କଟକ

ସାଲେପୁର ବିଧାୟକ କରୋନା ପଜିଟିଭ

ଭୁବନେଶ୍ୱର, ୮।୭(ବ୍ୟୁରୋ): ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତାଙ୍କ ସହ ତାଙ୍କ ଡ୍ରାଇଭର ଏବଂ ପିଏସ୍‌ଓ ମଧ୍ୟ କରୋନା ଆକ୍ରାନ୍ତ ଥିବା ଜଣାପଡ଼ିଛି। ସମସ୍ତଙ୍କୁ ଚିକିତ୍ସା ପାଇଁ କୋଭିଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବିଧାୟକ...

କଟକ: ଆଉ ଦୁଇଦିନ ବଢ଼ିଲା ଶଟ୍‌ଡାଉନ ଅବଧି

କଟକ ଅଫିସ,୭ା୭- କଟକ ସହରରେ ଜାରି ହୋଇଥିବା ଶଟ୍‌ଡାଉନ ଅବଧିକୁ ବୃଦ୍ଧି କରିଛି ସିଏମ୍‌ସି। ପୂର୍ବରୁ ବୁଧବାର ମଧ୍ୟରାତ୍ରି ଯାଏ ଶଟ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ତାହାକୁ ଏବେ ଶୁକ୍ରବାର ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ଯୋଗୁ...

ଟ୍ରିବ୍ୟୁନାଲ ତୁରନ୍ତ କାର୍ଯ୍ୟକ୍ଷମ କର

କଟକ ଅଫିସ,୭।୭: ଗଠନର ପ୍ରାୟ ଦେଢ଼ ବର୍ଷ ପରେ ମଧ୍ୟ ଅକାମୀ ହୋଇ ପଡ଼ିଛି ଓଡ଼ିଶା ରିୟଲ ଇଷ୍ଟେଟ୍‌ ଆପିଲେଟ୍‌ ଟ୍ରିବ୍ୟୁନାଲ୍‌ (ଓଆର୍‌ଇଏଟି)। ଏଯାବତ୍‌ ଗୃହ ଏବଂ ଜମିର କ୍ରେତା ଓ ବିକ୍ରେତାଙ୍କ ଗୋଟିଏ ବି ଅଭିଯୋଗର ଶୁଣାଣି କି...

ନନ୍ଦନକାନନରେ ଜଳହସ୍ତୀ ଶାବକ ଜନ୍ମ: କୁମାରଖୁଣ୍ଟିରେ ଶଙ୍କର ଅସୁସ୍ଥ

ବାରଙ୍ଗ,୭।୭(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ୬୨ ନଂ. ଏନକ୍ଲୋଜରରେ ରହୁଥିବା ଜଳହସ୍ତୀର ସୋମବାର ଏକ ଶାବକ ଜନ୍ମ ଦେଇଛି। ଶାବକ ଜନ୍ମ ଦେବା ପରେ ମା ଓ ଛୁଆ ସୁସ୍ଥ ଥିବା ଜଣାପଡିଛି। ଏବେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଇ...

କଟକରୁ ୩ ପଜିଟିଭ ଚିହ୍ନଟ: ଅଛନ୍ତି ୨ କ୍ୱାରାଣ୍ଟାଇନ, ୧ ସ୍ଥାନୀୟ ଅଞ୍ଚଳର

କଟକ ଅଫିସ, ୬।୭: କଟକ ସହରରୁ ସୋମବାର ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨ କ୍ୱାରାଣ୍ଟାଇନରେ ଥିବା ବେଳେ ଅନ୍ୟ ଜଣେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ମାଣିକଘୋଷ ବଜାରରୁ ଜଣେ ୫୯ ବର୍ଷୀୟ ବ୍ୟକ୍ତି...

ସୋମବାର ଦିବା ୧ଟାରୁ ଗୁରୁବାର ରାତ୍ର ୧୦ଟା ପର୍ଯ୍ୟନ୍ତ ନଖରା ପଞ୍ଚାୟତ ଶଟ୍‌ଡାଉନ

ଚୌଦର,୬।୭(ଡି.ଏନ୍‌.ଏ): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ନଖରା ପଞ୍ଚାୟତରୁ ରବିବାର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏ ନେଇ ସରପଞ୍ଚ ପବିତ୍ର ଉପାଧ୍ୟାୟ ଉକ୍ତ ପଞ୍ଚାୟତକୁ ସୋମବାର ଦିବା ୧ଟାରୁ ଗୁରୁବାର ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ...

କଟକ ଶିଶୁଭବନ ଆଉଟ୍‌ଡୋର ବନ୍ଦ

କଟକ ଅଫିସ,୬ା୭: ସୋମବାର କଟକସ୍ଥିତ ଶିଶୁଭବନର ଆଉଟ୍‌ଡୋର ବନ୍ଦ କରାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଆଉଟ୍‌ଡୋର ବନ୍ଦ ରହିବ ବୋଲି ଶିଶୁଭବନ ଅଧୀକ୍ଷକ ପ୍ରଫେସର ଡା. ସରୋଜ ଶତପଥୀ ସୂଚନା ଦେଇଛନ୍ତି। ତେବେ ଶିଶୁଭବନରେ ଜରୁରିକାଳୀନ ସେବା ଜାରି ରହିବ।...

ଆଜି ଶ୍ରାବଣର ପ୍ରଥମ ସୋମବାର: ଘାଟ, ପୀଠ କେଉଁଠି ନାହାନ୍ତି କାଉଡ଼ିଆ

କଟକ ଅଫିସ,୬ା୭: ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଏହିଦିନ ସହ ଏହାର ପୂର୍ବଦିନ କାଉଡିଆଙ୍କ ଭିଡ଼ ଓ ବୋଲବମ୍‌ ଧ୍ୱନିରେ କମ୍ପୁଥାନ୍ତା ଗଡ଼ଗଡ଼ିଆ ଘାଟ। କିନ୍ତୁ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ବୋଲ୍‌ବମ୍‌ ଯାତ୍ରାକୁ ରାଜ୍ୟ ସରକାର ବନ୍ଦ...

ଆଜିଠୁ ତିନିଦିନିଆ ଶଟ୍‌ଡାଉନ୍‌

କଟକ ଅଫିସ,୬ା୭: କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିଚାଲିଛି। ସଂକ୍ରମଣର ପ୍ରସାରକୁ ରୋକିବା ପାଇଁ ସପ୍ତାହାନ୍ତ ଶଟ୍‌ଡାଉନ୍‌ ପରେ ସୋମବାରଠାରୁ ବୁଧବାର ରାତି ପର୍ଯ୍ୟନ୍ତ ପୁଣି ଥରେ ଶଟ୍‌ଡାଉନ୍‌ ଜାରି କରାଯାଇଛି। ଏହାର ସଠିକ୍‌ ପାଳନ...

୪ ହସ୍ପିଟାଲ ପାଇଁ ଗାଇଡ୍‌ଲାଇନ୍‌

କଟକ ଅଫିସ୍‌,୬ା୭: କଟକ ସହରର ହସ୍ପିଟାଲଗୁଡ଼ିକରେ କରୋନା କାୟା ବିସ୍ତାର କରି ଚାଲିଛି। ବିଶେଷ କରି ଏସ୍‌ସିବି ଓ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ ସ୍ଥିତି ଅଣାୟତ୍ତ ହେବା ପରେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର...

କଟକରେ ହେବ ଆଣ୍ଟିଜେନ୍‌ ଟେଷ୍ଟ

କଟକ ଅଫିସ,୫।୭-କଟକ ସହରର ହସ୍ପିଟାଲଗୁଡ଼ିକରେ କରୋନା କାୟା ବିସ୍ତାର କରି ଚାଲିଛି। ବିଶେଷ କରି ଏସ୍‌ସିବି ଓ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ ସ୍ଥିତି ଅଣାୟତ୍ତ ହେବା ପରେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ତତ୍ପର...

କର୍ମଚାରୀଙ୍କୁ କରୋନା: ହାଇକୋର୍ଟ ହେଲା ବିଶୋଧନ

କଟକ ଅଫିସ,୫।୭: ଓଡ଼ିଶା ହାଇକୋର୍ଟର ଜଣେ କର୍ମଚାରୀ କରୋନାରେ ଆକ୍ରାନ୍ତ ହେବା ପରେ ଭୁବନେଶ୍ୱରସ୍ଥିତ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏହାକୁ ନେଇ ହାଇକୋର୍ଟ କର୍ମଚାରୀଙ୍କ ମଧ୍ୟରେ ଭୟ ଦେଖା ଦେଇଛି। ରବିବାର ଅଗ୍ନିଶମ ବିଭାଗ ପକ୍ଷରୁ ହାଇକୋର୍ଟ ପରିସରକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri