କଟକ

କଟକରୁ ଆଉ ୮୧ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୭।୮-କଟକ ସହରରୁ ଶୁକ୍ରବାର ପୁଣି ୮୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ମାଲଗୋଦାମ ବେହେରା ସାହି କଣ୍ଟେନମେଣ୍ଟ ଜୋନରୁ ସର୍ବାଧିକ ୩୮ଜଣ ରହିଛନ୍ତି। ସେହିପରି କ୍ୱାରାଣ୍ଟାଇନରୁ ୩୧ ଜଣ ଏବଂ ୧୨ ଲୋକାଲ କଣ୍ଟାକ୍ଟ...

ଆଜିଠୁ ଏସ୍‌ସିବିରେ ମିଳିବ ‘ଆହାର’

କଟକ ଅଫିସ, ୭ା୮: ଆହାର କେନ୍ଦ୍ର ଓ ହସ୍ପିଟାଲ କର୍ମଚାରୀମାନେ ବାରମ୍ବାର କରୋନା ଆକ୍ରାନ୍ତ ହେବାରୁ ପ୍ରାୟ ୪୦ଦିନ ଧରି କଟକ ସହରର ସମସ୍ତ ହସ୍ପିଟାଲରେ ଥିବା ଆହାର କେନ୍ଦ୍ରଗୁଡ଼ିକ ବନ୍ଦ ରହିଥିଲା। ଫଳରେ ହସ୍ପିଟାଲକୁ ଆସୁଥିବା ରୋଗୀ ଓ...

କୋଭିଡ୍‌ ମେଡିକାଲ, ସିସିସିର ଅଗ୍ନି ନିରାପତ୍ତା ଯାଞ୍ଚ ନିର୍ଦ୍ଦେଶ

କଟକ ଅଫିସ,୭ା୮: ଗୁଜରାଟ୍‌ର ଅହମ୍ମଦାବାଦ୍‌ସ୍ଥିତ କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୮ଜଣଙ୍କ ଜୀବନ ଯାଇଥିବାବେଳେ ପ୍ରାୟ ୫୦ଜଣ ଆହତ ହୋଇଛନ୍ତି। ଫଳରେ କୋଭିଡ୍‌ ହସ୍ପିଟାଲଗୁଡ଼ିକର ଅଗ୍ନି ନିରାପତ୍ତାକୁ ନେଇ ପ୍ରଶ୍ନ ଉଠିଛି। ଓଡ଼ିଶାରେ ୧୫୦ରୁ ଊର୍ଦ୍ଧ୍ୱ କୋଭିଡ୍‌ ହସ୍ପିଟାଲ ଏବଂ...

ଲକ୍ଷ୍ମୀ: ନାଁକୁ କାମ, ମିଳୁନି ସୁବିଧା

କଟକ ଅଫିସ,୭ା୮:କରୋନା କଟକଣା ଯୋଗୁ ବିଭିନ୍ନ ରାଜ୍ୟରେ ନିଯୁକ୍ତି ହରାଇ ପ୍ରବାସୀମାନେ ନିଜ ଘରକୁ ଫେରିଲେ। ଲୋକଙ୍କ ଜୀବନଜୀବିକାକୁ ଗୁରୁତ୍ୱ ଦେଇ ଜିଲା ପ୍ରଶାସନ ସେମାନଙ୍କୁ ସ୍ଥାନୀୟ ଅଞ୍ଚଳରେ କାମ ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଲେ। ଫଳରେ ପ୍ରବାସୀଙ୍କ ମନରେ ନୂଆ...

କଟକଣା କୋହଳ ସତ୍ତ୍ବେ ବସ୍‌ ବନ୍ଦ

କଟକ ଅଫିସ,୬ା୮: କରୋନା କଟକଣା କୋହଳ ସତ୍ତ୍ୱେ ବସ୍‌ ସେବା ବନ୍ଦ ରହିଛି। ମାର୍ଚ୍ଚରୁ ଘରୋଇ ବସ୍‌ଗୁଡ଼ିକ ବାଦାମବାଡ଼ି-ଲିଙ୍କ୍‌ରୋଡ ମୁଖ୍ୟରାସ୍ତା କଡ଼ରେ ପଡ଼ିରହି ଖତ ଖାଉଛି। ସରକାରୀ ବସ୍‌ ସେବାର ମଧ୍ୟ ସମଦଶା। କଟକରୁ କୌଣସି ବସ୍‌ ଗଡୁ ନ...

କରୋନା ଆକ୍ରାନ୍ତ ହେଲେଣି ୧୮ ପରିବହନ କର୍ମଚାରୀ

କଟକ ଅଫିସ,୬ା୮: କରୋନାରେ ବୁଧବାର ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ର ୨ଜଣ କର୍ମଚାରୀ ଆକ୍ରାନ୍ତ ହୋଇଛନ୍ତି। ଏନେଇ ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍‌ଟିଏ) ସୂଚନା ଦେଇଛି। ଉଭୟ ସୀମା ତନଖି କାର୍ଯ୍ୟରେ ନିୟୋଜିତ ଥିଲେ। ବର୍ତ୍ତମାନ ସୁଦ୍ଧା ରାଜ୍ୟର...

କୋଭିଡ୍‌ ଯୋଦ୍ଧାଙ୍କ ସହ କଥାହେଲେ ଡିଜିପି

କଟକ ଅଫିସ,୬ା୮: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ କରୋନାରୁ ସୁସ୍ଥ ହୋଇଥିବା ପୋଲିସ ବିଭାଗର କୋଭିଡ୍‌ ଯୋଦ୍ଧାଙ୍କ ସହ ବୁଧବାର ଭିଡିଓ କନଫରେନ୍ସରେ କଥା ହୋଇଛନ୍ତି। ଏହି ବାର୍ତ୍ତାଳାପ କାର୍ଯ୍ୟକ୍ରମରେ ୧୪ଟି ଜିଲାର ପୋଲିସ କୋଭିଡ୍‌ ଯୋଦ୍ଧାମାନେ ସାମିଲ ହୋଇଥିଲେ।...

ମାଲଗୋଦାମ ବେପାର ସମୟ ବଦଳିଲା  

କଟକ ଅଫିସ,୫ା୮-ମାଲଗୋଦାମରେ ବେପାର ସମୟରେ ପରିବର୍ତ୍ତନ ହୋଇଛି। ବ୍ୟବସାୟୀ ସଂଘ ନିଷ୍ପତ୍ତି ପରେ କଟକ ମହାନଗର ନିଗମ (ସିଏମ୍‌ସି) ବୁଧବାର ଏନେଇ ବିଜ୍ଞପ୍ତି ଜାରି କରିଛି। ଅଣ-ଅତ୍ୟାବଶ୍ୟକ ସାମଗ୍ରୀ ବିକୁଥିବା ଦୋକାନ ସକାଳ ୭ରୁ ପୂର୍ବାହ୍ନ ୧୦ଟା ଯାଏ ଖୋଲା...

କଟକରେ କାୟା ମେଲାଉଛି କରୋନା: ଆଜି ୧୪୩ ଆକ୍ରାନ୍ତ ଚିହ୍ନଟ

କଟକ,୫।୮(ବ୍ୟୁରୋ)-କଟକରେ କାୟା ମେଲାଉଛି କରୋନା। ସହରରେ ବୁଧବାର ଆଉ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ମାଲଗୋଦାମ କଣ୍ଟେନମେଣ୍ଟ ଜୋନରୁ କେବଳ ୧୧୨ ଜଣ ରହିଛନ୍ତି। ୧୧୨ ଆକ୍ରାନ୍ତଙ୍କ ମଧ୍ୟରେ ୬୨ ପୁରୁଷ ଏବଂ ୫୦...

କଟକ ଏସ୍‌ସିବି ମେଡିକାଲରେ ୧୦୦ ୟୁନିଟ ପ୍ଲାଜମା ସଂଗ୍ରହ

କଟକ ଅଫିସ,୫।୮: କଟକ ଏସ୍‌ସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ପ୍ଲାଜମା ସଂଗ୍ରହ ୧୦୦ ୟୁନିଟ ଛୁଇଁଛି। କରୋନା ଗୁରୁତର ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା କରାଯାଉଛି। ଯେଉଁମାନେ କରୋନାରୁ ସୁସ୍ଥ ହେଉଛନ୍ତି, ସେମାନଙ୍କଠାରୁ ପ୍ଲାଜମା ସଂଗ୍ରହ କରାଯାଉଛି। ପ୍ରକାଶ...

ମାଟ୍ରିକ ପରୀକ୍ଷା: ୬ରୁ ପୁନଃ ଯାଞ୍ଚ ପାଇଁ ଆବେଦନ

କଟକ ଅଫିସ,୫ା୮ : ମାଟ୍ରିକ ପରୀକ୍ଷାର ବିଭିନ୍ନ ବିଷୟ ପୁନଃ ଯାଞ୍ଚ, ପରୀକ୍ଷା ଖାତାର ନକଲ ପାଇଁ ଦରଖାସ୍ତ ଓ ଫି’ ଦାଖଲ ପ୍ରକ୍ରିୟା ଆସନ୍ତା ୬ ତାରିଖରୁ ଆରମ୍ଭ ହେବ। ଅଗଷ୍ଟ ୧୮ ମଧ୍ୟରାତ୍ରି ସୁଦ୍ଧା ଫି’ ଦାଖଲ...

କଟକରୁ ୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ମାଲଗୋଦାମ ଅଞ୍ଚଳରୁ ଅଛନ୍ତି ସର୍ବାଧିକ, ଜାଣନ୍ତୁ…

କଟକ ଅଫିସ,୪।୮: କଟକରେ ମାଡ଼ି ଚାଲିଛି କରୋନା। ମଙ୍ଗଳବାର ସହରରେ ୯୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ କଟକରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୧୮୨କୁ ବୃଦ୍ଧି ପାଇଛି। ସେଥିରୁ ୫୯୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri