କଟକ ଅଫିସ,୧୦।୮: କରୋନା ସଂକ୍ରମଣରେ ଗୁରୁତର ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ କଟକ ଜିଲାରେ ଆଉ ଇଣ୍ଟେନ୍ସିଭ୍ କେୟାର୍ ୟୁନିଟ୍ (ଆଇସିୟୁ) ନାହିଁ। ସବୁ ଆଇସିୟୁ ଭର୍ତ୍ତି ହୋଇଯାଇଛି। ଜିଲାରେ ଥିବା ୩୪ଟି ଆଇସିୟୁରୁ ସବୁଥିରେ ରୋଗୀଙ୍କ ଚିକିତ୍ସା ଚାଲିଛି। ସେହିଭଳି...
କଟକ ଅଫିସ,୯ା୮-କଟକ ଜିଲାରେ ଗ୍ରାମାଞ୍ଚଳ ଅପେକ୍ଷା ସହରାଞ୍ଚଳ ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଗତ ସପ୍ତାହରେ ଚିହ୍ନଟ ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ସହରାଞ୍ଚଳରୁ ଅଧିକ ରହିଛନ୍ତି। ଜିଲାରେ ବର୍ତ୍ତମାନ ସୁଦ୍ଧା ୪୪ ହଜାର ୫୯୬ ଜଣଙ୍କ ସ୍ବାବ୍ ପରୀକ୍ଷା କରାଯାଇଛି।...
ଚୌଦ୍ୱାର,୯। ୮(ଡି.ଏନ୍.ଏ): ରାଜ୍ୟରେ କରୋନା ସ୍ଥିତି ଭୟଙ୍କର ହେବାରେ ଲାଗିଛି। ସଂକ୍ରମଣ ରୋକିବା ଲାଗି ସରକାର ଲକଡାଉନ, ଶଟ୍ଡାଉନ ନୀତି ଆପଣାଉ ଥିବାରୁ ସାଧାରଣ ଲୋକଙ୍କ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ପ୍ରବାସୀ ଓଡ଼ିଆ ରୋଜଗାର ଆଶାରେ ପୁଣି ଅନ୍ୟ ରାଜ୍ୟକୁ...
Archives
Model This Week
ପିଲାଙ୍କ ଧରିତ୍ରୀ