାଦକୁ ନେଇ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ଉକ୍ତ ମାମଲା ବିଚାରାଧୀନ ଥିବାବେଳେ ଏଥିରେ ସଂଶୋଧନ ଦର୍ଶାଇ ଆବେଦନକାରୀ ତଥା ସାମାଜିକ କର୍ମୀ ଜଗନ୍ନାଥ ବସ୍ତିଆ...

ଏସ୍‌ସିବିକୁ ହେଲା ଟ୍ରାଫିକ୍‌ମୁକ୍ତ ରାସ୍ତା

କଟକ ଅଫିସ,୧୧। ୧୦: ବିଶ୍ୱସ୍ତରୀୟ ହେବ ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍‌ସିବି) ମେଡିକାଲ କଲେଜ ଓ ହସ୍ପିଟାଲ। ଏହି ପରିପ୍ରେକ୍ଷୀରେ ମେଡିିକାଲକୁ ସଂଯୋଗ କରୁଥିବା ରାସ୍ତାକୁ ପ୍ରଶସ୍ତୀକରଣ କରାଯିବ। ପ୍ରଥମ ପର୍ଯ୍ୟାୟରେ ନବନିର୍ମିତ ଯୋବ୍ରା-ରାଣୀହାଟ ତାଳଦଣ୍ଡା କେନାଲ ପାର୍ଶ୍ୱ ତିନି ଥାକିଆ...

ଅସୁସ୍ଥ ସ୍ତ୍ରୀଙ୍କୁ ୯୦କି.ମି. ବୋହିଲେ

କଟକ ଅଫିସ/ସାକ୍ଷୀଗୋପାଳ,(ଡି.ଏନ୍‌.ଏ)୧୧। ୧୦:ରାଜ୍ୟରେ ଚିକିତ୍ସା ସେବା ସମସ୍ତଙ୍କୁ ଯେପରି ଠିକ୍‌ଭାବେ ମିଳିପାରିବ ସରକାର ସେଥିପାଇଁ ଅନେକ ଯୋଜନା କରିଛନ୍ତି। ଏଥିପାଇଁ ବିଭିନ୍ନ ହସ୍ପିଟାଲର ଭିତ୍ତିଭୂମିକୁ ସୁଦୃଢ଼ କରାଯାଉଛି। ରୋଗୀଙ୍କୁ ଚିକିତ୍ସା ସେବା ଯୋଗାଇବା ପାଇଁ ମାଗଣା ଆମ୍ବୁଲାନ୍ସ ବ୍ୟବସ୍ଥା ମଧ୍ୟ...

ସ୍ତନ କର୍କଟ ସଚେତନତା: ସ୍ତନ ଯନ୍ତ୍ରଣାକୁ ହେୟଜ୍ଞାନ କରନ୍ତୁ ନାହିଁ

କଟକ ଅଫିସ,୧୧ା୧୦: ଅକ୍ଟୋବର ମାସକୁ ସ୍ତନ କର୍କଟ ସଚେତନତା ମାସ ଭାବେ ପାଳନ କରାଯାଏ। ଏହି ପରିପ୍ରେକ୍ଷୀରେ ରୋଟାରୀ କ୍ଲବ ଅଫ୍‌ କଟକ ଗୋଲ୍ଡେନ ଷ୍ଟାର୍‌, ରୋଟାରୀ କ୍ଲବ ଅଫ୍‌ କଟକ ମହାନଦୀ ଏବଂ ଆଓ୍ବେକେନ ସାମାଜିକ ସଂଗଠନ ମିଳିତ...

କଟକ ସହରରୁ ୯୨ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୧୦।୧୦-କଟକ ସହରରୁ ଶନିବାର ମୋଟ ୯୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୫୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୦ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri