କଟକ

ପ୍ରବେଶ କର ଅନାଦାୟ ନେଇ ଜନସ୍ବାର୍ଥ ମାମଲା: ଅବହେଳାରୁ ୧୩୯ କୋଟି କ୍ଷତି

କଟକ ଅଫିସ,୧୪।୮: ଅବହେଳା ଯୋଗୁ ୧୩୯ କୋଟି ୧୫ଲକ୍ଷ ୮୦ ହଜାର ୫୦୪ ଟଙ୍କାର ପ୍ରବେଶ କର (ଏଣ୍ଟ୍ରି ଟ୍ୟାକ୍ସ) ଭୂଷଣ ପାୱାର୍‌ ଆଣ୍ଡ୍‌ ଷ୍ଟିଲ୍‌ ଲିମିଟେଡ୍‌ କମ୍ପାନୀ ଠାରୁ ଆଦାୟ ହୋଇପାରିଲା ନାହିଁ। ଏଣୁ ଯେଉଁ ସରକାରୀ ଅଧିକାରୀମାନେ...

ମୁଣ୍ଡ ଟେକିଲାଣି ଡି-ବ୍ରଦର୍ସ ଗ୍ୟାଙ୍ଗ୍‌

କଟକ ଅଫିସ,୧୩।୮: ଅନେକ ଦିନର ବ୍ୟବଧାନ ପରେ ଗ୍ୟାଙ୍ଗଷ୍ଟାର ଧଳସାମନ୍ତ ଭ୍ରାତାଙ୍କ ଡି-ଗ୍ୟାଙ୍ଗ ସହରରେ ପୁଣି ମୁଣ୍ଡ ଟେକିଲାଣି। ଗ୍ୟାଙ୍ଗର ପୂର୍ବତନ ସଦସ୍ୟଙ୍କୁ ଫେରାଇଆଣି ଧଳସାମନ୍ତ ଭ୍ରାତାଙ୍କ ଆପରାଧିକ ସାମ୍ରାଜ୍ୟକୁ ପୁଣିଥରେ ମଜଭୁତ୍‌ କରିବା ପାଇଁ ଉଦ୍ୟମ ଚାଲିଛି। ବିଭିନ୍ନ...

ନିଜସ୍ବ ଆଇନ ଆଣିବ ଅଗ୍ନିଶମ ବିଭାଗ

କଟକ ଅଫିସ,୧୩।୮: ପୋଲିସ ଓ ଜେଲ୍‌ ମାନୁଆଲ ଭଳି ଅଗ୍ନିଶମ ବିଭାଗ ନିଜସ୍ବ ମାନୁଆଲ ବା ଆଇନ ଲାଗୁ କରିବା ପାଇଁ ଯୋଜନା କରୁଛି। ପୂର୍ବରୁ ପୋଲିସ ମାନୁଆଲ୍‌ ହିଁ ଅଗ୍ନିଶମ ବିଭାଗରେ କାର୍ଯ୍ୟକାରୀ ହେଉଥିଲା। କିନ୍ତୁ ସଙ୍ଗଠନର ସୁପରିଚାଳନା...

ରହିତାଦେଶ ଉଠାଇବାକୁ ସାନି ମାମଲା

କଟକ ଅଫିସ,୧୩।୮: ବାରିପଦା ଅର୍ବାନ୍‌ କୋ-ଅପରେଟିଭ୍‌ ବ୍ୟାଙ୍କ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ବଢ଼ିବାରେ ଲାଗିଛି। ଉଚ୍ଚତମ ନ୍ୟାୟାଳୟରେ ଏହି ମାମଲା ବିଚାରାଧୀନ ଥିବାବେଳେ ମଙ୍ଗଳବାର ପୁଣି ଏକ ସାନି ମାମଲା ହୋଇଛି। ଏଥିରେ ପକ୍ଷଭୁକ୍ତ ହେବା ପାଇଁ ମଙ୍ଗଳବାର...

‘ଔଷଧର ନାଁ କ୍ୟାପିଟାଲ ଲେଟରରେ ଲେଖ’

କଟକ ଅଫିସ,୧୩।୮: ଏକ ଅନ୍ତରୀଣ ଜାମିନ ଆବେଦନର ଶୁଣାଣିବେଳେ ଡାକ୍ତରମାନଙ୍କ ଖରାପ ହସ୍ତାକ୍ଷରକୁ ନେଇ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ଡାକ୍ତରମାନେ ଛୋଟ ଅକ୍ଷରରେ ଔଷଧ ନାଁ ଲେଖୁଥିବା ଯୋଗୁ କେବଳ ରୋଗୀ କିମ୍ବା ରୋଗୀଙ୍କ ସମ୍ପର୍କୀୟ ନୁହନ୍ତି, ବରଂ...

କଟକରୁ ୮୫ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ, ୧୨।୮-କଟକ ସହରରୁ ବୁଧବାର ୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଣ୍ଟେନମେଣ୍ଟ ଜୋନରୁ ୨୪ ଜଣ, କ୍ୱାରାଣ୍ଟାଇନରୁ ୪୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଲୋକାଲ କଣ୍ଟାକ୍ଟ କେସ ୨୧ ରହିଛି। ୮୫ ଜଣ...

ଡିଜିପିଙ୍କୁ ରିପୋର୍ଟ ମାଗିଲେ ଜନଜାତି ଆୟୋଗ

କଟକ ଅଫିସ,୧୨ା୮: କୋରାପୁଟ ଜିଲା କୋଟପାଡ଼ ବ୍ଲକ ଚିତ୍ରା ପଞ୍ଚାୟତର ଏକ ଗ୍ରାମରୁ ଜଣେ ଆଦିବାସୀ ନାବାଳିକାଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଥିଲା। ପୋଲିସ ଏହାକୁ ଆତ୍ମହତ୍ୟା ଦର୍ଶାଇ ଥିବାବେଳେ ନାବାଳିକା ଜଣଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା...

ହାଇକୋର୍ଟଙ୍କୁ ପୁରୁଣା ମାମଲା ଅଡୁଆ

କଟକ ଅଫିସ,୧୨ା୮: ବହୁ ପୁରୁଣା ମାମଲାଗୁଡ଼ିକର ଶୁଣାଣି ବେଳେ ଏବେ ହାଇକୋର୍ଟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି ମାମଲାଗୁଡ଼ିକ ପ୍ରାୟ ୧୬ରୁ ୨୦ ବର୍ଷ ହେଲା ଗଡୁଥିବା ବେଳେ ଆବେଦନକାରୀଙ୍କ ସମ୍ପର୍କରେ କୌଣସି ସୂଚନା ମିଳୁନି। ଅନେକ ମାମଲାରେ ଆବେଦନକାରୀ...

ବେହେରାସାହି ପରେ ଏବେ ଚିନ୍ତା ବଢ଼ାଇଲା ଜାଲୁଆ ସାହି: ଆଜି ଚିହ୍ନଟ ହେଲେ…

କଟକ ଅଫିସ,୧୧।୮: କଟକରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ସହରରେ ଆଉ ୭୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ କଟକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୯୪କୁ ବୃଦ୍ଧି ପାଉଛି। ସେଥିରୁ ୮୭୦...

ସମଲିଙ୍ଗୀ ସାଥୀଙ୍କୁ ଉଦ୍ଧାର ମାମଲାରେ ହାଇକୋର୍ଟ ନିର୍ଦ୍ଦେଶ: ଭିଡିଓ କନଫରେନ୍ସରେ ହାଜର ହେବେ ଯୁବତୀ

କଟକ ଅଫିସ,୧୧।୮: ନିଜ ସମଲିଙ୍ଗୀ ସାଥୀଙ୍କୁ ଉଦ୍ଧାର ପାଇଁ ଜଣେ ଯୁବତୀ ହାଇକୋର୍ଟରେ ରୁଜୁ କରିଥିବା ହେବିୟସ୍‌ କର୍ପସ ମାମଲାର ଶୁଣାଣି ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ଯାଜପୁର ଏସ୍‌ପି ତଦନ୍ତ ରିପୋର୍ଟ ଦାଖଲ କରିଛନ୍ତି। ବରୀ ଥାନା ଅଧିକାରୀ ଯୁବତୀଙ୍କ...

କଟକରେ ଆଉ ୫୩ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ, ୧୦।୮-ସୋମବାର କଟକରୁ ପୁଣି ୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୩ ଆକ୍ରାନ୍ତଙ୍କ ମଧ୍ୟରୁ କଣ୍ଟେନମେଣ୍ଟ ଜୋନରୁ ୧୯ ଜଣ ଚିହ୍ନଟ ହୋଇଥିବାବେଳେ କ୍ୱାରାଣ୍ଟାଇନରୁ ୨୪ ଓ ୧୦ ଲୋକାଲ କଣ୍ଟାକ୍ଟ କେସ ରହିଛି। ଚୌଧୁରୀ...

ମନ୍ଦିର ଖୋଲିବା ନିଷ୍ପତ୍ତି ସରକାର ନେବେ

କଟକ ଅଫିସ,୧୦।୮: କରୋନା ପାଇଁ ମାର୍ଚ୍ଚ ମାସରୁ ବନ୍ଦ ରହିଥିବା ମନ୍ଦିର ଏବଂ ଧର୍ମାନୁଷ୍ଠାନଗୁଡ଼ିକ ଖୋଲିବ କି ନାହିଁ ସେ ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେବେ। ଏ ନେଇ ଦାୟର ମାମଲାର ଶୁଣାଣିକରି ହାଇକୋର୍ଟ ଏଭଳି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri