କଟକ ଅଫିସ, ୨୭।୮: କଟକ ଜିଲାରେ ଲଗାତାର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର କଟକ ମହାନଗର ନିଗମ ଅଞ୍ଚଳରୁ ୩୦୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୩ ହୋମ୍ କ୍ୱାରାଣ୍ଟାଇନ୍ରୁ ରହିଥିବା...
କଟକ ଅଫିସ,୨୭ା୮: ପେଟରୋଗରେ ପୀଡ଼ିତ ଜଣେ ବୃଦ୍ଧ ଚିକିତ୍ସା ପାଇଁ ଗୋଟିଏ ହସ୍ପିଟାଲରୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର ହେବା ଭିତରେ କରୋନା ଭୂତାଣୁ ସଂକ୍ରମଣର ଶିକାର ହୋଇଛନ୍ତି। ଆର୍ଥତ୍କ ଅବସ୍ଥା ସ୍ବଚ୍ଛଳ ନ ଥିବାରୁ ତାଙ୍କ ଚିକିତ୍ସା ଖର୍ଚ୍ଚ କରିପାରୁ...
କଟକ ଅଫିସ,୨୭ା୮: ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲ କାଜୁଆଲିଟିର ଚତୁର୍ଥ ମହଲାରେ ଥିବା ସେଣ୍ଟ୍ରାଲ ଆଇସିୟୁକୁ ବନ୍ଦ କରି ଦିଆଯାଇଛି। ବୁଧବାର ଏଠାରୁ ଗୋଟିଏ ଦିନରେ ୧୪ ଜଣ କର୍ମଚାରୀଙ୍କ କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ ବାହାରିଛି। ଏଯାବତ୍...
Archives
Model This Week
ପିଲାଙ୍କ ଧରିତ୍ରୀ